ସମ୍ପାଦକୀୟ

ଓଡ଼ିଶାରେ ପୂର୍ବସୂରୀ ସ୍ମରଣ

ଡ. ଅନ୍ତର୍ଯ୍ୟାମୀ ମିଶ୍ର ପୂର୍ବସୂରୀ ସ୍ମରଣ ହେଉଛି ସଭ୍ୟତା ଓ ସଂସ୍କୃତିର ପରିମାପକ। କିନ୍ତୁ ଓଡ଼ିଶାରେ ବହୁ ଐତିହାସିକ ପ୍ରବାଦପୁରୁଷ ବିସ୍ମୃତ ହେବାକୁ ବସିଲେଣି। ଯେଉଁ କେତେ ଜଣଙ୍କର ଜୟନ୍ତୀ ଓ ଶ୍ରାଦ୍ଧୋତ୍ସବ ପାଳନ ହେଉଛି ତାହା କେବଳ ଲୋକଦେଖାଣିଆ। ଏହା…

ଏଇ ଭାରତରେ

ପରିବେଶ ପ୍ରଦୂଷଣ କମ୍‌ କରିବା ଓ ବୃକ୍ଷସଂଖ୍ୟା ବଢାଇବାକୁ ଯାଇ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଭିନ୍ନ ଏକ ଉପାୟ ଅବଲମ୍ବନ କରିଛନ୍ତି। ଏଥିପାଇଁ ପ୍ରଫେସରଙ୍କ ନିୟମ ହେଲା ଯେଉଁ ଛାତ୍ରୀଛାତ୍ର ବିଳମ୍ବରେ କ୍ଲାସକୁ ଆସିବେ ସେମାନଙ୍କୁ ଦଣ୍ଡ ସ୍ବରୂପ ବିଶ୍ୱବିଦ୍ୟାଳୟ ପରିସରରେ…

ନିର୍ଣ୍ଣାୟକ ନେତୃତ୍ୱ

ଆକାର ପଟେଲ ଚଳିତ ସପ୍ତାହରେ ଏପରି କିଛି ଘଟଣା ଘଟିଛି, ଯାହା ଭାରତ ଅର୍ଥନୀତିରେ ଭଲ କରୁଛି ବୋଲି ଧାରଣା ରଖିଥିବା ଲୋକମାନଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି। ବାସ୍ତବରେ ପରିସ୍ଥିତି ଏବେ ସଂକଟଜନକ ସ୍ଥିତିରେ ପହଞ୍ଚିଲାଣି ଏବଂ ନୀତି ଆୟୋଗ ଅଧ୍ୟକ୍ଷ କହିଛନ୍ତି…

ଅଖୁସି ଭାରତ

ପ୍ରକାଶ ତ୍ରିପାଠୀ ଭାଇ କେମିତି ଅଛନ୍ତି? ସବୁ ଭଲ ତ? ଚିହ୍ନା ପରିଚୟ ଭିତରେ କାହାକୁ ଏମିତି ପଚାରନ୍ତୁ। ଉତ୍ତର ଆସିବ-ହଁ ଭାଇ, ସେମିତି ସୁଖେଦୁଃଖେ ବଞ୍ଚିଛି। ମୁହଁ ନେଫେଡି ଏମିତି ଉତ୍ତର ଦେବେ ଯେ ସତେଯେମିତି ଦୁନିଆଯାକର ସବୁ ଦୁଃଖକଷ୍ଟରେ…

ସଚିବଙ୍କ ସଚିବ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତ ସରକାରଙ୍କ ଊର୍ଦ୍ଧ୍ୱତମ ଅଧିକାରୀଙ୍କ କଥା ଉଠିଲେ କ୍ୟାବିନେଟ ସଚିବଙ୍କ ପଦବୀ ଆଖି ଆଗକୁ ଆସିଥାଏ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ରୁ ଆସିଥିବା ଏହି ଅଫିସର ପ୍ରଧାନମନ୍ତ୍ରୀଙ୍କ ସହ ସିଧାସଳଖ ଯୋଗାଯୋଗରେ ଥିବାରୁ ତାଙ୍କ କ୍ଷମତାକୁ ନେଇ…

ଏଇ ଭାରତରେ

ବର୍ଷକରେ ୫ଦିନ ସ୍ତ୍ରୀ-ସ୍ବାମୀ ହସିବାକୁ ବାରଣ କରାଯାଇଥାଏ। ବାରାଣସୀର ମଣିକର୍ଣ୍ଣିକା ଘାଟ ଅଞ୍ଚଳରେ ଥିବା ପିଡି ଗାଁରେ କାହିଁ କେଉଁ କାଳରୁ ଚଳିଆସୁଛି ଏହି ନିଆରା ପରମ୍ପରା। ଦମ୍ପତିଙ୍କ ପାଇଁ ଏହି ପରମ୍ପରା ବେଶ କଡାକଡି ଭାବେ ପାଳନ କରାଯାଏ। କୌଣସି…

ନିରୁତ୍ସାହିତ ବାବୁ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଗତ ସପ୍ତାହରେ ରାଷ୍ଟ୍ରପତିଙ୍କ ‘ଆଟ୍‌ ହୋମ୍‌’ କାର୍ଯ୍ୟକ୍ରମରେ ସ୍ବଳ୍ପ ଉପସ୍ଥିତିକୁ ଦେଖି ବାବୁମାନେ ନିରୁତ୍ସାହିତ ହୋଇ ପଡ଼ିଥିଲେ। ସାଧାରଣତଃ ଏ କାର୍ଯ୍ୟକ୍ରମରେ ହଜାର ହଜାର ଲୋକଙ୍କ ଗହଳି ହୁଏ। କିନ୍ତୁ ଏଥର ଏହା ଅତି ଛୋଟ…

ମୁଁ , ମୋ ବିଶ୍ୱ ଓ ଜଣେ ଫଟୋଗ୍ରାଫର

ମନ-ମାନଚିତ୍ର/ ଡ. ନରହରି ବେହେରା ‘ମୁଁ’ ଜଣେ ବ୍ୟକ୍ତି ନୁହେଁ ବରଂ ସକଳ ବିଶ୍ୱକୁ ଅବଲୋକନ କରୁଥିବା ମୋ ପରି ଅନେକ ବ୍ୟକ୍ତିଙ୍କର ସମନ୍ବିତ ଏକ ବ୍ୟକ୍ତିସତ୍ତା। ଆଜି ସେଇ ‘ମୁଁ’ ଭାବୁଛି, ଯେତେବେଳେ ଶିଶୁଟିଏ ହୋଇ ମାଆ କୋଳରେ ଦିନ…

କର୍ମ ନେଇ ଫଳ

ରମେଶ ଚନ୍ଦ୍ର ସାମଲ ପିମ୍ପୁଡି ରୁଖା ଉପରକୁ ଉଠିଗଲେ ଭାବେ ତା’ ମୁଣ୍ଡ ସ୍ବର୍ଗରେ ଲାଗିଛି। ସମାଜର ପ୍ରତ୍ୟେକ ସ୍ତରରେ ଏହା ଦେଖିବାକୁ ମିଳୁଛି। ଯିଏ ସଫଳତାର କିଛି ପାହାଚ ଆଗେଇ ଗଲା ସେ ଭାବୁଛି ସେ ସବୁ ଜାଣିବାର, ସବୁ…

ଏଇ ଭାରତରେ

ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡ଼ି କର୍ମୀ। ମଧ୍ୟପ୍ରଦେଶର କଟ୍‌ନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ ବିଦାୟ ଦେବାକୁ ଏକାଠି…

ଆଜିର ଅର୍ଥନୀତି/ ଅଭିବୃଦ୍ଧି ବଢ଼ାଅ

ଚଳିତ ମାସର ଅଧିକାଂଶ ସମୟ ଅର୍ଥନୈତିକ ଆଲୋଚନା ଦେଶର ଲୋକମାନଙ୍କ ବୈଠକଖାନାରୁ ନେପଥ୍ୟକୁ ଚାଲିଯାଇଛି। ସମ୍ବିଧାନରୁ ୩୭୦ ଧାରା ଉଚ୍ଛେଦ, ଜମ୍ମୁ-କଶ୍ମୀରକୁ ଦୁଇଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାରଙ୍କ ଆକସ୍ମିକ ନିଷ୍ପତ୍ତିକୁ ନେଇ ଚାଲିଥିବା…

ଓଡ଼ିଶା କଂଗ୍ରେସର ଇତିବୃତ୍ତ

ଶରତ ଚନ୍ଦ୍ର ମିଶ୍ର ପ୍ରାୟ ଏକଶହ ବର୍ଷ ପୂର୍ବେ (୧୯୨୦) ଉତ୍କଳ ପ୍ରାଦେଶିକ କଂଗ୍ରେସ କମିଟି ପଣ୍ଡିତ ଗୋପବନ୍ଧୁଙ୍କ ନେତୃତ୍ୱରେ ଗଠିତ ହୋଇଥିଲା। ତା’ ପୂର୍ବରୁ ଅବଶ୍ୟ ପୁରୀରେ ଗୋଟିଏ ଜିଲା କମିଟି ଥିଲା। ପ୍ରାଦେଶିକ କଂଗ୍ରେସ କମିଟିରେ ସାଧାରଣ ସମ୍ପାଦକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri