ସମ୍ପାଦକୀୟ

ସାର୍ବଜନିକ ଭାଷା ସଂସ୍କୃତ

ବୈକୁଣ୍ଠନାଥ ମିଶ୍ର ଅଧୁନା ଭାରତର ଶିକ୍ଷା କ୍ଷେତ୍ରରେ ଧାର୍ମିକ ଅସଙ୍ଗତି ଭୀଷଣ ଭାବେ ପରିଲକ୍ଷିତ ହେଉଛିି। ଏହା ଧାର୍ମିକ ସହାବସ୍ଥାନ ପାଇଁ ଏକ ଆହ୍ବାନ। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଡ. ଫିରୋଜ ଖାନ୍‌ଙ୍କ ସଂସ୍କୃତ ଅଧ୍ୟାପକ ରୂପେ ନିଯୁକ୍ତିକୁ କେନ୍ଦ୍ରକରି ଶିକ୍ଷା…

ପୀରାହାଟ ଓ ପଞ୍ଚୁଟିକ୍ରିରେ ଗାନ୍ଧୀ

ଶ୍ରୀମନ୍ତ ଖୁଣ୍ଟିଆ ମହାତ୍ମା ଗାନ୍ଧୀ ଓଡ଼ିଶାକୁ ୮ ଥର ଆସିଛନ୍ତି। ସେଥିମଧ୍ୟରୁ ଭଦ୍ରକ ଜିଲାକୁ ୩ ଥର ଆସିଛନ୍ତି। ତନ୍ନଧ୍ୟରୁ ହରିଜନ ପଦଯାତ୍ରା ଓ ଖଦିର ପ୍ରଚାର ପ୍ରସାର ପାଇଁ ଆସିଥିବା ଖବର ରହିଛି। ସେ ଯେତେବେଳେ ଦକ୍ଷିଣ ଆଫ୍ରିକାରୁ ଆସି…

ଏଇ ଭାରତରେ

ଭୋଟ ଅଧିକାର ଉପରେ ସଚେତନତା ଆଣିବାରେ ଛତିଶଗଡ଼ର ଯୁବକ ପ୍ରେମଲାଲ ସାହୁଙ୍କ ପ୍ରୟାସ ପ୍ରଶଂସନୀୟ। ସେ ଠେଲାଗାଡିରେ ବିଭିନ୍ନ ସ୍ବାସ୍ଥ୍ୟକର ଖାଦ୍ୟ ବିକ୍ରି କରୁଛନ୍ତି। ରାଜ୍ୟରେ ଡିସେମ୍ବର ୨୧ରେ ହେବାକୁ ଥିବା ପୌର ନିର୍ବାଚନରେ ଲୋକମାନେ କେମିତି ଅଧିକ ସଂଖ୍ୟାରେ ଭୋଟ…

ସୃଷ୍ଟିକର୍ତ୍ତା ଭାବି ବସିଲେଣି

କିଛି ବର୍ଷ ତଳେ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପୋଲିସ ତରଫରୁ ସୂଚନାଫଳକ ଜରିଆରେ ଜଣାଇ ଦିଆଯାଇଥିଲା ଯେ, ‘ଅଜଣା ବସ୍ତୁ ଦେଖିବାମାତ୍ରେ ସେଗୁଡ଼ିକୁ ଛୁଅନ୍ତୁ ନାହିଁ, ଯାହା ବୋମା ହୋଇଥାଇପାରେ’। ଭାରତ ସରକାର ଏବେ ସେଭଳି କାର୍ଯ୍ୟ କରୁଥିବା ପରି ମନେହେଉଛି।…

ଗାନ୍ଧିଜୀ ଓ ମଦମୁକ୍ତ ସମାଜର ସ୍ବପ୍ନ

ଡ. ପ୍ରଫୁଲ୍ଲ କୁମାର ସାହୁ ମହାତ୍ମା ଗାନ୍ଧୀ କେବଳ ଭାରତୀୟ ମୁକ୍ତି ସଂଗ୍ରାମର ମହାନାୟକ ନୁହନ୍ତି, ଅଧିକନ୍ତୁ ସେ ଥିଲେ ଜଣେ ଶ୍ରେଷ୍ଠ ସଂସ୍କାରକ ଓ ଦିଗ୍‌ଦର୍ଶକ। ଜାତୀୟ ଜୀବନରେ ସ୍ବଚ୍ଛତା ଆଣିବା ପାଇଁ ନିଶାମୁକ୍ତ ଭାରତବର୍ଷ ଗଠନ ଥିଲା ତାଙ୍କର…

ବଦଳାଇବାକୁ ହେବ ସ୍ବାସ୍ଥ୍ୟସେବାର ଚିତ୍ର

ଅରୁଣ ଦାସ ସେଦିନ ମାଉସୀଙ୍କୁ ଭୀଷଣ ଜ୍ୱର ହୋଇଥିବାରୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲୁ। ଡାକ୍ତର କିଛି ଔଷଧ ଲେଖିଦେବା ସହ ରକ୍ତ ଓ ପରିସ୍ରା ପରୀକ୍ଷା ପାଇଁ କହିଲେ। ସେତେବେଳେ ସନ୍ଧ୍ୟା ହୋଇ ସାରିଥିବାରୁ ଆମେ ଘରକୁ ଫେରି…

ଏଇ ଭାରତରେ

କିଛି ନିଆରା କରିବାର ଆଗ୍ରହ ଆଗକୁ ବାଟ କଢାଇନିଏ, ଯାହା ଘଟିଛି କେରଳର ଯସ୍ମିନ୍‌ ଅରିମ୍ବ୍ରାଙ୍କ ଜୀବନରେ। ଅରିମ୍ବ୍ରା ରହନ୍ତି ମାଲାପ୍ପୁରମ୍‌ ଜିଲା ଥେନ୍ନଲା ପଞ୍ଚାୟତରେ। ତାଙ୍କୁ ଏବେ ବୟସ ୩୫ ବର୍ଷ। ୯ମ ପରେ ପାଠ ଛାଡି ପିତାଙ୍କ ସହ…

ବହୁସଂଖ୍ୟକବାଦୀ ଚିନ୍ତାଧାରା

ଆକାର ପଟେଲ ଏକ ପୁରାତନ ଓ ଗୌରବାବହ ଦେଶ ଏପରି ନୀତି ନିର୍ଦ୍ଧାରଣ କରିବା ପାଇଁ ଭୋଟ ଦେଲା, ଯାହା ଆପ୍ରବାସନକୁ ବିରୋଧ କରେ। ଆପ୍ରବାସନକୁ ବିରୋଧ କରୁଥିବା ଦଳ ସପକ୍ଷରେ ଦେଶର ମୁଖ୍ୟଭାଗର ସଂଖ୍ୟାଗରିଷ୍ଠ ଜନସାଧାରଣ ଅଛନ୍ତି। କିନ୍ତୁ ଛୋଟ…

ପ୍ରୀତିଭୋଜନର ବୋଝ

ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ ବନ୍ଧୁ ଜଣକ ବଡ ବିମର୍ଶ ଦିଶୁଥିଲେ, ସତେ ଯେମିତି ସୌଦାଗରଙ୍କ ସାତଖଣ୍ଡ ବୋଇତ ଏକାଦିନେ ସମୁଦ୍ରରେ ବୁଡିଯାଇ ତାଙ୍କୁ ସର୍ବସ୍ବାନ୍ତ କରିଦେଇଛି। କଥା ବୁଝିବାରୁ ଜଣାପଡିଲା, ଏଇ ଦୁଇ ସପ୍ତାହ ମଧ୍ୟରେ ତାଙ୍କ ପାଇଁ ପାଞ୍ଚଟି…

ସର୍ବକନିଷ୍ଠା ପ୍ରଧାନମନ୍ତ୍ରୀ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ପ୍ରଜ୍ଞାର ପ୍ରତିଶବ୍ଦ ପୋଖତ କୁହାଯାଇପାରିବ ନାହିଁ। ସାଧାରଣରେ କୁହାଯାଇଥାଏ ଯେ, ରାଜନୀତିରେ ପୁରୁଖା ବ୍ୟକ୍ତିମାନେ ଉତ୍ତମ ଶାସନ ଦେଇଥାଆନ୍ତି। ସମ୍ଭବତଃ ଯୁବବର୍ଗଙ୍କୁ ଶୀର୍ଷକୁ ଛାଡ଼ିବାରେ କୁଣ୍ଠିତ କିଛି ପ୍ରବୀଣ ବ୍ୟକ୍ତିଙ୍କ ଏଭଳି ଚିନ୍ତାଧାରା ପିଢ଼ି ପରେ ପିଢ଼ି…

ଏଇ ଭାରତରେ

ପ୍ଲାଷ୍ଟିକ୍‌ ପ୍ରଦୂଷଣ କମ୍‌ କରିବା ଲାଗି ଡେରାଡୁନ ସ୍ମାର୍ଟସିଟି ଲିଃ (ଡିଏସ୍‌ସିଏଲ୍‌) ଅପଣାଇଥିବା ନିଆରା ଉପାୟ ପ୍ରଶଂସନୀୟ। ଡିଏସ୍‌ସିଏଲ୍‌ ଏଥିପାଇଁ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ଆରମ୍ଭ କରିଛି। ଏହା ମାଧ୍ୟମରେ ‘ପ୍ଲାଷ୍ଟିକ୍‌ ଓ୍ବାପ୍‌ସି ଅଭିଯାନ’କୁ ତ୍ୱରାନ୍ବିତ କରି ଲୋକମାନଙ୍କୁ ଥରେ…

ଅଡ଼ୁଆରେ ଜମ୍ମୁ-କଶ୍ମୀର ବାବୁ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ମୋଦିଙ୍କ ଶାସନରେ ବାବୁମାନେ ଦିଲ୍ଲୀରେ କାମ କରିବାକୁ ଦିନକୁ ଦିନ ଅଧିକ ବିମୁଖ ହେବା ଭଳି ଜଣାପଡୁଛନ୍ତି। ବାସ୍ତବରେ ଗତ ପାଞ୍ଚବର୍ଷ ମଧ୍ୟରେ କେନ୍ଦ୍ରୀୟ ପ୍ରତିନିଯୁକ୍ତି (ଡେପୁଟେଶନ)ରେ ସବୁଠୁ କମ୍‌ ସଂଖ୍ୟକ ଆଇଏଏସ୍‌ ଅଧିକାରୀ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?