ସମ୍ପାଦକୀୟ

ଆଇନଜ୍ଞ ରାଜ୍ୟପାଳ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ରାଷ୍ଟ୍ରପତି ଭବନ ପକ୍ଷରୁ ଜୁଲାଇ ୨୦ରେ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ନାଗାଲାଣ୍ଡ ଏବଂ ତ୍ରିପୁରାରେ ରାଜ୍ୟପାଳଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ସୁପ୍ରିମକୋର୍ଟ ଆଇନଜୀବୀ ତଥା...

ଏଇ ଭାରତରେ

ଏକ ପରିବାର ଅଦାଲତ ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ରାୟ ଦେବା ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଥିଲେ। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ର ରାୟପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ଥାନୀୟ ପାମ୍‌ଗଡ...

ହ୍ବିଶିଲ୍‌ବ୍ଲୋୟରଙ୍କୁ ସମର୍ଥନ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଭାରତୀୟ ବନସେବା ଅଧିକାରୀ ତଥା ହ୍ବିଶିଲ୍‌ବ୍ଲୋୟର (ଦୁର୍ନୀତିଧରାଳି) ସଞ୍ଜୀବ ଚତୁର୍ବେଦୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। କେନ୍ଦ୍ରମନ୍ତ୍ରୀମାନଙ୍କ ବିରୋଧରେ କରାଯାଇଥିବା ଦୁର୍ନୀତି ଅଭିଯୋଗଗୁଡ଼ିକର ପୂର୍ଣ୍ଣାଙ୍ଗ ବିବରଣୀ ଦେବାକୁ ସେ କରିଥିବା ଆର୍‌ଟିଆଇ ଆବେଦନ ଉପରେ କେନ୍ଦ୍ରୀୟ...

ବିଦ୍ୟୁତ୍‌ଚାଳିତ ଗାଡ଼ି-ଆବଶ୍ୟକତା ଓ ସମସ୍ୟା

ଇଂ. ମାୟାଧର ସ୍ବାଇଁ ପୃଥିବୀର ପ୍ରାୟ ପ୍ରତ୍ୟେକ ଦେଶରେ ବାୟୁ ପ୍ରଦୂଷଣ ହେଉଛି ଗୋଟିଏ ମୁଖ୍ୟ ସମସ୍ୟା। ବିଶେଷକରି ସହରାଞ୍ଚଳରେ ଏହା ଅତି ସାଂଘାତିକ ହେଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ ପୃଥିବୀରେ ୨୦୧୮ ମସିହାରେ ବାୟୁ ପ୍ରଦୂଷଣ ଯୋଗୁ...

ଚାଷୀ କ’ଣ ଦୟାର ପାତ୍ର

ସବ୍ୟସାଚୀ ଅମିତାଭ ଚାଷୀଙ୍କୁ ନେଇ ବିଧାନସଭା ପଡୁଛି ଉଠୁଛି। ବିରୋଧୀଙ୍କ ପ୍ରଶ୍ନବାଣରେ ଶାସକ ଦଳ ଜର୍ଜରିତ। କିଛି କରିନ, ଖାଲି ପ୍ରତିଶ୍ରୁତି ଦେଉଛ। ଚାଷୀଙ୍କ ଭାଗ୍ୟ କେବେ ବଦଳିବ? କେବେ ଚାଷୀଙ୍କର ଆୟ ଦୁଇଗୁଣ ହେବ? କେବେ ତା’ ଜମିକୁ...

ଏଇ ଭାରତରେ

ନବଜାତ ଶିଶୁକନ୍ୟାକୁ ନାଳରେ ଫୋପାଡ଼ିଲେ ମା’। ଉଦ୍ଧାର କଲା କୁକୁର। ଏପରି ଏକ ଅଭାବନୀୟ ଘଟଣା ଘଟିଛି ହରିୟାଣାରେ। ଏହି ରାଜ୍ୟର କୈଠାଲ୍‌ରେ ଜଣେ ମହିଳା ଶିଶୁକନ୍ୟାକୁ ଜନ୍ମ ଦେବାର ମାତ୍ର କେଇ ଘଣ୍ଟା ପରେ ପଲିଥିନରେ ଗୁଡାଇ ନାଳରେ...

ଆଜିର ଅର୍ଥନୀତି/ ଭୁଲ୍‌ ନିଷ୍ପତ୍ତି

ଜୁଲାଇ ୫ ତାରିଖର କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୁନା ଉପରେ ଆମଦାନୀ ଶୁଳ୍କ ୨.୫ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ଅଧିକ ସୁନା କିଣିବାରୁ ନିରୁତ୍ସାହିତ କରିବା। ଭାରତ ହେଉଛି ବିଶ୍ୱର ସର୍ବବୃହତ୍‌...

ଚୌକି ମୋତେ ଚାହେଁ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ଗତ ନିର୍ବାଚନ ଫଳ ଘୋଷିତ ହେବା ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଲେ, ”ମୁଁ ଚୌକି ଚାହୁଁ ନାହିଁ, ଚୌକି ମୋତେ ଚାହେଁ।“ ତାଙ୍କର ଏହି କଥା ପଦକ ମନେ ପକାଇ ଦେଉଥିଲା ପଞ୍ଜାବର...

ଏଜେଣ୍ଟଙ୍କ ଦୁଃଖ

ରୁଦ୍ର ପ୍ରସନ୍ନ ରଥ ଗତ କିଛି ବର୍ଷ ହେଲା ଦେଶର ପୂର୍ବାଞ୍ଚଳର ରାଜନୀତିକୁ ଚିଟ୍‌ ଫଣ୍ଡ ବେଶ୍‌ ସରଗରମ କରି ରଖିଛି। ଖାସ୍‌ କରି ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ହଜାର ହଜାର ଲୋକଙ୍କର କୋଟି କୋଟି ଟଙ୍କା ଚିଟ୍‌ ଫଣ୍ଡରେ...

ଏଇ ଭାରତରେ

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ। ଏବେ ତାଙ୍କର ମହତ୍‌ପଣିଆ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ମଧ୍ୟପ୍ରଦେଶ ସିଦ୍ଧି ଜିଲାର ଜିଲାପାଳ ଅଭିଷେକ ସିଂ।...

ପୋଷାପ୍ରାଣୀ ଓ ଆଲର୍ଜି

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ମୁଁ ଅନେକ ମାଆଙ୍କୁ ଭେଟିଛି ଯେଉଁମାନେ ନିଜ ପିଲାଙ୍କୁ ଖାଲି ପାଦରେ ଘରେ, ବାହାରେ ବା ପାର୍କରେ ଚାଲିବାକୁ, ଗେଣ୍ଡାଶାମୁକା ଛୁଇଁବାକୁ, ମାଟିକାଦୁଅ ହବାକୁ, ମୌସୁମୀ ବର୍ଷାରେ ଭିଜିବାକୁ, ପଶୁପକ୍ଷୀଙ୍କ ପାଖକୁ ଯିବାକୁ ବା...

ସାତଘଣ୍ଟିଆ ଗୁଣବତ୍ତା

ଡ. ସୁବାସ ଚନ୍ଦ୍ର ପାତ୍ର ଅନିଲ କପୁର ଅଭିନୀତ ଏକ ପୁରୁଣା ହିନ୍ଦୀ ଫିଲ୍ମର ନାମ ଥିଲା ‘ୱ ସାତଦିନ’। ଏବେ ଉଚ୍ଚଶିକ୍ଷା ବିଭାଗରେ ସାତଦିନ ନୁହେଁ, ସାତଘଣ୍ଟିଆ କଥାକୁ ନେଇ ବେଶ୍‌ ଚର୍ଚ୍ଚା ଅର୍ଥାତ୍‌ ଅଧ୍ୟାପକମାନେ ଏଣିକି କଲେଜରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri