ସମ୍ପାଦକୀୟ

ନୀତିବିହୀନ ରୀତି

ଚିତ୍ର-ଚରିତ୍ର/ନିରଞ୍ଜନ ପାଢ଼ୀ ମାନବ ସମାଜରେ ସଭ୍ୟତାର ବିକାଶ ହେବା ପରଠୁଁ ପୁଅଟିଏ ଝିଅଟିଏକୁ ବାହା ହୋଇ ସଂସାର ବାନ୍ଧିବାର ସ୍ବୀକୃତି ହାସଲ କରିଆସୁଛି। ପୂର୍ବ କାଳରେ ବରକନ୍ୟା ମିଳନର ଏହି ବିବାହ ପର୍ବଟି ଭିନ୍ନ ଭିନ୍ନ ସମ୍ପ୍ରଦାୟର ରୀତିନୀତି ଅନୁଯାୟୀ ସମ୍ପନ୍ନ…

ଲୋକଙ୍କ ସ୍ବର

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତର ଅଧିକାଂଶ ଟେଲିଭିଜନ ନ୍ୟୁଜ୍‌ ଚ୍ୟାନେଲରେ ଉପସ୍ଥାପକମାନେ ସମଗ୍ର କାର୍ଯ୍ୟକ୍ରମକୁ ନିଜ ଅକ୍ତିଆରକୁ ନେଇଯାଉଥିବା ଆଲୋଚନା ହେଉଛି। ଏପରି କି ପ୍ୟାନେଲରେ ବସୁଥିବା ଅତିଥିମାନଙ୍କୁ ସହଜରେ କହିବାକୁ ଦିଆଯାଉ ନାହିଁ। ବିଶେଷଜ୍ଞମାନେ କହୁଥିବା ବେଳେ ଉପସ୍ଥାପକମାନେ ଯେଭଳି…

ଏଇ ଭାରତରେ

ପ୍ରତିବର୍ଷ ଅଗଷ୍ଟ ୧୫କୁ ଭାରତ ସ୍ବାଧୀନତା ଦିବସ ଭାବେ ପାଳନ କରିଥାଏ। କାରଣ ଭାରତୀୟଙ୍କ ପାଇଁ ଏହି ଦିନର ମହତ୍ତ୍ୱ ଖୁବ୍‌ ଅଧିକ। ହେଲେ ଭାରତରେ ଏମିତି ଏକ ଗାଁ ଅଛି ଯେଉଁଠି ଲୋକେ ସ୍ବାଧୀନତାର ୭୦ବର୍ଷରୁ ଊର୍ଦ୍ଧ୍ୱ ହେଲା ନିଜକୁ…

ପରିପତ୍ରରୁ ବାବୁ ଦୁଇଭାଗ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ନିକଟରେ ତାମିଲନାଡୁ ମୁଖ୍ୟ ଶାସନ ସଚିବ କେ. ଷଣ୍ମୁଗମ୍‌ ପ୍ରଶାସନିକ ବାବୁମାନଙ୍କୁ ଅଧିକ ଉତ୍ତରଦାୟୀ ହେବା ପାଇଁ ଏକ ସର୍କୁଲାର (ପରିପତ୍ର) ଜାରି କରିଛନ୍ତି। ଏହାକୁ ନେଇ ମିଶ୍ରିତ ପ୍ରତିକ୍ରିୟା ପ୍ରକାଶ ପାଇଛି। ତେବେ ବିଭିନ୍ନ…

ବନ୍ଧୁତାର ମହତ୍ତ୍ୱ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ଇଂରେଜ କବି ହେନ୍‌ରି ଅଷ୍ଟିନ ଡବସନ୍‌ କହିଥିଲେ, ଯଶ ହେଉଛି ଏପରି ଏକ ଖାଦ୍ୟ ଯାହା କେବଳ ମୃତବ୍ୟକ୍ତି ଖାଇଥାନ୍ତି। (Fame is a food that dead men eat.)। ପୃଥିବୀର ବହୁ ମନୀଷୀ ସେମାନଙ୍କ…

ପରିବେଶକୁ ସଜାଡ଼ିବା ପ୍ରୟାସ

ଡ. ବିଜୟ କେତନ ପଟ୍ଟନାୟକ ଗତ ମେ ୩ ତାରିଖରେ ଶ୍ରୀକ୍ଷେତ୍ର ପୁରୀ ନିକଟରେ ଭୂମିପାତ ହେବା ଅବସରରେ ମହାବାତ୍ୟା ଫନୀ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସବୁଠାରୁ ଅଧିକ ଧ୍ୱସ୍ତବିଧ୍ୱସ୍ତ ହୋଇଛି ପରିବେଶ। ସମ୍ପୂର୍ଣ୍ଣ ଭାବେ ଉଜୁଡିଯାଇଛି ପ୍ରାକୃତିକ ସବୁଜିମା।…

ଏଇ ଭାରତରେ

ଲାଞ୍ଚ ନ ଦେବାରୁ ଗରିବ ବିଧବାଙ୍କୁ କୋଟିପତି ଦର୍ଶାଗଲା। ଏପରି ଏକ ଘଟଣା ଅଯୋଧ୍ୟାରେ ଘଟିଛି। ଉତ୍ତରପ୍ରଦେଶର ବିକାପୁର ତହସିଲର ତାରାଦେବୀ ଗରିବ ଓ ବିଧବା। ନିକଟରେ ସେ ତାଙ୍କ ପୁଅ ଅମିତର ପାଠପଢ଼ା ଓ ଛାତ୍ରବୃତ୍ତି ପାଇଁ ବାର୍ଷିକ ଆୟ…

ଆଜିର ଅର୍ଥନୀତି/ ନିଅଣ୍ଟିଆ ବୃଷ୍ଟି

ମୌସୁମୀ ଏ ବର୍ଷ ଓଡ଼ିଶା ପ୍ରତି ବେଶି ସଦୟ ହୋଇନାହିଁ। ବର୍ତ୍ତମାନ ସୁଦ୍ଧା ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇଥିବା ବେଳେ ବିଭିନ୍ନ ଜିଲାରେ ବୃଷ୍ଟିପାତର ଆବଣ୍ଟନ ହାର ମଧ୍ୟ ସୁଷମ ନୁହେଁ। ଜୁଲାଇ ମାସରେ ଓଡ଼ିଶାରେ ମୋଟ ୯ ପ୍ରତିଶତ କମ୍‌…

ପାଞ୍ଚ ଟ୍ରିଲିୟନ ଡଲାରର ସ୍ବପ୍ନ

ଡ. ସନ୍ତୋଷ କୁମାର ମହାପାତ୍ର ଯିଏ ଶାସନ କରୁ ବା ସରକାର ଗଠନ କରୁ ଜନସାଧାରଣ ତଥା ଦେଶର ବିଭିନ୍ନ ସମସ୍ୟା ସମାଧାନ କରିବା ସହଜ ନୁହେଁ। କିନ୍ତୁ ଏକ ଜନମଙ୍ଗଳ ସରକାର ସେଥିପାଇଁ ଚେଷ୍ଟା କରିବା ଉଚିତ। ମାତ୍ର ବର୍ତ୍ତମାନ…

ରାମ-କାଳୀ ଲଢ଼େଇ

ଡ. କୁଳାଙ୍ଗାର ତା’ର ଠାକୁର-ଠାକୁରାଣୀ ଓ ମାଙ୍କଡ଼ଙ୍କୁ ଭାରି ଭୟ। ଭୟର କାରଣ କାଳେ କ’ଣ ସବୁ ଛଡ଼େଇ ନେବେ। ଏ ଡରଟା ତା’ ଭିତରେ ପିଲାବେଳୁ ଅଛି। କାରଣ ସିଏ କାନ ଉଠିଲା ଦିନୁ ଶୁଣି ଆସିଛି କି ଠାକୁର-ଠାକୁରାଣୀଏ…

ଏଇ ଭାରତରେ

ସରକାରୀ ଚାକିରିରୁ ଅବସର ଗ୍ରହଣ ଦିନ କେଉଁ କର୍ମଚାରୀଙ୍କୁ ଖୁସି ଲାଗେ ତ, କାହାର ମନ ବିଷାଦରେ ଭରିଯାଏ। ଖୁସି ଲାଗେ ଏଇଥିପାଇଁ, କିଛିବର୍ଷ ରୁଟିନବନ୍ଧା କର୍ତ୍ତବ୍ୟରତ ଜୀବନଯାପନ ଭିତରୁ ଖସିଆସି ଖୁସି ମନେଇବାର ଅବସର ମିଳିଯାଏ। ଦୁଃଖ ଲାଗେ ଏଇଥିପାଇଁ,…

ଚତୁର କୁଆ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ କିଛିଦିନ ତଳେ ବଡ଼ିଭୋରରୁ ମୁଁ ପ୍ରାତଃଭ୍ରମଣରେ ବାହାରିବା ବେଳେ ମୋ ଗେଟ୍‌ ଉପରେ ବସିଥିବା ଏକ କୁଆ ମୋତେ ଚାହିଁ ରାବିବାକୁ ଲାଗିଲା। ସେ ଖୁବ୍‌ ବ୍ୟସ୍ତ ଥିବା ପରି ମନେହେଲା ଏବଂ ମୁଁ ସେଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri