ସମ୍ପାଦକୀୟ

ଏଇ ଭାରତରେ

ପାଣି ନଷ୍ଟ କଲେ ଦେବାକୁ ପଡିବ ଜରିମାନା। ଗୁଜରାଟର ଗାନ୍ଧୀନଗର ନିକଟବର୍ତ୍ତୀ ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫୦୦ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି କଡ଼ାକଡ଼ି ନିୟମ ଲାଗୁ…

କ୍ଷମତା କ୍ଷୁଣ୍ଣ

ସାଧାରଣ ନିର୍ବାଚନ ୨୦୧୯ର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ୧୯ ମେ’ରେ ଶେଷ ହୋଇଛି। କେତେକ ଲୋକ ବୁଥ୍‌ଫେରନ୍ତା ମତ (ଏକ୍‌ଜିଟ୍‌ ପୋଲ୍‌)କୁ ନେଇ ନାନା କଳ୍ପନାଜଳ୍ପନା କରିପାରନ୍ତି। ଦେଶର ୭ ଥାକିଆ ମତଦାନ ବେଳେ ବିଭିନ୍ନ ଦଳର ନେତା ବହୁବାର…

ଅଙ୍କ ବିଜ୍ଞାନରେ ନିର୍ବାଚନ ଫଳ

ସୁଧିରାଜ ରାଉତ ମେ ୨୩ ତାରିଖକୁ କେବଳ ଭାରତ ନୁହେଁ ସମଗ୍ର ବିଶ୍ୱ ଅପେକ୍ଷା କରିଛି- ନିର୍ବାଚନ ଫଳାଫଳ କ’ଣ ହେବ। ଏହି ଫଳାଫଳ ଏକବିଂଶ ଶତାବ୍ଦୀରେ ଭାରତର ରୂପରେଖ ଏବଂ ବିଶ୍ୱରେ ଭାରତର ନେତୃତ୍ୱକୁ ସ୍ପଷ୍ଟ କରିବ। ବହୁ ଟି.ଭି.…

ଫନୀରୁ ଫାଇଦା

ଡ. ଚିନ୍ତାମଣି ପଣ୍ଡା ଚକ୍ରବାତ ଫନୀ ତାଣ୍ଡବ ରଚିବା ପରେ ଅପସରି ଯାଇଛି। କିନ୍ତୁ ପଛରେ ଛାଡିଯାଇଛି ଧ୍ୱଂସସ୍ତୂପର ବିଭୀଷିକା, ଛାରଖାର କରିଯାଇଛି ସଂସାରର ସବୁଜିମା। ଏପରି ଏକ ବିଧ୍ୱସ୍ତକାରୀ ବାତ୍ୟା ସାଧାରଣ ଜୀବନକୁ ତଳିତଳାନ୍ତ କରି ଦେଇଥିବା ବେଳେ ମୁଷ୍ଟିମେୟ…

ଏଇ ଭାରତରେ

ବର୍ତ୍ତମାନ ଗ୍ରୀଷ୍ମଋତୁ ଜାରି ରହିଥିବାବେଳେ ଅନେକ ସ୍ଥାନରେ ଉତ୍କଟ ଜଳସଙ୍କଟ ସୃଷ୍ଟି ହୋଇଛି। ଏଥିପାଇଁ ଗୋଟିଏ ଗାଁର ପୁଅଙ୍କୁ ବାହାଘର କରିବା ମୁସ୍କିଲ ହୋଇପଡିଛି। କାରଣ ଏହି ଗାଁକୁ ଝିଅ ଦେବାକୁ ରାଜି ହେଉନାହାନ୍ତି କନ୍ୟାଘର। ଛତିଶଗଡ଼ର ବିଳାସପୁରରେ ଦେଖାଦେଇଛି ଏଭଳି…

ମୁଁ ଭୋଟ ଦେଲି କାହିଁକି

ଆକାର ପଟେଲ ବ୍ୟକ୍ତିଗତ ଭାବେ ଏ ନିର୍ବାଚନରେ କିଏ ଜିତିଲେ ବା ହାରିଲେ ମୋର କିଛି ଯାଏ ଆସେ ନାହିଁ। ମୁଁ ହେଉଛି ଜଣେ ମଧ୍ୟବୟସୀ ସ୍ବଚ୍ଛଳ ସବର୍ଣ୍ଣ ହିନ୍ଦୁ ପୁରୁଷ। ମୋ ଜୀବନରେ ମୁଁ କୌଣସି କଠିନତା, ପକ୍ଷପାତ ଆଦିର…

ଟଙ୍କା ମାଟି, ଯଦି ଖୁସି କିଣି ନ ପାରେ

ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ ଅର୍ଥ ପଛରେ ଅହରହ ଧାଇଁଚାଲିଛି ମଣିଷ । ପୁଳାଏ ଟଙ୍କା ରୋଜଗାର କରିବାକୁ ସେ ଭାବିଥାଏ ଜୀବନର ଚରମ ସାର୍ଥକତା । କାରଣ ସେ ଜାଣିଥାଏ ଯେ ଟଙ୍କା ହିଁ କେବଳ ସକଳ ପ୍ରକାର ଖୁସି…

ଫିଜିରେ ଭାରତୀୟ ବିଚାରପତି

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ବିଚାର ବ୍ୟବସ୍ଥାରେ ଉତ୍କର୍ଷ ପ୍ରତିପାଦନ କରୁଥିବା ବ୍ୟକ୍ତିଙ୍କ ଚାହିଦା ସର୍ବଦା ରହିଥାଏ। ବାସ୍ତବଧର୍ମୀ ରାୟ ଦେଉଥିବା ବିଚାରପତିଙ୍କୁ ଅନ୍ୟମାନେ ଅନୁସରଣ କରିଥାଆନ୍ତି। ଭାରତରେ ବହୁ ବିଚାରପତି ଅଛନ୍ତି, ଯେଉଁମାନଙ୍କ ରାୟ ଐତିହାସିକ ହୋଇପାରିଛି। ଏବର ସମୟର ସେଭଳି…

ଏଇ ଭାରତରେ

ଭାରତ ଭଳି ଏକ ବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ରରେ ପ୍ରତ୍ୟେକ ଭୋଟର ମତଦାନ କରି ନିଜ ପସନ୍ଦର ଲୋକ ପ୍ରତିନିଧି ବାଛିବା ଆବଶ୍ୟକ। କିନ୍ତୁ ଦେଖାଯାଉଛି ପ୍ରାୟ ୭୦ ପ୍ରତିଶତ ଭୋଟର ମତଦାନ କରୁଥିବାବେଳେ ଅନ୍ୟମାନେ ଭୋଟଦାନରୁ ବିରତ ରହୁଛନ୍ତି। ଏହା ପଛରେ…

କ୍ଷମତା ଲଢ଼େଇ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ମତଦାନର କେଇ ସପ୍ତାହ ପରେ ଏବଂ ରାଜ୍ୟରେ ସରକାର ପରିବର୍ତ୍ତନର ବ୍ୟାପକ ସମ୍ଭାବନା ଦେଖାଯାଉଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡ଼ୁଙ୍କ ସହ ରାଜ୍ୟ ମୁଖ୍ୟ ଶାସନ ସଚିବ ଏଲ୍‌.ଭି. ସୁବ୍ରମଣ୍ୟମ୍‌ଙ୍କ ମଧ୍ୟରେ ମୁହାଁମୁହିଁ…

ସାହିତ୍ୟର ସତ୍ୟପାଠ

ମାୟାଧର ନାୟକ ରୁଷିଆର ମହାନ୍‌ କଥାକାର ଗର୍କୀଙ୍କ ବିଶ୍ୱବିଖ୍ୟାତ ଉପନ୍ୟାସ ‘ମଦର୍‌’। ଏ ଉପନ୍ୟାସର ମହାନାୟିକା ବାଟ ଚାଲିବାରେ ବିଶ୍ୱାସ କରୁଥିବା ସେଇ ମା’, ଯିଏ ମୁଣ୍ଡେଇଥିବା ପସରା ଭିତରେ ସେଦିନ ଥିଲା ବିପ୍ଳବକୁ ଦୀର୍ଘଜୀବୀ କରିବା ପାଇଁ ପ୍ରେରଣାଦାୟକ ପ୍ରଚାରପତ୍ରସବୁ।…

ନିଜର ଦୀପ ନିଜେ ହୁଅ

ପ୍ରବାସିନୀ ମହାକୁଡ଼ କୌଣସି ଲୋକ ଯଦି କୌଣସି ନଦୀକୁ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅତିକ୍ରମ କରିସାରିଥାଏ ଏବଂ ପୁଣିଥରେ ସେଇ ନଦୀକୁ ପାରିହେବାକୁ ଚାହେଁ, ତେବେ ସେ ନଦୀର ପାଣି ସେମିତି ହୋଇ ନ ଥାଏ କି ସେଇ ସ୍ଥାନର ପାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri