ଗୃହଶତ୍ରୁ ଓ ଆଭ୍ୟନ୍ତରଣ ସୁରକ୍ଷା
ରାଜତନ୍ତ୍ରର ଅସ୍ଥିରତା ସହ ନିଜ ନିଜ ମଧ୍ୟରେ ଷଡ଼ଯନ୍ତ୍ରରେ ଲିପ୍ତଥିବା ଭାରତୀୟଙ୍କୁ ଦିନେ ଘୋରୀ, ଖିଲିଜୀ, ମୋଗଲ ଓ ଇଂରେଜ ଇଷ୍ଟଇଣ୍ଡିଆ କମ୍ପାନୀ ଶାସନ କରିବ ସେ କଥା କେହି କେବେ ଭାବି ନ ଥିଲେ। ଯେଉଁ ମହମ୍ମଦ ଘୋରୀ ପୃଥ୍ବୀରାଜ…
ଶକ୍ତି ଓ ଦୁର୍ବଳତା
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ମେ’ ୭ରୁ ୧୦ ଯାଏ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା। ‘ଅପରେଶନ ସିନ୍ଦୂର’କୁ ଦୁଇ ମାସ ପୂରିଯାଇଥିଲେ ମଧ୍ୟ ଭାରତୀୟ ସାମରିକ ଅଧିକାରୀଙ୍କ ମନର ବ୍ୟଥା ବାରମ୍ବାର ବୟାନ ଆକାରରେ ଆସୁଛି। ସଦ୍ୟ…
ଏକାତ୍ମ ମାନବବାଦରେ ବିଶ୍ୱାସ
ଭାରତୀୟ ଜନତା ପାର୍ଟି (ଭାଜପା)ର ସମ୍ବିଧାନ (ଧାରା-୩) କହେ, ‘ଏକୀକୃତ ବା ଏକାତ୍ମ ମାନବବାଦ ପାର୍ଟିର ଦର୍ଶନ ହେବ’। ପାର୍ଟିର ସଦସ୍ୟତା ଫର୍ମରେ ସଦସ୍ୟମାନଙ୍କୁ ଏକ ସଙ୍କଳ୍ପ ନେବା ଦରକାର ପଡ଼େ, ଯାହାର ପ୍ରଥମ ଧାଡ଼ି ହେଉଛି,”ଭାରତୀୟ ଜନତା ପାର୍ଟିର ମୂଳ…
ଏଇ ଭାରତରେ
କୋଲକାତାର ପିଣ୍ଟୁ ପୋହାନ୍ ପାନ ଦୋକାନ କରି ପରିବାର ପ୍ରତିପୋଷଣ ସହ ବହି ଲେଖା ଜାରି ରଖିଛନ୍ତି। ଏବେସୁଦ୍ଧା ସେ ୧୨ଟି ବହି ଲେଖିସାରିଲେଣି। ସବୁ ବହି ବେଙ୍ଗଲୀ ଭାଷାରେ ଲେଖିଛନ୍ତି। ସେ ପାନ ବିକିବା ସହ କମ୍ପ୍ୟୁଟର କ୍ଲାସ ଓ…
ମଣିଷସଂଖ୍ୟା କମୁଛି
ମନେପଡୁଛି ପିଲାବେଳର କଥା। ବହିପତ୍ର କିଣିବାଠାରୁ ଆରମ୍ଭ କରି କୌଣସି ବଡ଼ ଧରଣର ବଜାର କାମରେ ବା ଅଫିସ କାମରେ ବ୍ରହ୍ମପୁର ଯିବାକୁ ପଡ଼େ। ସେଥିପାଇଁ ଭଡ଼ା ସାଇକେଲ ଆମ୍ଭମାନଙ୍କ ଭଳି ଗ୍ରାମୀଣ ଦୂରିଆ ଲୋକଙ୍କର ଏକମାତ୍ର ନିର୍ଭରଯୋଗ୍ୟ ସାହାରା ଥିଲା।…
ମହାପ୍ରଭୁ: ଆଶୀର୍ବାଦ କରନ୍ତୁ
ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା। ଓଡ଼ିଆ ଜାତିର ଇଷ୍ଟ ତଥା ଅଗଣିତ ସନାତନୀ ବିଶ୍ୱାସୀଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ କଳାଠାକୁର ଭାଇ-ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ସୁନାବେଶ-ଅଧରପଣା ପରେ ନୀଳାଦ୍ରିବିଜେ କରିବେ। ମହାପ୍ରଭୁଙ୍କ ମହାଲୀଳାରେ ସାମିଲ…
ନୂଆ ମୁହଁ, ନୂଆ ପ୍ରକ୍ରିୟା
ଭାରତର ଗୁପ୍ତଚର ଢାଞ୍ଚାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ହେଉଛି। ପରାଗ ଜୈନଙ୍କୁ ର’ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ନିକଟରେ ଇସ୍ରାଏଲର ଗୋଇନ୍ଦା ସଂସ୍ଥା ମୋସାଦର ତଥାକଥିତ ସହଯୋଗୀଙ୍କୁ ଇରାନ ହତ୍ୟା କରିବା ସହ ଅନେକଙ୍କୁ ଅଟକ ରଖିଛି। ଏହାକୁ ନେଇ ଭାରତ…
ଜୀବନ ନୌକା
ପ୍ରତ୍ୟେକ ମଣିଷର ଜୀବନ ଏକ ନୌକା ସଦୃଶ। ଯାହାକୁ ନାଉରିଆ ନଦୀରୂପକ ସଂସାରରେ ତା’ର ଜିନିଷ ଓ ଆସବାବପତ୍ର ଲଦି ବାହିନେଇଥାଏ। ଲୌକିକ ମତରେ ଏହି ବୋହି ନେଉଥିବା ଆବାବାବପତ୍ରଗୁଡ଼ିକ କହିଲେ, ଜୀବନର ଚରିତ୍ର, ଶିକ୍ଷା, ସଂସ୍କାର, କର୍ତ୍ତବ୍ୟ, ଗୁଣ ଇତ୍ୟାଦିକୁ…
ଜନଗହଳିରେ ଶିଶୁଙ୍କ ସୁରକ୍ଷା
ରଥଯାତ୍ରାଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀ ବଡଦାଣ୍ଡ ତଥା ସଂଲଗ୍ନ ଅଞ୍ଚଳ ଲୋକାରଣ୍ୟ ହୋଇ ରହିଥାଏ। ଅନେକ ଭକ୍ତ ସେମାନଙ୍କ ପିଲାଛୁଆଙ୍କୁ ସାଙ୍ଗରେ ଧରି ଆସିଥାନ୍ତି। ଅଲକ୍ଷ୍ୟରେ ପିଲାମାନଙ୍କ ସୁରକ୍ଷା ଟିକେ ଢିଲା ହୋଇଯାଇଥାଏ। ଭିଡ ଭିତରେ କେତେବେଳେ ସେମାନଙ୍କ ହାତଛଡା କରିଦିଅନ୍ତି…
ପୁରାଣରେ ବାଇବେଲ କାହାଣୀ
ଭବିଷ୍ୟ ପୁରାଣ ବା ଭବିଷ୍ୟତର ଇତିବୃତ୍ତ ହେଉଛି ସର୍ବପ୍ରାଚୀନ ସଂସ୍କୃତ ଗ୍ରନ୍ଥ, ଯାହାର ପଶ୍ଚିମ ଏସିଆ ପୁରାଣଗୁଡ଼ିକ ସହ ସାମଞ୍ଜସ୍ୟ ରହିଛି। କଳିଯୁଗରେ କ’ଣ ସବୁ ଘଟିବ ସେସବୁର ଭବିଷ୍ୟବାଣୀକୁ ଏହା ଉପସ୍ଥାପନ କରିଥିବାବେଳେ, ଏହାକୁ ଖ୍ରୀଷ୍ଟାବ୍ଦ ୧୦୦୦ରୁ ଆରମ୍ଭ କରି…
ମୁକ୍ତିର ଖେଦ
କଟରେ ଜଣେ ସରକାରୀ ଚାକିରିଆ ଅବସର ନେବେ। ତାଙ୍କ ସହ ଭେଟ ହେଲା ବଜାରରେ। ସମ୍ମାନ ଜଣାଇ କୁଶଳ ଜିଜ୍ଞାସା କଲି। ପଚାରିଲି- ‘ଆଉ କେବେ ରିଟାୟର୍ଡ ସାର୍?’ ଉତ୍ତର ଦେଲେ-‘ଆଉ ଦି ମାସ ରହିଲା ଆଜ୍ଞା ! ତା ’ପରେ…
ପ୍ରଶାସନ ଚକ୍ରବ୍ୟୁହରେ ଭିଜିଲାନ୍ସ ମାମଲା
ଗତ ମେ’ମାସର ଅନ୍ତିମ ୨ ଦିନରେ ୨ଜଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି ଠାବକରିବା ଭିଜିଲାନ୍ସ ବିଭାଗର ସ୍ବାଗତଯୋଗ୍ୟ ପଦକ୍ଷେପ। ମେ ୩୦ରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଥିଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ଏବଂ ମାସର ଶେଷ ତାରିଖରେ ରାସ୍ତା ଓ କୋଠାବାଡ଼ି…
Archives


