ସମ୍ପାଦକୀୟ

ପୁତ୍ରମୋହ

ଟ୍ଟନାୟକବାବୁ ଚାକିରିରୁ ଅବସର ନେବା ପରେ ସ୍ତ୍ରୀଙ୍କ କଥା ମାନିଲେ। ଅବସରକାଳୀନ ଅର୍ଥରେ ଅନ୍ୟ ଏକ ସହରରେ ଗୋଟିଏ ଫ୍ଲାଟ୍‌ ନେଲେ। ଘର ପ୍ରତିଷ୍ଠା ବି ଧୁମଧାମରେ କଲେ। ଅବସର ପରବର୍ତ୍ତୀ ଜୀବନ ସୁଖରେ କଟେଇବା ଲାଗି ଘରକୁ ସଜେଇଲେ। ଖୁସିର…

ସିରିଆରେ ଇସ୍ରାଏଲର ରଣନୀତି

ଦୀର୍ଘଦିନର ଗୋଷ୍ଠୀଗତ ହିଂସା, ଅପହରଣ ଏବଂ ସୀମାପାର ସଂଘର୍ଷ ପରେ ସିରିଆର ଅନୁଭବହୀନ ନୂଆ ସରକାର ପାଇଁ ଶେଷରେ ଏକ ପଡ଼ୋଶୀର ଆବଶ୍ୟକତା ପଡ଼ିପାରେ, ଯାହା ଏବେ ଇସ୍ରାଏଲ କରୁଛି। ଇସ୍ରାଏଲ ଅନ୍ୟ ଦେଶଗୁଡ଼ିକରେ ମିଲିଟାରି ଘାଟି ନିର୍ମାଣ କରି ବଫର…

ସମ ପରିଣତି

ଗୋଟିଏ ଝଙ୍କାଳିଆ ଆମ୍ବ ଗଛଟିଏ ଆମ ଘର ପାଖରେ ଥିଲା। ସେ ଗଛକୁ ଅନେକ ପକ୍ଷୀ ଯଥା କୋଇଲି, ଲାଲି ଥଣ୍ଟ ଥିବା ଶୁଆ, ବଗ ଆସି ବସୁଥିଲେ। କୋଇଲିର ଶବ୍ଦ, ପକ୍ଷୀମାନଙ୍କର କିଚିରି ମିଚିରି ଶବ୍ଦ ପିଲାଦିନେ ଶୁଣିବାକୁ ଭଲ…

ରୋଗଶଯ୍ୟାରେ ଯୋଗଚର୍ଚ୍ଚା

ଆଲୋଚ୍ୟ ଶୀର୍ଷକଟି ଆଜିର ଅବ୍ୟବସ୍ଥିତ, ଅସନ୍ତୁଳିତ ତଥା ବିଶୃଙ୍ଖଳିତ ଜୀବନଚର୍ଯ୍ୟା ପାଇଁ ପ୍ରାସଙ୍ଗିକ। ଘରେ ଘରେ ଆଦୃତ ଓଡ଼ିଆ ଲୋକକଥା ଶ୍ମଶାନ ବୈରାଗ୍ୟ ବାବଦରେ ଆମେ ପ୍ରାୟତଃ ଜାଣୁ। ହଠାତ ଯଦି କେହି ଜଣାଶୁଣା କିମ୍ବା ବନ୍ଧୁକୁଟୁମ୍ବ ଅବା ଅପରିଚିତ ବ୍ୟକ୍ତିଙ୍କ…

ସଂଯୋଗର ପଥ

ଏକଦା ବାଣିଜ୍ୟ ରାଜପଥଗୁଡ଼ିକ ଭାରତ ଦେଇ ଯାଇଥିଲା। ଏହାକୁ ଗୋଲ୍ଡେନ ରୋଡ୍‌, ହର୍ସ ରୋଡ୍‌, କଟନ୍‌ ରୋଡ୍‌ ଏବଂ ସ୍ପାଇସ୍‌ ରୋଡ୍‌ କୁହାଯାଉଥିଲା। ଏସବୁ ରାସ୍ତା ବିଶେଷକରି ପୂର୍ବ ଓ ପଶ୍ଚିମକୁ ସଂଯୋଗ କରୁଥିଲା। ଯଦି ୟୁରୋପ ଓ ଆମେରିକାକୁ ପଶ୍ଚିମ…

ଶିକ୍ଷା ବନାମ ସାକ୍ଷରତା

୯୮୬ରେ ପ୍ରଥମ ଥର ପାଇଁ ‘ସମସ୍ତଙ୍କ ପାଇଁ ଶିକ୍ଷା’ର ନାରା (ସ୍ଲୋଗାନ) ଦିଆଯାଇଥିଲା। ଯାହା ଏଯାଏ ଶୁଭୁଛି। ଏହା ନୂଆ ନୁହେଁ। ଏପ୍ରିଲ ୨୦୨୫ରେ ଅର୍ଥାତ୍‌ ଶିକ୍ଷାବର୍ଷ ୨୦୨୫-୨୬ରୁ ଆମ ରାଜ୍ୟରେ ନୂତନ ଶିକ୍ଷାନୀତି ୨୦୨୦ କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ବିଧିବଦ୍ଧ…

ରେକର୍ଡ ମାୟାରେ ବାୟା

କର୍ଡ କରିବାର ନିଶା ଗୋଟିଏ ଗଢ଼ିବାର ନିଶା ନା ଭାଙ୍ଗିବାର, ତାହା ଅନେକ ସମୟରେ ଏକ ପ୍ରଶ୍ନବାଚୀ ପାଲଟିଯାଏ। ନୂଆ ରେକର୍ଡ ହେଉ ହେଉ ପୁରୁଣାଟି ଆପେ ଆପେ ଭାଙ୍ଗିଯାଏ, ତାକୁ ଭାଙ୍ଗିବାକୁ ପଡ଼େନି। ସେଇଆକୁ ଲକ୍ଷ୍ୟ କରି ବୋଧହୁଏ, କେବେ…

କଫ୍‌ ସିରପ୍‌ର ମଜା

ଔଷଧର ବ୍ୟବସାୟିକ ଲାଭ ତୁଳନାରେ ମଣିଷ ଜୀବନ ଗୌଣ ହୋଇଗଲାଣି। ଯେଉଁ ଔଷଧ ଘାତକ, ତାହା ଉପରେ କାହାରି ଦୃଷ୍ଟି ନ ରହିଲା ଭଳି ମନେହେଉଛି। ଓଡ଼ିଶାରେ ବିିଶେଷକରି ସମ୍ବଲପୁରରୁ ବାରମ୍ବାର ଜବତ ହେଉଥିବା କଫ୍‌ ସିରପ୍‌ ଏହା ପ୍ରମାଣ କରୁଛି।…

ଏଇ ଭାରତରେ

ଗ୍ରୀଷ୍ମ ଲହରିରେ ପଶୁପକ୍ଷୀ ପାଣି ବିନା ଡହଳବିକଳ ହେଉଛନ୍ତି ଓ ଖାଦ୍ୟ ପାଇପାରୁନାହାନ୍ତି। ଫଳରେ ସେମାନେ ଅସୁସ୍ଥ ହୋଇପଡ଼ୁଛନ୍ତି ଓ ଅନେକ କ୍ଷେତ୍ରରେ ସେମାନଙ୍କର ମୃତ୍ୟୁ ମଧ୍ୟ ଘଟୁଛି। ରାଜସ୍ଥାନରେ ଏଭଳି ଜଳ ଓ ଖାଦ୍ୟ ସଙ୍କଟ ଦୂର କରି ପ୍ରାଣୀଙ୍କ…

ଠିଆ ଖିଆ, ମାଗି ଖିଆ

ମଣିଷ ଯେଉଁ ଦିନରୁ ସାମାଜିକ ପ୍ରାଣୀ ଭାବରେ ଗଣା ହେଲା, ସେହିଦିନଠାରୁ ତା’ର ଏକ ନିର୍ଦ୍ଦିଷ୍ଟ ପ୍ରଥା, ପରମ୍ପରା ଓ ଚଳଣି ସୃଷ୍ଟି ହେଲା। ଗୋଟିଏ ପରିବାରର ସମସ୍ତ ସଦସ୍ୟ ଏକତ୍ର ବସି ଏକ ନିର୍ଦ୍ଦିଷ୍ଟ ସମୟରେ ଭୋଜନ କରିବା ଧାରା…

କାରାଗାର ଏବେ ଅଣନିଃଶ୍ୱାସୀ

ଭାରତୀୟ କାରାଗାରଗୁଡିକ ଏବେ ଅଣନିଶ୍ୱାସୀ। ଏହା ହିଁ ବାସ୍ତବତା, ଯାହା ସରକାରୀ ତଥ୍ୟ ଉପରେ ପର୍ଯ୍ୟବସିତ। ଆମ ଦେଶରେ ଜନସଂଖ୍ୟା ବୃଦ୍ଧି ଅନୁସାରେ ଅପରାଧୀଙ୍କ ସଂଖ୍ୟା ବଢ଼ୁଛି। ବିଡମ୍ବନାର ବିଷୟ, ସେହି ଅନୁସାରେ କାରାଗାର ସଂଖ୍ୟା କିମ୍ବା ଏହାର ଅନ୍ତେବାସୀ ଆସନ…

ପ୍ରତିକାର ଛାଟ

ପର୍ବତାରୋହଣ ଦୁଃସାହସିକ କ୍ରୀଡ଼ା ପର୍ଯ୍ୟାୟଭୁକ୍ତ। କିନ୍ତୁ ସେଥିରେ ପ୍ରତିଦ୍ୱନ୍ଦ୍ୱିତା ଶୀର୍ଷ ଛୁଇଁଥିବାରୁ ଗିରିଶୃଙ୍ଗରେ ପହଞ୍ଚତ୍ବାର ରୋମାଞ୍ଚ ପୂର୍ବଭଳି ଆକର୍ଷଣ ସୃଷ୍ଟି କରୁନାହିଁ। ବରଂ ଏହା ଅନେକ ଅନଭିଜ୍ଞଙ୍କ କୋଳାହଳ ଯୋଗୁ ଏକ ଫ୍ୟାଶନ ପାଲଟି ଯାଇଛି। କେବଳ ସେତିକିରେ ଅଟକି ଯାଉନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri