ସମ୍ପାଦକୀୟ

ଏଇ ଭାରତରେ

ଆଧୁନିକ ସମାଜରେ ଅନ୍ଧବିଶ୍ୱାସର ଏକ ଛବି ସାମ୍‌ନାକୁ ଆସିଛି ଛତିଶଗଡ଼ର କାଙ୍କେର ଜିଲାରେ। କାଙ୍କେର ଜିଲାର ତୁମସନାର୍‌ ଗାଁରେ ପ୍ରଚଳିତ ରହିଛି ଏକ ଅଜବ ପରମ୍ପରା। ଏହି ଗାଁରେ ଯଦି କୌଣସି ପ୍ରସୂତିଙ୍କର ମୃତ୍ୟୁ ହୋଇଯାଏ ପୁରୁଷମାନେ ତାଙ୍କ ଶବକୁ ଛୁଅନ୍ତି…

ଆତଙ୍କବାଦ ଓ ପାକିସ୍ତାନ

ଆକାର ପଟେଲ ମନି ଲଣ୍ଡରିଂ (କଳାଧନକୁ ବୈଧ କରିବା) ଓ ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଫାଇନାନ୍ସିଆଲ ଆକ୍ସନ ଟାସ୍କ ଫୋର୍ସ (ଏଫ୍‌ଏଟିଏଫ୍‌) ପକ୍ଷରୁ ପାକିସ୍ତାନକୁ ଆଉ ଚାରିମାସ ମହଲତ ଦିଆଯାଇଛି। ଗତ ଜୁନ୍‌ମାସରେ ଦିଆଯାଇଥିବା…

ଈର୍ଷାର ଅସୁର

ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ କ୍ରୋଧ ମଣିଷର ସବୁଠୁ ବଡ ଶତ୍ରୁ ବୋଲି ଯେଉଁମାନେ ବିଚାରନ୍ତି, ସେମାନଙ୍କ ସମ୍ପର୍କରେ ଗୋଟିଏ କଥା କୁହାଯାଇପାରେ ଯେ ସେମାନେ ଜୀବନରେ କେବେ କାହାକୁ ଈର୍ଷା କରିନାହାନ୍ତି କିମ୍ବା କାହା ଈର୍ଷାର ଶିକାର ହୋଇନାହାନ୍ତି। ପ୍ରକୃତରେ…

ଗୋଗୋଇଙ୍କ ଉତ୍ତରାଧିକାରୀ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତର ସୁପ୍ରିମକୋର୍ଟରେ ୧,୫୮,୬୬୯ ମାମଲା ବିଚାର ଲାଗି ପଡ଼ିରହିଛି। ୨୭ ଜୁନ୍‌ ୨୦୧୯ରେ ପ୍ରକାଶିତ ଏକ ରିପୋର୍ଟରୁ ଏହା ଜଣାପଡ଼ିଛି। ମାମଲାଗୁଡ଼ିକର ସୁପରିଚାଳନା ଓ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବା ଲାଗି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି…

ଏଇ ଭାରତରେ

ମଦ୍ୟପାନ ଦୂର କରିବା ପାଇଁ ଗୁଜରାଟର ଏକ ଗାଁ ଅଜବ ଉପାୟ ଆପଣାଇଛି। ଗାଁର ନାଁ ଖାଟିସିତାରା। ବନାସକାନ୍ଥା ଜିଲା ଅନ୍ତର୍ଗତ ଏହି ଆଦିବାସୀବହୁଳ ଗାଁରେ ଯଦି କୌଣସି ବ୍ୟକ୍ତି ମଦ ପିଇ ଧରାପଡ଼ନ୍ତି ତେବେ ଗାଁର ନିଷ୍ପତ୍ତିକ୍ରମେ ଲଗାଯାଇଥିବା ଜରିମାନା…

ନୀତି ସିଇଓଙ୍କ ଛାଟ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ରେଳ ଷ୍ଟେଶନଗୁଡ଼ିକର ଆଧୁନିକୀକରଣରେ ମନ୍ଥରତାକୁ ନେଇ ନୀତି ଆୟୋଗ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଅମିତାଭ କାନ୍ତ କଟୁ ସମାଲୋଚନା କରିବା ପରେ ରେଳ ମନ୍ତ୍ରଣାଳୟ କାର୍ଯ୍ୟରେ ତତ୍ପରତା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ବି…

ମୋ ସରକାର : ଚଳେଇ ପାରିଲେ ଭଲ

ବିପିନ ବିହାରୀ ମିଶ୍ର ବର୍ତ୍ତମାନ ‘ମୋ ସରକାର’ କାର୍ଯ୍ୟକ୍ରମରେ ସରକାରୀ କଳ ବ୍ୟସ୍ତ। ଏହାର ଉଦ୍ଦେଶ୍ୟ ଭଲ। ଏଥିରେ ରାଜନୀତିର କାରସାଦି ଅଛି ବୋଲି କହିଲେ ଅନ୍ୟାୟ ହେବ। ଯଦି ସରକାରୀ କଳକୁ କୁହାଗଲା ଆହୁରି ସକ୍ରିୟ ହୁଅ, ସର୍ବସାଧାରଣଙ୍କୁ ଉପଯୁକ୍ତ…

ସଙ୍କୋଚନରୁ ପ୍ରସାରଣ

ଡ. ଶରତ ଚନ୍ଦ୍ର ରଥ ବସ୍ତୁଠାରୁ ବାସ୍ତବତା ବଡ଼। କାରଣ ବସ୍ତୁର ମୂଲ୍ୟ ଅଛି, ବାସ୍ତବତାର ମୂଲ୍ୟବୋଧ ଅଛି। ଧନଠାରୁ ମନ ବଡ଼। କାରଣ ଧନର ମୂଲ୍ୟ ଅଛି, ମନର ମୂଲ୍ୟବୋଧ ଅଛି। କାମଠାରୁ ପ୍ରେମ ବଡ଼। କାରଣ କାମରେ ନେବାର…

ଏଇ ଭାରତରେ

କରଓ୍ବାଚୌଥରେ ପ୍ରତ୍ୟେକ ମହିଳା ତାଙ୍କ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରୁଥିବାବେଳେ ମଥୁରାର ଏକ ଗାଁରେ ମହିଳାମାନେ କରଓ୍ବାଚୌଥ ଦିନ ସ୍ବାମୀଙ୍କ ପାଇଁ ବ୍ରତ ରଖନ୍ତିନି। ଏହା ପଛରେ କୌଣସି ବୈଜ୍ଞାନିକ ତର୍କ ନାହିଁ, କିନ୍ତୁ ସେଠାକାର ଲୋକକଥାକୁ ବିଶ୍ୱାସ କରି…

ଆଜିର ଅର୍ଥନୀତି/ ଫିକା ସୁନା ବଜାର

ସୁନାର ମାତ୍ରାଧିକ ମୂଲ୍ୟବୃଦ୍ଧି ଆସନ୍ତା ଦୀପାବଳି ଅବସରରେ ଲୋକଙ୍କ ସୁନାକିଣା ମାନସିକତା ଉପରେ ଖୁବ୍‌ ପ୍ରତିକୂଳ ପ୍ରଭାବ ପକାଇବ। ଗହଣା ଦୋକାନୀମାନେ ବିକ୍ରିବଟାର ସମ୍ଭାବ୍ୟ ମାନ୍ଦା ପରିସ୍ଥିତି ପାଇଁ ଚିନ୍ତାରେ ଅଛନ୍ତି। ବର୍ତ୍ତମାନ ବଜାରରେ ସୁନାର ମୂଲ୍ୟ ୧୦ ଗ୍ରାମ୍‌ ପିଛା…

ଜୀବନ ଜିଇବାର କଳା

ପ୍ରକାଶ ତ୍ରିପାଠୀ ନାମ ଅସଲମ୍‌ ମଲ୍ଲିକ। ବୟସ ତିରିଶ ପାଖାପାଖି। ଘର କୋଲକାତା (ପଶ୍ଚିମବଙ୍ଗ)। ପେସା କାର୍ପେଣ୍ଟିଙ୍ଗ ଅର୍ଥାତ୍‌ ଇଣ୍ଟେରିୟର ଡିଜାଇନିଂ। ଅସଲମ୍‌ ସହ ମୋ ସମ୍ପର୍କ ମାତ୍ର ପନ୍ଦର ଦିନର। ଗତ ମାସରେ ଘରର କିଛି ଇଣ୍ଟେରିୟର କାମ ହେଉଥିଲା…

ବାତ୍ୟାପ୍ରବଣ ମାସ ଅକ୍ଟୋବର

ଇଂ. ହାଡ଼ିବନ୍ଧୁ ଖଣ୍ଡୁଆଳ ଆମ ଦେଶର ପୂର୍ବ ଓ ପଶ୍ଚିମ ଉପକୂଳରେ ସାମୁଦ୍ରିକ ଝଡ଼ ସୃଷ୍ଟି ହେଉଥିଲା ବେଳେ ପୂର୍ବ ଉପକୂଳରେ ଅଧିକ ବାତ୍ୟା ସୃଷ୍ଟି ହୁଏ। ଦେଶର ପୂର୍ବ ଉପକୂଳରେ ୧୨ଟି ଜିଲା ବାତ୍ୟାପ୍ରବଣ ହୋଇଥିଲା ବେଳେ ସେଥିରେ ଅଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri