ସମ୍ପାଦକୀୟ

ଭାରତ ଓ ଆଣବିକ ଶକ୍ତି

ଇଂ. ମାୟାଧର ସ୍ବାଇଁ ଭାରତ ୧୯୯୮ ମସିହା ମେ ୧୧ ତାରିଖରେ ତିନୋଟି ଓ ୧୩ ତାରିଖରେ ଦୁଇଟି ଆଣବିକ ପରୀକ୍ଷା କରି ନିଜକୁ ଆଣବିକ ରାଷ୍ଟ୍ର ଭାବେ ଘୋଷଣା କରି ଇତିହାସ ସୃଷ୍ଟି କରିଥିଲା। ଏହି କୃତିତ୍ୱ ପରେ ପ୍ରତିବର୍ଷ…

ଶବ୍ଦ ନୁହେଁ ମନ୍ତ୍ରଟିଏ

ସଂଗ୍ରାମ କେଶରୀ ପୃଷ୍ଟି ଦଶମାସ ଦଶଦିନ ମିଠା ଯନ୍ତ୍ରଣାକୁ ଆଲିଙ୍ଗନ କରି ସୁରକ୍ଷିତ ଗର୍ଭକୁ ବୋହି ଶେଷରେ ଏ ସୁନ୍ଦର ସୃଷ୍ଟିକୁ ଯିଏ ଆଣିଥାଏ, ସେ ହେଉଛି ମମତାମୟୀ ମା’। ସୁତରାଂ ପ୍ରତ୍ୟେକଟି ସନ୍ତାନ ପାଇଁ ପ୍ରଥମ ଅମୃତବୋଳା ଏ ଶବ୍ଦ…

ଏଇ ଭାରତରେ

ସ୍କୁଲ ଯିବାକୁ କେତେକ ପିଲା ଅମଙ୍ଗ ହୋଇଥାନ୍ତି। ତେବେ ମଧ୍ୟପ୍ରଦେଶ ଭୋପାଳର ଜଣେ ଛାତ୍ରୀ ୧୨ ବର୍ଷ ମଧ୍ୟରେ କୌଣସି ଗୋଟିଏ ବି ଦିନ ସ୍କୁଲ ବନ୍ଦ କରିି ନାହାନ୍ତି। ସବୁଦିନ ସ୍କୁଲ ଯାଇ ସେ ଏକ ନିଆରା ରେକର୍ଡ ସୃଷ୍ଟି…

ଆଜିର ଅର୍ଥନୀତି/ଏସ୍‌ବିଆଇକୁ ଅନୁସରଣ କର

ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ହେଉଛି ଭାରତର ବୃହତ୍ତମ ବାଣିଜି୍ୟକ ବ୍ୟାଙ୍କ, ଯାହାର ଜମାରାଶି ସମଗ୍ର ଭାରତର ମୋଟ ସଞ୍ଚୟ ବ୍ୟାଙ୍କ ଜମାରାଶିର ପ୍ରାୟ ତିନିଚତୁର୍ଥାଂଶ। ଏହି ବ୍ୟାଙ୍କ ଏକ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସଞ୍ଚୟ ଜମା ଉପରୁ ସୁଧହାର ହ୍ରାସ…

ଦେଶର ଆର୍ଥିକ ସ୍ଥିତି ଭଲ ନାହିଁ

ଡ. ସନ୍ତୋଷ କୁମାର ମହାପାତ୍ର ନିକଟରେ ଏକ ଜାତୀୟ ଇଂଲିଶ ଖବରକାଗଜକୁ ସାକ୍ଷାତ୍‌କାର ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ୨୦୧୪ ନିର୍ବାଚନ ଏକ ପରିବର୍ତ୍ତନର ଆଶା ବହନ କଲାବେଳେ ୨୦୧୯ ନିର୍ବାଚନ ହେଉଛି ଆତ୍ମବିଶ୍ୱାସର ପ୍ରତିଫଳନ ଏବଂ ଆଗାମୀ…

ହସ ଓ କାନ୍ଦ

ଅଭିମନ୍ୟୁ ଧଳ ହସକାନ୍ଦ ଭରା ଦୁନିଆ। ହସିବା ଓ କାନ୍ଦିବା ପରସ୍ପର ପରିପୂରକ। ହସିବା ଯେପରି ଦେହ ପାଇଁ ଉପକାରୀ, କାନ୍ଦିବା ମଧ୍ୟ ସେହିପରି ଉପକାରୀ। ମଣିଷ ଦୁଃଖଦ ପରିସ୍ଥିତିର ସମ୍ମୁଖୀନ ହେଲେ ଆଖିରେ ଲୁହ ଆସିଯାଇଥାଏ। ଏହା ବ୍ୟତୀତ ନିକଟ…

ଏଇ ଭାରତରେ

କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ୍‌ ଅନୁଯାୟୀ ରାସ୍ତାଘାଟ ତଥା ପରିବେଶକୁ ପରିଷ୍କାର ରଖିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ ତାହାକୁ କାର୍ଯ୍ୟକାରୀ କରାଯାଉଛି। ଗୁଜରାଟର ଅହମଦାବାଦରେ ରାସ୍ତାରେ ଛେପ ପକାଇଲେ ଶହେଟଙ୍କା ଜରିମାନା। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ…

ସମ୍ପାଦକୀୟ/ ମଦ ପିଇ ମରିବା

ଚଳିତ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ଓଡ଼ିଶାରେ ୨୯ ଏପ୍ରିଲରେ ଶେଷ ହୋଇଛି। ଏହି ଚୂଡ଼ାନ୍ତ ପର୍ଯ୍ୟାୟରେ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଦେଖାଦେଇଥିଲା। ଇଭିଏମ୍‌ ଭଙ୍ଗାରୁଜା ଓ ହତ୍ୟାକାଣ୍ଡ ଭିତରେ ଏହା ସୀମିତ ନ ରହି ବିଷାକ୍ତ ମଦ…

ଶ୍ରମିକଙ୍କ ଅଧିକାର ପାଇଁ ଲଢ଼େଇ

ଭାଲଚନ୍ଦ୍ର ଷଡ଼ଙ୍ଗୀ ‘ଆଠ ଘଣ୍ଟା କାମ, ଆଠ ଘଣ୍ଟା ବିଶ୍ରାମ ଓ ଆଠ ଘଣ୍ଟା ମନୋରଞ୍ଜନ’ ଦାବିରେ ଆଜିକୁ ୧୩୩ ବର୍ଷ ତଳେ ଆମେରିକାର ଶିକାଗୋ ସହରର ‘ହେ ମାର୍କେଟ’ ଛକରେ ହୋଇଥିବା ଆନ୍ଦୋଳନ ବିଶ୍ୱର ଶ୍ରମିକ ଶ୍ରେଣୀ ଇତିହାସରେ ଏକ…

ନିଦାଘ ଓ ଜଳକଷ୍ଟ

ଅଲେଖ ଚନ୍ଦ୍ର ସାମଲ ଉପକୂଳ ଓଡ଼ିଶାରୁ ଆରମ୍ଭ କରି ରାଜ୍ୟର ପଶ୍ଚିମାଞ୍ଚଳ, ଦକ୍ଷିଣର ପାହାଡ଼ିଆ ଇଲାକା ପର୍ଯ୍ୟନ୍ତ ସବୁଠି ପିଇବା ପାଣି ପାଇଁ ଲୋକେ ଡହଳବିକଳ ହେବାର ଦେଖାଯାଉଛି। ଖରାର ତାତି ଯେତିକି ବଢ଼ୁଛି, ଜଳକ୍ଳିଷ୍ଟ ଅଞ୍ଚଳରେ ପାନୀୟ ଜଳକଷ୍ଟ ସେତିକି…

ଏଇ ଭାରତରେ

ବିହାରର ଭୋଜପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୧୩ ବର୍ଷର ଜଣେ ବାଳିକାବଧୂ ବିବାହ ପୂର୍ବରୁ ପୋଲିସ ସହାୟତା ଲୋଡିଥିଲେ। ଏନେଇ ସେ ସ୍ଥାନୀୟ ମହିଳା ଥାନାକୁ ଏକ ଚିଠି ଲେଖି ବିବାହ କରିବାକୁ ତାଙ୍କର ଇଚ୍ଛା ନ…

ସମାଧାନ ନିଷେଧରେ ନାହିଁ

ସମ୍ପାଦକୀୟ/ତଥାଗତ ସତପଥୀ ଶ୍ରୀଲଙ୍କାରେ ୨୧ ଏପ୍ରିଲ ୨୦୧୯ରେ ଘଟିଥିବା ବିସ୍ଫୋରଣରେ ପାଖାପାଖି ୩୨୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିଲେ। ମୃତକଙ୍କ ମଧ୍ୟରେ ୩୯ ବିଦେଶୀ ପର୍ଯ୍ୟଟକ ଥିଲେ। ବିସ୍ଫୋରଣ ପରେ ସେଠାରେ ପର୍ଯ୍ୟଟନ ଶିଳ୍ପ ଘୋର ବିପଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri