ସମ୍ପାଦକୀୟ

ମୁଁ , ମୋ ବିଶ୍ୱ ଓ ଜଣେ ଫଟୋଗ୍ରାଫର

ମନ-ମାନଚିତ୍ର/ ଡ. ନରହରି ବେହେରା ‘ମୁଁ’ ଜଣେ ବ୍ୟକ୍ତି ନୁହେଁ ବରଂ ସକଳ ବିଶ୍ୱକୁ ଅବଲୋକନ କରୁଥିବା ମୋ ପରି ଅନେକ ବ୍ୟକ୍ତିଙ୍କର ସମନ୍ବିତ ଏକ ବ୍ୟକ୍ତିସତ୍ତା। ଆଜି ସେଇ ‘ମୁଁ’ ଭାବୁଛି, ଯେତେବେଳେ ଶିଶୁଟିଏ ହୋଇ ମାଆ କୋଳରେ ଦିନ…

କର୍ମ ନେଇ ଫଳ

ରମେଶ ଚନ୍ଦ୍ର ସାମଲ ପିମ୍ପୁଡି ରୁଖା ଉପରକୁ ଉଠିଗଲେ ଭାବେ ତା’ ମୁଣ୍ଡ ସ୍ବର୍ଗରେ ଲାଗିଛି। ସମାଜର ପ୍ରତ୍ୟେକ ସ୍ତରରେ ଏହା ଦେଖିବାକୁ ମିଳୁଛି। ଯିଏ ସଫଳତାର କିଛି ପାହାଚ ଆଗେଇ ଗଲା ସେ ଭାବୁଛି ସେ ସବୁ ଜାଣିବାର, ସବୁ…

ଏଇ ଭାରତରେ

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡ଼ି କର୍ମୀ। ମଧ୍ୟପ୍ରଦେଶର କଟ୍‌ନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ ବିଦାୟ ଦେବାକୁ ଏକାଠି…

ଆଜିର ଅର୍ଥନୀତି/ ଅଭିବୃଦ୍ଧି ବଢ଼ାଅ

ଚଳିତ ମାସର ଅଧିକାଂଶ ସମୟ ଅର୍ଥନୈତିକ ଆଲୋଚନା ଦେଶର ଲୋକମାନଙ୍କ ବୈଠକଖାନାରୁ ନେପଥ୍ୟକୁ ଚାଲିଯାଇଛି। ସମ୍ବିଧାନରୁ ୩୭୦ ଧାରା ଉଚ୍ଛେଦ, ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାରଙ୍କ ଆକସ୍ମିକ ନିଷ୍ପତ୍ତିକୁ ନେଇ ଚାଲିଥିବା…

ଓଡ଼ିଶା କଂଗ୍ରେସର ଇତିବୃତ୍ତ

ଶରତ ଚନ୍ଦ୍ର ମିଶ୍ର ପ୍ରାୟ ଏକଶହ ବର୍ଷ ପୂର୍ବେ (୧୯୨୦) ଉତ୍କଳ ପ୍ରାଦେଶିକ କଂଗ୍ରେସ କମିଟି ପଣ୍ଡିତ ଗୋପବନ୍ଧୁଙ୍କ ନେତୃତ୍ୱରେ ଗଠିତ ହୋଇଥିଲା। ତା’ ପୂର୍ବରୁ ଅବଶ୍ୟ ପୁରୀରେ ଗୋଟିଏ ଜିଲା କମିଟି ଥିଲା। ପ୍ରାଦେଶିକ କଂଗ୍ରେସ କମିଟିରେ ସାଧାରଣ ସମ୍ପାଦକ…

ପରମାତ୍ମାଙ୍କ ଅବତରଣ

ଭୁଜେନ୍ଦ୍ର କୁମାର ସ୍ବାଇଁ ପରଂବ୍ରହ୍ମଙ୍କ ଶରୀର ଧାରଣକୁ ଅବତାର କୁହାଯାଏ। କଳିଯୁଗରେ ପରମାତ୍ମା ବୁଦ୍ଧ ରୂପରେ ଓ କଳିଯୁଗର ଶେଷ ଭାଗ ଏବଂ ପରବର୍ତ୍ତୀ ଯୁଗର ସନ୍ଧି କାଳରେ କଳ୍‌କୀ ଅବତାର ରୂପେ ପ୍ରକଟ ହେବେ ବୋଲି ଭବିଷ୍ୟତ ବାଣୀ ଅଛି।…

ଏଇ ଭାରତରେ

ଭାରତରେ ପୁଣି ତାଲିବାନୀ ନିଷ୍ପତ୍ତି- ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ପୂରା ସତ। ବିହାରର ମଧୁବନୀ ଜିଲାର ହତ୍ଥାପୁର ପରସା ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ନେତୃତ୍ୱରେ ଓ ଏବକାର ସରପଞ୍ଚଙ୍କ ଅଧ୍ୟକ୍ଷତାରେ ପରସା ଗାଁରେ ଅନୁଷ୍ଠିତ ବୈଠକରେ ଅଜବ ନିଷ୍ପତ୍ତି…

ପ୍ରାଣୀ ମଣିଷର ଭିନ୍ନ ରୂପ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ସବୁ ପ୍ରାଣୀ କ’ଣ ସମାନ? ହଁ, ମଣିଷ, ହାମରହେଡ୍‌ ପୋକ, ଶାମୁକା, କୁକୁଡ଼ା ଓ ଶାର୍କ: ସବୁ ପ୍ରାଣୀଙ୍କର ସମାନ ଆବେଗ, ଭୟ, ଲାଳସା ଓ ବୁଦ୍ଧି ରହିଛି। ତଥାପି ମଣିଷ କେତେକ ପ୍ରାଣୀଙ୍କୁ ମାରି…

ଅଗଷ୍ଟ ପନ୍ଦର ଯିବା ପରେ

ବିଚିତ୍ର ବିଶ୍ୱାଳ ଓଡ଼ିଆରେ ଅକ୍ଷୟ ମହାନ୍ତିଙ୍କ ଗୋଟେ ଗୀତ ଥିଲା ‘ହେ ଫଗୁଣ ତୁମେ ଯିବା ପରେ ଅନେକ ଯାତନା ଏଠି’। ଠିକ୍‌ ସେମିତି ଅଗଷ୍ଟ ପନ୍ଦର ଯିବା ପରେ ପରେ ଦେଶର ଶାସକ ଓ ଜନସାଧାରଣଙ୍କ ସାମୟିକ ଦେଶଭକ୍ତିର ମୁଖା…

ନିଜ ଗଧକୁ ଦେଖ

ଅଞ୍ଜନ ଚାନ୍ଦ ବେପାରୀ କେତୋଟି ଗଧ ନେଇ ହାଟକୁ ବିକିବା ପାଇଁ ଯାଉଥିଲା। ଚାଲି ଚାଲି ଥକିଯିବାରୁ ସେ ଗୋଟେ ଗଧ ଉପରେ ବସିଲା। କିଛି ସମୟ ପରେ ଭାବିଲା ସବୁ ଗଧ ଅଛନ୍ତି ନା କିଏ କେଉଁଠି ରହିଗଲା। ସେ…

ଏଇ ଭାରତରେ

ଈଶ୍ୱର ଏକ। ତାଙ୍କ ନାମରେ ଯେଉଁଠି ଯେତେ ପ୍ରକାର ରଙ୍ଗ-ରୂପ- ଆକାରର ପୀଠ ହୋଇଥାଉନା କାହିଁକି ତାହା ଶାଶ୍ୱତ ଓ ସମସ୍ତଙ୍କ ପାଇଁ ସମାନ। ଏହି ମର୍ମକୁ ଭଲଭାବେ ଉପଲବ୍ଧି କରିଛନ୍ତି ଝାଡ଼ଖଣ୍ଡ କୋଡରମାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ରାଜାବର…

ସମ୍ପାଦକୀୟ/ କାହା ପାଇଁ ସଂଯୋଗ

ସୋସିଆଲ ମିଡିଆରେ ବ୍ୟବହୃତ ପ୍ରୋଫାଇଲ ସହ ଆଧାର କାର୍ଡ ସଂଯୋଗ କରିବା ନେଇ ମାଡ୍ରାସ୍‌, ବମ୍ବେ ଓ ମଧ୍ୟପ୍ରଦେଶ ହାଇକୋର୍ଟରେ ବିଚାରାଧୀନ ରହିଥିବା ମାମଲା ଉପରେ ଶୁଣାଣି କରିବା ଲାଗି ସୁପ୍ରିମକୋର୍ଟ ୨୦ ଅଗଷ୍ଟରେ ରାଜି ହୋଇଛନ୍ତି। ଏଥିସହିତ କେନ୍ଦ୍ର ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri