କାହିଁ ସେଦିନର ଲୁହ
ଡ. ଛାୟାକାନ୍ତ ଷଡ଼ଙ୍ଗୀ ଓଡ଼ିଶାରେ ଫନୀର ତାଣ୍ଡବ ପରେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଖାଇବାକୁ ପାଉନାହାନ୍ତି। ଜୀବିକା ହରାଇଛନ୍ତି। ଅବଶ୍ୟ ସରକାର ଯଥାସାଧ୍ୟ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏନଡିଆର୍ଏଫ୍, ଓଡ୍ରାଫ୍, ଅଗ୍ନିଶମ ବିଭାଗ, ପୋଲିସ ବାହିନୀ ଇତ୍ୟାଦି…
ନିର୍ଯାତିତ ଶୈଶବ ଓ ସାର୍ବଜନୀନ ଶିକ୍ଷା
ସବ୍ୟସାଚୀ ଅମିତାଭ ଆମ ସମାଜରେ ଶିଶୁର ବିକାଶରେ ଶିଶୁଶ୍ରମିକ ପ୍ରଥା ଏକ ବଡ଼ ବାଧକ। ଶିଶୁ ଶ୍ରମିକ ନିଷେଧ ଆଇନ ଅନୁଯାୟୀ ୧୪ ବର୍ଷରୁ କମ୍ ସମସ୍ତ ପିଲା ଶିଶୁ ଭାବେ ପରିଗଣିତ। ଯଦି ଏହି ବୟସର କୌଣସି ପିଲା ନିଜର…
ଏଇ ଭାରତରେ
ଆସାମର ଦିସ୍ପୁରରେ ଥିବା ଅକ୍ଷର ଫୋରମ୍ ସ୍କୁଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ ପାଖାପାଖି ୧୧୦ ପିଲା ପଢୁଥିବା ବେଳେ ଏମାନେ ସ୍କୁଲ ଫି ବାବଦରେ ପ୍ଲାଷ୍ଟିକ୍ର ବର୍ଜ୍ୟବସ୍ତୁ ଦାଖଲ କରିଥାଆନ୍ତି। ପ୍ରତି ସପ୍ତାହରେ ପିଲାଙ୍କୁ ବର୍ଜ୍ୟ ପ୍ଲାଷ୍ଟିକ୍ଗୁଡିକୁ…
ସମ୍ପାଦକୀୟ/କଠୁଆ: ଦଣ୍ଡ ନୁହେଁ, କ୍ଷମା
ବହୁଚର୍ଚ୍ଚିତ କଠୁଆ ବଳାତ୍କାର ଓ ହତ୍ୟା ମାମଲାର ରାୟ ୧୦ ଜୁନ୍ ୨୦୧୯ରେ ପ୍ରକାଶ ପାଇଛି। ୭ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ଆଜୀବନ ଜେଲଦଣ୍ଡ ଦିଆଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ…
ମନ୍ତ୍ରୀ ନା ସଚିବ, କିଏ ଚଳାଉଛି ସରକାର
ସହଦେବ ସାହୁ ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ସେମାନଙ୍କ କାର୍ଯ୍ୟ ସମ୍ପାଦନ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ଦେବେ ଶୁଣି ପାଠକମାନେ ଭାବୁଥିବେ ଆମ ମୁଖ୍ୟମନ୍ତ୍ରୀ କ’ଣ ମନ୍ତ୍ରୀମାନଙ୍କୁ ପାଠ ପଢେଇବେ ନା କ’ଣ? ପାଠକମାନେ ବୋଧହୁଏ ଜାଣି ନ ଥିବେ ଯେ…
ଅନ୍ଧବିଶ୍ୱାସ ଓ ଚକରା ମଉସା
ସୁଧାକର ଦାସ ଅନ୍ଧବିଶ୍ୱାସ କ’ଣ ଏକ ପ୍ରଥା? ଏହା ସହିତ ଆମ ସାମାଜିକ ଓ ଅର୍ଥନୈତିକ ଜୀବନର କ’ଣ କିଛି ସମ୍ପର୍କ ନାହିଁ? ହତାଶା ଓ ନୈରାଶ୍ୟ ଏହାର ଅନ୍ୟତମ କାରଣ ହୋଇପାରେ। ଛୋଟିଆ କଥାଟିଏ କହୁଛି- କିଛି ଦିନ ତଳେ…
ଏଇ ଭାରତରେ
ବର୍ଷା ପାଇଁ ବେଙ୍ଗ ବାହାଘର। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ୍ୟ। ବର୍ଷାର ଦେବତା ଇନ୍ଦ୍ରଙ୍କୁ ସନ୍ତୁଷ୍ଟ କରିବାକୁ କର୍ନାଟକର ଉଡୁପି ଜିଲାରେ ବେଙ୍ଗ ବାହାଘର କରାଯାଇଛି। ଶନିବାର ଉଡୁପି ନାଗରିକ ସମିତି ଏବଂ ପଞ୍ଚରତ୍ନ ସେବା ଟ୍ରଷ୍ଟ ଦ୍ୱାରା ଏପରି…
ଖଣିରେ ମୃତ୍ୟୁ
ବେଆଇନ ଖଣି ଖନନ ଭାରତରେ ଏକ ଦୀର୍ଘସ୍ଥାୟୀ ସମସ୍ୟା ଭାବେ ରହିଆସିଛି। ଏ ନେଇ ଯେତେ ପଦକ୍ଷେପ ନିଆଗଲେ ମଧ୍ୟ ସ୍ଥାନୀୟ ପ୍ରଶାସନର ଅପାରଗତା ବେଆଇନ କାର୍ଯ୍ୟକୁ ରୋକିପାରୁ ନାହିଁ। ଏଥିସହିତ ଦେଶର ବିଭିନ୍ନ ଭାଗରେ ଏ ସଂକ୍ରାନ୍ତ ଦୁର୍ଘଟଣା ଖବର…
ଭିନ୍ନ ପ୍ରକାର ସନ୍ତ୍ରାସବାଦ
ବିପିନ ବିହାରୀ ମିଶ୍ର ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ଓ ମହାରାଷ୍ଟ୍ରରେ ବର୍ତ୍ତମାନ ପରିସ୍ଥିତିରେ ସନ୍ତ୍ରାସବାଦ ଶବ୍ଦ ଶୁଣିବା ମାତ୍ରେ ସର୍ବସାଧାରଣଙ୍କ ମନକୁ ଆସିଯାଏ ମାଓବାଦୀଙ୍କ ଉପଦ୍ରବ। ଏହି ସରକାରମାନେ ପରସ୍ପର ସହିତ ସମନ୍ବୟ ରଖି ମାଓବାଦୀଙ୍କ ସହିତ ଲଢ଼େଇ କରି…
ଭାରତର ଜୀବନରେଖା ଦକ୍ଷିଣ-ପଶ୍ଚିମ ମୌସୁମୀ
ଶାରଦା ପ୍ରସନ୍ନ ବେହେରା ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ପହଞ୍ଚତ୍ବ ଓ କମ୍ ବର୍ଷିବ ବୋଲି ପାଣିପାଗ ବିଜ୍ଞାନୀମାନେ ଭବିଷ୍ୟବାଣୀ କରିବା ପରେ ଏହି ମୌସୁମୀ ବାୟୁକୁ ନେଇ ସାଧାରଣରେ ଅନେକ ଚର୍ଚ୍ଚା ସୃଷ୍ଟି ହୋଇଛି। ଆଜକୁ ପ୍ରାୟ…
ଏଇ ଭାରତରେ
ଜଣେ ମହିଳାଙ୍କ ଦୃଢ଼ ଇଚ୍ଛାଶକ୍ତି ଏବେ ଦେଖିବାକୁ ମିଳିଛି ଆଗ୍ରାରେ। ସ୍ଥାନୀୟ କାଗାରୋଲରେ ରହୁଥିବା ପ୍ରିୟଙ୍କା ବର୍ମା ନାମକ ଜଣେ ମହିଳା ସନ୍ତାନ ଜନ୍ମଦେବାର ମାତ୍ର ୮ ଘଣ୍ଟା ପରେ ଡିଏଲ୍ଇଡି (ଡିପ୍ଲୋମା ଇନ୍ ଏଲିମେଣ୍ଟାରୀ ଏଜୁକେଶନ)ର ତୃତୀୟ ସେମିଷ୍ଟର ପରୀକ୍ଷା…
ପ୍ରେମ୍ଜୀଙ୍କ ବଦାନ୍ୟତା
ଆକାର ପଟେଲ ଧନୀ ଲୋକମାନେ ସେମାନଙ୍କ ଧନକୁ ସମାଜରେ ବାଣ୍ଟିଦେବା ଉଚିତ ଏବଂ ଧନୀ ଅବସ୍ଥାରେ ମୃତ୍ୟୁବରଣ କରିବା ଅନୁଚିତ- ଏହି ଚିନ୍ତାଧାରା ଆଣ୍ଡ୍ରୁ କାର୍ନେଗୀଙ୍କ ପାଖରୁ ଆସିଛି। ସେ ଥିଲେ ଜଣେ ଆମେରିକୀୟ ଶିଳ୍ପପତି ଏବଂ ନିଜ ହାତରେ ନିଜକୁ…
Archives


