ସମ୍ପାଦକୀୟ

ଦେଇଥିଲେ ପାଇ

ଦି ଜଣେ ଚାଷୀ ଗହମ ଅମଳ କରିବାକୁ ଚାହେଁ, ତେବେ ସେ ତା’ କ୍ଷେତରେ ଗହମ ବୁଣେ। ଯଦି ଧାନ ଅମଳ କରିବାକୁ ଚାହେଁ, ତେବେ ସେ ଧାନ ବୁଣେ। ଯଦି ସେ ଗହମ ବୁଣି ଧାନ ଅମଳ କରିବାକୁ ଆଶା…

ଜଙ୍ଗଲ ଚିନ୍ତା

ଜଙ୍ଗଲ ପୃଥିବୀର ଅନ୍ୟତମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପରିବେଶ ବ୍ୟବସ୍ଥା। ସବୁ ଭୂମିଗତ ଉଦ୍ଭିଦ, କୀଟପତଙ୍ଗ ଓ ପ୍ରାଣୀଙ୍କ ୮୦ ପ୍ରତିଶତ ବାସସ୍ଥାନ ହେଉଛି ଜଙ୍ଗଲ। ବିଶ୍ୱର ପାଖାପାଖି ଏକ ତୃତୀୟାଂଶ ଲୋକ ସେମାନଙ୍କ ଜୀବିକା ପାଇଁ ସିଧାସଳଖ ଏହା ଉପରେ ନିର୍ଭରଶୀଳ।…

‘ହୃଦୟ ଦୀପ’ର କାହାଣୀକାର

ମୋ ଗାଁ ବରଗଛ ମୂଳେ ଜନ୍ମ ହୋଇଥିବା ଏକ କାହାଣୀ ସମଗ୍ର ବିଶ୍ୱରେ ତା’ର ଛାୟା ବିସ୍ତାର କରିପାରେ।’ ଇଣ୍ଟରନ୍ୟାଶନାଲ ବୁକ୍‌ର ପ୍ରାଇଜ୍‌ ପାଇବା ପରେ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ ଏଭଳି ବୈଶ୍ୱିକ ବାଣୀ ଉଚ୍ଚାରଣ କରିଥିବା ମହିଳା ବାନୁ ମୁସ୍ତାକ୍‌…

ବିସମ୍ବାଦର ବିଡ଼ମ୍ବନା

ସେ କାଳରୁ ଏକାଳଯାଏ ଏ ସଂସାରରେ ଏମିତି କେହି ଜଣେ ନ ଥିବେ, ଯିଏ ଏହି ସଂସାରକୁ ଆସିବାଠୁ ପୁଣି ଚିରଦିନ ପାଇଁ ବିଦାୟ ନେବା ପର୍ଯ୍ୟନ୍ତ କୌଣସି ଖବର ସହ ସମ୍ପୃକ୍ତ ନ ଥିବେ! ସମ୍ପୃକ୍ତ ଥିବେନି ବୋଇଲେ ନିଜ…

ଗଣତନ୍ତ୍ର ଓ ବ୍ୟକ୍ତି ସ୍ବାଧୀନତା

ଗଣତନ୍ତ୍ର ବ୍ୟବସ୍ଥା ମୁଖ୍ୟତଃ ବ୍ୟକ୍ତି ସ୍ବାଧୀନତାକୁ ବୁଝାଏ। ସାମାଜିକ ମାନଦଣ୍ଡ ଓ ସାଂସ୍କୃତିକ ମୂଲ୍ୟବୋଧର ପାଳନ ଯେ କୌଣସି ସରକାରଙ୍କ ଗଣତାନ୍ତ୍ରିକ ଗୁଣବତ୍ତା ହୋଇପାରେ। ଗଣତନ୍ତ୍ରର ସଂସ୍କୃତି, ପରମ୍ପରା ଓ ଭାବନା ଗୋଟିଏ ଦେଶର ନାଗରିକଙ୍କୁ ସଶକ୍ତ କରି ଉଚ୍ଚତର ସ୍ତରକୁ…

ଦୈବାଶିଷ ପ୍ରାପ୍ତ ହେଉ ଭାବୀ କର୍ଣ୍ଣଧାରଙ୍କୁ

ସମାଜରେ ସୁଖ ଶାନ୍ତିରେ ଚଳିବା ପାଇଁ ମଣିଷ ଗଢ଼ିଛି ନୀତି ଓ ନିୟମ। ସ୍ବକୀୟ ସୁଖ ଶାନ୍ତିି ପାଇଁ ପ୍ରସ୍ତୁତ ନିୟମ କାଳକ୍ରମେ ସମାଜ, ଜାତି ଓ ଦେଶ ପାଇଁ ନୀତିରେ ପରିଣତ ହୋଇଛି। ସମୟର ପରିପ୍ରେକ୍ଷୀରେ ରାଷ୍ଟ୍ରର ନୀତି ହୋଇଥିବାରୁ…

ରାମଚନ୍ଦ୍ର, ସକ୍ରେଟିସ୍‌ ଓ ଗଣତନ୍ତ୍ର

ରାମାୟଣରେ ବର୍ଣ୍ଣିତ ମର୍ଯ୍ୟାଦାପୁରୁଷ ରାମଚନ୍ଦ୍ରଙ୍କୁ ଆମେ ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରତିନିଧି ଭାବରେ ବ୍ୟାଖ୍ୟା କରୁ। ଉତ୍ତରାକାଣ୍ଡର ବର୍ଣ୍ଣନା ଅନୁସାରେ ନଗର ଭ୍ରମଣ କରିସାରି ଗୁପ୍ତଚର ଭଦ୍ର ରାମଙ୍କୁ କହିଛି, ”ହେ ରାଜନ, ପୁରବାସୀ ଆପଣଙ୍କ ବିଷୟରେ ରାସ୍ତାରେ, ବଜାରରେ, ବନ ଉପବନରେ…

ମନ୍ଥର ପ୍ରକ୍ରିୟା

ଉତ୍ତରପ୍ରଦେଶ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ପ୍ରଶାନ୍ତ କୁମାର ମେ ୩୧ରେ ଅବସର ନେବାକୁ ଯାଉଛନ୍ତି। ଏଣୁ ରାଜ୍ୟର ପୋଲିସ ମୁଖ୍ୟ ଲାଗି ଦୌଡ଼ ଆରମ୍ଭ ହୋଇଯାଇଛି। କିନ୍ତୁ ଏଯାବତ୍‌ କେବଳ ଗୁଞ୍ଜରଣ ସୃଷ୍ଟି ହେଉଛି, କ’ଣ ସତ୍ୟ ତାହା ପଦାକୁ ଆସୁନାହିଁ। ରାଜ୍ୟ…

ଏଇ ଭାରତରେ

ମହାରାଷ୍ଟ୍ର ଠାଣେର ହେନିକ ଗାଲା ଓ ଶ୍ରେୟାସ ଜଲାପୁର ସ୍କୁଲରେ ପଢ଼ିବାବେଳେ ଜଣେ କବାଡିବାଲାଙ୍କ କାର୍ଯ୍ୟକୁ ଦେଖୁଥିଲେ। ଏହି ଦୁଇ ବନ୍ଧୁ ସ୍କୁଲ ଶିକ୍ଷା ଶେଷ କରି ଉଚ୍ଚଶିକ୍ଷା ଲାଭ କରିବା ପରେ କବାଡିବାଲାଙ୍କ କାମର ଗୁରୁତ୍ୱକୁ ଉପଲବ୍ଧି କରି ବର୍ଜ୍ୟ…

ଗୋଷ୍ଠୀଭିତ୍ତିକ ବିହନ ସଂରକ୍ଷଣ

ସାଧାରଣତଃ ମାଣ୍ଡିଆ ଏକ କ୍ଷୁଦ୍ର ଦାନାଯୁକ୍ତ, ଗରମ ଦିନିଆ ଫସଲ। ଏଥିରେ ଅଧିକ ପରିମାଣରେ ପ୍ରୋଟିନ୍‌, ଫାଇବର, ନିଆସିନ୍‌, ଥାଏମିନ୍‌, ରାଇବୋଫ୍ଲାବିନ୍‌, ମିଥିଓନାଇନ, ଲେସିଥିନ୍‌ ଓ ଭିଟାମିନ -ଇ ଥାଏ। ଏହା ବିଭିନ୍ନ ପ୍ରକାର ଖଣିଜ ଲବଣ ଯଥା ଆଇରନ୍‌, ମାଗ୍ନେସିୟମ,…

ଜଳସଙ୍କଟର ସମାଧାନ

ଳ ହେଉଛି ଜୀବନର ମୂଳାଧାର, କିନ୍ତୁ ଭାରତରେ ଜଳସଙ୍କଟ ଏକ ଗମ୍ଭୀର ଚ୍ୟାଲେଞ୍ଜ ଭାବେ ଉଭାହୋଇଛି। ନୀତି ଆୟୋଗର ୨୦୧୮ ରିପୋର୍ଟ ଅନୁସାରେ ଭାରତର ୬୦୦ ନିୟୁତ (୪୫% ଜନସଂଖ୍ୟା) ଲୋକ ଅତି ଗମ୍ଭୀର ଜଳସଙ୍କଟର ସମ୍ମୁଖୀନ ହେଉଛନ୍ତି। ୨୦୩୦ ସୁଦ୍ଧା…

ଶାନ୍ତି ଚୁକ୍ତିରେ ମହିଳାଙ୍କ ଭୂମିକା

ବିଶ୍ୱରେ ଲିଙ୍ଗଗତ ସମାନତା ପାଇଁ ସବୁ ପ୍ରକାର ଅଗ୍ରଗତି ହୋଇଥିଲେ ମଧ୍ୟ ଅନେକେ ଅଦ୍ୟାବଧି ସଶସ୍ତ୍ର ସଂଘର୍ଷକୁ ମୁଖ୍ୟତଃ ପୁରୁଷ ପ୍ରାଧାନ୍ୟ ଭାବେ ଦେଖିବାକୁ ଅଧିକ ଉତ୍ସାହିତ ହେଉଛନ୍ତି। ବାସ୍ତବରେ ମହିଳାମାନେ ବହୁ ସମୟରେ ଯୁଦ୍ଧ, ଅଣଯୁଦ୍ଧ ଓ ନେତୃତ୍ୱ ଭୂମିକାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri