ଇଲେକ୍ଟୋରାଲ ବଣ୍ଡ: ଆର୍ବିଆଇକୁ ଉପେକ୍ଷା
ନୀତୀନ ସେଠୀ ଇଲେକ୍ଟୋରାଲ ବଣ୍ଡ୍ ଉନ୍ମୋଚିତ ହେବାର ଅଳ୍ପଦିନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକୁ ଗୋପନରେ ପାଣ୍ଠି ଯୋଗାଣ ଲାଗି ତରତର ହେଉଥିବା ମୋଦି ସରକାର ଏ ବିଷୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ମତାମତ ନେଇଛନ୍ତି ବୋଲି ଛଳନା କରିଛନ୍ତି। ବାସ୍ତବରେ…
ୟୁ ଆର୍ ନଟି
ଶୁଭନାରାୟଣ ଶତପଥୀ ଗତ ଛୁଟିରେ ମୁଁ ବଲାଙ୍ଗୀର ଇଣ୍ଟରସିଟିରେ ସମ୍ବଲପୁରରୁ ଫେରୁଥାଏ। ଟ୍ରେନ୍ଟି ଭାରି ଭିଡ଼ ହୋଇଥିବାରୁ ସିଟ୍ ମିଳିଲା ନାହିଁ। ଠିଆ ହୋଇ ଆସିବା ଭିତରେ ଚାରିଆଡ଼କୁ ନଜର ବୁଲାଉଥାଏ। ଦୁଇଟି ସିଟ୍ ଫାଙ୍କା ପଡ଼ିଥିବାର ଦେଖିଲି। ସିଟ୍ ପାଖରେ…
ଏଇ ଭାରତରେ
ପିଲାମାନେ ଟଙ୍କାଟିଏ ପାଇଲେ ବଜାରରୁ ବିସ୍କୁଟ କି ଚକୋଲେଟ କିଣିଦିଅନ୍ତି। କିନ୍ତୁ ଏମିତି ପିଲା ଅଛନ୍ତି ଯେଉଁମାନେ ତାଙ୍କ ପକେଟ୍ ଖର୍ଚ୍ଚ ସଞ୍ଚୟ କରି ଚଳାଉଛନ୍ତି ଶିଶୁ ବ୍ୟାଙ୍କ। ମଧ୍ୟପ୍ରଦେଶ ଛତରପୁର ଅଞ୍ଚଳରେ ଚାଲୁଛି ଏହି ବ୍ୟାଙ୍କ। ବିଭିନ୍ନ ବ୍ୟାଙ୍କରେ କୋଟି…
ସମ୍ପାଦକୀୟ/କୂଟନୈତିକ ଚ୍ୟାଲେଞ୍ଜ
ଦ୍ୱୀପ ଦେଶ ଶ୍ରୀଲଙ୍କାରେ ୧୮ ନଭେମ୍ବର ୨୦୧୯ରେ ଗୋଟାବାୟା ରାଜପାକ୍ସେ ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଗୋଟାବାୟା କହିଛନ୍ତି ଯେ, ସେ ନିରପେକ୍ଷ ବୈଦେଶିକ ନୀତି ଅନୁସରଣ କରିବେ ଏବଂ ଯେକୌଣସି ବିବାଦରୁ ଦୂରେଇ…
ବିକୃତ ମାନସିକତାର ପ୍ରତିଫଳନ
ବୈକୁଣ୍ଠନାଥ ମିଶ୍ର ଯୁଗେ ଯୁଗେ ସମାଜରେ ଏପରି କିଛି ବ୍ୟକ୍ତିତ୍ୱ ଦୃଶ୍ୟ ହୁଅନ୍ତି, ଯେଉଁମାନଙ୍କର କାର୍ଯ୍ୟକଳାପ ସୂଚାଇଦିଏ ସେମାନେ କେତେ ବିକୃତ ମସ୍ତିଷ୍କଧାରୀ ଓ ନୀଚ ମାନସିକତାର ପରିଚାୟକ। ଅବଶ୍ୟ ଏଥିପାଇଁ ଅନେକ କାରଣ ଯଥା ପାରିପାର୍ଶ୍ୱିକ ଅବସ୍ଥା, ନିଜ ମନ…
କାହା ପାଇଁ ପୁଣ୍ୟ
ସୁଧାକର ଦାସ ସକାଳୁ ଚା’ କପ୍ ଆଉ ପେପର ଧରି ବସିଥିଲି, ମଝି ମଝିରେ ଗୁଡ୍ ମର୍ନିଂ ମେସେଜ୍ ଆସୁଥାଏ ହାଟ୍ସଆପ୍ରେ। ସ୍ତ୍ରୀ ଆସି ପାଖରେ ବସିଲେ। ଜମା ଖବରକାଗଜ ନ ପଢ଼ି କେବଳ ହେଡ୍ଲାଇନ ଉପରେ ଆଖି ପକେଇ ଲଘୁଚାପର…
ଏଇ ଭାରତରେ
ପବିତ୍ର ଧର୍ମଗ୍ରନ୍ଥ କୋରାନ ସହ ତିନି ପିଢି ହେବ ଭଗବତ୍ ଗୀତାକୁ ସାଇତି ରଖିଛନ୍ତି ଏକ ମୁସଲମାନ ପରିବାର। କେବଳ ଏତିକି ନୁହେଁ ତାହାକୁ ପଢୁଛନ୍ତି ଓ ଗୀତାର ଦର୍ଶନ ତାଙ୍କୁ ଜୀବନର ରାସ୍ତା ଦେଖାଉଛି ବୋଲି କହିଛନ୍ତି ଅନିଶ ଅନଓ୍ବାର।…
କାହାର ମଙ୍ଗଳ
ତଥାଗତ ସତପଥୀ ଭାରତୀୟ ଅର୍ଥନୀତି ମାନ୍ଦାବସ୍ଥା କବଳରେ ପଡ଼ିଥିବାରୁ ବିଭିନ୍ନ ସର୍ଭେ ସଂସ୍ଥା ଆର୍ଥିକ ବ୍ୟାପାର ସହ ଜଡ଼ିତ ବିଷୟ ଉପରେ ଅନୁଶୀଳନ କରିବାରେ ଲାଗିଛନ୍ତି। ଏବେ ଏକ ବିଚିତ୍ର କୌତୂହଳ ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସରକାରୀ ସଂସ୍ଥା ଦ୍ୱାରା…
ବିପଦରେ ନଦୀ
ଡ. ପ୍ରଫୁଲ୍ଲ କୁମାର ସାହୁ ନଦୀ ହେଉଛି ସଭ୍ୟତାର ଜନ୍ମଦାତ୍ରୀ। ନଦୀର ସୁସ୍ଥତାରୁ ଜଣାପଡ଼େ ସଭ୍ୟତାର ସ୍ଥିତି। ମାତ୍ର ଭାରତବର୍ଷର ବଡ଼ବଡ଼ ସହର ପାର୍ଶ୍ୱରେ ବହିଯାଉଥିବା ଏମିତି ଗୋଟିଏ ନଦୀ ନାହିଁ, ଯାହାର ପାଣିକୁ ପିଇବା ତ ଦୂରର କଥା ଗାଧୋଇବା…
ତର୍କ ବିତର୍କ
ରମେଶ ଚନ୍ଦ୍ର ସାମଲ ଦୁନିଆରେ ଏଭଳି କିଛି ବିଷୟ ନାହିଁ ଯାହାକୁ ନେଇ କିଛି ତର୍କବିତର୍କ କରିହୁଏନା। କାରଣ ସବୁଥିରେ କିଛି ଭଲମନ୍ଦ ଦିଗ ଥାଏ। ଉଭୟ ସପକ୍ଷ ଓ ବିପକ୍ଷବାଦୀମାନେ ତାଙ୍କ ଯୁକ୍ତି ମାଧ୍ୟମରେ ଜନମତକୁ ତାଙ୍କ ଆଡକୁ ପ୍ରଭାବିତ…
ଏଇ ଭାରତରେ
ଯୁବାବସ୍ଥାରେ ପୁତ୍ରର ଦୁର୍ଘଟଣାରେ ମୃତ୍ୟୁ ଘଟିଲା। ଏହା ସତ୍ତ୍ୱେ ଭାଙ୍ଗି ଯାଇନାହାନ୍ତି ଏକ ଦମ୍ପତି। ନିଜ ମନକୁ ଦୃଢ କରି ବସ୍ତିରେ ଶିକ୍ଷାର ପ୍ରସାର କରିବାରେ ଲାଗିପଡିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀରେ। ଭାରତୀୟ ବାୟୁ ସେନାରେ ସ୍କାଡ୍ରନ୍…
ଅଜବ ମେଣ୍ଟ
ଆକାର ପଟେଲ କଂଗ୍ରେସ ଓ ଜାତୀୟତାବାଦୀ କଂଗ୍ରେସ ଦଳ (ଏନ୍ସିପି)କୁ ସାଙ୍ଗରେ ନେଇ ଶିବସେନା ଯଦି ସରକାର ଗଢ଼େ ତେବେ ମହାରାଷ୍ଟ୍ରରେ ଏହା ସମ୍ପୂର୍ଣ୍ଣ ଏକ ଅଜବ ମେଣ୍ଟ ସରକାର ହେବ। ଏତେ ଅଜବ ଯେ, ନିର୍ବାଚନ ପୂର୍ବରୁ ତାହା କେବେ…
Archives


