ଏଇ ଭାରତରେ
ପରୀକ୍ଷା ଦେବା ପରେ ସମସ୍ତେ ଚାହିଁଥାନ୍ତି ଫଳକୁ। ପାସ୍ହେଲେ ସାର୍ଟିଫିକେଟ ଓ ମାର୍କଶିଟ୍ ନେଇ ଆଗକୁ ପଢିବେ। କିନ୍ତୁ ୧୩ ବର୍ଷ ପୂର୍ବେ ପରୀକ୍ଷା ଦେଇଥିବା ଜଣେ ଛାତ୍ର ପାସ୍ କରି ମଧ୍ୟ ଏଯାବତ ମାର୍କଶିଟ୍ ପାଇନାହାନ୍ତି। ମଧ୍ୟପ୍ରଦେଶ ଜବଲପୁରରେ ଏହା…
ଅଭିବୃଦ୍ଧିର କାରକ
ଆକାର ପଟେଲ ଭାରତ କିପରି ଉଚ୍ଚହାରର ଅଭିବୃଦ୍ଧି ହାସଲ କରିବ ଓ ତାକୁ ଧରିରଖି ପାରିବ? ଉଚ୍ଚହାର କହିଲେ ବାର୍ଷିକ ୮ ପ୍ରତିଶତ ବା ତା’ଠୁ ଅଧିକ। ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଭାରତ ଚାହୁଁଛି ୨୦୨୫ ସୁଦ୍ଧା ଏକ ୫…
ସଭିଙ୍କୁ ଧନ୍ୟବାଦ
ପ୍ରକାଶ ତ୍ରିପାଠୀ ଏଇ କିଛିଦିନ ତଳର ଘଟଣା। ସେଦିନ ଥାଏ ରବିବାର। ଜଣେ ବନ୍ଧୁଙ୍କୁ ଆଣିବା ପାଇଁ ରେଲଓ୍ବେ ଷ୍ଟେଶନ ବାହାରିଲି। ମଧ୍ୟାହ୍ନ ବାରଟା ସମୟ ହେବ। ମୁଣ୍ଡଫଟା ଖରାରେ ଦେହମୁଣ୍ଡ ପୋଡି ଯାଉଥାଏ। ଘରଠାରୁ ଷ୍ଟେଶନ ପ୍ରାୟ ଦୁଇ କିଲୋମିଟର…
ବାୟୁସେନାର ଦିଗ ନିର୍ଣ୍ଣାୟକ
ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଭାରତୀୟ ସଶସ୍ତ୍ର ବାହିନୀର ଆକାଶବଳ ହେଉଛି ଭାରତୀୟ ବାୟୁସେନା (ଆଇଏଏଫ୍)। ଦେଶର ବାୟୁ ସୀମାର ନିରାପତ୍ତା ରକ୍ଷାକରିବା ସହ ଯୁଦ୍ଧ ବେଳେ ଶତ୍ରୁପକ୍ଷକୁ ମୁକାବିଲା କରିବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ତେଣୁ ଏହାର ନେତୃତ୍ୱ…
ଏଇ ଭାରତରେ
ନବଜାତ ଶିଶୁଙ୍କୁ ସୁସ୍ଥ ହେବା ପାଇଁ ଚେଙ୍କ ଦେବା ଭଳି ଅନ୍ଧବିଶ୍ୱାସ ବିଭିନ୍ନ ଅଞ୍ଚଳରେ ପ୍ରଚଳିତ ଥିବାବେଳେ ଉତ୍ତରପ୍ରଦେଶରେ ଦେଖିବାକୁ ମିଳେ ଆଉ ଏକ ଯନ୍ତ୍ରଣାଦାୟକ ପରମ୍ପରା। ଏଠାରେ ନବଜାତ ଶିଶୁଙ୍କୁ ଫୁଟନ୍ତା କ୍ଷୀରରେ ସ୍ନାନ କରାଯାଏ। ବାରାଣସୀ ଓ ମିରଜାପୁର…
ବାବୁଙ୍କ ବିଦ୍ରୋହ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ଗୋଟିଏ ମାସ ଭିତରେ ତିନିଜଣ ଆଇଏଏସ୍ ଅଫିସର ଇସ୍ତଫା ଦେବା ଘଟଣା ସରକାରୀ ମହଲରେ ଏକ ପ୍ରକାର ଗୋପନ ଭୟର ବାତାବରଣ ସୃଷ୍ଟି କରିଛି। ତାହାକୁ ନେଇ ମୋଦି ସରକାର ଚିନ୍ତାରେ ଅଛନ୍ତି। ଏଜିଏମ୍ୟୁଟି କ୍ୟାଡର…
ନୈରାଶ୍ୟରେ ସରେନାହିଁ ବାର୍ଦ୍ଧକ୍ୟ
ଡ. ନିଖିଳାନନ୍ଦ ପାଣିଗ୍ରାହୀ ଏକ ସହରର ଘଟଣା। ସେଠାରେ ଜଗଦୀଶ ନାମକ ଜଣେ ପଚାଶ ବର୍ଷ ବୟସ୍କ ବ୍ୟକ୍ତି ରହୁଥାନ୍ତି। ସେ ଉଚ୍ଚଶିକ୍ଷିତ। ରସାୟନ ଶାସ୍ତ୍ରରେ ଏମ୍ଏସ୍ସି ଡିଗ୍ରୀପ୍ରାପ୍ତ। କୌଣସି ଏକ କଲେଜର ପରୀକ୍ଷାଗାରରେ ଦୀର୍ଘ ପଚିଶବର୍ଷ ଧରି ଡେମୋନଷ୍ଟ୍ରେଟର ଚାକିରି…
ମରିଯାଉଥିବା ନଦୀ
ରୁଦ୍ର ପ୍ରସନ୍ନ ରଥ କାହିଁ କେଉଁ ଅନାଦି କାଳରେ ନଦୀକୂଳରେ ରୂପ ନେଇଥିଲା ମଣିଷ ସଭ୍ୟତା। ବାରଆଡେ ବୁଲୁଥିବା ମଣିଷ ନଦୀକୁ ହିଁ ସାଥିକରି ନେଇଥିଲା ନିଜେ ବଞ୍ଚିବା ଓ ବଢ଼ିବା ପାଇଁ। ଆଉ ସେବେଠୁ ନଦୀ ଯେ ମଣିଷ ସଭ୍ୟତାର…
ଏଇ ଭାରତରେ
ଗୁଜରାଟର ପାଳନପୁର ତହସିଲ ଅନ୍ତର୍ଗତ ବାଘଣା ଗାଁର ଲୋକଙ୍କ ସହ ଯୋଡିହୋଇ ରହିଛି ଏକ ଅଜବ ପରମ୍ପରା। ଆଷାଢ ଚତୁର୍ଦ୍ଦଶୀରୁ ଦଶହରା ଯାଏ ଓଟଗାଡି, ବଳଦଗାଡି, ରଥ, ଦୁଇଚକିଆ ଓ ଚାରିଚକିଆ ଯାନ ଏହି ଗାଁ ଭିତରକୁ ଯିବା ମନା। ଅନ୍ୟ…
ଅସୁରକ୍ଷିତ ସରକାରୀ ବିଦ୍ୟାଳୟ
ପୀତାମ୍ବର ରାଉତ ନିଆଳି ବ୍ଲକ୍ ବିନିସପୁର ପଞ୍ଚାୟତର ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଲୋମହର୍ଷଣକାରୀ ଘଟଣା ସାରା ଓଡ଼ିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। କାର୍ଯ୍ୟରତ ଶିକ୍ଷୟିତ୍ରୀ ଶୁଚିସ୍ମିତା ମୁଦୁଲିଙ୍କୁ ଜଣେ ଦୁର୍ବୃତ୍ତ କ୍ଲାସରୁମ୍ରେ ପଶି ସବୁ କୋମଳମତି ଛାତ୍ରୀଛାତ୍ରଙ୍କ ସମ୍ମୁଖରେ ଦିନ ୧୧ଟା…
ଆଜିର ଅର୍ଥନୀତି/ ଗଳାବାଟ ବନ୍ଦ
ବିଭିନ୍ନ ଆର୍ଥିକ ସଂସ୍ଥାର ଉପଭୋକ୍ତାମାନଙ୍କର ଋଣ ସମ୍ବନ୍ଧୀୟ ସୂଚନା ଅନିୟନ୍ତ୍ରିତ ଭାବରେ ପ୍ରଘଟ ନ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ସମସ୍ତ ବ୍ୟାଙ୍କ ଓ ଅଣବ୍ୟାଙ୍କିଙ୍ଗ୍ ଆର୍ଥିକ କମ୍ପାନୀ (ଏନ୍ବିଏଫ୍ସି)ଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଏକ ରିପୋର୍ଟ ଅନୁସାରେ ଦୀର୍ଘକାଳ…
ଲକ୍ଷ୍ୟଚ୍ୟୁତ ବିତର୍କ
ଡ. ଛାୟାକାନ୍ତ ଷଡ଼ଙ୍ଗୀ ବିଦ୍ୟା ବିବାଦାୟ ଅର୍ଥାତ୍ ବିବାଦ ନିମନ୍ତେ ବିଦ୍ୟା ଉଦ୍ଦିଷ୍ଟ। ଏଠାରେ ବିବାଦ ବିତର୍କ ଅର୍ଥରେ ବ୍ୟବହୃତ ହୋଇଛି। ବିଦ୍ୱାନମାନେ ଏକତ୍ର ହେଲେ ନିଜ ନିଜ ଜ୍ଞାନର ପରାକାଷ୍ଠା ପ୍ରତିପାଦନ କରିବା ପାଇଁ ତର୍କରେ ପ୍ରବୃତ୍ତ ହୁଅନ୍ତି। ଅନେକ…
Archives


