ସମ୍ପାଦକୀୟ

ଭାରତୀୟ ପରମ୍ପରାରେ ଖାଦ୍ୟାଭ୍ୟାସ

ଅନେକ ତୀର୍ଥସ୍ଥଳକୁ ଶାକାହାର କ୍ଷେତ୍ରରେ ପରିଣତ କରାଯାଉଛି। ପ୍ରଥମେ ଜୈନ ତୀର୍ଥସ୍ଥଳୀକୁ ଏଭଳି କରାଯିବା ପରେ ଏବେ ଏହା ହିନ୍ଦୁ ତୀର୍ଥସ୍ଥଳୀରେ କରାଯାଉଛି। ଆମର ଧାରଣା ରହିଛି ଯେ, ଶାକାହାର ଖାଦ୍ୟ ଅହିଂସକ (ଏହା ପ୍ରକୃତରେ ନୁହେଁ) ଏବଂ ଅଣ୍ଡା, ମାଛ…

ବୁଦ୍ଧି ନ ଦିଶଇ ଘରକୁ

ଆଜ୍ଞା, କଥାରେ ଅଛି ”କହିଦେଉଥାଏ ପରକୁ, ବୁଦ୍ଧି ନ ଦିଶଇ ଘରକୁ !“ ଏ ଉକ୍ତିର ଅର୍ଥ ହେଲା ପର ବା ଅନ୍ୟମାନେ ଆପଣଙ୍କ କଥା ଶୁଣୁଥିବା, ବୁଝୁଥିବା ବେଳେ ଘରଲୋକମାନେ ତାହାକୁ ଠିକ୍‌ ଭାବରେ ଶୁଣନ୍ତି ନାହିଁ କି ବୁଝନ୍ତିନାହିଁ।…

ଦୁଇ ସମାନ୍ତର ସରଳରେଖା-ଚେତନା ଓ ଚାତୁର୍ଯ୍ୟ

ଯିଏ ଆମ କଥା ଗ୍ରାହ୍ୟ କରିବେ ଆମେ ତାଙ୍କ ମୁଣ୍ଡରେ ସୁନାକଳସ ଢାଳିବୁ, ଆମ ହାତୀ ଉପରେ ସେ ହିଁ ବସିବ, ଆମେ ତାଙ୍କୁ ରାଜ୍ୟପତି କରିଦେବୁ, କୁଳପତି କରିଦେବୁ, ଛତ୍ରପତି କି ଶିକ୍ଷାପତି ବନେଇ ଦେବୁ, ଯେତେ କମିଟି ଥିବ…

ସମାପ୍ତି ହେଉନାହିଁ

ଦକ୍ଷିଣ ବମ୍ବେର ବାଲାର୍ଡ ଇଷ୍ଟେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବିଲ୍ଡିଂ ଗତ ଦଶନ୍ଧିରେ ଚର୍ଚ୍ଚାର କେନ୍ଦ୍ରରେ ରହି ଆସିଛି। ଅନେକ ଗୁରୁତ୍ୱପୂର୍ଣ୍ଣ ବା ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କୁ ସମ୍ପୃକ୍ତ କରି ହୋଇଥିବା ମାମଲାଗୁଡ଼ିକର ତଦନ୍ତକୁ ନେଇ ବହୁ ସମୟରେ ଏହା ବିବାଦୀୟ…

ଏଇ ଭାରତରେ

ବର୍ଜ୍ୟରୁ ଅବିକଳ ମୂର୍ତ୍ତି ତିଆରି କରୁଛନ୍ତି ବନ୍ଦନା ଜୈନ। ବସାଇର ଏକ ଷ୍ଟୁଡିଓରେ ଅଦକାରୀ କାର୍ଡବୋର୍ଡ ବକ୍ସ ବ୍ୟବହାର କରି ସେ ଏହିସବୁ ମୂର୍ତ୍ତି ତିଆରି କରୁଛନ୍ତି । କାର୍ଡବୋର୍ଡ ବକ୍ସଗୁଡ଼ିକୁ ଥରେ ବ୍ୟବହାର କରିବା ପରେ ସେସବୁକୁ ବାହାରେ ପିଙ୍ଗି…

ନିରଙ୍କୁଶ କୈଶୋର

ଲାଳୟେତ ପଞ୍ଚବର୍ଷାଣି ଦଶବର୍ଷାଣି ତାଡୟେତ/ପ୍ରାପ୍ତେତୁ ଷୋଡ଼ଶ ବର୍ଷେ ପୁତ୍ର ମିତ୍ରବତ୍‌ ଆଚରେତ’ -ଏହି ଆପ୍ତବାକ୍ୟଟିର ପରିଭାଷା ଯୁଗୋପଯୋଗୀ। ଅନ୍ୟଥା ସାମ୍ପ୍ରତିକ ପରିସ୍ଥିତି କିପରି ଲଗାମବିହୀନ କିଶୋର ମନଟିକୁ ଯୌବନର ଉଦ୍ଦାମତ୍ତାରେ ଉଡ଼ାଇ ଉଡ଼ାଇ ଅପରାଧ ଦୁନିଆରେ ପାଦଥାପିବା ପାଇଁ ଖୋରାକ ଯୋଗାଉଛି,…

ଭାଷା ସୁରକ୍ଷାରେ ଶାସକୀୟ ପ୍ରୋତ୍ସାହନ

ଇଂରାଜୀ ଭାଷା ଭାରତରେ ଏତେ ଲୋକପ୍ରିୟ ଓ ବହୁଳ ଆଦୃତ ହେବାର ପ୍ରମୁଖ କାରଣ ମଧ୍ୟରୁ ଶାସକୀୟ ପ୍ରୋତ୍ସାହନ ସର୍ବାଗ୍ରେ ରହିବ। ଇଂରେଜମାନଙ୍କ ପୂର୍ବରୁ ବହିରାଗତ ମୁସଲମାନ ଶାସକଙ୍କ ଶାସନ କାଳରେ ଆରବୀ ଭାଷା କ୍ୱଚିତ୍‌ ଲୋକ ଜାଣିଥିଲେ। କିନ୍ତୁ ଶାସକଗଣ…

ଚତୁର ଚୋର

‘ବେଙ୍ଗ କହେ ବେଙ୍ଗୁଲୀ ଲୋ ପୃଥ୍ବୀ କ୍ଷଣ କ୍ଷଣକେ ଆନ’। ଏହି ଓଡ଼ିଆ ଆପ୍ତବାକ୍ୟର ଏବକା ସମୟରେ ପ୍ରାସଙ୍ଗିକତା ଅନୁଭବ ହେଉଛି ଜମ୍ମୁ ଓ କଶ୍ମୀର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ଭାଷଣ ଶୁଣି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ…

ଏଇ ଭାରତରେ

ଖରାଦିନେ ପୋଷାକ ଖଣ୍ଡେ ପିନ୍ଧି ନିତିଦିନିଆ କାମ କରୁଥିବେ, କିଛି ସମୟ ପରେ ଦେହରେ ଆପେଆପେ ଏସିର ଥଣ୍ଡା ପବନ ବାଜିବା ଭଳି ଅନୁଭବ ହେବ। ଏମିତି ଏକ କଥାକୁ କଳ୍ପନା ବୋଲି ଭାବୁଛନ୍ତି କି! ଆଦୌ ନୁହେଁ। ବିହାରର ଭାଗଲପୁରରେ…

ସହସ୍ର ରୂପରେ, ସହସ୍ର କ୍ଷେତ୍ରରେ ମଧୁସୂଦନ

ଉତ୍କଳଗୌରବ ମଧୁସୂଦନ ଏବଂ ଉକତ୍ଳମଣି ଗୋପବନ୍ଧୁ ଉଭୟ ଥିଲେ ସ୍ବତନ୍ତ୍ର ଉକତ୍ଳ ପ୍ରଦେଶ ଗଠନ ପାଇଁ ଉତ୍ସର୍ଗୀକୃତ ପ୍ରାଣ। ଓଡ଼ିଆ ଭାଷା ଅଞ୍ଚଳକୁ ନେଇ ଏକ ନୂତନ ଓଡ଼ିଶା ପ୍ରଦେଶ ଗଠନ ହୋଇପାରିଲେ ଓଡ଼ିଆ ଜାତି ଓ ଓଡ଼ିଆ ଭାଷାର ସର୍ବାଙ୍ଗୀନ…

ପୋକା ପନିପରିବା ଓ କୀଟନାଶକ

ପାଠକ ବନ୍ଧୁ ! ବର୍ତ୍ତମାନ ପନିପରିବାରେ ମାତ୍ରାଧିକ କୀଟନାଶକ ପ୍ରୟୋଗ ଆମ ସମସ୍ତଙ୍କ ସାସ୍ଥ୍ୟକୁ ନଷ୍ଟ କରିବାରେ ଲାଗିଛି। କୀଟନାଶକ ପ୍ରୟୋଗ ହୋଇ ନ ଥିବା ଅବା କୀଟନାଶକଶୂନ୍ୟ ପନିପରିବା ବଜାରରୁ ଚିହ୍ନି କିଣିବା ଖାଉଟିଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରୁଛି।…

ଭଡ଼ଭଡ଼

ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମ୍‌ ଅନ୍ତର୍ଗତ ବୈସରନ୍‌ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ବିଷୟକୁ ନେଇ ଭାରତରେ ତର୍ଜମା ଚାଲିଛି। ଏଥର ଅତଙ୍କବାଦୀ ଆକ୍ରମଣରେ ସାମରିକ ନୁହେଁ, ବିଶେଷକରି ବେସାମରିକ ବ୍ୟକ୍ତି ବା ୨୬ ସାଧାରଣ ପର୍ଯ୍ୟଟକଙ୍କ ଜୀବନ ଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri