ସମ୍ପାଦକୀୟ

ଶକ୍ତିର ମେଳା

କୁମ୍ଭମେଳା ହିନ୍ଦୁଧର୍ମର ଏକ ବିଶେଷ ଦିଗକୁ ପ୍ରକାଶ କରେ, ଯାହା ସମ୍ପର୍କରେ ପ୍ରାୟତଃ ଆଲୋଚନା କରାଯାଏ ନାହିଁ। ଏହା କୌଣସି ମନ୍ଦିର, ଦେବତା, ଭକ୍ତି, ଗୀତ କଥା ନୁହେଁ, ଏହା ମୁଖ୍ୟତଃ ଏକ ରୀତିନୀତି, ଯେଉଁଥିରେ ଶରୀରରେ ବିଭୂତି ବୋଳି...

ଅହଂକାର ଅନୁଚିନ୍ତା

ବୁଝିଲ ବନ୍ଧୁ, ଆମ ଅହଂକାର ଯୋଗୁ ଆମେ ନିଜେ ବହୁ ଅଶାନ୍ତି ଭୋଗିବା ସହ ଅନ୍ୟମାନଙ୍କ ଭିତରେ ମଧ୍ୟ ଅପ୍ରୀତିକର ବାତାବରଣ ସୃଷ୍ଟିକରି ଜୀବନଟାକୁ କଳୁଷିତ କରିଦେଉଛେ। ଆମେ ସମସ୍ତେ ସବୁ କାମର ଶ୍ରେୟ ନେବା ପାଇଁ ବ୍ୟାକୁଳ, ଏବଂ...

ଆକବରଙ୍କ ଘଣ୍ଟା

ଶାସନର ସଂଜ୍ଞା ଏବେ ବଦଳିଗଲାଣି। ଆଗେ ବ୍ରିଟିଶ୍‌ ଶାସନ ସମୟରେ କିମ୍ବା ଭାରତ ସ୍ବାଧୀନତା ପାଇଲା ପରେ ପରେ ସଂଜ୍ଞା ମୁଖ୍ୟତଃ ରାଜସ୍ବ ଆଦାୟ, ଆଇନଶୃଙ୍ଖଳା ରକ୍ଷାରେ ସୀମିତ ଥିଲା। ଭାରତ ଏକ ଜନମଙ୍ଗଳ ରାଷ୍ଟ୍ରରେ ପରିଣତ ହେବା ପରେ...

ଆମେରିକା ଆଗ

ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତିଗୁଡ଼ିକ ବିବାଦୀୟ ହୋଇଚାଲିଛି। ୨୦ ଜାନୁଆରୀ ୨୦୨୫ରେ ଦାୟିତ୍ୱ ନେବାର ପ୍ରଥମ ଦିନରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ରୁ ଆମେରିକା ଓହରିଯିବା ବିଷୟ ସେ ଘୋଷଣା...

ଶିକ୍ଷା ଚାପରେ ଜୀବନ

ରାଜସ୍ଥାନର କୋଟାରେ ଡାକ୍ତରୀ ପ୍ରବେଶିକା ପରୀକ୍ଷା(ଏନ୍‌ଇଇଟି) ପାଇଁ ପ୍ରସ୍ତୁତି କରୁଥିବା ୧୮ ବର୍ଷୀୟା ଓଡ଼ିଆ ଝିଅର ଆତ୍ମହତ୍ୟା ସହ ଚଳିତ ମାସରେ ଏହିଭଳି ତିନୋଟି ଘଟଣା ଘଟିବା ସେହି ଅନୁଷ୍ଠାନ ଏବଂ ପ୍ରଶାସନ ବ୍ୟବସ୍ଥାର ଅସଫଳତାକୁ ଦର୍ଶାଉଛି। ୨୦୨୩ରେ ୨୪ରୁ...

ଗାଁରେ ଦରଦାମ୍‌ ଅସମ୍ଭାଳ କାହିଁକି

ଏବେ ଖବରକାଗଜଗୁଡ଼ିକରେ ଆମ ରାଜ୍ୟ ଓଡ଼ିଶାରେ ଦରଦାମ୍‌ ବୃଦ୍ଧି ହେତୁ ସାଧାରଣ ଜନତା ହନ୍ତସନ୍ତ ହେବା ଖବର ବଡ଼ ବଡ଼ ଅକ୍ଷରରେ ପ୍ରକାଶ ପାଉଛି। ବିଶେଷକରି ଗାଁରେ ଦରଦାମ୍‌ ଅସମ୍ଭାଳ ଏବଂ ସର୍ବଭାରତୀୟ ସ୍ତରର ଗ୍ରାମାଞ୍ଚଳରେ ଖୁଚୁରା ମୁଦ୍ରାସ୍ଫୀତି ୫.୭୬...

ବଡ଼ କିନ୍ତୁ ଗୁଣବତ୍ତା ନୁହେଁ

ଭାରତୀୟ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ସକାଶେ ଜାତୀୟ ଶିକ୍ଷାନୀତି ୨୦୨୦ ଅଣାଯାଇଛି। କିନ୍ତୁ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ଏହାର ସଫଳତା ଉପରେ ପ୍ରଶ୍ନ ଉଠାଉଛି। ନିକଟରେ ନ୍ୟାଶ୍‌ନାଲ ଆସେସ୍‌ମେଣ୍ଟ ଆଣ୍ଡ୍‌ ଆକ୍ରିଡେଶନ କାଉନ୍‌ସିଲ (ନାକ୍‌) ବା ଜାତୀୟ ମାନ୍ୟତା...

ଏଇ ଭାରତରେ

ସମାଜରେ ଏଭଳି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ନିଜ କଥା ଚିନ୍ତା ନ କରି ଅନ୍ୟମାନଙ୍କ ମଙ୍ଗଳ ପାଇଁ କାମ କରନ୍ତି। ଠିକ୍‌ ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଡ. କ୍ରାନ୍ତି ମିଶ୍ରା। ମଧ୍ୟପ୍ରଦେଶ ସତନା ଜିଲାରେ ଥିବା ଶହୀଦ...

କେନ୍ଦ୍ରୀୟ ବଜେଟର ବିଶ୍ଳେଷଣ

ଏନ୍‌ଡିଏ-୩.୦ ସରକାରଙ୍କ ପ୍ରଥମ ପୂର୍ଣ୍ଣ ବଜେଟ (୨୦୨୫-୨୬) ପାର୍ଲାମେଣ୍ଟରେ ଉପସ୍ଥାପିତ ହୋଇଛି। ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ କ୍ରମାଗତ ଅଷ୍ଟମ ବଜେଟ, ତାହା ବି ଜଣେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳରେ। ଏଥର ବଜେଟର ୪ଟି ବିଶେଷ ଆହ୍ବାନ ଥିଲା। ପ୍ରଥମତଃ, ଘରୋଇ...

ବଡ଼ଙ୍କୁ ସମ୍ମାନ

ପରିବାର ହେଉଛି ଆମ ସମାଜର ଏକ ମୁଖ୍ୟ ଅଙ୍ଗ। ଯେଉଁ ପରିବାର ମଧ୍ୟରେ ପରସ୍ପର ସ୍ନେହ ଶ୍ରଦ୍ଧା ଥାଏ ତାହା ଏକ ଖୁସି ପରିବାର। ସେଥିପାଇଁ ଭକ୍ତକବି ମଧୁସୂଦନ ମଧ୍ୟ କହିଛନ୍ତି ,ବୈକୁଣ୍ଠ ସମାନ ଆହା ଅଟେ ସେହି ଘର...

କାମ ମଣିଷର, ଦୋଷ ଭଗବାନ୍‌ଙ୍କର

ବର୍ଷ ଆରମ୍ଭ ନ ହେଉଣୁ ଲସ୍‌ ଆଞ୍ଜେଲସ୍‌ ବନାଗ୍ନି (ଜାନୁଆରୀ ୮ରେ ଆରମ୍ଭ ହୋଇଥିବା ଜଙ୍ଗଲର ନିଅଁା) ଜଣାଇଦେଲା ପରିବେଶକୁ ଧ୍ୱଂସ କରୁଛି ମଣିଷ: ଭଗବାନ୍‌ଙ୍କ କାମ (ଆକ୍ଟ ଅଫ୍‌ ଗଡ୍‌) ବୋଲି କିଛି ନାହିଁ। ଦୁନିଆଟା ନିୟମରେ ଚାଲିବାର...

ମଧ୍ୟବିତ୍ତ କିଏ

ସାଧାରଣ ବଜେଟ ୨୦୨୫-୨୬ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଉପସ୍ଥାପନ କରିବା ପରଠାରୁ ସମଗ୍ର ଦେଶରେ ଗୋଟିଏ କଥା ଗୁଞ୍ଜରଣ ହେଉଛି ଯେ, ମଧ୍ୟବିତ୍ତ ବର୍ଗ ସବୁଠାରୁ ଅଧିକ ଉପକୃତ ହେବେ। କାରଣ ଆୟକରଦାତାଙ୍କୁ ସବୁଠାରୁ ଅଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri