ସମ୍ପାଦକୀୟ

ଏଇ ଭାରତରେ

ଭାରତରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ର ଓ ଶିକ୍ଷକ ଅନୁପାତ ନୈରାଶ୍ୟଜନକ ଥିବାବେଳେ ଏକ ବିଶ୍ୱବିଦ୍ୟାଳୟର ଗୋଟିଏ ବିଭାଗରେ ଜଣେ ଛାତ୍ରକୁ ୭ ଜଣ ପ୍ରାଧ୍ୟାପକ ରହିଥିବା ଭଳି ରୋଚକ ଖବର ସାମ୍‌ନାକୁ ଆସିଛି। ଆଉ ମଧ୍ୟ ସେହି ଛାତ୍ର ଜଣକ ବାର୍ଷିକ…

ସମ୍ପାଦକୀୟ/ ନୂଆ ଯୁଗର ଡ୍ରୋନ୍‌

ବିଶ୍ୱର ସର୍ବବୃହତ୍‌ ତୈଳ ଉତ୍ପାଦକ ସୌଦି ଆରବର କମ୍ପାନୀ ‘ସୌଦି ଆରାମ୍‌କୋ’ର ଦୁଇଟି ତୈଳ କୂପ ଉପରେ ୟେମେନୀ ବିଦ୍ରୋହୀ ଗୋଷ୍ଠୀ ୧୪ ସେପ୍ଟେମ୍ବରରେ ଡ୍ରୋନ୍‌ ଆକ୍ରମଣ କରିଥିଲା। ଫଳରେ ସେଠାରେ ତୈଳ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଆରାମ୍‌କୋ ଦୈନିକ ପ୍ରାୟ…

କେତେ ଜରୁରୀ ଭିଆଇପି ସୁରକ୍ଷା

ଶରତ ଚନ୍ଦ୍ର ମିଶ୍ର ଖଲିସ୍ଥାନ ଆନ୍ଦୋଳନ, ମାଓବାଦ, ଆତଙ୍କବାଦ ଓ ଦେଶରେ ହିଂସାର ବାତାବରଣ ହେତୁ, ନେତାମାନଙ୍କର ସୁରକ୍ଷା ବର୍ତ୍ତମାନ ଦେଶର ଏକ ବଡ଼ ଦାୟିତ୍ୱ। ଶିଳ୍ପପତି ଓ ଅଭିନେତାମାନେ ମଧ୍ୟ ସୁରକ୍ଷାର ବଳୟ ମଧ୍ୟରେ ରହିବାକୁ ଚାହୁଁଛନ୍ତି। ଶିଳ୍ପପତି ଓ…

ଆମ ସଂସ୍କୃତିରେ ଶ୍ରାଦ୍ଧ

ଅଲେଖ ଚନ୍ଦ୍ର ମିଶ୍ର ”ପ୍ରିୟ ପୁତ୍ର! ଯାହା ମୁଁ ଖୁସିରେ ନିଜ ହାତରେ ତତେ ଦେଇଥାନ୍ତି ତାକୁ ତୁ ମୋଠାରୁ ଜୋର୍‌କରି ଛଡ଼େଇ ନେଲୁ (ସାମ୍ରାଜ୍ୟ)। ସେଥିରେ ମୋର ଦୁଃଖ ନାହିଁ। ମୃତ୍ୟୁର ଯନ୍ତା ଭଳି ଏ ନିର୍ଜନ କାରାଗାରରେ ବନ୍ଦୀ…

ଏଇ ଭାରତରେ

ପରିବାରକୁ ପିଲାଟିଏ ଆସିଲେ ସମସ୍ତେ ଯେମିତି ଖୁସି ହୁଅନ୍ତି ସେମିତି ତା’ର ଜନ୍ମଦିନକୁ ଜାକଜମକରେ ପାଳନ କରି ଶୁଭେଚ୍ଛା ଅଜାଡି ଦିଅନ୍ତି। ମଙ୍ଗଳ କାମନା କରି ପୂଜାପାଠ କରନ୍ତି। ଭୋଜିଭାତର ଆସର ବି ଜମିଯାଏ। କିନ୍ତୁ ଜଣେ କିଶୋରଙ୍କ ଜନ୍ମଦିନକୁ ଗୁଜରାଟର…

ସମ୍ପାଦକୀୟ/ଯୋଜନାର ପୁନଃ ସମୀକ୍ଷା

ଓଡ଼ିଶାରେ ପିଲାବିକ୍ରି କଥା ଉଠିଲେ ଗତ ଶତାବ୍ଦୀର ୮୦ ଦଶକ କଥା ମନେପଡ଼େ। ଦାରିଦ୍ର୍ୟ ଯୋଗୁ କଳାହାଣ୍ଡି ଜିଲାରେ ଲୋକେ ପିଲାଙ୍କୁ ବିକ୍ରି କରିଦେଉଥିଲେ। ସେଥିପାଇଁ ସେତେବେଳେ ବାହାରେ ଓଡ଼ିଶା ଏକ ଗରିବ ରାଜ୍ୟ ଭାବେ କୁଖ୍ୟାତି ଅର୍ଜନ କରିଥିଲା। ଏବେ…

ଅତୁଳନୀୟ ନେତା

ପ୍ରକାଶ ଜାଭଡେକର ସବୁ ନେତା ସମାନ ସ୍ତରର ନୁହନ୍ତି। ପଞ୍ଚମ ସ୍ତରର ନେତୃତ୍ୱ (ଲିଭେଲ ୫ ଲିଡରଶିପ୍‌) ଭିତରେ ରହିଛି: ସାଧୁତା ଓ ନୀତିନିଷ୍ଠତା, ପ୍ରତିବଦ୍ଧତା ଓ ଉତ୍ସାହ, ନିଷ୍ପତ୍ତି ନେବାର କ୍ଷମତା ଓ ଉତ୍ତରଦାୟିତ୍ୱ। ସର୍ବୋପରି ସେ ହେବା ଦରକାର…

କିଙ୍ଗ୍‌-ମେକରଙ୍କ ଭୂମିକା

ବୈକୁଣ୍ଠନାଥ ମିଶ୍ର ଅନେକ ସମୟରେ ଦେଖାଯାଏ ଯେ, କୌଣସି ଶାସନର ସର୍ବୋଚ୍ଚ ସ୍ତରରେ ଏପରି ଜଣେ ଜଣେ ବିଦ୍ୱାନ୍‌ ବ୍ୟକ୍ତିଙ୍କର ଆବିର୍ଭାବ ଘଟିଥାଏ, ଯାହାଙ୍କର ଅନନ୍ୟ ପ୍ରତିଭା ଯୋଗୁ ଶାସନ ମୁଖ୍ୟ ତାଙ୍କ ଉପରେ ବେଶ୍‌ ନିର୍ଭରଶୀଳ ହୋଇଥାନ୍ତି। ସେମାନେ ନିଜେ…

ଏଇ ଭାରତରେ

ଟ୍ରାଫିକ୍‌ ନିୟମ କଡାକଡି କରାଯାଇ ନିୟମ ଖିଲାପକାରୀଙ୍କ ବିରୋଧରେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାବେଳେ ଜଣେ ମୃତକଙ୍କ ନାମରେ ଟ୍ରାଫିକ୍‌ ନିୟମ ଭଙ୍ଗ ଅଭିଯୋଗ ଅଣାଯିବା ଘଟଣା ସାମ୍‌ନାକୁ ଆସିଛି। ରାଜସ୍ଥାନ ଝାଲାଓ୍ବାଡ଼ ଜିଲା ପରିବହନ ବିଭାଗ ୮ ବର୍ଷ…

ବାଟବଣା

ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବିଧିବଦ୍ଧ ଘୋଷଣା କରି କହିଛନ୍ତି ଯେ, ଗୋଟିଏ ଦେଶରେ ଗୋଟିଏ ଭାଷା ରହିବା ଆବଶ୍ୟକ। ସେଥିପାଇଁ ହିନ୍ଦୀ ଜାତୀୟ ଭାଷା ହେବା ଦରକାର। ଉତ୍ତର ଭାରତର କେତେକ ରାଜ୍ୟରେ ବ୍ୟବହୃତ ହେଉଥିବା ହିନ୍ଦୀ ଭାଷାକୁ ଭାରତୀୟ ସମ୍ବିଧାନରେ…

ସବୁଠାରୁ ଛୋଟ-ସବୁଠାରୁ ବଡ଼

ଜନାର୍ଦ୍ଦନ ବନ୍ଦ୍ୟୋପାଧ୍ୟାୟ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ବାଲ୍ୟସଖା ତଥା ଅନ୍ୟତମ ପ୍ରଧାନଶିଷ୍ୟ ଅନନ୍ତନାଥ ରାୟ ଥିଲେ ଅପୂର୍ବ ସାଧନ-ଶକ୍ତିର ଅଧିକାରୀ। ଯୌବନରେ ସ୍ତ୍ରୀ, ପୁତ୍ରଙ୍କୁ ହରାଇ ସେ ସଂସାର ବିରାଗୀ ହୋଇଉଠିଲେ ଏବଂ ବୈଷ୍ଣବ ମନ୍ତ୍ରରେ ଦୀକ୍ଷା ଗ୍ରହଣ କରି ନିଜ ଗ୍ରାମ…

ମଣ୍ଟ୍ରିଲ ପ୍ରୋଟୋକଲର ତିରିଶ ବର୍ଷ

ଇଂ. ମାୟାଧର ସ୍ବାଇଁ ପୃଥିବୀର ବାୟୁମଣ୍ଡଳରେ ଥିବା ଓଜୋନ ସ୍ତରକୁ ରକ୍ଷାକରିବା ପାଇଁ ହୋଇଥିବା ମଣ୍ଟ୍ରିଲ ପ୍ରୋଟୋକଲକୁ ୩୦ବର୍ଷ ପୂରିଲା। ଓଜୋନ କ୍ଷୟକାରୀ ପଦାର୍ଥଗୁଡ଼ିକର ଉତ୍ପାଦନ ଓ ବ୍ୟବହାର ନ କରିବା ପାଇଁ ୧୯୮୭ ସେପ୍ଟେମ୍ବର ୧୬ରେ କାନାଡାର ମଣ୍ଟ୍ରିଲଠାରେ ୪୩ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri