ସମ୍ପାଦକୀୟ

କଂଗ୍ରେସ ତ୍ରୁଟି ସୁଧାରୁ

ବୈକୁଣ୍ଠନାଥ ମିଶ୍ର ସ୍ବାଧୀନତା ଆନ୍ଦୋଳନ, ସ୍ବାଧୀନତା ପ୍ରାପ୍ତି ଓ ସ୍ବାଧୀନତୋତ୍ତର ଭାରତବର୍ଷରେ ଲୋକତାନ୍ତ୍ରିକ ଶାସନ ପ୍ରତିଷ୍ଠା କରିବାରେ ଜାତୀୟ କଂଗ୍ରେସର ଅବଦାନ ସର୍ବଜନବିଦିତ। ସ୍ବାଧୀନତାର ପ୍ରାକ୍‌ପ୍ରସ୍ତୁତିସ୍ବରୂପ କଂଗ୍ରେସର ସର୍ବଭାରତୀୟ ସ୍ତରରେ ଅଧ୍ୟକ୍ଷ ନିର୍ବାଚନ ଓ ସ୍ବାଧୀନ ଭାରତର ପ୍ରଧାନମନ୍ତ୍ରୀ ମନୋନୟନ କାର୍ଯ୍ୟ…

ଛତା ନୁହେଁ ଛାତ

ସଂଗ୍ରାମ କେଶରୀ ପୃଷ୍ଟି ମାଟିରୁ ଆକାଶ, ଅନ୍ତରରୁ ଅନ୍ତରୀକ୍ଷ ପୁଣି ଦରିଆରୁ ଦିଗ୍‌ବଳୟ ପର୍ଯ୍ୟନ୍ତ ବ୍ୟାପ୍ତ ଶବ୍ଦଟିଏ ବାପା। ନା କଳିହୁଏ ନା ମାପିହୁଏ ତାଙ୍କ ବ୍ୟକ୍ତିତ୍ୱକୁ। ସନ୍ତାନ ଓ ପରିବାର ପାଇଁ ସମର୍ପିତ ଜୀବନଟିଏ। ସବୁ ଝଡ଼ଝଞ୍ଜା ମଧ୍ୟରେ ଦୁନିଆର…

ଏଇ ଭାରତରେ

ଗଛ ବଞ୍ଚତ୍ଲେ ପରିବେଶ ପ୍ରଦୂଷଣମୁକ୍ତ ରହିବା ସହ ମଣିଷ ମଧ୍ୟ ସୁସ୍ଥ ରହିପାରିବ। ପରିବେଶ ପାଇଁ ଉଦ୍ଭିଦ ଅତ୍ୟନ୍ତ ଉପଯୋଗୀ। ଆସାମରେ ଥିବା ୨୦୭ ବର୍ଷର ପୁରାତନ ଏକ ବରଗଛର ସୁରକ୍ଷା ପାଇଁ ପ୍ରତିବର୍ଷ ଜନ୍ମଦିନ ପାଳନ କରୁଛନ୍ତି ଗ୍ରାମବାସୀ। ସେମାନେ…

ଡାକ୍ତରଙ୍କୁ ମାରନାହିଁ

ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଷଷ୍ଠ ଦିନରେ ପହଞ୍ଚିବା ପରେ ସେଠାରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଏପରିକି ଏହାକୁ ସମର୍ଥନ କରି ଭାରତୀୟ ଡାକ୍ତରୀ ସଂଘ (ଆଇଏମ୍‌ଏ) ୧୭ ଜୁନ୍‌ରେ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦେବା ଏବେ ଚିନ୍ତାର ବିଷୟ ହୋଇପଡ଼ିଲାଣି।…

କୋଚିଂ ସେଣ୍ଟର ଉପରେ ସରକାରଙ୍କ ଲଗାମ ରହୁ

ସୁଧୀର କୁମାର ନାୟକ ଗୁଜରାଟ ସୁରଟ ଜିଲା ଅନ୍ତର୍ଗତ ସଦର ଥାନା ଅଞ୍ଚଳରେ ଚାଲୁଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ଯେଉଁ ଅଗ୍ନିକାଣ୍ଡ ଘଟିଯାଇଛି ତାହା ଅତ୍ୟନ୍ତ ହୃଦୟବିଦାରକ। ସୁରଟର ତକ୍ଷଶୀଳା କମ୍ପ୍ଲେକ୍ସର ଚତୁର୍ଥ ମହଲାରେ ଚାଲୁଥିବା ଏହି ଘରୋଇ କୋଚିଂ…

ପାତିବା ନାହିଁ ହାତ

ଶ୍ରୀ ସନ୍ନ୍ୟାସୀ ଚାରିଆଡ଼େ ମରୁଡ଼ି। ସବୁଠି ହା ଅନ୍ନ ଚିତ୍କାର। ଗାଁଟିର ନାଁ ହେଉଛି ସିରେଇ। ସେଇଠି ଖୋଲା ହୋଇଛି ରିଲିଫ୍‌ କେନ୍ଦ୍ର। ଦାସେ ଆପଣେ ନିଜେ ଉପସ୍ଥିତ ରହି ଚୁଡା ଚାଉଳ ବାଣ୍ଟୁଛନ୍ତି। ଅନ୍ୟ ଗାଁର ଯୁବକ ବେଣୁଧର; ଏକଦା…

ଏଇ ଭାରତରେ

ଗୁଜରାଟ ଅହମଦାବଦର ମନୀଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ ତିଆରି କରିଛନ୍ତି କ୍ରିକେଟ ବ୍ୟାଟ, ବଲ୍‌ ଓ ଷ୍ଟମ୍ପ। ଜଣେ କ୍ରିକେଟ ଖେଳାଳି ହେବାକୁ ପିଲାବେଳୁ ତାଙ୍କର…

କଶ୍ମୀରରେ ଅସ୍ବାଭାବିକତା

ଆକାର ପଟେଲ ଦୁଇବର୍ଷ ପରେ ଚଳିତ ସପ୍ତାହରେ ମୁଁ ଶ୍ରୀନଗର ଯାଇଥିଲି ଏବଂ ସେଠାରେ ଅଳ୍ପ କିଛିଦିନ କଟାଇଲି। ମୁଁ ଭାବୁଛି ସେଠାରେ କ’ଣ ଚାଲିଛି ତାହା ପାଠକେ ଜାଣିବା ଦରକାର କାରଣ ତାହା ଅତ୍ୟନ୍ତ ଚିନ୍ତାଜନକ। ସେଠାକୁ ଗଲେ ହିଁ…

ସରକାରୀ ଦାନ ଓ ବିକାଶର ଅଧିକାର

ପ୍ରକାଶ ଚନ୍ଦ୍ର ଷଡ଼ଙ୍ଗୀ ଭାରତରେ ୨୦୧୯ ସାଧାରଣ ନିର୍ବାଚନର ଏକ ବିଶେଷତା ହେଉଛି ଯେ ରାଜନୈତିକ ଦଳଗୁଡ଼ିକ ସିଧାସଳଖ ସରକାରୀ ଆର୍ଥିକ ସାହାଯ୍ୟ ଦେବାର ସମ୍ଭାବନା ଉପରେ ଜୋର ଦେଇଥିଲେ। ନିର୍ବାଚନରେ ସଫଳତା ଆଣି ଦେବାରେ ଏହା ସହାୟକ ହୋଇଛି ବୋଲି…

କୂଟନୈତିକ ରାଜନେତା

ବ୍ୟକ୍ତିତ୍ୱ/ ଜିତେନ୍ଦ୍ର କୁମାର ନାୟକ କେନ୍ଦ୍ରରେ ୩୦ ମେ ୨୦୧୯ରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦ୍ୱିତୀୟ ଥର ଲାଗି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର ଗଠିତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ୫୮ ମନ୍ତ୍ରୀ ଶପଥ ନେଇଥିବା ବେଳେ ବହିର୍ବ୍ୟାପାର ମନ୍ତ୍ରଣାଳୟ…

ଏଇ ଭାରତରେ

ପ୍ରେମ ବାଧାବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପଳାଇଯାଇ ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି ଅନ୍ୟତ୍ର ବିବାହ କରିଥାନ୍ତି । ତେବେ ସେମାନଙ୍କ ସୁରକ୍ଷା ନେଇ ଅନେକ ସମୟରେ ସମସ୍ୟା ସୃଷ୍ଟି ହୋଇଥାଏ।…

ବିବାଦୀୟ ଟୁଇଟ୍‌

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଦାୟିତ୍ୱହୀନ ଭାବେ ଟୁଇଟ୍‌ କରି ଏବେ ମହାରାଷ୍ଟ୍ର ଆଇଏଏସ୍‌ ଅଫିସର ନିଧି ଚୌଧରୀଙ୍କ କ୍ୟାରିୟର ବିପଦରେ ପଡ଼ିଛି। ଏହି କାରଣରୁ ବୃହନ୍‌ମୁମ୍ବାଇ ପୌର ନିଗମର ଯୁଗ୍ମ ପୌର ଆୟୁକ୍ତ ଭାବେ ନିଯୁକ୍ତ ଥିବା ନିଧିଙ୍କୁ ଜଳଯୋଗାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri