ଏଇ ଭାରତରେ
ସମାଜରେ କୌଣସି କ୍ଷେତ୍ରରେ ପରିବତ୍ତର୍ର୍ନ କେବଳ ବଡ଼ ସଙ୍ଗଠନ କିମ୍ବା ବୃହତ୍ କମ୍ପାନୀଗୁଡ଼ିକ ଦ୍ୱାରା ହୋଇ ନ ଥାଏ, ବରଂ ବ୍ୟକ୍ତିଗତ ଉଦ୍ୟମରେ ଏହା ସମ୍ଭବ ହୋଇପାରେ। ଏହାର ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସିକିମ୍ରେ। ସେଠାରେ ଏକ ସ୍କୁଲର ଭବିଷ୍ୟତ…
ଜୀବନ ଓ ଜଗନ୍ନାଥ
ଜୀବନ ଜିଇବା ପାଇଁ ସୃଷ୍ଟିରେ ଅନେକ ଶିକ୍ଷଣୀୟ ତତ୍ତ୍ୱ ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୂପରେ ସମାଜ ଆମକୁ ଅନେକ କିଛି ଶିଖାଇଥାଏ। ସେଥିପାଇଁ ବିଶ୍ୱର ପ୍ରତିଟି ସୃଷ୍ଟି ସ୍ବତନ୍ତ୍ର ଉଦ୍ଦେଶ୍ୟମୂଳକ। ଯେମିତି ଭଗବାନ୍ ଶ୍ରୀଜଗନ୍ନାଥଙ୍କର ଆବିର୍ଭାବ ଏବଂ ଦୈନନ୍ଦିନ ରୀତିନୀତି…
ଟ୍ରମ୍ପ୍ଙ୍କ ଶ୍ୱେନଦୃଷ୍ଟି ଅନ୍ତରାଳେ
ବିଶ୍ୱ ରାଜନୈତିକ ଆକାଶରେ ଏବେ ଯେଉଁ ଝଡ଼ ସୃଷ୍ଟି ହୋଇଛି ତା’ର ଅନ୍ତରାଳେ ବହୁ ଅକୁହା କାରଣ ରହିଛି। ଆମେରିକା ତା’ର ପୂର୍ବ ରାଜନୈତିକ ଓ ଅର୍ଥନୈତିକ ସ୍ଥିତି ହରାଇ ବସିଲାଣି। ଏବେ ଟ୍ରମ୍ପ ଆମେରିକୀୟମାନଙ୍କ କିପରି ଆସ୍ଥାଭାଜନ ହୋଇ ପାରିବେ…
ତ୍ରୁଟି ଘୋଡ଼ାଉଛନ୍ତି
ଭାରତର ନିର୍ବାଚନ କମିଶନ (ଇସି) ଏକ ସାମ୍ବିଧାନିକ ସଂସ୍ଥା। ୧୯୫୧ ସାଧାରଣ ନିର୍ବାଚନ ବେଳୁ ନିର୍ବାଚନଗୁଡ଼ିକୁ ପରିଚାଳନା କରିଆସୁଥିବା ଏହି ସଂସ୍ଥାର ଗୁରୁତ୍ୱ ଟି.ଏନ୍. ଶେଷାନ ମୁଖ୍ୟ ନିର୍ବାଚନ କମିଶନର ହେବା ପରେ ବଢ଼ିଥିଲା। ଭାରତୀୟଙ୍କୁ ୧୯୯୬ରେ ଭୋଟର ପରିଚୟପତ୍ର ଦିଆଯିବା…
ଏଇ ଭାରତରେ
ବିବାହ କର୍ମ ସରିବା ପରେ ନବବଧୂକୁ ସାଙ୍ଗରେ ଧରି ଫେରିଥାଏ ବର। ନବବଧୂ ଶାଶୁ ଘରକୁ ଯାଇ ନୂଆ ସଂସାର ଆରମ୍ଭ କରେ। ହେଲେ ବରକନ୍ୟା ବିଦା ହୋଇ ଶାଶୁଘରକୁ ଫେରିବା ବାଟରେ ନବବଧୂଟି ଅପହରଣ କରାଯାଉଥିବାର ଅଭିଯୋଗ କରିବା କଥା…
ଅପବିକ୍ରୟ: ଏକ କଳଙ୍କିତ ଅଧ୍ୟାୟ
କହି ପୋଛି ଜାଣେ ଯିଏ, ପଚା ଚିଙ୍ଗୁଡ଼ି ବିକେ ସିଏ- ଏହି ଉକ୍ତିଟି ଆଜିର ବ୍ୟାଙ୍କଗୁଡ଼ିକ ପାଇଁ ପ୍ରଯୁଜ୍ୟ। ମହାକାଳ ଫଳ ଭାରି ସୁନ୍ଦର, ଭିତରଟା ଦେଖ ପୋଡ଼ା ଅଙ୍ଗାର ନ୍ୟାୟରେ ବାହାରକୁ ସୁନ୍ଦର ଲାଗୁଥିବା ବ୍ୟାଙ୍କ ଶାଖାଗୁଡ଼ିକରେ ବୃଦ୍ଧି ପାଉଥିବା…
ଆବେଦନରୁ ଆଡ୍ମିଶନ
ପିଲାଏ ମାଟ୍ରିକ୍ ପରୀକ୍ଷାରେ ପାସ୍ କରିବା ପରେ ଯୁକ୍ତଦୁଇ, ଆଇଟିଆଇ, ଡିପ୍ଲୋମା ଇଂଜିନିୟରିଂ ଆଦି କଲେଜରେ ଆଡ୍ମିଶନ ପାଇଁ ଚାଲେ ଆବେଦନ ପ୍ରକ୍ରିୟା। ଏହି ଆବେଦନ ପାଇଁ ରଖିଥିବା ନମ୍ବର, ରହୁଥିବା ଅଞ୍ଚଳ, ଆବେଦନ କରୁଥିବା ସ୍କୁଲ ବା କଲେଜର ପୂର୍ବ…
ସମ୍ଭାବ୍ୟ ବାଣିଜ୍ୟିକ ବ୍ୟବସ୍ଥା
ଆମେରିକାରେ ଯେତେବେଳେ ବି ରିପବ୍ଲିକାନ ରାଷ୍ଟ୍ରପତି କ୍ଷମତାକୁ ଆସିଛନ୍ତି ସେମାନେ ନୂଆ ଯୁଦ୍ଧ ଆରମ୍ଭ କରିନାହାନ୍ତି କିମ୍ବା ଚାଲିଥିବା ଯୁଦ୍ଧକୁ ପ୍ରୋତ୍ସାହନ ଦେଇନାହାନ୍ତି। ସେହି ପ୍ରଥାକୁ ଏବକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବଜାୟ ରଖିଛନ୍ତି। ଏହି କ୍ରମରେ ଦେଖିଲେ ଟ୍ରମ୍ପ୍ ସାଢ଼େ…
ଅନାବଶ୍ୟକ ଆଇନ
ଚଳିତ ମାସରେ ଆମେ ସ୍ବାଧୀନତା ଦିବସ ପାଳନ କଲୁ। ଏହା ହେଉଛି ଆମ ସ୍ବାଧୀନତା ସଂଗ୍ରାମର ପରାକାଷ୍ଠା। ବିଦେଶୀ ଶାସନ ଏବଂ ଦମନକାରୀ ଆଇନଗୁଡ଼ିକରୁ ଆମକୁ ସ୍ବାଧୀନତା ଓ ସ୍ବତନ୍ତ୍ରତା ମିଳିଛି। ତେବେ ସ୍ବାଧୀନ ଭାରତରେ ନିକଟରେ ମହାରାଷ୍ଟ୍ର ରାଜ୍ୟପାଳ ସିପି…
ମହାଯୋଗୀ ଶ୍ରୀଅରବିନ୍ଦ
ଶ୍ରୀଅରବିନ୍ଦଙ୍କ ପବିତ୍ର ଆବିର୍ଭାବ ଦିବସ (୧୫ ଅଗଷ୍ଟ ୧୮୭୨) ର ମହିମା ପ୍ରତିପାଦିତ କରି ଦିବ୍ୟ ଜନନୀ ଶ୍ରୀମା ଏହାକୁ ଶାଶ୍ୱତଙ୍କ ଜନ୍ମ ଭାବରେ ଅବିହିତ କରିଛନ୍ତିି । ଏହାର ତାତ୍ପର୍ଯ୍ୟ ବୁଝାଇ କହିଛନ୍ତି, ଆଧ୍ୟାମତ୍ିକ ଦୃଷ୍ଟିରୁ ଏହା ହେଉଛି ପୃଥିବୀ…
ନୂଆ ଓଡ଼ିଶାର ନୂଆ ପିଢ଼ିକୁ ଆହ୍ବାନ
ଆଜି ପବିତ୍ର ସ୍ବାଧୀନତା ଦିବସ। ପିଢ଼ି ପରେ ପିଢ଼ିର ତ୍ୟାଗ, ତପସ୍ୟା ଓ ବଳିଦାନର ମୂଳଦୁଆ ଉପରେ ଠିଆ ହୋଇଛି ଆମ ସ୍ବାଧୀନତା ଓ ଗଣତନ୍ତ୍ରର ସୌଧ। ଆମର ବଳିଦାନୀ ସ୍ବାଧୀନତା ସଂଗ୍ରାମୀ ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ସମସ୍ତଙ୍କ ସ୍ମୃତିରେ କୋଟି…
ଟ୍ରମ୍ପ୍ଙ୍କ ଟାରିଫ୍ ଯନ୍ତା
ଭାରତରୁ ଆମଦାନୀ କରୁଥିବା ସମସ୍ତ ସାମଗ୍ରୀ (ଆଇଫୋନ୍,ଫାର୍ମାସ୍ୟୁଟିକାଲ ଉତ୍ପାଦ ବ୍ୟତୀତ) ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୫୦% ଟାରିଫ୍ ଲାଗୁକରିବା ପରେ ୨ଦେଶ ମଧ୍ୟରେ ଆର୍ଥିକ ସମ୍ପର୍କ ବିଗିଡ଼ିଯାଇଛି। ଟ୍ରମ୍ପ୍ ପ୍ରଶାସନର ଅତ୍ୟଧିକ ଟାରିଫ୍ ବ୍ୟବସ୍ଥା ମଧ୍ୟରେ ଥିବା ବ୍ରାଜିଲ(୫୦%),…
Archives


