ଏଇ ଭାରତରେ
ଦୃଢ଼ ଇଚ୍ଛାଶକ୍ତି ଥିଲେ ପଙ୍ଗୁ ବି ଗିରିପଥ ଅତିକ୍ରମ କରିପାରେ। ଗଭୀର ଅଧ୍ୟବସାୟ ଓ ଆତ୍ମବିଶ୍ୱାସ ବଳରେ କୌଣସି ବ୍ୟକ୍ତି ନିଶ୍ଚୟ ସଫଳ ହୋଇପାରନ୍ତି। ଉତ୍ତରପ୍ରଦେଶ ଗାଜିଆବାଦ ଅନ୍ତର୍ଗତ ପ୍ରତାପବିହାରର ଅମୃତା ଆନନ୍ଦମୟୀ କୁଟୀରମ୍ରେ ବାସ କରୁଥିବା ଗୁଡ୍ଡିଙ୍କ ଇଚ୍ଛାଶକ୍ତି ଆଗରେ…
ସମ୍ପାଦକୀୟ/ଦୁଃଖଭୋଗ
ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁମାନ କରିଛି ଯେ, ଆସନ୍ତା ୩ ଦିନ ଧରି ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେବ। କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଓ ଆଉ କିଛି ସ୍ଥାନରେ ୪୫ ଡିଗ୍ରୀ ଉପରକୁ ଚାଲିଯିବ। ଇତିମଧ୍ୟରେ…
ଆପଣା ହସ୍ତେ ଜିହ୍ବା ଛେଦି
ବୈକୁଣ୍ଠନାଥ ମିଶ୍ର ଭାରତ ଏକ ଗ୍ରାମବହୁଳ ଦେଶ। ସମୁଦାୟ ଜନସଂଖ୍ୟାର ପ୍ରାୟ ୮୬ ପ୍ରତିଶତ ଗ୍ରାମଗୁଡ଼ିକରେ ବାସ କରନ୍ତି। କୃଷି ଗ୍ରାମାଞ୍ଚଳର ମୁଖ୍ୟ ଜୀବିକା। ବହୁ ଲୋକଙ୍କର ଜୀବିକା ସାଜିଥିବା କୃଷିର ଯୋଗଦାନ ଦେଶର ଜିଡିପିରେ ଉଲ୍ଲେଖନୀୟ। କିନ୍ତୁ କୃଷିକ୍ଷେତ୍ର କ୍ରମାଗତ…
କୁନି ବାହାଘର ହବ ତ
ସୁଧାକର ଦାସ ନିର୍ବାଚନ ଫଳାଫଳ ବାହାରିବ ୨୩ ତାରିଖରେ। ସ୍ପଷ୍ଟ ହେଇଯିବ କିଏ ଜିତିଲା, କିଏ ହାରିଲା। ନିଷ୍ପତ୍ତି ହେଇଯିବ କାହା ହାତକୁ ଯିବ କ୍ଷମତା ଆଉ କିଏ ବସିବେ ବିରୋଧୀ ଆସନରେ। ପରିଷ୍କାର ହେଇଯିବ ଲୋକମତ କାହା ସପକ୍ଷରେ ଆଉ…
ଏଇ ଭାରତରେ
ପାଣି ନଷ୍ଟ କଲେ ଦେବାକୁ ପଡିବ ଜରିମାନା। ଗୁଜରାଟର ଗାନ୍ଧୀନଗର ନିକଟବର୍ତ୍ତୀ ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫୦୦ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି କଡ଼ାକଡ଼ି ନିୟମ ଲାଗୁ…
କ୍ଷମତା କ୍ଷୁଣ୍ଣ
ସାଧାରଣ ନିର୍ବାଚନ ୨୦୧୯ର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ୧୯ ମେ’ରେ ଶେଷ ହୋଇଛି। କେତେକ ଲୋକ ବୁଥ୍ଫେରନ୍ତା ମତ (ଏକ୍ଜିଟ୍ ପୋଲ୍)କୁ ନେଇ ନାନା କଳ୍ପନାଜଳ୍ପନା କରିପାରନ୍ତି। ଦେଶର ୭ ଥାକିଆ ମତଦାନ ବେଳେ ବିଭିନ୍ନ ଦଳର ନେତା ବହୁବାର…
ଅଙ୍କ ବିଜ୍ଞାନରେ ନିର୍ବାଚନ ଫଳ
ସୁଧିରାଜ ରାଉତ ମେ ୨୩ ତାରିଖକୁ କେବଳ ଭାରତ ନୁହେଁ ସମଗ୍ର ବିଶ୍ୱ ଅପେକ୍ଷା କରିଛି- ନିର୍ବାଚନ ଫଳାଫଳ କ’ଣ ହେବ। ଏହି ଫଳାଫଳ ଏକବିଂଶ ଶତାବ୍ଦୀରେ ଭାରତର ରୂପରେଖ ଏବଂ ବିଶ୍ୱରେ ଭାରତର ନେତୃତ୍ୱକୁ ସ୍ପଷ୍ଟ କରିବ। ବହୁ ଟି.ଭି.…
ଫନୀରୁ ଫାଇଦା
ଡ. ଚିନ୍ତାମଣି ପଣ୍ଡା ଚକ୍ରବାତ ଫନୀ ତାଣ୍ଡବ ରଚିବା ପରେ ଅପସରି ଯାଇଛି। କିନ୍ତୁ ପଛରେ ଛାଡିଯାଇଛି ଧ୍ୱଂସସ୍ତୂପର ବିଭୀଷିକା, ଛାରଖାର କରିଯାଇଛି ସଂସାରର ସବୁଜିମା। ଏପରି ଏକ ବିଧ୍ୱସ୍ତକାରୀ ବାତ୍ୟା ସାଧାରଣ ଜୀବନକୁ ତଳିତଳାନ୍ତ କରି ଦେଇଥିବା ବେଳେ ମୁଷ୍ଟିମେୟ…
ଏଇ ଭାରତରେ
ବର୍ତ୍ତମାନ ଗ୍ରୀଷ୍ମଋତୁ ଜାରି ରହିଥିବାବେଳେ ଅନେକ ସ୍ଥାନରେ ଉତ୍କଟ ଜଳସଙ୍କଟ ସୃଷ୍ଟି ହୋଇଛି। ଏଥିପାଇଁ ଗୋଟିଏ ଗାଁର ପୁଅଙ୍କୁ ବାହାଘର କରିବା ମୁସ୍କିଲ ହୋଇପଡିଛି। କାରଣ ଏହି ଗାଁକୁ ଝିଅ ଦେବାକୁ ରାଜି ହେଉନାହାନ୍ତି କନ୍ୟାଘର। ଛତିଶଗଡ଼ର ବିଳାସପୁରରେ ଦେଖାଦେଇଛି ଏଭଳି…
ମୁଁ ଭୋଟ ଦେଲି କାହିଁକି
ଆକାର ପଟେଲ ବ୍ୟକ୍ତିଗତ ଭାବେ ଏ ନିର୍ବାଚନରେ କିଏ ଜିତିଲେ ବା ହାରିଲେ ମୋର କିଛି ଯାଏ ଆସେ ନାହିଁ। ମୁଁ ହେଉଛି ଜଣେ ମଧ୍ୟବୟସୀ ସ୍ବଚ୍ଛଳ ସବର୍ଣ୍ଣ ହିନ୍ଦୁ ପୁରୁଷ। ମୋ ଜୀବନରେ ମୁଁ କୌଣସି କଠିନତା, ପକ୍ଷପାତ ଆଦିର…
ଟଙ୍କା ମାଟି, ଯଦି ଖୁସି କିଣି ନ ପାରେ
ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ ଅର୍ଥ ପଛରେ ଅହରହ ଧାଇଁଚାଲିଛି ମଣିଷ । ପୁଳାଏ ଟଙ୍କା ରୋଜଗାର କରିବାକୁ ସେ ଭାବିଥାଏ ଜୀବନର ଚରମ ସାର୍ଥକତା । କାରଣ ସେ ଜାଣିଥାଏ ଯେ ଟଙ୍କା ହିଁ କେବଳ ସକଳ ପ୍ରକାର ଖୁସି…
ଫିଜିରେ ଭାରତୀୟ ବିଚାରପତି
ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ବିଚାର ବ୍ୟବସ୍ଥାରେ ଉତ୍କର୍ଷ ପ୍ରତିପାଦନ କରୁଥିବା ବ୍ୟକ୍ତିଙ୍କ ଚାହିଦା ସର୍ବଦା ରହିଥାଏ। ବାସ୍ତବଧର୍ମୀ ରାୟ ଦେଉଥିବା ବିଚାରପତିଙ୍କୁ ଅନ୍ୟମାନେ ଅନୁସରଣ କରିଥାଆନ୍ତି। ଭାରତରେ ବହୁ ବିଚାରପତି ଅଛନ୍ତି, ଯେଉଁମାନଙ୍କ ରାୟ ଐତିହାସିକ ହୋଇପାରିଛି। ଏବର ସମୟର ସେଭଳି…
Archives


