ସମ୍ପାଦକୀୟ

ଛବିରେ ହାତୀ

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ୨୬ ଦିନ ମଧ୍ୟରେ ୪ ହାତୀଙ୍କ ପ୍ରାଣ ଯାଇସାରିଲାଣି। ସେପ୍ଟେମ୍ବର ୧୯ ଓ ୨୦ରେ ଯଥାକ୍ରମେ ମାଈହାତୀ ‘କମଳା’ ଓ ‘ଗୌରୀ’ର ମୃତ୍ୟୁ ଘଟିବା ପରେ ଏବେ ସେଠାରେ ଆଉ ୪ ହାତୀ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇଟି…

ସାହିତ୍ୟିକ ବନାମ ଏନ୍‌ପିଡବ୍ଲ୍ୟୁ

ଜିତେନ୍ଦ୍ର କୁମାର ନାୟକ ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼ ଓ ମାଲାୟାଲମ୍‌ ପରେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି। ହେଲେ ଏବର ଓଡ଼ିଆ ସାହିତ୍ୟ କେବଳ ମଞ୍ଚରେ ବଞ୍ଚତ୍ଲା ଭଳି ମନେହେଉଛି। ତାହା ସାହିତ୍ୟ ପୁସ୍ତକ ଉନ୍ମୋଚନ ମଞ୍ଚ ହେଉ…

ଶିକ୍ଷାର୍ଥୀ, ଶିକ୍ଷାୟତନ ଓ ର଼୍ୟାଗିଂ

ପ୍ରଦୀପ୍ତ ନାୟକ ଶିକ୍ଷାନୁଷ୍ଠାନର ଅନ୍ୟନାମ ବିଦ୍ୟାମନ୍ଦିର, ଯେଉଁଠାରେ ମାତାପିତାଙ୍କର ଯୋଗ୍ୟ ସନ୍ତାନ ତଥା ଦେଶର ସୁନାଗରିକ ତିଆରି ହୁଅନ୍ତି। ଏଣୁ ଏହାକୁ ମଣିଷ ତିଆରି କାରଖାନା ମଧ୍ୟ କୁହାଯାଏ। ଜାତି, ଧର୍ମ, ବର୍ଣ୍ଣ, ରଙ୍ଗ, ଆଞ୍ଚଳିକତା ଓ ଧନୀ-ନିର୍ଦ୍ଧନ ନିର୍ବିଶେଷରେ ଏଠାରେ…

ଏଇ ଭାରତରେ

ପରୀକ୍ଷା ଦେବା ପରେ ସମସ୍ତେ ଚାହିଁଥାନ୍ତି ଫଳକୁ। ପାସ୍‌ହେଲେ ସାର୍ଟିଫିକେଟ ଓ ମାର୍କଶିଟ୍‌ ନେଇ ଆଗକୁ ପଢିବେ। କିନ୍ତୁ ୧୩ ବର୍ଷ ପୂର୍ବେ ପରୀକ୍ଷା ଦେଇଥିବା ଜଣେ ଛାତ୍ର ପାସ୍‌ କରି ମଧ୍ୟ ଏଯାବତ ମାର୍କଶିଟ୍‌ ପାଇନାହାନ୍ତି। ମଧ୍ୟପ୍ରଦେଶ ଜବଲପୁରରେ ଏହା…

ଅଭିବୃଦ୍ଧିର କାରକ

ଆକାର ପଟେଲ ଭାରତ କିପରି ଉଚ୍ଚହାରର ଅଭିବୃଦ୍ଧି ହାସଲ କରିବ ଓ ତାକୁ ଧରିରଖି ପାରିବ? ଉଚ୍ଚହାର କହିଲେ ବାର୍ଷିକ ୮ ପ୍ରତିଶତ ବା ତା’ଠୁ ଅଧିକ। ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଭାରତ ଚାହୁଁଛି ୨୦୨୫ ସୁଦ୍ଧା ଏକ ୫…

ସଭିଙ୍କୁ ଧନ୍ୟବାଦ

ପ୍ରକାଶ ତ୍ରିପାଠୀ ଏଇ କିଛିଦିନ ତଳର ଘଟଣା। ସେଦିନ ଥାଏ ରବିବାର। ଜଣେ ବନ୍ଧୁଙ୍କୁ ଆଣିବା ପାଇଁ ରେଲଓ୍ବେ ଷ୍ଟେଶନ ବାହାରିଲି। ମଧ୍ୟାହ୍ନ ବାରଟା ସମୟ ହେବ। ମୁଣ୍ଡଫଟା ଖରାରେ ଦେହମୁଣ୍ଡ ପୋଡି ଯାଉଥାଏ। ଘରଠାରୁ ଷ୍ଟେଶନ ପ୍ରାୟ ଦୁଇ କିଲୋମିଟର…

ବାୟୁସେନାର ଦିଗ ନିର୍ଣ୍ଣାୟକ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତୀୟ ସଶସ୍ତ୍ର ବାହିନୀର ଆକାଶବଳ ହେଉଛି ଭାରତୀୟ ବାୟୁସେନା (ଆଇଏଏଫ୍‌)। ଦେଶର ବାୟୁ ସୀମାର ନିରାପତ୍ତା ରକ୍ଷାକରିବା ସହ ଯୁଦ୍ଧ ବେଳେ ଶତ୍ରୁପକ୍ଷକୁ ମୁକାବିଲା କରିବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ତେଣୁ ଏହାର ନେତୃତ୍ୱ…

ଏଇ ଭାରତରେ

ନବଜାତ ଶିଶୁଙ୍କୁ ସୁସ୍ଥ ହେବା ପାଇଁ ଚେଙ୍କ ଦେବା ଭଳି ଅନ୍ଧବିଶ୍ୱାସ ବିଭିନ୍ନ ଅଞ୍ଚଳରେ ପ୍ରଚଳିତ ଥିବାବେଳେ ଉତ୍ତରପ୍ରଦେଶରେ ଦେଖିବାକୁ ମିଳେ ଆଉ ଏକ ଯନ୍ତ୍ରଣାଦାୟକ ପରମ୍ପରା। ଏଠାରେ ନବଜାତ ଶିଶୁଙ୍କୁ ଫୁଟନ୍ତା କ୍ଷୀରରେ ସ୍ନାନ କରାଯାଏ। ବାରାଣସୀ ଓ ମିରଜାପୁର…

ବାବୁଙ୍କ ବିଦ୍ରୋହ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଗୋଟିଏ ମାସ ଭିତରେ ତିନିଜଣ ଆଇଏଏସ୍‌ ଅଫିସର ଇସ୍ତଫା ଦେବା ଘଟଣା ସରକାରୀ ମହଲରେ ଏକ ପ୍ରକାର ଗୋପନ ଭୟର ବାତାବରଣ ସୃଷ୍ଟି କରିଛି। ତାହାକୁ ନେଇ ମୋଦି ସରକାର ଚିନ୍ତାରେ ଅଛନ୍ତି। ଏଜିଏମ୍‌ୟୁଟି କ୍ୟାଡର…

ନୈରାଶ୍ୟରେ ସରେନାହିଁ ବାର୍ଦ୍ଧକ୍ୟ

ଡ. ନିଖିଳାନନ୍ଦ ପାଣିଗ୍ରାହୀ ଏକ ସହରର ଘଟଣା। ସେଠାରେ ଜଗଦୀଶ ନାମକ ଜଣେ ପଚାଶ ବର୍ଷ ବୟସ୍କ ବ୍ୟକ୍ତି ରହୁଥାନ୍ତି। ସେ ଉଚ୍ଚଶିକ୍ଷିତ। ରସାୟନ ଶାସ୍ତ୍ରରେ ଏମ୍‌ଏସ୍‌ସି ଡିଗ୍ରୀପ୍ରାପ୍ତ। କୌଣସି ଏକ କଲେଜର ପରୀକ୍ଷାଗାରରେ ଦୀର୍ଘ ପଚିଶବର୍ଷ ଧରି ଡେମୋନଷ୍ଟ୍ରେଟର ଚାକିରି…

ମରିଯାଉଥିବା ନଦୀ

ରୁଦ୍ର ପ୍ରସନ୍ନ ରଥ କାହିଁ କେଉଁ ଅନାଦି କାଳରେ ନଦୀକୂଳରେ ରୂପ ନେଇଥିଲା ମଣିଷ ସଭ୍ୟତା। ବାରଆଡେ ବୁଲୁଥିବା ମଣିଷ ନଦୀକୁ ହିଁ ସାଥିକରି ନେଇଥିଲା ନିଜେ ବଞ୍ଚିବା ଓ ବଢ଼ିବା ପାଇଁ। ଆଉ ସେବେଠୁ ନଦୀ ଯେ ମଣିଷ ସଭ୍ୟତାର…

ଏଇ ଭାରତରେ

ଗୁଜରାଟର ପାଳନପୁର ତହସିଲ ଅନ୍ତର୍ଗତ ବାଘଣା ଗାଁର ଲୋକଙ୍କ ସହ ଯୋଡିହୋଇ ରହିଛି ଏକ ଅଜବ ପରମ୍ପରା। ଆଷାଢ ଚତୁର୍ଦ୍ଦଶୀରୁ ଦଶହରା ଯାଏ ଓଟଗାଡି, ବଳଦଗାଡି, ରଥ, ଦୁଇଚକିଆ ଓ ଚାରିଚକିଆ ଯାନ ଏହି ଗାଁ ଭିତରକୁ ଯିବା ମନା। ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri