ସମ୍ପାଦକୀୟ

ଅର୍ଥନୀତିକୁ ଦେଖ

ବିଶ୍ୱ ଅର୍ଥନୀତି ଏବେ ମାନ୍ଦାବସ୍ଥା ଦେଇ ଗତି କରୁଛି। ଆମେରିକା ଭଳି ବିକଶିତ ରାଷ୍ଟ୍ର ମଧ୍ୟ ବିଭିନ୍ନ ପ୍ରକାର ଆର୍ଥିକ ସମସ୍ୟାରେ ପଡ଼ିଲାଣି। ଚାଇନା ସହ ଏହାର ବାଣିଜ୍ୟ ଯୁଦ୍ଧ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଉଭୟ ରାଷ୍ଟ୍ର ପରସ୍ପରର ସାମଗ୍ରୀ ରପ୍ତାନି…

ପୂର୍ବବର୍ତ୍ତୀଙ୍କ ପ୍ରତି ଅଶ୍ରଦ୍ଧାର ପରିଣାମ

ଜନାର୍ଦ୍ଦନ ବନ୍ଦ୍ୟୋପାଧ୍ୟାୟ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ର ୧୯୪୨ ମସିହାରେ ଥରେ ଆଲୋଚନା ପ୍ରସଙ୍ଗରେ କହିଥିଲେ-ପୂର୍ବଗାମୀମାନଙ୍କର ନିନ୍ଦାକରି, ସେମାନଙ୍କର ଅପ୍ରତିଷ୍ଠା କରି ଯଦି ନିଜର ପ୍ରତିଷ୍ଠା ଚାହଁ, ସେ ଚେଷ୍ଟା ସଫଳ ହେବ ନାହିଁ। ସେମାନଙ୍କ ସମ୍ବନ୍ଧରେ ଭଲ ଯାହା ଜାଣ, ତାହା କହିବା…

ଗ୍ରନ୍ଥାଗାର : ଜ୍ଞାନର ଗନ୍ତାଘର

ପ୍ରୀତିମୟ ସାହୁ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ କ୍ଷେତ୍ରରେ ଶିୟାଲୀ ରାମାମୃତ ରଙ୍ଗନାଥନ୍‌ଙ୍କ ଅବଦାନ ବିଶ୍ୱବ୍ୟାପୀ ଅତୁଳନୀୟ। ଭାରତୀୟ ଗ୍ରନ୍ଥାଗାର, ଗ୍ରନ୍ଥାଗାର ବିଜ୍ଞାନ, ଗ୍ରନ୍ଥାଗାରିକ ସଂପ୍ରଦାୟ ପାଇଁ ଜୀବନବ୍ୟାପୀ ସାଧନା ହେତୁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।…

ଏଇ ଭାରତରେ

ବିହାରର ମୁଜଫରପୁର ଅଞ୍ଚଳରେ ଭାଇଚାରା ଓ ସାମ୍ପ୍ରଦାୟିକ ସଦ୍‌ଭାବନାର ପରିଚୟ ଦେଇଛନ୍ତି ସେଠାରେ ବାସ କରୁଥିବା ମୁସଲମାନ୍‌ମାନେ। ଶ୍ରାବଣ ମାସ ଶେଷ ସୋମବାରରେ ବକ୍ରିଦ୍‌ର ପ୍ରଥମ ଦିନ ପଡୁଥିବାରୁ ଏହିଦିନ କୁର୍ବାନି କରାଯିବନାହିଁ ବୋଲି ବାବା ଗରିବନାଥ ମନ୍ଦିର ଆଖପାଖରେ ରହୁଥିବା…

କଶ୍ମୀରୀଙ୍କ ପ୍ରତିକ୍ରିୟାକୁ ଅପେକ୍ଷା

ଅାକାର ପଟେଲ କଶ୍ମୀରରେ ଅାମେ ଯାହା କଲୁ ତାହାର ପୂର୍ଣ୍ଣ ଅର୍ଥ କଣ ତାହା ଯଥାସମୟରେ ଜଣାପଡ଼ିବ ଏବେ ଅାମେ କହିଚାଲିଛୁ କି ଅାମେ ଯାହା କଲୁ, ତାହା କଶ୍ମୀରୀମାନଙ୍କ ସମେତ ସମଗ୍ର ଦେଶବାସୀଙ୍କ ପାଇଁ ଭଲ ଯେଉଁମାନେ ସ୍ବତନ୍ତ୍ର ରାଜ୍ୟ…

ପଣ୍ଡିତେ ଖୁସି ତ

ପ୍ରକାଶ ତ୍ରିପାଠୀ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକ୍ରମେ ସମ୍ବିଧାନର ଏକ ସମ୍ବେଦନଶୀଳ ଧାରା ୩୭୦କୁ ହଟାଇ ଦିଅାଯାଇଛି ସାରା ଦେଶରେ ଏହାକୁ ବିପୁଳ ଜନସମର୍ଥନ ମିଳିବା ସହ ଭାରତର ଭୂସ୍ବର୍ଗ କୁହାଯାଉଥିବା କଶ୍ମୀର ଏଣିକି ଅାତଙ୍କବାଦ କାଯର୍ୟକଳାପରୁ ମୁକ୍ତ ହେବ ଓ…

ମହାନତିର ସାବିତ୍ରୀ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ଘୋଷଣା ହୋଇଛି ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍, ଅନ୍ଧାଧୁନ୍, ପଦ୍ମାବତ୍, ବଧାଈ ହୋ ଅାଦି ହିନ୍ଦୀ ସିନେମା ପୁରସ୍କାର ଲାଗି ଚୟନ କରାଯାଇଛି ଅନ୍ଧାଧୁନ୍ ଲାଗି ଅାୟୁଷ୍ମାନ୍ ଖୁରାନା ଓ ଉରି…

ଏଇ ଭାରତରେ

ବର୍ତ୍ତମାନ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହୋଇଛି ସେଠାରେ ଅାଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟିହେବା ଅାଶଙ୍କାରେ ସିଅାର୍ପିଏଫ୍ ପୋଲିସ ମୁତୟନ ଅଛନ୍ତି କଶ୍ମୀର ଅଧତ୍ବାସୀଙ୍କ ମନରେ ବର୍ତ୍ତମାନ ଭୟର ବାତାବରଣ ସୃଷ୍ଟି ହୋଇଥତ୍ବାବେଳେ ଏଠିକାର ଜଣେ ଶିଶୁ ସିଅାର୍ପିଏଫ୍ ଯବାନଙ୍କ ସହିତ…

ନୂଆ ଆଭିମୁଖ୍ୟ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ଦ୍ୱିତୀୟ ପାଳିରେ ଜନସାଧାରଣଙ୍କ ଉଚ୍ଚ ପ୍ରତ୍ୟାଶା ପ୍ରତି ସଚେତନ ଅଛନ୍ତି। ଦେଶର ଦୁର୍ଗତି ପାଇଁ ପୂର୍ବର ଉପା ସରକାର ଉପରେ ବା ଆହୁରି ପୂର୍ବର ନେହେରୁ ସରକାର ଉପରେ…

କେବଳ ବାବୁ ତିଆରି କାରଖାନା

ମନ-ମାନଚିତ୍ର / ଡ. ନରହରି ବେହେରା ଭାରତ ହେଉଛି ଋଷି ଓ କୃଷିର ଦେଶ। ସମୟ ଥିଲା ଏ ଦେଶର ମୁନିଋଷିମାନେ ଏ ମାଟିର ପଥପ୍ରଦର୍ଶକ ଏବଂ କୃଷି ଓ ଗୋପାଳନ ଏ ଧର୍ମର ବୃତ୍ତି ତଥା ସଂସ୍କୃତି ଥିଲା। ସମୟ…

ବାଲ୍ୟ ବିବାହକୁ ରୋକିବ ନୂତନ ଶିକ୍ଷାନୀତି

ଘାସିରାମ ପଣ୍ଡା ୧୯୮୬ ମସିହାରୁ ପ୍ରଚଳିତ ଜାତୀୟ ଶିକ୍ଷାନୀତିକୁ ଦେଶର ଏକ ମାଇଲ ଖୁଣ୍ଟ ଭାବରେ ଗଣାଯାଏ। ଶିକ୍ଷାକୁ ମୌଳିକ ଅଧିକାର ଭାବରେ ଗ୍ରହଣ କରାଯାଇ ୨୦୦୯ ମସିହାରେ ଶିକ୍ଷା ଅଧିକାର ଆଇନ ପ୍ରଣୟନ କରାଗଲା। ଏହା ପରେ ଶିକ୍ଷାନୀତିରେ ପରିବର୍ତ୍ତନର…

ଏଇ ଭାରତରେ

ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହମନଙ୍କୁ ପୁରସ୍କାର ସ୍ବରୂପ ୭୦ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମହିଳାଙ୍କ ଅଧିକାର ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri