ସମ୍ପାଦକୀୟ

ବିଡ଼ମ୍ବିତ ଆଦିବାସୀଙ୍କ ଅଧିକାର

ଭାଲଚନ୍ଦ୍ର ଷଡ଼ଙ୍ଗୀ ଆଦିବାସୀ ଆମ ସଭ୍ୟତାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବର୍ତ୍ତମାନ ବିଶ୍ୱର ୭୦ଟି ଦେଶରେ ୩୭ କୋଟିରୁ ଅଧିକ ଆଦିବାସୀ ବସବାସ କରୁଛନ୍ତି। ଆମ ଦେଶରେ ମଧ୍ୟ ୫୫୦ଟି ସମ୍ପ୍ରଦାୟର ୧୦.୪୨ କୋଟି ଆଦିବାସୀ ବସବାସ କରନ୍ତି, ଯାହାକି...

ଏଇ ଭାରତରେ

ଅଚିହ୍ନା ମୃତଦେହ ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କରିଛନ୍ତି। ସ୍ଥାନୀୟ...

କିଏ ପ୍ରାଣୀ କିଏ ଉଦ୍ଭିଦ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପ୍ରାଣୀ ଓ ଉଦ୍ଭିଦ ମଧ୍ୟରେ ପ୍ରଭେଦ ରହିଛି। ପ୍ରାଣୀଙ୍କୁ ବଞ୍ଚତ୍ବା ପାଇଁ ଶକ୍ତି ଦରକାର। ଏହି ଶକ୍ତି ସେ ନିଜେ ଉପତ୍ାଦନ କରିପାରେନାହିଁ। ପ୍ରାଣୀ ବା ଉଦ୍ଭିଦକୁ ଖାଇ ସେ ଶକ୍ତି ସଂଗ୍ରହ କରେ।...

ବିକାଶ ଶିଡ଼ିରେ ଚାଷୀ

ବିଚିତ୍ର ବିଶ୍ୱାଳ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ କହିଥିଲେ, ଖାଦ୍ୟଦ୍ରବ୍ୟ ଆମଦାନି କରିବା ପ୍ରତ୍ୟେକ ଦେଶ ପାଇଁ ଅତ୍ୟନ୍ତ ଲଜ୍ଜାର ବିଷୟ। ସେ ପୁଣି କହିଥିଲେ ଯେ, ଆମ ଦେଶରେ ସବୁକିଛି ଅପେକ୍ଷା କରିପାରେ କିନ୍ତୁ ଚାଷ କେବେ...

ବିଜ୍ଞାନ ପାଇଁ ପଦଯାତ୍ରା

କମଳାକାନ୍ତ ଜେନା ପ୍ରକୃତି ଓ ପରିବେଶରୁ ବିଜ୍ଞାନର ଜନ୍ମ। ପ୍ରକୃତିରେ ଘଟୁଥିବା ଘଟଣାଗୁଡ଼ିକୁ ବୁଝିବା, ତା’ ପଛର କାରଣକୁ ଖୋଜିବା ଏବଂ ସେହି ଜ୍ଞାନକୁ ପ୍ରୟୋଗକରି ନୂଆ ନୂଆ ଜିନିଷ ତିଆରି କରିବା ହେଉଛି ଆମର ବୈଜ୍ଞାନିକ ଗବେଷଣା। ଅନ୍ତର୍ଜାତୀୟ...

ଏଇ ଭାରତରେ

ଆଧୁନିକ ଯୁଗରେ ଅନ୍ଧବିଶ୍ୱାସକୁ ପଛରେ ପକାଇ ବିଜ୍ଞାନ ବହୁତ ଆଗକୁ ଯାଇପାରିଛି। ତଥାପି ଲୋକମାନେ ଅନ୍ଧବିଶ୍ୱାସ ଉପରେ ଭରସା ରଖୁଛନ୍ତି। ଏମିତି ଏକ ଅନ୍ଧବିଶ୍ୱାସଭିତ୍ତିକ ନାଗ ଅଦାଲତ ଆୟୋଜନ କରାଯାଉଛି ମଧ୍ୟପ୍ରଦେଶର ରାୟସେନ ତହସିଲ ଅନ୍ତର୍ଗତ ସିହୋରା ଖୁର୍ଦରେ। ତହସିଲ...

ସମ୍ପାଦକୀୟ/ଉପହାର ଲୋଭ

ସମ୍ପାଦକୀୟ/ଉପହାର ଲୋଭ ଉପହାର ଦିଆଯାଏ କାହିଁକି? ସେହି ମର୍ମରେ ଅଧିକ ଭାବିଲେ ପିଲାଙ୍କୁ ଚକୋଲେଟ କିମ୍ବା ବଡ଼ଙ୍କୁ ଉପଢ଼ୌକନ ବା ଉପହାର ଦେବାର ଏକମାତ୍ର କାରଣ ବା ଲକ୍ଷ୍ୟ ହେଉଛି ସେହି ପିଲା ବା ବ୍ୟକ୍ତିଙ୍କ ମୁହଁରେ ହସ ଫୁଟାଇ...

ଜଳ ସଂରକ୍ଷଣ ମାନସିକତା

ବୈକୁଣ୍ଠନାଥ ମିଶ୍ର ଆମ୍ଭେମାନେ ଶିଶୁ ଥିବାବେଳେ ପରିବାରରେ ଗୋଟିଏ କଥା ଆମ୍ଭମାନଙ୍କୁ କୁହାଯାଉଥିଲା ଯେ ଖାଦ୍ୟ ନଷ୍ଟ କରନାହିଁ। ଏପରିକି ଖାଦ୍ୟ ବଳକା ରହିଲେ କିମ୍ବା ଥାଳି ପାର୍ଶ୍ୱରେ ବିଞ୍ଚିଗଲେ ପରିବାରରୁ ଗାଳି ଶୁଣିବାକୁ ହେଉଥିଲା। କୁହାଯାଉଥିଲା ଅନ୍ନ ହିଁ...

ଚାଇନା-ଭାରତ ବାଣିଜ୍ୟ ସମ୍ପର୍କ

ଇଂ. ମାୟାଧର ସ୍ବାଇଁ ଭାରତ ଓ ଚାଇନା ପୃଥିବୀର ଦୁଇଟି ପ୍ରାଚୀନ ସଭ୍ୟତା। ଏହି ଦୁଇ ଦେଶରେ ଅନେକ ଜ୍ଞାନବିଜ୍ଞାନ ବିକଶିତ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହୋଇଛି। ଚାଇନା ଗତ ଶତାବ୍ଦୀର ପଚାଶ ଦଶକରେ ତିବ୍ବତ ଅଧିକାର କରିନେବା...

ଏଇ ଭାରତରେ

ଭାରତରେ ରହିଛି ଏପରି ଏକ ଗାଁ ଯେଉଁଠି ଦେଶର ଆଇନ ବ୍ୟବସ୍ଥା ଚଳି ନ ଥାଏ। ହିମାଚଳପ୍ରଦେଶର କୁଲ୍ଲୁ ନିକଟରେ ଥିବା ଏହି ଗାଁର ନାମ ହେଉଛି ମଲାଣା। ଏହି ଗାଁରେ ନିଜସ୍ବ ସଂସଦ ରହିଛି। ଗୋଟିଏ ହେଉଛି ଜ୍ୟେଷ୍ଠାଙ୍ଗ...

ସମ୍ପାଦକୀୟ/୩୭୦ ଉଚ୍ଛେଦ ସ୍ବାଗତଯୋଗ୍ୟ

କୁହାଯାଉଛି ଭାରତୀୟ ଇତିହାସ ଫର୍ଦ୍ଦରେ ୫ ଅଗଷ୍ଟ ୨୦୧୯ ଯୋଡ଼ି ହୋଇଯାଇଛି। ଜମ୍ମୁ ଓ କଶ୍ମୀରକୁ ଦିଆଯାଇଥିବା ଏହାର ସ୍ବତନ୍ତ୍ର ମର୍ଯ୍ୟାଦା ଅନୁଚ୍ଛେଦ ୩୭୦କୁ ଏହି ଦିନ ହଟାଇ ଦିଆଯାଇଛି। ରାଷ୍ଟ୍ରପତିଙ୍କ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏଣିକି ଜମ୍ମୁ...

ଅହିଂସା – ବୀରର ଭାଷା

ଅରୁଣ କୁମାର ପଣ୍ଡା ଦୁଇ ବିରୋଧୀ ବିଷୟକୁ ଆମେ ଦ୍ୱନ୍ଦ୍ୱ କହିଥାଉ। ଯେପରି ଥଣ୍ଡା ଓ ଗରମ, ଦିନ ଓ ରାତି। ସେହିପରି ଭୀରୁ ଓ ବୀର। ଭୀରୁ କିଛି କରିବା ପାଇଁ ସମର୍ଥ ନ ଥାଏ, ସବୁବେଳେ ଡରୁଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri