ପ୍ରତିଶ୍ରୁତି ଓ ପ୍ରତାରଣାର ଖେଳ
ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ ପ୍ରଥମରୁ ସପ୍ତମ ଯାଏ ପ୍ରାୟ ଦୁଇମାସ ଧରି ଚାଲିଛି ବିଶ୍ୱର ବୃହତ୍ତମ ଗଣତନ୍ତ୍ରର ସବୁଠୁଁ ମହତ୍ତ୍ୱପୂର୍ଣ୍ଣ ଉତ୍ସବ। ଭାରତ ଭଳି ଏକ ବିଶାଳ ଗଣତନ୍ତ୍ରର ଭାଗ୍ୟ ଡୋରି ହାତକୁ ନେବା ପାଇଁ ଏଇ ବଳ କଷାକଷିର…
‘ଦି ଓଭରଷ୍ଟୋରି’ ଔପନ୍ୟାସିକ
ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ଆମେରିକାରେ ଖବରକାଗଜ, ପତ୍ରିକା, ଅନ୍ଲାଇନ୍ ସାମ୍ବାଦିକତା, ସାହିତ୍ୟ ଏବଂ ସଙ୍ଗୀତ ରଚନା କ୍ଷେତ୍ରରେ ଉତ୍କର୍ଷ ଲାଭ କରୁଥିବା ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କୁ ପୁଲିଜର ପୁରସ୍କାର ପ୍ରଦାନ କରାଯାଇଥାଏ। ହଙ୍ଗେରି ଜନ୍ମିତ ଆମେରିକୀୟ ଯୋଶେଫ୍ ଫୁଲିଜର ୧୯୧୭ରେ ଏହି…
ଏଇ ଭାରତରେ
ଅଙ୍ଗଦାନ ମହାପୁଣ୍ୟ। ଜଣଙ୍କ ମୃତ୍ୟୁ ପରେ ତା’ର ବିଭିନ୍ନ ଅଙ୍ଗ ଦାନ କରାଯାଇପାରିବ। ତେଣୁ କୌଣସି ବ୍ୟକ୍ତି ମୃତ୍ୟୁ ପୂର୍ବରୁ ଅଙ୍ଗଦାନ ପାଇଁ ଶପଥ ନେଇଥିଲେ ଏହା ସମ୍ଭବ ହୋଇପାରିବ। ଜଣଙ୍କର କିଡ୍ନୀ, ଚକ୍ଷୁ, ହୃତ୍ପିଣ୍ଡ ଭଳି ବିଭିନ୍ନ ଅଙ୍ଗ ଏକାଧିକ…
ଇଡିରେ ବି ଗୋଷ୍ଠୀ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବି କ’ଣ ସିବିଆଇ ବାଟରେ ଯାଉଛି? ନିକଟରେ ଜଣେ ବରିଷ୍ଠ ତଦନ୍ତ ଅଧିକାରୀଙ୍କୁ ନେଇ ଦେଖାଦେଇଥିବା ବିବାଦରୁ ଜଣାପଡ଼ୁଛି ଯେ, ସଂସ୍ଥାରେ ଗୋଷ୍ଠୀ ବିବାଦ ଆରମ୍ଭ ହୋଇଯାଇଛି। ଯୁଗ୍ମ ନିର୍ଦ୍ଦେଶକ ସତ୍ୟବ୍ରତ…
ଭବ ଭୟ ଓ ଜୀବନ
ଡ. ରମେଶ ଚନ୍ଦ୍ର ପରିଡ଼ା ଜନ୍ମର ଠିକ୍ ପରକ୍ଷଣଠାରୁ ଆମ ଜୀବନସ୍ରୋତ ନିଃଶବ୍ଦରେ ବହି ଚାଲିଥାଏ ମୃତ୍ୟୁର କରାଳ ଲହରିକୁ ଭେଟିବା ପାଇଁ। ଏହି ଅବସରରେ ଆମ ବୟସ ବଢ଼ିଚାଲେ ଏବଂ ଶୈଶବ, ଯୁବାବସ୍ଥା ଓ ପୌଢ଼ତ୍ୱ ଦେଇ ଆମେ ବାର୍ଦ୍ଧକ୍ୟରେ…
ଭାଇ ଦୁଃଖରେ ଭାଇ
ତୁଳସୀଦାସ ମିଶ୍ର ଠିକଣା ସମୟରେ ସ୍ବିଡେନର ଟେଲିକମ୍ ଉପକରଣ ନିର୍ମାତା ଏରିକ୍ସନଙ୍କୁ ୪୬୨ କୋଟି ବାକିଆ ଟଙ୍କା ପରିଶୋଧ କରି ଅଗ୍ରଜ ମୁକେଶ ଅମ୍ବାନୀ ଋଣଗ୍ରସ୍ତ ଅନୁଜ ଅନିଲ ଅମ୍ବାନୀଙ୍କୁ ଆସନ୍ନ ଜେଲଦଣ୍ଡରୁ ତ୍ରାହି ଦେଇଛନ୍ତି। ସଫଳ ବ୍ୟବସାୟ ଏବଂ ଅମାପ…
ଏଇ ଭାରତରେ
ଚିଠି ଲେଖି ଭଗବାନଙ୍କ ନିକଟରେ ଗୁହାରି କରୁଛନ୍ତି ଯୁବତୀ। ମଧ୍ୟପ୍ରଦେଶର ମଣ୍ଡସୌରରେ ଥିବା ପଶୁପତିନାଥ ମହାଦେବଙ୍କ ଦାନବାକ୍ସରୁ ମିଳିଛି ଏମିତି କିଛି ପତ୍ର ଯାହାକୁ ପଢିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ଏଠାରେ ଦାନବାକ୍ସ ଖୋଲିବା ବେଳକୁ ସାଦାକାଗଜରେ ଲେଖାଥିବା କିଛି ପତ୍ର…
ଆଜିର ଅର୍ଥନୀତି/ଅଳସୁଆ ବଢୁଛନ୍ତି
ପ୍ରତ୍ୟେକ ରାଜନୈତିକ ଦଳ ଯେକୌଣସି ଉପାୟରେ ନିର୍ବାଚନ ଜିତିବାକୁ ଚାହୁଁଛନ୍ତି। ନିର୍ବାଚନ ବର୍ଷରେ ଏସବୁ ଦେଖିବାକୁ ମିଳିଥାଏ। ପ୍ରମୁଖ ରାଜନୈତିକ ଦଳ, ବିଶେଷତଃ କ୍ଷମତାସୀନ ଦଳ ବିଭିନ୍ନ ଲୋକପ୍ରିୟ ଯୋଜନା ଘୋଷଣା କରି ନିର୍ବାଚନ ବୈତରଣୀ ପାର ହେବାକୁ ଚେଷ୍ଟା କରନ୍ତି।…
ଭାରତୀୟ ଗଣତନ୍ତ୍ରରେ ନିର୍ବାଚନ
ନାରାୟଣ ପଣ୍ଡା ବିଶ୍ୱର ବୃହତ୍ତମ ଗଣତାନ୍ତ୍ରିକ ଦେଶ ଭାରତରେ ସପ୍ତଦଶ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଦେଶର ସମ୍ବିଧାନ ଅନୁସାରେ ପ୍ରତି ୫ବର୍ଷରେ ଉକ୍ତ ନିର୍ବାଚନ ହେବା କଥା। କିନ୍ତୁ ଗତ ୬୮ବର୍ଷର ନିର୍ବାଚନକୁ ହିସାବକୁ ନେଲେ ହାରାହାରି ପ୍ରାୟ ୪ବର୍ଷରେ…
କ୍ଷମାର ମହତ୍ତ୍ୱ
ହରିଶ୍ଚନ୍ଦ୍ର ଅରିଶଲ୍ୟ ଶୁଭ ଶୁକ୍ରବାର ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ସର୍ବଶ୍ରେଷ୍ଠ ବଳିଦାନ, କ୍ଷମା ଓ ତ୍ୟାଗର ଜୀବନକୁ ମନେପକାଇଦିଏ। ୨୦୦୦ରୁ ଅଧିକ ବର୍ଷ ତଳେ ମିଥ୍ୟା ଓ କପୋଳକଳ୍ପିତ ଷଡ଼ଯନ୍ତ୍ରର ଶିକାର ହୋଇ ପ୍ରଭୁ ଯିଶୁ କ୍ରୂଶବିଦ୍ଧ ହୋଇ ମୃତ୍ୟୁବରଣ କରିଥିଲେ। ଶାରୀରିକ…
ଏଇ ଭାରତରେ
ବର୍ତ୍ତମାନ ନିର୍ବାଚନ ଋତୁ ଜାରି ରହିଛି। ଭାରତ ଭଳି ଏକ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ରରେ ଭୋଟଦେଇ ନିଜ ମନ ପସନ୍ଦର ପ୍ରତିନିଧି ବାଛିବା ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ତ୍ତବ୍ୟ। କିନ୍ତୁ ଅନେକ ସ୍ଥଳରେ ଦେଖାଯାଉଛି କେତେକ ବ୍ୟକ୍ତି ବିଭିନ୍ନ ଆଳ ଦେଖାଇ ଭୋଟଦାନରୁ…
କୀଟପତଙ୍ଗରୁ ଔଷଧ
ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପ୍ରକୃତିରେ କୌଣସି କ୍ଷତିକାରକ କୀଟପତଙ୍ଗ (ପେଷ୍ଟ) ବା ଅବାଞ୍ଛିତ ଘାସ (ଓ୍ବିଡ୍) ନାହିଁ। କିନ୍ତୁ ମଣିଷ ନିଜ ପାଇଁ ଖାଦ୍ୟ ଉତ୍ପାଦନ କଲାବେଳେ କିମ୍ବା ପ୍ରାଣୀଙ୍କ ନିବାସସ୍ଥାନ ଧ୍ୱଂସ କରି ଗୃହନିର୍ମାଣ କଲାବେଳେ କିଛି ପ୍ରାଣୀ…
Archives


