ସମ୍ପାଦକୀୟ

ଶିଶୁ ଓ ଶାକାହାର

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ମୋ ନାତୁଣୀ ଅନସୂୟାର ବୟସ ୫ ବର୍ଷ। ସେ ଶାକାହାରୀ ଓ ସ୍ବାସ୍ଥ୍ୟକର ଖାଦ୍ୟ ଖାଏ। ପରିବା ବିଶେଷ କରି ବ୍ରକୋଲି ଖାଇବାକୁ ସେ ଭଲପାଏ। କେକ୍‌ ସମେତ ମଇଦାରେ ତିଆରି ଯେ କୌଣସି ଖାଦ୍ୟ…

ରାଜ୍ୟ ବଜେଟ: ୨୦୨୦-୨୧

ଡ. ସନ୍ତୋଷ କୁମାର ମହାପାତ୍ର ଫେବୃୟାରୀ ୧୮ରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥତ୍କ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଥମଥର ପାଇଁ ଅର୍ଥମନ୍ତ୍ରୀ ଇ-ବଜେଟ ଉପସ୍ଥାପନ କରିଛନ୍ତି। ଫଳରେ ବଜେଟ ପୁସ୍ତିକା ଛପାଜନିତ ବ୍ୟୟ ଓ…

ଗଣ ପରିବହନ

ଡ. ସୁବାସ ଚନ୍ଦ୍ର ପାତ୍ର ବିଗତ ୧୫/୨୦ ବର୍ଷ ଭିତରେ ଭାରତ ବିଶେଷକରି ଓଡ଼ିଶାର ଲୋକମାନଙ୍କ ପରିବହନ ଶୈଳୀ ନିରୀକ୍ଷଣ କଲେ ତା’ ଭିତରେ ହାଲୁକା ପୁଞ୍ଜିବାଦର ଛାପ ଦେଖିବାକୁ ମିଳେ। ଉଦାରୀକରଣ ପରେ ମଧ୍ୟବିତ୍ତଙ୍କ ଆର୍ଥିକ ସ୍ବଚ୍ଛଳତା ବଢ଼ିଛି। ତେଣୁ…

ଏଇ ଭାରତରେ

ଗାଈ ମୃତ୍ୟୁ ସହ ଏକ ଅଜବ ବିଶ୍ୱାସ ଯୋଡିହୋଇ ରହିଛି ମଧ୍ୟପ୍ରଦେଶର ବିଦିଶା ଅଞ୍ଚଳରେ। ଏହି ଅଞ୍ଚଳର ପାଥରି ଥାନା ଅନ୍ତର୍ଗତ ଏକ ଗାଁରେ ଜଣେ ବ୍ୟକ୍ତିଙ୍କ ଭୁଲ୍‌ ଯୋଗୁ ଗୋଟିଏ ବାଛୁରିର ମୃତ୍ୟୁ ଘଟିଥିଲା। ଏହା ପରେ ପଞ୍ଚାୟତ ବୈଠକ…

ଦୟାର ପାତ୍ର ନୁହେଁ

ଭାରତୀୟ ସେନାରେ ଏ ପର୍ଯ୍ୟନ୍ତ ମହିଳାଙ୍କ ପାଇଁ ପର୍ମାନେଣ୍ଟ କମିଶନ (୬୦ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟରତ) ପଦବୀ ସୃଷ୍ଟିର ସୁଯୋଗ ଦିଆଯାଇ ନ ଥିଲା। ୧୭ ଫେବୃୟାରୀ ୨୦୨୦ ସୋମବାର ସୁପ୍ରିମକୋର୍ଟ ଏକ ରାୟ ଦେଇ କେନ୍ଦ୍ର ସରକାରଙ୍କୁ ୩ ମାସ…

ବନଜୀବନ ଓ ଜନଜୀବନ

ରାଧାମୋହନ ମହାପାତ୍ର ବନ ସହିତ ଜନର ସମ୍ପର୍କ ଓତପ୍ରୋତ ଭାବେ ଜଡିତ। ବନ ହେଉଛି ବିଶ୍ୱର ସର୍ବବୃହତ୍‌ ଓ ସର୍ବଶ୍ରେଷ୍ଠ ଗନ୍ତାଘର। ବନ ମଣିଷର ଆଦିଭୂମି। ପୃଥିବୀ ସୃଷ୍ଟିର ନିୟୁତ ନିୟୁତ ବର୍ଷ ପରେ ଏନ୍‌ଜିଓସ୍ପାର୍ମ ବା ଉଦ୍ଭିଦ ଗୋଷ୍ଠୀର ଜନ୍ମ।…

ଧଳା ବଦଳରେ କଳା ହେଲେ ଜୋକ

ତୁଷାରକାନ୍ତ ସେତେବେଳର ଲୋଭନୀୟ ଚାକିରି ଛାଡ଼ି ଜାତୀୟକବି ବୀରକିଶୋର ଦାସ ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଥିଲେ ଓ ଅସୁମାରି କବିତା ଲେଖିଥିଲେ। ସେଥିମଧ୍ୟରୁ ଯେଉଁଟି ଅନ୍ୟମାନଙ୍କୁ ଯଥେଷ୍ଟ ଅନୁପ୍ରାଣିତ କରୁଥିଲା, ସେଇଟି ଥିଲା ‘ଆମେ କେତେଜଣ ଜୀବନକୁ ପାଣି ଛଡ଼େଇ ନ…

ଏଇ ଭାରତରେ

ଗର୍ଭସ୍ଥ ଶିଶୁକୁ ସଂସ୍କାରିତ କରିବା ପାଇଁ ସବୁ ଧର୍ମରେ ଗର୍ଭବତୀମାନେ ଧର୍ମଗ୍ରନ୍ଥ ପାଠ କରିବା ସହ ବିଭିନ୍ନ ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥାନ୍ତି। କିନ୍ତୁ ଦୁଇଜଣ ମୁସଲ୍‌ମାନ ମହିଳା ତାଙ୍କ ଗର୍ଭସ୍ଥ ଶିଶୁକୁ ସଂସ୍କାରିତ କରିବା ଲାଗି ସଦ୍‌ଭାବନାର ନିଆରା…

ବିରୋଧକୁ ସମର୍ଥନ

ଭାରତର ସୁପ୍ରିମକୋର୍ଟ ୧୭ ଫେବୃୟାରୀରେ ଏକ ମତ ଦେଇ କହିଛନ୍ତି ଯେ, ପ୍ରତିବାଦ କରିବା ନାଗରିକର ଏକ ମୌଳିକ ଅଧିକାର। କିନ୍ତୁ ପ୍ରତିବାଦକାରୀମାନେ ସର୍ବସାଧାରଣ ସ୍ଥାନକୁ ବନ୍ଦ କରି ଜନସାଧାରଣଙ୍କୁ ହଇରାଣ କରିବା ଉଚିତ ନୁହେଁ। ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ…

ନୌକା ସୁରକ୍ଷା

ସୁରେଶ ଚନ୍ଦ୍ର ମିଶ୍ର ଏହି ବର୍ଷ ଫେବୃୟାରୀ ଦୁଇ ତାରିଖ ଦିନ ୨୫ ଜଣ ଯାତ୍ରୀ ନେଇ ଯାଉଥିବା ଗୋଟିଏ କାଠ ଡଙ୍ଗା କାଳିଜାଈ ନିକଟରେ ଚିଲିକାରେ ବୁଡ଼ିଗଲା, ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଗଲା ଏବଂ ଦୁଇଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଡାକ୍ତରଖାନାରେ…

ପ୍ରବୃତ୍ତି ଓ ନିବୃତ୍ତି

ବୈକୁଣ୍ଠନାଥ ମିଶ୍ର ଜୀବନର ଏକ ମହାସତ୍ୟ ହେଉଛି ଯେ ଆମେ କୌଣସି କୁପ୍ରବୃତ୍ତିକୁ ଯଦି ପରିହାର କରିବାକୁ ଇଚ୍ଛା କରିବା ଓ ସେଥିପାଇଁ ଆମ ଇଚ୍ଛାଶକ୍ତି ଯଦି ଐକାନ୍ତିକ ହୋଇଥାଏ ତେବେ ତାକୁ ସମ୍ପୂର୍ଣ୍ଣ ତ୍ୟାଗ କରିବା ଅସମ୍ଭବ ନୁହେଁ। ଅନ୍ୟଥା…

ନାଗରିକ ହେବ କିଏ

ପ୍ରଦୀପ୍ତ ନାୟକ ଭାରତବର୍ଷର ନାଗରିକ କିଏ? ଏ ପ୍ରଶ୍ନ ଏବେ ଉଙ୍କି ମାରୁଛି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ। ଆସନ୍ତା ଏପ୍ରିଲ ପହିଲାରୁ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌.ପି.ଆର୍‌.) କରାଯିବ। ସରକାରୀ ଅଧିକାରୀମାନେ ଲୋକମାନଙ୍କର ସମସ୍ତ ବିବରଣୀ ସମେତ ପିତାମାତାଙ୍କ ଜନ୍ମ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri