ସମ୍ପାଦକୀୟ

ଏମ୍‌ଇଏ ସମ୍ମିଳନୀ ବାତିଲ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ମୋଦି ସରକାରଙ୍କ ଦ୍ୱାରା ଧାରା ୩୭୦ର ଉଚ୍ଛେଦ ପରେ ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ଦାୟିତ୍ୱ ଓ କାର୍ଯ୍ୟ କିଛି ବଢ଼ିଯାଇଛି। ଭାରତୀୟ କୂଟନୀତିଜ୍ଞମାନେ ପରବର୍ତ୍ତୀ ପରିସ୍ଥିତିର ମୁକାବିଲା କରିବାରେ ଲାଗିପଡ଼ିଥିବା ବେଳେ ଆସନ୍ତା ସପ୍ତାହରେ ଗୁଜରାଟରେ…

ତଥାପି ବଞ୍ଚିଛି ମାନବିକତା

ଡ. ରମେଶ ଚନ୍ଦ୍ର ପରିଡ଼ା ମଣିଷ କ୍ରମେ ଅଧିକରୁ ଅଧିକ କ୍ରୂର ହୋଇଚାଲିଛି। ଫଳରେ ବଢ଼ି ବଢ଼ି ଚାଲିଛି ଯୁଦ୍ଧ ଘନଘଟା, ଅପରାଧ, ଆତଙ୍କବାଦ ଭଳି ବିବିଧ ଅପକର୍ମ ଏବଂ ବ୍ୟକ୍ତିଗତ ସ୍ତରରେ ହତ୍ୟା, ବଳାତ୍କାର, ଚୋରି, ଡକାୟତି ଇତ୍ୟାଦି। ତାହା…

ବିପଦକୁ ଠେଲି ଦେଉଛି ରିଜର୍ଭ ବ୍ୟାଙ୍କ

ଡ. ଭରତ ଝୁନ୍‌ଝନ୍‌ଓ୍ବାଲା ଜଣେ ବ୍ୟବସାୟୀ ଉପାର୍ଜନ କରୁଥିବା ଅର୍ଥରୁ କିଛି ଅଂଶ ବ୍ୟାଙ୍କରେ ସ୍ଥାୟୀଜମା ଭାବେ ସଞ୍ଚୟ କରେ। ଏହା ବ୍ୟତୀତ ଆୟର କିଛି ଅଂଶକୁ ସୁରକ୍ଷିତ ଜାଗା କିମ୍ବା ସୁନା କିଣିବାରେ ବିନିଯୋଗ କରି ପରୋକ୍ଷରେ ଗଚ୍ଛିତ ରଖେ।…

ଏଇ ଭାରତରେ

ପିଲାମାନେ ବିଦ୍ୟାଳୟ ଛାଡି କେମିତି ନ ଯିବେ କିମ୍ବା ବିଦ୍ୟାଳୟକୁ ଆସୁ ନ ଥିବା ପିଲାମାନଙ୍କୁ କେମିତି ଅଣାଯିବ ତାହା ପାଇଁ ଏକ ଭିନ୍ନ ଢଙ୍ଗରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିଛନ୍ତି ଶିକ୍ଷକ ସୁଭାଷଚନ୍ଦ୍ର ଯାଦବ। ଝାଡ଼ଖଣ୍ଡର ମାଓବାଦୀପ୍ରବଣ ତଥା ଶିକ୍ଷା…

ଆଜିର ଅର୍ଥନୀତି/ ତାଲିମ ଲୋଡ଼ା

ରାଜ୍ୟ ସରକାର କୃଷକଙ୍କଠାରୁ ଧାନ ସଂଗ୍ରହ ନିମନ୍ତେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଡବ୍ଲ୍ୟୁଏସ୍‌ଏଚ୍‌ଜି)ଗୁଡ଼ିକୁ ଅନୁମତି ଦେଇଛନ୍ତି। ଏହା ସରକାରଙ୍କର ଆଉ ଏକ ଲୋକପ୍ରିୟବାଦୀ ପଦକ୍ଷେପ, ଯାହାଦ୍ୱାରା ମହିଳା ଭୋଟରମାନଙ୍କ ସମର୍ଥନ ହାତଛଡ଼ା ହେବ ନାହିଁ। ରାଜ୍ୟରେ ୭ ଲକ୍ଷରୁ ଊର୍ଦ୍ଧ୍ୱ…

କାଳର କଡ଼ ଲେଉଟାଣି

ଉପେନ୍ଦ୍ର ବିଶ୍ୱାଳ ପ୍ରତ୍ୟହ ପ୍ରଭାତରେ ପକ୍ଷୀଟିଏ ପହଞ୍ଚତ୍ଥାଏ ଦାଣ୍ଡ ଦୁଆରେ। ପୋକ, ପତଙ୍ଗାଦିକୁ ଖୁଣ୍ଟି ଖାଏ। ତା’ର କୁନି କୁନି ପାଦର ଟିକି ଟିକି ଚାଲି, ଏଠି ସେଠି ଖଣ୍ଡି ଉଡ଼ା, ମୋତେ କାହିଁକି କେଜାଣି ଆକୃଷ୍ଟ କରିବସେ। ତା’ର ନାଲି…

କିଏ ଶ୍ରୀରାଧା

ବିଭୂତି ପ୍ରସାଦ ବୋଷମଲ୍ଲିକ ଶ୍ରୀରାଧା କିଏ? ପ୍ରାୟ ୯୯% ଲୋକ କହନ୍ତି ଯେ, ରାଧା ହେଉଛନ୍ତି ଶ୍ରୀକୃଷ୍ଣଙ୍କ ପ୍ରେମିକା। କିନ୍ତୁ ବାସ୍ତବରେ ଏମାନେ ରାଧାଙ୍କୁ ଜାଣନ୍ତି ନାହିଁ। ଭଗବାନ ଶ୍ରୀକୃଷ୍ଣଙ୍କ ତିନୋଟି ପ୍ରମୁଖ ଶକ୍ତି ଅଛି। ସ୍ବରୂପ ଶକ୍ତି, ଜୀବ ଶକ୍ତି…

ଏଇ ଭାରତରେ

ସମ୍ବିଧାନର ଧାରା ୨୧(କ)ରେ ୬ରୁ ୧୪ ବର୍ଷ ବୟସର ସବୁ ପିଲାଙ୍କୁ ମୁକ୍ତ ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନର ବ୍ୟବସ୍ଥା ରହିଛି। କିନ୍ତୁ ମଧ୍ୟପ୍ରଦେଶର ନିମୁଚ ଜିଲା ଖେଦା ଭୁଜ ଗାଁରେ ଏହାର ବ୍ୟତିକ୍ରମ ଦେଖାଯାଇଛି। ଏହି ଗାଁର ୫୦ଟି ଆଦିବାସୀ…

ଚତୁର କୁଆ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପୁଣି ଥରେ ମୋ ପ୍ରିୟ ବିଷୟକୁ ଆସୁଛି: କୁଆ। ସେମାନେ ଏବେ କ୍ରମଶଃ ଅନ୍ତର୍ଦ୍ଧାନ ହେବାରେ ଲାଗିଛନ୍ତି, ତେଣୁ ସେମାନଙ୍କ ସୁରକ୍ଷା ଅତି ଜରୁରୀ। ସେମାନଙ୍କୁ ଚିନାବାଦାମ, ଚାଉଳ ଓ ଫଳ ଆଦି ଖାଇବାକୁ ଦିଅନ୍ତୁ।…

ଜୀବନର ନାଲିଆଖି

ଡ. ସୁବାସ ଚନ୍ଦ୍ର ପାତ୍ର ମୃତ୍ୟୁର ନାଲିଆଖିର ବର୍ଣ୍ଣନା ସହିତ ଆମେ ଏତେ ପରିଚିତ ଯେ ଜୀବନର ଯେ ଗୋଟିଏ ଆଖି ଅଛି, ସେ ନାଲି ହେଉ ଅବା ସବୁଜ, ଆମେ ସେ କଥା ପ୍ରାୟତଃ ଭୁଲିଯାଉ। ସେ ସବୁଜ ହେଉ…

ଗୁରୁ ହିଁ ଈଶ୍ୱର

ସଂଗ୍ରାମ କେଶରୀ ପୃଷ୍ଟି ବ୍ୟକ୍ତି ନିର୍ମାଣ ଓ ଚରିତ୍ର ଗଠନ ଦିଗରେ ଶିକ୍ଷାର ବିଶେଷ ଭୂମିକା ରହିଛି। ଶିକ୍ଷା ପରି ଏକ ପବିତ୍ର ଦାନ ସମ୍ଭବତଃ ଦୁନିଆରେ ଆଉ କିଛି ନାହିଁ। ଏହିପରି ଏକ ପବିତ୍ର ବୃତ୍ତିକୁ ଆପଣେଇ ଶିଷ୍ୟ ମନରୁ…

ଏଇ ଭାରତରେ

ଛୋଟ ପିଲାଙ୍କ ମନ ଓ ହୃଦୟ ଅଲେଖା ସ୍ଲେଟ୍‌ ପରି ନିର୍ମଳ। ସେମାନଙ୍କ ମଧ୍ୟରେ କୌଣସି ଧର୍ମ, ଜାତି, ସମ୍ପ୍ରଦାୟ ଜ୍ଞାନ ନ ଥାଏ। ଛତିଶଗଡ଼ ରାୟପୁରରେ ଏଭଳି ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏଠାରେ ବାସ କରୁଥିବା ରମ୍‌ଜାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri