ଆମେରିକା-ଇରାନ ସମ୍ପର୍କ
ଆକାର ପଟେଲ ଚଳିତ ସପ୍ତାହରେ ଆମେରିକା ଇରାନ ବିରୋଧରେ ଯୁଦ୍ଧଘୋଷଣା କରିବା ପରେ ପୁଣି ପଛଘୁଞ୍ଚା ଦେଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଲେ ଯେ ଆକ୍ରମଣରେ ୧୫୦ ଇରାନୀ ମରିବେ ବୋଲି କୁହାଯିବାରୁ ସେ ଆକ୍ରମଣକୁ ବାତିଲ କରିଦେଇଛନ୍ତି। ଇରାନ ତା’…
ରାଜ୍ୟ ସଭା ରେସ୍ ଓ ନବୀନ ପଲିଟିକ୍ସ
ସବ୍ୟସାଚୀ ଅମିତାଭ କୁହାଯାଏ ପ୍ରେମ ଓ ଯୁଦ୍ଧରେ ସବୁ କିଛି ସମ୍ଭବ। ପୁରୁଣାକାଳିଆ ଏହି ରୂଢ଼ି ବାକ୍ୟ ସହ ଆଧୁନିକ ସମୟର ଆଉ ଗୋଟିଏ ଶବ୍ଦ ମଧ୍ୟ ଯୋଡ଼ି ହୋଇଯାଇଛି। ତାହା ହେଲା ବର୍ତ୍ତମାନ ରାଜନୀତିରେ ଅସମ୍ଭବ ବୋଲି କିଛି ନାହିଁ।…
ଲୋକ ସଭାର ଅଧିଷ୍ଠାତା
ବ୍ୟକ୍ତିତ୍ୱ/ ଜିତେନ୍ଦ୍ର କୁମାର ନାୟକ ଲୋକ ସଭାର ମୁଖ୍ୟ ହେଉଛନ୍ତି ବାଚସ୍ପତି। ସେ ଗୃହ ସଦସ୍ୟଙ୍କ କ୍ଷମତା ଓ ସ୍ବାଧିକାର ରକ୍ଷକ ଭାବେ ଜଣାଶୁଣା। ସଂସଦୀୟ ଶିଷ୍ଟାଚାର ବଜାୟ ରଖିବାରେ ତାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ନିମ୍ନ ସଦନର ଅଧିଷ୍ଠାତା ହୋଇଥିବାରୁ…
ଏଇ ଭାରତରେ
ଆମ ଦେଶରେ ଆଇନକାନୁନ ଯେମିତି ଉଦାର, ନ୍ୟାୟ ପ୍ରଦାନ ପ୍ରକ୍ରିୟା ମଧ୍ୟ ସେପରି ବିଳମ୍ବ ହୋଇଥାଏ। ଏଥିପାଇଁ ଜଣେ ଅଭିଯୁକ୍ତ ନିଜ ଜୀବଦ୍ଦଶାରେ ମଧ୍ୟ ନ୍ୟାୟ ପାଇ ନ ପାରେ। ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହୋଇଛନ୍ତି…
ମୋଦିଙ୍କ ଛାଟ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନର ଦ୍ୱିତୀୟ ପାଳି ଆରମ୍ଭ କରିବା ଅବସରରେ ବାବୁମାନଙ୍କୁ ଏକ ବଳିଷ୍ଠ ବାର୍ତ୍ତା ଦେଇଛନ୍ତି ଯେ ତାଙ୍କ ସରକାର ଦୁର୍ନୀତିକୁ ଆଦୌ ସହ୍ୟ କରିବେ ନାହିଁ। ନିକଟରେ ମୋଦି ସରକାର…
ଯୁବଗୋଷ୍ଠୀର ବୃତ୍ତି ଓ ପ୍ରବୃତ୍ତି
ମନ-ମାନଚିତ୍ର/ ଡ. ନରହରି ବେହେରା ସେଦିନ ଭୁବନେଶ୍ୱରରୁ ଫେରିବାବେଳେ ଭଣ୍ଡାରିପୋଖରୀ ପରେ ରାସ୍ତାପାଖରେ ଗୋଟିଏ ଛୋଟ ରେଷ୍ଟୁରାଣ୍ଟ ଭିତରକୁ ପଶିଗଲି। ରେଷ୍ଟୁରାଣ୍ଟଟି ବେଶ୍ ପରିଷ୍କାର ପରିଚ୍ଛନ୍ନ ଏବଂ ରୁଚିପୂର୍ଣ୍ଣ ଥିଲା। ଆଧୁନିକ ସାଜସଜ୍ଜାର ମଧ୍ୟ ବ୍ୟବସ୍ଥା ଥିଲା। ଖାଇସାରି ବିଲ୍ ପୈଠ…
ମମତାର ଡାକ
ଦ୍ୱିତୀ ଚନ୍ଦ୍ର ସାହୁ ପ୍ରବଳ ଖରାରେ ଗାଁକୁ ଯିବାକୁ ବାହାରିଲେ ମା’। ସ୍ନେହର ପରଶରେ, ମମତାର ମୋହରେ ବନ୍ଧା ସ୍କୁଲପଢୁଆ କିଶୋର ଛାଡ଼ିବାକୁ ବାହାରିଲା ଆପେ ଆପେ। ପୁଅ ଧରିଲା ସାଇକେଲ। ନିମିଷକରେ ପହଞ୍ଚିଗଲେ ବସ୍ଷ୍ଟପରେ। ଫେରିବାବେଳେ ରାସ୍ତାର ଏକ ମୋଡ଼ରେ…
ଏଇ ଭାରତରେ
ଏପରି ଅନେକ ରହସ୍ୟମୟ ବିଷୟ ରହିଛି ଯାହା ଅନେକଙ୍କୁ ଅଜଣା। ପ୍ରକୃତି କୋଳରେ ବଢ଼ୁଥିବା ବିଭିନ୍ନ ବୃକ୍ଷକୁ ଲୋକେ ପୂଜା କରିଥାନ୍ତି। ଶାଳଗଛ ତନ୍ମଧ୍ୟରୁ ଅନ୍ୟତମ। ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍ର ସତରେଙ୍ଗା ଗାଁରେ ରହିଛି ୧୪ ଶହ…
ଆଜିର ଅର୍ଥନୀତି/ ମରୁଡ଼ି ଆଶଙ୍କା
ଚଳିତବର୍ଷ ମୌସୁମୀ କେରଳରେ ଗୋଟିଏ ସପ୍ତାହ ବିଳମ୍ବରେ ପହଞ୍ଚିବା ପରେ ତା’ର ଧିମା ଗତି ନାନା ଆଶଙ୍କା ସୃଷ୍ଟି କରିଛି। ଜୁନ୍ ମାସରେ ଯେତିକି ବର୍ଷା ହେବା କଥା ବର୍ତ୍ତମାନ ସୁଦ୍ଧା ତା’ଠାରୁ ୪୦ ପ୍ରତିଶତ କମ୍ ହୋଇଛି। ଦେଶର ଅଧିକାଂଶ…
ନିର୍ବାଚନ ସଂସ୍କାର
ଶରତ ଚନ୍ଦ୍ର ମିଶ୍ର ସପ୍ତଦଶ ଲୋକ ସଭା ନିର୍ବାଚନ ନିର୍ବାଚନ କମିଶନ, ନିର୍ବାଚନ ଅଧିକାରୀ, ରାଜ୍ୟ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀଙ୍କ ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତା ହେତୁ ସଫଳ ଭାବରେ ସମାପ୍ତ ହୋଇଛି। ଆମ ଭାରତରେ ନିର୍ବାଚନ ମାଧ୍ୟମରେ ଶାନ୍ତିପୂର୍ଣ୍ଣ…
ରୋଗ ଉପଶମରେ ଯୋଗର ପ୍ରୟୋଗ
ଇଂ. ହାଡ଼ିବନ୍ଧୁ ଖଣ୍ଡୁଆଳ ଋତୁ ପରିବର୍ତ୍ତନ ତଥା ଜଳବାୟୁ ପରିବର୍ତ୍ତନ ଫଳରେ ଆମେ ଅନେକ ପ୍ରକାର ପୀଡ଼ାର ସମ୍ମୁଖୀନ ହେଉ। ଆମ ମୁଣ୍ଡଠାରୁ ଆରମ୍ଭ କରି ତଳିପାଦ ପର୍ଯ୍ୟନ୍ତ ବିଭିନ୍ନ ଅଙ୍ଗରେ ପୀଡ଼ା ଅନୁଭବ କରୁ। ଯେପରି ମୁଣ୍ଡବ୍ୟଥା, କାନଟଣା, ଆଖିଧରା,…
ଏଇ ଭାରତରେ
ଗୁପ୍ତଯୁଗର ସ୍ବର୍ଣ୍ଣମୁଦ୍ରା ପାଇବା ପାଇଁ ଲୋକେ ଗାଁ ସାରା ଖୋଳି ପକାଇଲେ। ମଣିଷର ଧନ ଲୋଭ ବେଳେବେଳେ ସୀମା ଟପିଯାଏ। ଫଳରେ ସେ ଏଭଳି କାମ କରିବସେ ଯାହାକୁ ନେଇ ପରବର୍ତ୍ତୀ ସମୟରେ ନିଜେ ଲଜ୍ଜିତ ହୋଇଥାଏ। ଏପରି ଏକ ଘଟଣା…
Archives


