ସମ୍ପାଦକୀୟ

ଏଇ ଭାରତରେ

ଈଶ୍ୱର ଏକ। ତାଙ୍କ ନାମରେ ଯେଉଁଠି ଯେତେ ପ୍ରକାର ରଙ୍ଗ-ରୂପ- ଆକାରର ପୀଠ ହୋଇଥାଉନା କାହିଁକି ତାହା ଶାଶ୍ୱତ ଓ ସମସ୍ତଙ୍କ ପାଇଁ ସମାନ। ଏହି ମର୍ମକୁ ଭଲଭାବେ ଉପଲବ୍ଧି କରିଛନ୍ତି ଝାଡ଼ଖଣ୍ଡ କୋଡରମାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ରାଜାବର…

ସମ୍ପାଦକୀୟ/ କାହା ପାଇଁ ସଂଯୋଗ

ସୋସିଆଲ ମିଡିଆରେ ବ୍ୟବହୃତ ପ୍ରୋଫାଇଲ ସହ ଆଧାର କାର୍ଡ ସଂଯୋଗ କରିବା ନେଇ ମାଡ୍ରାସ୍‌, ବମ୍ବେ ଓ ମଧ୍ୟପ୍ରଦେଶ ହାଇକୋର୍ଟରେ ବିଚାରାଧୀନ ରହିଥିବା ମାମଲା ଉପରେ ଶୁଣାଣି କରିବା ଲାଗି ସୁପ୍ରିମକୋର୍ଟ ୨୦ ଅଗଷ୍ଟରେ ରାଜି ହୋଇଛନ୍ତି। ଏଥିସହିତ କେନ୍ଦ୍ର ସମେତ…

ପାହାଡ଼ ମଣିଷ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ପୃଥିବୀରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପୁଣ୍ୟ ଅର୍ଜନ କରି ପାରଲୌକିକ ସୁଖ ଲାଭ କରିବା ପାଇଁ ମନ୍ଦିର, ମସ୍‌ଜିଦ, ଗୀର୍ଜାକୁ ଯାଇଥାନ୍ତି। ଆଉ କିଛି ଲୋକ ଅଛନ୍ତି ଯେଉଁମାନେ ଏହି ତଥାକଥିତ ଧର୍ମାନୁଷ୍ଠାନକୁ ଯାଆନ୍ତି…

ନୀତିଶିକ୍ଷାକୁ ଗୁରୁତ୍ୱ ଦିଅ

ଡ. ଭରତ ଝୁନ୍‌ଝୁନ୍‌ଓ୍ବାଲା ଅଯୋଧ୍ୟାରୁ ମାତା ସୀତା ନିର୍ବାସିତ ହେବା ପରେ ବାଲ୍ମୀକି ଆଶ୍ରମରେ ରହିଥିଲେ। ଏହି ଆଶ୍ରମର ଅବସ୍ଥିତି ଉପରେ ଏବେ ପାଞ୍ଚଟି ସ୍ଥାନକୁ ନେଇ ଦାବି କରାଯିିବା ନଜରକୁ ଆସେ। ସେହି ସ୍ଥାନଗୁଡିକ ମଧ୍ୟରେ ରହିଛି ରାଜସ୍ଥାନ ବାରାଂର…

ଏଇ ଭାରତରେ

ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଟ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ ଖାଇବାକୁ…

ସମ୍ପାଦକୀୟ/ଲାଠି

ଆୟକର (ଆଇଟି) ବିଭାଗ ଦେଶରେ ଟିକସ ଆତଙ୍କରାଜ ଚଳାଇଛି ବୋଲି ବ୍ୟକ୍ତିଗତ ଟିକସଦାତା ଓ ଉଦ୍ୟୋଗ ଜଗତ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ନିକଟରେ କାଫେ କଫି ଡେ (ସିସିଡି) ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥ ଆୟକର ଅଧିକାରୀଙ୍କ ଦ୍ୱାରା ନିର୍ଯାତିତ ହେବାରୁ ଆତ୍ମହତ୍ୟା…

‘ଜୟ ଶ୍ରୀରାମ’ ଓ ରାମଙ୍କ ଆଦର୍ଶ

ବୈକୁଣ୍ଠନାଥ ମିଶ୍ର ଆଜିକାଲି ‘ଜୟ ଶ୍ରୀରାମ’ ଉଚ୍ଚାରଣ କରି ବନ୍ଧୁଙ୍କୁ ପ୍ରଥମ ସାକ୍ଷାତରେ ସମ୍ଭାଷଣ କରିବାର ଅଭିନବ ପରମ୍ପରା ସର୍ବତ୍ର ପରିଦୃଷ୍ଟ। ବନ୍ଧୁଙ୍କୁ ସାକ୍ଷାତ ସମୟରେ ଈଶ୍ୱରଙ୍କ ନାମ ଉଚ୍ଚାରଣ କରିବା ଭଲ କଥା: କିନ୍ତୁ ଏହାର ଅପବ୍ୟବହାର ଈଶ୍ୱରଙ୍କ ପ୍ରତି…

‘ବନ୍ଦେ ମାତରମ୍‌’ର ସର୍ଜନଭୂମି

ଡ. ଭାଗ୍ୟଲିପି ମଲ୍ଲ ଆମ ପୂର୍ବ ଓ ଆମବେଳର କଥା ମଧ୍ୟ। ସେତେବେଳେ ଟେଲିଭିଜନର ପ୍ରାଦୁର୍ଭାବ ନ ଥିଲା। ସକାଳ ହେଲେ ରେଡିଓ ଖୋଲିବା ଏକ ରୀତିମତ ଅଭ୍ୟାସ ଥିଲା। ସକାଳର ରେଡିଓରୁ ‘ବନ୍ଦେ ମାତରମ୍‌’ର ପ୍ରାଣଛୁଅଁା ସଙ୍ଗୀତ ସମଗ୍ର ଦିନକୁ…

ଏଇ ଭାରତରେ

ଶିକ୍ଷାନୁଷ୍ଠାନରେ ଯେଉଁ ଗୁରୁ ଅତି ନିଷ୍ଠାର ସହ ପିଲାଙ୍କୁ ପାଠ ପଢ଼ାନ୍ତି ସେ ଛାତ୍ରୀଛାତ୍ରଙ୍କ ନିକଟରେ ସବୁବେଳେ ପ୍ରଣମ୍ୟ ଓ ନମସ୍ୟ ହୋଇ ରହନ୍ତି। ସେହି ଶିକ୍ଷକଙ୍କ ବଦଳିକୁ ସମ୍ପୃକ୍ତ ଛାତ୍ରୀଛାତ୍ର ସହ୍ୟ କରିପାରନ୍ତି ନାହିଁ। ଧୈର୍ଯ୍ୟହରା ହୋଇ କାନ୍ଦିପକାନ୍ତି। ଏପରି…

ସଂଯମ ଜରୁରୀ

ନିକଟରେ ରାଜସ୍ଥାନର ପୋଖରାନ୍‌କୁ ଯାଇଥିବା ବେଳେ ଭାରତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଥିଲେ ଯେ, ଆବଶ୍ୟକ ପଡ଼ିଲେ ଭାରତ ତା’ର ଆଣବିକ ନୀତିରେ ପରିବର୍ତ୍ତନ ଆଣିପାରେ। ଅର୍ଥାତ୍‌ ‘ପ୍ରଥମେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ନାହିଁ’ ବୋଲି ନୂଆଦିଲ୍ଲୀର ଯେଉଁ…

ସେମାନେ ପଣ୍ଡିତ ପୁଅ

ଛନ୍ଦା ମିଶ୍ର ଅ।ମେ କହୁ ଆଇନ ଓ ସମ୍ବିଧାନ ଆଖିରେ ସମସ୍ତେ ସମାନ, କିନ୍ତୁ ପ୍ରକୃତରେ ଆମ ଦେଶରେ ଗରିବଙ୍କ ପାଇଁ ଯେଉଁ ନିୟମ, ଧନୀଙ୍କ ପାଇଁ ସେ ନିୟମଟି ସମ୍ପୂର୍ଣ୍ଣ ବିପରୀତ। ଏଠି ଲଙ୍କା ଓ କାକୁଡି ଚୋରଙ୍କ ବିଚାର…

ମଣିମା ଓ ମଣିଷ

ନିରଞ୍ଜନ ପାଢ଼ୀ ଗଣତନ୍ତ୍ରର ଗରିମା ମଧ୍ୟରେ ରାଜତନ୍ତ୍ର ବିଲୟ ଲଭିବାର ଇତିହାସ ପୁରୁଣା ହୋଇଗଲାଣି। ଜନତନ୍ତ୍ରର ଜୟଧ୍ୱନି ମଧ୍ୟରେ କେବେଠୁଁ ନିଃଶବ୍ଦ ହୋଇଗଲାଣି ମଣିମା ବୋଲି ଏକ ରାଜକୀୟ ଉଚ୍ଚାରଣ। ଜରିଲଗା ଝଲମଲ ରାଜପୋଷାକ ପିନ୍ଧି, ସିଂହାସନରେ ବସି ମଣିମା ବୋଲାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri