ସମ୍ପାଦକୀୟ

ସମ୍ପାଦକୀୟ/ କଡ଼ା କର ସଡ଼କ ନିୟମ

ଭାରତରେ ୧ ସେପ୍ଟେମ୍ବର ୨୦୧୯ରେ ନୂଆ ମୋଟର ଭେଇକିଲ୍ସ ଆଇନ ଲାଗୁ ହେବା ପରଠାରୁ ଦେଶବ୍ୟାପୀ କୋକୁଆ ଭୟ ସୃଷ୍ଟି ହୋଇଛି। ଓଡ଼ିଶାରେ ଗୋଟିଏ ସପ୍ତାହ ମଧ୍ୟରେ ଯେଭଳି ଧରପଗଡ଼ ହେବା ସହ ଉଲ୍ଲଂଘନକାରୀଙ୍କ ଉପରେ ଅତ୍ୟଧିକ ମାତ୍ରାର ଜରିମାନା ଲଦାଗଲା,…

ବଢୁଛି ପିଲାଙ୍କ ପ୍ରତି ଘୃଣିତ ଆଚରଣ

ଅରୁଣ କୁମାର ପଣ୍ଡା ସୋସିଆଲ ମିଡିଆରେ ସେଦିନ ସେହି ଦୃଶ୍ୟଟି ଦେଖିବା ପରେ ରାତିରେ ନିଦ ହେଲା ନାହିଁ। ଘଟଣାଟି ହେଲା ଜଣେ ଆଈ ତା’ର ୩ ବର୍ଷର ନାତୁଣୀକୁ ଗୋଟିଏ ଛାଟରେ ନିର୍ଦ୍ଦୟ ଭାବେ ପିଟି ଚାଲିଥାଏ। ଶିଶୁଟି କରୁଣ…

ସ୍ବାମିଜୀ ଓ ଶିକାଗୋର ବାର୍ତ୍ତା

ଗିରିଜା ଶଙ୍କର ତରାସିଆ ଆଜକୁ ଠିକ୍‌ ୧୨୬ ବର୍ଷ ତଳେ ଆମେରିକାର ଶିକାଗୋ ସହରସ୍ଥିତ କଲମ୍ବସ୍‌ ହଲ୍‌ରେ ଅନୁଷ୍ଠିତ ହେଉଥାଏ ପ୍ରଥମ ବିଶ୍ୱ ଧର୍ମ ମହାସଭା। ୧୮୯୩ ସେପ୍ଟେମ୍ବର ୧୧ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ଧର୍ମ ମହାସଭାରେ ବିଶ୍ୱର ବିଭିନ୍ନ…

ଏଇ ଭାରତରେ

ହିନ୍ଦୁ ଓ ମୁସଲମାନଙ୍କ ପର୍ବ, ପରମ୍ପରା ଭିନ୍ନ ହୋଇଥିଲେ ହେଁ ବିହାରର ଏକ ଗାଁରେ ହିନ୍ଦୁମାନେ ଯେଭଳି ମୁସଲମାନଙ୍କ ପରମ୍ପରାକୁ ଆଦରିନେଇଛନ୍ତି ତାହା ସହାବସ୍ଥାନ ଓ ଭାଇଚାରାର ଉଦାହରଣ ସୃଷ୍ଟି କରିଛି। ବିହାରର କଟିଆର ଜିଲା ହସନଗଞ୍ଜ ବ୍ଲକ୍‌ ଜଗନ୍ନାଥପୁର ପଞ୍ଚାୟତର…

ସମ୍ପାଦକୀୟ/ବାତିଲ ଶୁଭଙ୍କର

ଆଫଗାନିସ୍ତାନରେ ସ୍ଥିତି ଜାହିର କରିଥିବା ଆତଙ୍କବାଦୀ ସଙ୍ଗଠନ ତାଲିବାନ ସହ ଶାନ୍ତି ଚୁକ୍ତି କରିବା ଲାଗି ଆମେରିକା ବର୍ଷେ ହେବ ଚଳାଇ ଆସୁଥିବା ଉଦ୍ୟମ ବାତିଲ ହୋଇଛି। ୫ ସେପ୍ଟେମ୍ବର ୨୦୧୯ରେ କାବୁଲରେ ତାଲିବାନ ଆକ୍ରମଣରେ ଆଫଗାନିସ୍ତାନରେ ମୁତୟନ ହୋଇଥିବା ଆମେରିକା…

କଶ୍ମୀର: ପାକିସ୍ତାନର ଦାବି ଓ ଧମକ

ବିପିନ ବିହାରୀ ମିଶ୍ର କଶ୍ମୀର ବିଷୟରେ ପାକିସ୍ତାନ ବାରମ୍ବାର ଅନେକ ପ୍ରଶ୍ନ ଉଠାଉଛି। ଦାବି କରୁଛି ଓ ଯୁଦ୍ଧର ଧମକ ଦେଉଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଯିଏ କି ଜଣେ ଭଲ କ୍ରିକେଟ ଖେଳାଳି ଥିଲେ କିନ୍ତୁ ଛାତ୍ର ହିସାବରେ ଇଂଲଣ୍ଡର…

ଅମାନବୀୟ ପରମ୍ପରା

ଦ୍ୱିତୀ ଚନ୍ଦ୍ର ସାହୁ ହେମଗିରିରୁ ଝାରସୁଗୁଡ଼ା ଫେରୁଥାଉ। ବନ୍ଧୁ ଶିବାଶିଷ ହଠାତ୍‌ ଏକ ନିଛାଟିଆ ସ୍ଥାନରେ ଗାଡ଼ିର ବ୍ରେକ୍‌ କଷିଲେ। ମୋବାଇଲ ଚାଟିଂରୁ ନଜର ହଟାଇ ଦେଖିଲି ବିଶ୍ରାମାଗାର ସାମ୍ନାରେ ଜଣେ ଝିଅ ଏକାକୀ ଠିଆହୋଇ କାନ୍ଦୁଛି। ବନ୍ଧୁ ଗାଡ଼ିରୁ ଓହ୍ଲାଇ…

ଏଇ ଭାରତରେ

ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସାରା ଦେଶରେ ଟ୍ରାଫିକ ନିୟମକୁ କଡ଼ାକଡି କରାଯାଇ ଜରିମାନା ଆଦାୟ କରାଯାଉଛି। ମାତ୍ର ଟ୍ରାଫିକ ନିୟମ ଉପରେ ଗୁରୁଗ୍ରାମର ଜ୍ୟାକବ୍‌ପୁରା ନିବାସୀ ଧର୍ମବୀର ହିନ୍ଦୁସ୍ଥାନୀ ତାଙ୍କ ପୁଅ ଓ ଝିଅଙ୍କ ସହ…

ଦୁର୍ବଳ ହୋଇପଡ଼ିଲେ

୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ଭଳି ଅର୍ଥନୈତିକ ଅସ୍ତ୍ର ପ୍ରୟୋଗ କରାଯିବା ପରେ ସେତେବେଳେ ଦେଶବାସୀଙ୍କୁ ବାର୍ତ୍ତା ଦିଆଯାଇଥିଲା ଯେ ଭାରତୀୟ ଅର୍ଥନୀତି ଦୀର୍ଘମିଆଦୀ ସଫଳତା ପାଇବ। ଦେଶ ଭିତରେ ଧନୀମାନେ ଲୁଚାଇ ରଖିଥିବା କଳାଧନ ଠାବ କରାଯିବା ଲାଗି ଏଭଳି…

ଆର୍ଥିକ ସଙ୍କଟ ନେଇ ସରକାର ଗମ୍ଭୀର ତ

ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ପ୍ରମୁଖ ବିସ୍କୁଟ୍‌ ପ୍ରସ୍ତୁତକାରୀ କମ୍ପାନୀ ବ୍ରିଟାନିଆର ମୁଖ୍ୟ ଦେଶର ଆର୍ଥିକ ସଙ୍କଟ ଉପରେ ଟିପ୍ପଣୀ ଦେଇ କହିଥିଲେ, ‘ଅବସ୍ଥା ଏପରି ହୋଇଛି ଯେ ବର୍ତ୍ତମାନ ପାଞ୍ଚଟଙ୍କିଆ ବିସ୍କୁଟ ପ୍ୟାକେଟ୍‌ଟିଏ କିଣିବା ପୂର୍ବରୁ ବି ଲୋକେ ଦୁଇଥର ଚିନ୍ତା…

୫-ଟି ଓ ସାମାଜିକ ପରିବର୍ତ୍ତନ

ଶିବରାମ ଶତପଥୀ ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ସ୍ବାଗତଯୋଗ୍ୟ। ଅବଶ୍ୟ ଏଥିରେ କିଛି ନୂତନତ୍ୱ ନାହିଁ। ବେଦ ଉପନିଷଦ ଓ ପୁରାଣମାନଙ୍କରେ ଏସବୁ ବିଷୟରେ ଆଗରୁ ମୁନିଋଷିମାନେ ସିଦ୍ଧାନ୍ତ କରିସାରିଛନ୍ତି। ଦଶହଜାର ବର୍ଷ ପୂର୍ବେ ଭାରତରେ ଉନ୍ନତ ଭାଷା, ସାହିତ୍ୟ, ସଂସ୍କୃତି, ସଭ୍ୟତା,…

ଏଇ ଭାରତରେ

ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ଦେଖାଯାଉଥିବା ବେଳେ ବିହାର ନାଳନ୍ଦା ଜିଲାର ମାଢି ଗ୍ରାମବାସୀଙ୍କ ମୁକ୍ତ ଚିନ୍ତାଧାରା ଓ ଉଦାର ମନୋଭାବ ଦେଶକୁ ଏକ ବାର୍ତ୍ତା ଦେଇଛି ଏବଂ ପାଇଛି ଏକ ନିଆରା ପରିଚୟ। ବହୁଦିନ ତଳେ ମାଢିରେ ହିନ୍ଦୁ ମୁସଲମାନ ଏକାଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri