ସମ୍ପାଦକୀୟ

ଭାଲେରିଆ, କୁର୍ଦ୍ଦି ଓ ନିଷ୍ଠୁର ବିଶ୍ୱ

ପ୍ରକାଶ ତ୍ରିପାଠୀ ଗତ ଜୁନ୍‌ ୨୫ ତାରିଖ ସକାଳେ ଆମେରିକାବାସୀ ଯେତେବେଳେ ସେ ଦିନର ଖବରକାଗଜକୁ ଖୋଲିଥିବେ ପ୍ରଥମ ପୃଷ୍ଠାରେ ଫଟୋ ସହ ପ୍ରକାଶ ପାଇଥିବା ଏକ ଦୁଃଖଦ ଖବର ନିଶ୍ଚିତ ସେମାନଙ୍କ ଦୃଷ୍ଟିଆକର୍ଷଣ କରିଥିବ ଓ ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପଙ୍କ…

ବିଶ୍ୱବ୍ୟାଙ୍କର ପ୍ରଥମ ମହିଳା ଏମ୍‌ଡି

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଅନ୍ତର୍ଜାତୀୟ ଆର୍ଥିକ ସଂସ୍ଥା ଭାବେ ବିଶ୍ୱ ବ୍ୟାଙ୍କ ଗରିବ ରାଷ୍ଟ୍ରଗୁଡ଼ିକୁ ସୁଧମୁକ୍ତ ଋଣ ଓ ଅନୁଦାନ ଦେଇ ବିକାଶମୂଳକ ପ୍ରକଳ୍ପ ତ୍ୱରାନ୍ବିତ କରୁଛି। ଇଣ୍ଟରନ୍ୟାଶନାଲ ବ୍ୟାଙ୍କ ଫର୍‌ ରିକନ୍‌ଷ୍ଟ୍ରକଶନ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ (ଆଇବିଆର୍‌ଡି) ଏବଂ ଇଣ୍ଟରନ୍ୟାଶନାଲ ଡେଭଲପ୍‌ମେଣ୍ଟ…

ଏଇ ଭାରତରେ

ମଧ୍ୟପ୍ରଦେଶର ମଣ୍ଡଲା ଜିଲାର ଏକ ଗାଁରେ ରହିଛି ଏକ ଅଦ୍ଭୁତ ପରମ୍ପରା। ଏଠାରେ ବସବାସ କରୁଥିବା ଗୋଣ୍ଡ ଜନଜାତିରେ କୌଣସି ମହିଳା ଜୀବନକାଳ ମଧ୍ୟରେ ବିଧବା ହୁଅନ୍ତି ନାହିଁ। କାରଣ ଏଠାରେ କୌଣସି ମହିଳାଙ୍କ ସ୍ବାମୀ ମୃତ୍ୟୁବରଣ କଲେ ସମ୍ପୃକ୍ତ ମହିଳା…

ବାବୁଙ୍କ ଆଇନଗତ ଲଢ଼େଇ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ କେରଳ ସରକାର ନିକଟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜୁ ନାରାୟଣ ସ୍ବାମୀଙ୍କୁ ଚାକିରିରୁ ବହିଷ୍କାର କରିଥିବାରୁ ଏହାକୁ ନେଇ ଆଇନଗତ ଲଢ଼େଇ ହୋଇପାରେ। ଦୁର୍ନୀତି-ବିରୋଧୀ ଧର୍ମଯୁଦ୍ଧ ପାଇଁ ଜଣାଶୁଣା ସ୍ବାମୀ ଏହାକୁ କୋର୍ଟରେ ଚ୍ୟାଲେଞ୍ଜ…

ନାରୀ ନିର୍ଯାତନା କାହିଁକି

ଡ. ରମେଶଚନ୍ଦ୍ର ପରିଡ଼ା ଆମ ସଂସ୍କୃତିରେ ନାରୀକୁ ସମ୍ମାନାସ୍ପଦ ସ୍ଥାନ ପ୍ରଦାନ କରାଯାଇ ଆସିଛି। ସେଇଥିପାଇଁ କୁହାଯାଏ ଯେ, ନାରୀ ଯେଉଁଠି ପୂଜାପାଏ ସେଠାରେ ଦେବତା ବିଦ୍ୟମାନ ହୁଅନ୍ତି। ତଥାପି ସେ ଶାରୀରିକ ସାମର୍ଥ୍ୟରେ ନୂ୍ୟନ ଏବଂ ଅଧିକ ଭାବପ୍ରବଣ ଓ…

ସୁନାବେଶେ ଉଭା ପ୍ରଭୁ କାଳିଆ ସାଆନ୍ତ

ଡ. କିଶୋର ମହାନ୍ତି ଶ୍ରୀକ୍ଷେତ୍ରରେ ବାରମାସରେ ତେରପର୍ବ ଅପୂର୍ବ ଓ ଅବର୍ଣ୍ଣନୀୟ, ଯେଉଁଥିରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ପ୍ରକାର ବର୍ଣ୍ଣିଳ ଭବ୍ୟ ରୂପ ଶ୍ରଦ୍ଧାଳୁମାନଙ୍କର ମନକୁ ଆକର୍ଷି ନେଇଥାଏ। ସେଇସବୁ ବେଶ ମଧ୍ୟରୁ ଅବକାଶ ବେଶ, ବଡସିଂହାର ବେଶ, ସୁନାବେଶ, ଚନ୍ଦନଲାଗି…

ଏଇ ଭାରତରେ

ବିଲୁପ୍ତପ୍ରାୟ ପକ୍ଷୀଙ୍କ ପାଇଁ ରହିଛି ରେସ୍ତୋରଁା। ଏ କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ଆମ ଦେଶର କାନପୁରର ଜୁଲୋଜିକାଲ ପାର୍କରେ ଖୋଲିଛି ଏହି ରେସ୍ତୋରଁା। କେବଳ ବିଲୁପ୍ତପ୍ରାୟ ପକ୍ଷୀଙ୍କ ପାଇଁ ଖୋଲାଯାଇଛି ଏହି ନିଆରା ରେସ୍ତୋରଁା। ଏହାଦ୍ୱାରା ୨ଟି ଉଦ୍ଦେଶ୍ୟ…

ଆଜିର ଅର୍ଥନୀତି/ବଜେଟ ତ୍ରୁଟି

ନିକଟରେ ବଜେଟ ଉପସ୍ଥାପନ ପରେ ପରେ ବିଏସ୍‌ଇ ସେନ୍‌ସେକ୍ସ ତଳକୁ ଖସିଥିବା ବେଳେ ଗୁରୁବାର ଓଲଟିଯାଇ ୨୬୬ ପଏଣ୍ଟ ବୃଦ୍ଧିପାଇଛି। ୟୁଏସ୍‌ ଫେଡ୍‌ ରେଟ୍‌ ହ୍ରାସ କରିବାର ସଙ୍କେତ ଦେବା ପରେ ଏହି ବୃଦ୍ଧି ଘଟିଛି। ଗୁରୁବାରକୁ ଛାଡ଼ିଦେଲେ ଜୁଲାଇ ୫…

ମହାପ୍ରଭୁଙ୍କ ମହାପ୍ରସାଦ

ଡ. ପ୍ରଫୁଲ୍ଲ କୁମାର ସାହୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ସାଂସ୍କୃତିକ ପ୍ରାଣକେନ୍ଦ୍ର। ଆମ ଆଧ୍ୟାତ୍ମିକ ଆସ୍ଥା ଓ ସାମାଜିକ ବିଚାର ଧାରାର କେନ୍ଦ୍ରବିନ୍ଦୁ। ଓଡ଼ିଶାର ସାମାଜିକ ଚଳଣି, ଖାଦ୍ୟପେୟ ରୀତିନୀତି ଓ କଳା ସଂସ୍କୃତିକୁ ଅଙ୍ଗୀଭୂତ କରି ପରିପୁଷ୍ଟ ହୋଇଛି…

ବୌଦ୍ଧତନ୍ତ୍ରରେ ଦାରୁଦିଅଁ

ଡ. ଭାଗ୍ୟଲିପି ମଲ୍ଲ ଜଗନ୍ନାଥ ଦାରୁଦେବତା। କାଠରେ ଗଢ଼ା ତାଙ୍କ ଦେହ। ପୁଣି ବିଶ୍ୱାବସୁ ଶବର ପୂଜିତ ଠାକୁର। ତେଣୁ ପ୍ରଥମତଃ ସେ ବନବାସୀ ମଣିଷଙ୍କ ଦିଅଁ। ପ୍ରାଚୀନ ଓଡି଼ଶା ଥିଲା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଏବଂ ଆଦିବାସୀମାନେ ମୁଖ୍ୟତଃ…

ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଚଳିଆସୁଛି। ଏସବୁ ପରମ୍ପରା ପଛରେ ଅନେକ କାହାଣୀ ରହିଥାଏ। ଉତ୍ତରପ୍ରଦେଶର ମହାରାଜଗଞ୍ଜ୍‌ ଜିଲା ବେଲଓ୍ବା ଚୌଧ୍‌ରୀ ଗାଁରେ ରହିଛି ଏଭଳି ଏକ ଅଜବ ପରମ୍ପରା। ଏଠାରେ ପ୍ରତିବର୍ଷ ବୁଦ୍ଧପୂର୍ଣ୍ଣିମାରେ ଗୋଟିଏ ଦିନ ଗଁାର…

କବକମାରୀ ବ୍ୟବହାରର ବିପଦ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ କ୍ୟାଣ୍ଡିଡା ଅରିସ୍‌ (ସି.ଅରିସ୍‌) ହେଉଛି ଏକ ମାରାତ୍ମକ କବକୀୟ ସଂକ୍ରମଣ, ଯାହା ପ୍ରଥମେ ୨୦୦୯ରେ ଜାପାନରେ ଦେଖାଯାଇଥିଲା ଏବଂ ଅଳ୍ପ କେଇବର୍ଷ ଭିତରେ ଏହା ସାରା ବିଶ୍ୱରେ ବ୍ୟାପିଗଲାଣି। ଏହା ହେଉଛି ଏକ ସୁପରବଗ୍‌: ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri