କ୍ଷମତା ଲଢ଼େଇ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ମତଦାନର କେଇ ସପ୍ତାହ ପରେ ଏବଂ ରାଜ୍ୟରେ ସରକାର ପରିବର୍ତ୍ତନର ବ୍ୟାପକ ସମ୍ଭାବନା ଦେଖାଯାଉଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରାବାବୁ ନାଇଡ଼ୁଙ୍କ ସହ ରାଜ୍ୟ ମୁଖ୍ୟ ଶାସନ ସଚିବ ଏଲ୍.ଭି. ସୁବ୍ରମଣ୍ୟମ୍ଙ୍କ ମଧ୍ୟରେ ମୁହାଁମୁହିଁ…
ସାହିତ୍ୟର ସତ୍ୟପାଠ
ମାୟାଧର ନାୟକ ରୁଷିଆର ମହାନ୍ କଥାକାର ଗର୍କୀଙ୍କ ବିଶ୍ୱବିଖ୍ୟାତ ଉପନ୍ୟାସ ‘ମଦର୍’। ଏ ଉପନ୍ୟାସର ମହାନାୟିକା ବାଟ ଚାଲିବାରେ ବିଶ୍ୱାସ କରୁଥିବା ସେଇ ମା’, ଯିଏ ମୁଣ୍ଡେଇଥିବା ପସରା ଭିତରେ ସେଦିନ ଥିଲା ବିପ୍ଳବକୁ ଦୀର୍ଘଜୀବୀ କରିବା ପାଇଁ ପ୍ରେରଣାଦାୟକ ପ୍ରଚାରପତ୍ରସବୁ।…
ନିଜର ଦୀପ ନିଜେ ହୁଅ
ପ୍ରବାସିନୀ ମହାକୁଡ଼ କୌଣସି ଲୋକ ଯଦି କୌଣସି ନଦୀକୁ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅତିକ୍ରମ କରିସାରିଥାଏ ଏବଂ ପୁଣିଥରେ ସେଇ ନଦୀକୁ ପାରିହେବାକୁ ଚାହେଁ, ତେବେ ସେ ନଦୀର ପାଣି ସେମିତି ହୋଇ ନ ଥାଏ କି ସେଇ ସ୍ଥାନର ପାଣି…
ଏଇ ଭାରତରେ
ଏପରି ସମୟ ଆସେ ଯେତେବେଳେ କୌଣସି ଘଟଣା ପାଇଁ ଜଣେ ବ୍ୟକ୍ତି ଚର୍ଚ୍ଚାର ପରିସରକୁ ଆସନ୍ତି। ଯାହା ସେ ନିଜେ ମଧ୍ୟ ପୂର୍ବରୁ କଳ୍ପନା କରି ନ ଥାନ୍ତି। ବର୍ତ୍ତମାନ ଦେଶବ୍ୟାପୀ ଚର୍ଚ୍ଚାର ପରିସରକୁ ଆସିଥିବା ଏପରି ଜଣେ ମହିଳା ହେଉଛନ୍ତି…
ଆଜିର ଅର୍ଥନୀତି/ ଚାହିଦା ମରୁଡ଼ି
ଦେଶ ବର୍ତ୍ତମାନ ଘୋର ଅର୍ଥନୈତିକ ମାନ୍ଦାବସ୍ଥା ଦେଇ ଗତିକରୁଛି। ପ୍ରାୟ ସବୁ କ୍ଷେତ୍ରରେ ଖରାପ ପ୍ରଦର୍ଶନ ଦେଖିବାକୁ ମିଳୁଛି। ଅର୍ଥନୈତିକ ପ୍ରଗତି ଧିମେଇ ଯାଇଛି। ଷ୍ଟକ୍ ମାର୍କେଟ୍ ଅବସ୍ଥା ଭଲ ନାହିଁ। ସୁନା ତା’ର ଚମକ ହରାଉଛି। କିଛିଦିନ ଅବସ୍ଥା ସ୍ଥିର…
ବିବେକାନନ୍ଦଙ୍କ ଦୃଷ୍ଟିରେ ସନ୍ନ୍ୟାସ
ଡ. ଛାୟାକାନ୍ତ ଷଡ଼ଙ୍ଗୀ ଭାରତୀୟ ପରମ୍ପରାରେ ମଣିଷ ଜୀବନର ଲକ୍ଷ୍ୟ ହେଉଛି ଚତୁର୍ବର୍ଗ (ଧର୍ମ, ଅର୍ଥ, କାମ, ମୋକ୍ଷ) ପ୍ରାପ୍ତି। ସେ ତା’ ଜୀବନର ଚାରୋଟି ପର୍ଯ୍ୟାୟ (ବ୍ରହ୍ମଚର୍ଯ୍ୟ, ଗାର୍ହସ୍ଥ୍ୟ, ବାନପ୍ରସ୍ଥ, ସନ୍ନ୍ୟାସ) ଦେଇ ଏହି ଚତୁର୍ବର୍ଗ ପ୍ରାପ୍ତ କରିବା ପାଇଁ…
ଭୀମ ଭୋଇ ଓ ଶ୍ରୀଜଗନ୍ନାଥ
ଡ. ଉଦ୍ଧବ ଚରଣ ନାୟକ ସନ୍ଥ ସାଧକ ଭୀମ ଭୋଇ ଥିଲେ ସ୍ବାଭିମାନୀ। ‘ସତ୍ୟ’ ଥିଲା ତାଙ୍କର ଉଦ୍ବୋଧନ ଓ ‘ଅହିଂସା’ ଥିଲା ତାଙ୍କର ଅସ୍ତ୍ର। ଜଣେ ସଦାଚାରୀ ସନ୍ଥ ଭାବରେ ସେ ଥିଲେ ସୁପରିଚିତ। ସତ୍ୟ ସମ୍ପର୍କରେ ସେ କହିଥିଲେ-”ସତ୍ୟରେ…
ଏଇ ଭାରତରେ
ଜଳର ଅନ୍ୟ ନାମ ଜୀବନ। କାରଣ ଜଳ ବିନା ଜୀବନ ବଞ୍ଚତ୍ବା ଅସମ୍ଭବ। ଆମ ଦେଶର କେଉଁ ଅଞ୍ଚଳରେ ପ୍ରଚୁର ପରିମାଣରେ ଜଳ ମିଳୁଥିବା ବେଳେ କୌଣସି ଅଞ୍ଚଳରେ ଏହା ଅତି ଦୁର୍ଲଭ ପଦାର୍ଥ ରୂପେ ବିକ୍ରି ହୋଇଥାଏ। ଜଳ ବିନା…
କୁକୁଡ଼ା ଅଣ୍ଡାର ମାନ
ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଅଣ୍ଡାକୁ ସବୁବେଳେ ମାନକ ନିରାପଦ ଖାଦ୍ୟ ଭାବେ ବିବେଚନା କରାଯାଇ ଆସିଛି। କ୍ୱଚିତ୍ ଲୋକ ଜାଣନ୍ତି ଯେ, ପ୍ରତି ଅଣ୍ଡା ଅଲଗା ଏବଂ କେତେକ ଆଦୌ ଖାଇବା ଉପଯୋଗୀ ନୁହେଁ। ଗୋଟିଏ ଅଣ୍ଡାର ଉପାଦାନଗୁଡ଼ିକ ହେଉଛି:…
ଉତ୍ତରାଧିକାରୀର ଔଦ୍ଧତ୍ୟ
ଡ. ସୁବାସ ଚନ୍ଦ୍ର ପାତ୍ର ନିଜର ପୂର୍ବଜ, ପୂର୍ବାଧିକାରୀ ବା ପୂର୍ବସୂରୀଙ୍କୁ ଉପହାସ କରିବା, ସେମାନଙ୍କ ଅବଦାନକୁ ଅସ୍ବୀକାର କରିବା, ସେମାନଙ୍କୁ ଲୋକଲୋଚନରେ ଗୌଣ କରି ତୋଳିବା ମଣିଷର ଏକ ସହଜାତ ଗୁଣ। ସାଂପ୍ରତିକ ସ୍ଥିତିରେ ଏହା ଅତି ଉତ୍କଟ, ଦୃଶ୍ୟମାନ…
ଆସନ୍ନ ବେକାରି ବିସ୍ଫୋରଣ
ବିମଳ ପ୍ରସନ୍ନ ଦାସ ପୃଥିବୀର ଦ୍ୱିତୀୟ ଜନବହୁଳ ଦେଶ ଭାରତରେ ବେକାରି ସମସ୍ୟା ବଡ଼ ବିପଦ ଭାବେ ଉଭା ହୋଇଛି। ଯେଉଁ ହାରରେ ଜନସଂଖ୍ୟା ବୃଦ୍ଧି ପାଉଛି ସେହି ଅନୁଯାୟୀ ଲୋକମାନଙ୍କୁ କର୍ମସଂସ୍ଥାନ ମିଳୁନାହିଁ। ଏକ ଗଣତାନ୍ତ୍ରିକ ଶାସନର ସମୟସୀମା ୫…
ଏଇ ଭାରତରେ
କନ୍ୟାକୁ ଦେଖି ବେଦି ଉପରେ ନିଜର ଡ୍ରେସ୍ ଚିରି ନାକ ଘଷିଲେ ବର। ବିହାରର ଫୁଲଓ୍ବାରି ଥାନା ଅନ୍ତର୍ଗତ ବ୍ରହ୍ମପୁର ଗାଁରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା। ଏହି ଗାଁରେ କାମେଶ୍ୱର ସିଂଙ୍କ ଝିଅ ବାହାଘର ହେଉଥିଲା। ସମସ୍ତ ପ୍ରସ୍ତୁତି…
Archives


