କାଣୀ ବିରାଡ଼ି ଓ କୁଜି ଅସରପା
ମମତା ଶୁକ୍ଳା ବର୍ତ୍ତମାନ କଲେଜଗୁଡ଼ିକରେ ଆଡ୍ମିଶନ ଶେଷ ହୋଇ ପଢ଼ା ଆରମ୍ଭ ହୋଇଗଲାଣି। ଅସୁମାରି ସ୍ବପକୁ ନେଇ ନୂଆ ଦୁନିଆରେ ପାଦ ଥାପିବା ବେଳେ ବି ଅଜଣା ଭୟରେ ଆତଙ୍କିତ ପିଲାମାନଙ୍କ ମନ। ର଼୍ୟାଗିଂ ହିଁ ଏହି ଆତଙ୍କର ମୁଖ୍ୟ କାରଣ…
ମ୍ୟାଲେରିଆ ନିରାକରଣ
ସୁନୀତା ଶତପଥୀ ଭାରତ ମ୍ୟାଲେରିଆ ବିରୋଧରେ ଯୁଦ୍ଧ ଜିତି ଆସୁଛି, କିନ୍ତୁ ଯୁଦ୍ଧ ଶେଷ ହେବାର ନାଁ ଧରୁନି। ଅନେକ ରୋଗ ମଶା ଦ୍ୱାରା ସଂକ୍ରମିତ ହୋଇଥାଏ। କିନ୍ତୁ ସେଗୁଡ଼ିକ ମଧ୍ୟରେ ମ୍ୟାଲେରିଆ ସବୁଠାରୁ ବିପଜ୍ଜନକ। ଏହି ରୋଗର ନିରାକରଣ ପାଇଁ…
ଏଇ ଭାରତରେ
କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମଦ। ଅଜଣା ମୃତଦେହକୁ ସଂସ୍କାର କରିବା ତାଙ୍କର ନିଶା। ଫୁଟ୍ପାଥରେ ରହୁଥିବା ଲୋକଙ୍କୁ ମଧ୍ୟ ସେ ସାହାଯ୍ୟ କରନ୍ତି। ମାତ୍ର ଦ୍ୱିତୀୟ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିଥିବା ଆୟୁବଙ୍କ ଏହି କାମ ପାଇଁ ଏବେ ସେ…
ଛଟେଇ ବିପଦ
ତଥାଗତ ସତପଥୀ ଏସିଆନ୍ ଟାଇଗର୍ସ ଭାବେ ପରିଚିତ ସିଙ୍ଗାପୁର, ହଂକଂ, ଦକ୍ଷିଣ କୋରିଆ, ତାଇଓ୍ବାନ, ଥାଇଲାଣ୍ଡ ଏବଂ ବିଶେଷକରି ମାଲେସିଆ ଭଳି ଦେଶରେ ୧୯୯୭ରେ ଆର୍ଥିକ ମାନ୍ଦାବସ୍ଥା ଦେଖାଦେଇଥିଲା। ଏହାଦ୍ୱାରା ସେହି ସମୟରେ ବିଶ୍ୱ ଅର୍ଥନୀତି ଘୋର ପ୍ରଭାବିତ ହୋଇଥିଲା। ହେଲେ…
ବେୟାରଫୁଟ ଡାକ୍ତର
ଡା. ଦ୍ୱିଜେଶ କୁମାର ପଣ୍ଡା ଚାଇନାରେ କୃଷି ଶ୍ରମିକମାନଙ୍କୁ ସ୍ବାସ୍ଥ୍ୟ ଓ ପ୍ରାଥମିକ ଚିକିତ୍ସା ସମ୍ପର୍କରେ ତାଲିମ ଦେଇ ଗ୍ରାମୀଣ ଲୋକମାନଙ୍କୁ ଚିକିତ୍ସା କରିବାର ଅନୁମତି ଦିଆଯାଉଥିଲା। ଏମାନେ ଜୋତା ଓ ମୋଜା ନ ପିନ୍ଧି ଖାଲି ପାଦରେ ଯିବା ଆସିବା…
ଓଡ଼ିଶାରେ ପୂର୍ବସୂରୀ ସ୍ମରଣ
ଡ. ଅନ୍ତର୍ଯ୍ୟାମୀ ମିଶ୍ର ପୂର୍ବସୂରୀ ସ୍ମରଣ ହେଉଛି ସଭ୍ୟତା ଓ ସଂସ୍କୃତିର ପରିମାପକ। କିନ୍ତୁ ଓଡ଼ିଶାରେ ବହୁ ଐତିହାସିକ ପ୍ରବାଦପୁରୁଷ ବିସ୍ମୃତ ହେବାକୁ ବସିଲେଣି। ଯେଉଁ କେତେ ଜଣଙ୍କର ଜୟନ୍ତୀ ଓ ଶ୍ରାଦ୍ଧୋତ୍ସବ ପାଳନ ହେଉଛି ତାହା କେବଳ ଲୋକଦେଖାଣିଆ। ଏହା…
ଏଇ ଭାରତରେ
ପରିବେଶ ପ୍ରଦୂଷଣ କମ୍ କରିବା ଓ ବୃକ୍ଷସଂଖ୍ୟା ବଢାଇବାକୁ ଯାଇ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଭିନ୍ନ ଏକ ଉପାୟ ଅବଲମ୍ବନ କରିଛନ୍ତି। ଏଥିପାଇଁ ପ୍ରଫେସରଙ୍କ ନିୟମ ହେଲା ଯେଉଁ ଛାତ୍ରୀଛାତ୍ର ବିଳମ୍ବରେ କ୍ଲାସକୁ ଆସିବେ ସେମାନଙ୍କୁ ଦଣ୍ଡ ସ୍ବରୂପ ବିଶ୍ୱବିଦ୍ୟାଳୟ ପରିସରରେ…
ନିର୍ଣ୍ଣାୟକ ନେତୃତ୍ୱ
ଆକାର ପଟେଲ ଚଳିତ ସପ୍ତାହରେ ଏପରି କିଛି ଘଟଣା ଘଟିଛି, ଯାହା ଭାରତ ଅର୍ଥନୀତିରେ ଭଲ କରୁଛି ବୋଲି ଧାରଣା ରଖିଥିବା ଲୋକମାନଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି। ବାସ୍ତବରେ ପରିସ୍ଥିତି ଏବେ ସଂକଟଜନକ ସ୍ଥିତିରେ ପହଞ୍ଚିଲାଣି ଏବଂ ନୀତି ଆୟୋଗ ଅଧ୍ୟକ୍ଷ କହିଛନ୍ତି…
ଅଖୁସି ଭାରତ
ପ୍ରକାଶ ତ୍ରିପାଠୀ ଭାଇ କେମିତି ଅଛନ୍ତି? ସବୁ ଭଲ ତ? ଚିହ୍ନା ପରିଚୟ ଭିତରେ କାହାକୁ ଏମିତି ପଚାରନ୍ତୁ। ଉତ୍ତର ଆସିବ-ହଁ ଭାଇ, ସେମିତି ସୁଖେଦୁଃଖେ ବଞ୍ଚିଛି। ମୁହଁ ନେଫେଡି ଏମିତି ଉତ୍ତର ଦେବେ ଯେ ସତେଯେମିତି ଦୁନିଆଯାକର ସବୁ ଦୁଃଖକଷ୍ଟରେ…
ସଚିବଙ୍କ ସଚିବ
ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତ ସରକାରଙ୍କ ଊର୍ଦ୍ଧ୍ୱତମ ଅଧିକାରୀଙ୍କ କଥା ଉଠିଲେ କ୍ୟାବିନେଟ ସଚିବଙ୍କ ପଦବୀ ଆଖି ଆଗକୁ ଆସିଥାଏ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ରୁ ଆସିଥିବା ଏହି ଅଫିସର ପ୍ରଧାନମନ୍ତ୍ରୀଙ୍କ ସହ ସିଧାସଳଖ ଯୋଗାଯୋଗରେ ଥିବାରୁ ତାଙ୍କ କ୍ଷମତାକୁ ନେଇ…
ଏଇ ଭାରତରେ
ବର୍ଷକରେ ୫ଦିନ ସ୍ତ୍ରୀ-ସ୍ବାମୀ ହସିବାକୁ ବାରଣ କରାଯାଇଥାଏ। ବାରାଣସୀର ମଣିକର୍ଣ୍ଣିକା ଘାଟ ଅଞ୍ଚଳରେ ଥିବା ପିଡି ଗାଁରେ କାହିଁ କେଉଁ କାଳରୁ ଚଳିଆସୁଛି ଏହି ନିଆରା ପରମ୍ପରା। ଦମ୍ପତିଙ୍କ ପାଇଁ ଏହି ପରମ୍ପରା ବେଶ କଡାକଡି ଭାବେ ପାଳନ କରାଯାଏ। କୌଣସି…
ନିରୁତ୍ସାହିତ ବାବୁ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ଗତ ସପ୍ତାହରେ ରାଷ୍ଟ୍ରପତିଙ୍କ ‘ଆଟ୍ ହୋମ୍’ କାର୍ଯ୍ୟକ୍ରମରେ ସ୍ବଳ୍ପ ଉପସ୍ଥିତିକୁ ଦେଖି ବାବୁମାନେ ନିରୁତ୍ସାହିତ ହୋଇ ପଡ଼ିଥିଲେ। ସାଧାରଣତଃ ଏ କାର୍ଯ୍ୟକ୍ରମରେ ହଜାର ହଜାର ଲୋକଙ୍କ ଗହଳି ହୁଏ। କିନ୍ତୁ ଏଥର ଏହା ଅତି ଛୋଟ…
Archives


