ସମ୍ପାଦକୀୟ

ପୋଲିସ ପାଖରେ ରହୁନି ବିଦେଶୀଙ୍କ ତଥ୍ୟ

ଯୁଧିଷ୍ଠିର ମହାରଣା ସର୍ବଭାରତୀୟ ସ୍ତରରେ ଓଡ଼ିଶା ପୋଲିସର ଦକ୍ଷତା, ପ୍ରତିବଦ୍ଧତା, ସାଧୁତା ଓ କର୍ତ୍ତବ୍ୟନିଷ୍ଠା ଯଥେଷ୍ଟ ଆଗରେ। ଅନେକ ଘଡ଼ିସନ୍ଧି ମୁହୂର୍ତ୍ତ ଓ ପ୍ରତିକୂଳ ପରିବେଶରେ ପୋଲିସ ବିଭାଗ କାର୍ଯ୍ୟ କରିଥାଏ। ତେବେ ଜାତୀୟ ସୁରକ୍ଷା ସମ୍ବନ୍ଧିତ ବିଦେଶୀଙ୍କ ତଥ୍ୟ ପୋଲିସ…

ଏଇ ଭାରତରେ

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ। ଆଧୁନିକ ବିଜ୍ଞାନ ଯୁଗରେ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ ଲୋକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନାନା ଅବିଶ୍ୱସନୀୟ କାର୍ଯ୍ୟ କରୁଛନ୍ତି। ଛତିଶଗଡ଼ରେ ସମ୍ପ୍ରତି…

ଗୁରୁତ୍ୱ କେଉଁଠ

ଝାଡ଼ଖଣ୍ଡ ଗୁମ୍‌ଲା ଜିଲାର ଏକ ଗ୍ରାମରେ ୨୧ ଜୁଲାଇରେ ଗୁଣିଗାରେଡ଼ିି ସନ୍ଦେହରେ ୪ ଜଣଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହାର ୩ ଦିନ ପୂର୍ବରୁ ବିହାରର ସରନ୍‌ ଜିଲାରେ ଗୋରୁ ଚୋରି ସନ୍ଦେହରେ ଉତ୍ତ୍ୟକ୍ତ ଲୋକେ ୩ ଜଣଙ୍କୁ ବାଡ଼େଇ ବାଡ଼େଇ…

ଭାରତ ଓ କ୍ରିକେଟ

ଶରତ ଚନ୍ଦ୍ର ମିଶ୍ର ସିପାହି ଆନ୍ଦୋଳନ (୧୮୫୭) ସମୟକୁ ଭାରତରେ ଇଂରେଜ ଓ ଭାରତୀୟଙ୍କ ମଧ୍ୟରେ ତିକ୍ତତା ଚରମ ସୀମାରେ। ଇଷ୍ଟ ଇଣ୍ଡିଆ କମ୍ପାନୀଠାରୁ ଇଂରେଜ ସରକାର ଶାସନଭାର ଗ୍ରହଣ (୧୮୫୮) କରି ଭାରତରେ ଇଂରେଜ ମୂଲ୍ୟବୋଧଭିତ୍ତିକ ଏକ ଇଂରେଜ ସପକ୍ଷବାଦୀ…

ଓଡ଼ିଶାର ପାଲା ସଂସ୍କୃତି

ନୃସିଂହ ଚରଣ ମହାପାତ୍ର ଆମ ଉତ୍କଳ ପ୍ରଦେଶର ଯେତେପ୍ରକାର ସଂସ୍କୃତି ରହିଛି ତନ୍ମଧ୍ୟରୁ ପାଲା ଅନ୍ୟତମ। ମୋଗଲ ଶାସନ ଅମଳରୁ ସତ୍ୟନାରାୟଣ ପାଲା ବା ସତ୍ୟପୀର ପାଲା ଚଳିଆସୁଛି। ସତ୍ୟନାରାୟଣ+ପୀର= ସତ୍ୟପୀର ନାମରେ ଏହି ପାଲା ହିନ୍ଦୁ ଓ ମୁସଲମାନ ସଂସ୍କୃତିର…

ଏଇ ଭାରତରେ

୪୪ ଜଣ ସାଥୀଙ୍କୁ ଏକାଠି କଲା ଗୋଟିଏ ମେସେଜ୍‌। ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟ୍ସଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ ସାହାଯ୍ୟ କରୁଛି। ଏମିତି ଏକ ଉଦାହରଣ ସୃଷ୍ଟି…

ଭାରତର ଚନ୍ଦ୍ର ଅଭିଯାନ

ଆକାର ପଟେଲ ପଚାଶ ବର୍ଷ ତଳେ ୧୯୬୯ ମସିହା ଜୁଲାଇ ୨୪ ତାରିଖରେ ଆମେରିକାର ଆପୋଲୋ-୧୧ ମିଶନ ଚନ୍ଦ୍ରପୃଷ୍ଠରୁ ପ୍ରତ୍ୟାବର୍ତ୍ତନ କଲା। ତିନିଜଣ ମହାକାଶଚାରୀ ମାଇକେଲ କଲିନ୍ସ, ଏଡ୍‌ଓ୍ବିନ ଆଲ୍‌ଡ୍ରିନ ଓ ନୀଲ୍‌ ଆର୍ମଷ୍ଟ୍ରଙ୍ଗ ଫ୍ଲୋରିଡ଼ାରୁ ଚନ୍ଦ୍ରପୃଷ୍ଠକୁ ଯାଇ ସେଠାରୁ ପ୍ରତ୍ୟାବର୍ତ୍ତନ…

କେନ୍ଦ୍ରୀକରଣ ଶିକ୍ଷାନୀତି: ଏକ ବିଶ୍ଲେଷଣ

ପ୍ରଦୀପ୍ତ ନାୟକ ସ୍ବାଧୀନତୋତ୍ତର ଭାରତବର୍ଷରେ ଅଦ୍ୟାବଧି ଦୁଇଟି ଜାତୀୟ ଶିକ୍ଷାନୀତି ପ୍ରଣୀତ ହୋଇଛି। ଏବର ପ୍ରସ୍ତାବିତ ଶିକ୍ଷାନୀତି ହେଉଛି ତୃତୀୟ। ୧୩୦ କୋଟି ଅଧିବାସୀଙ୍କର ଏହି ବିଶାଳ ଦେଶରେ ବହୁ ଭାଷା ଉପଭାଷା, ବହୁ ଧର୍ମ, ବହୁ ଜାତି, ଭିନ୍ନ ଭିନ୍ନ…

ଆଇନଜ୍ଞ ରାଜ୍ୟପାଳ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ରାଷ୍ଟ୍ରପତି ଭବନ ପକ୍ଷରୁ ଜୁଲାଇ ୨୦ରେ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ନାଗାଲାଣ୍ଡ ଏବଂ ତ୍ରିପୁରାରେ ରାଜ୍ୟପାଳଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ସୁପ୍ରିମକୋର୍ଟ ଆଇନଜୀବୀ ତଥା ଭାଜପା…

ଏଇ ଭାରତରେ

ଏକ ପରିବାର ଅଦାଲତ ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ରାୟ ଦେବା ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଥିଲେ। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ର ରାୟପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ଥାନୀୟ ପାମ୍‌ଗଡ ଥାନା…

ହ୍ବିଶିଲ୍‌ବ୍ଲୋୟରଙ୍କୁ ସମର୍ଥନ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଭାରତୀୟ ବନସେବା ଅଧିକାରୀ ତଥା ହ୍ବିଶିଲ୍‌ବ୍ଲୋୟର (ଦୁର୍ନୀତିଧରାଳି) ସଞ୍ଜୀବ ଚତୁର୍ବେଦୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। କେନ୍ଦ୍ରମନ୍ତ୍ରୀମାନଙ୍କ ବିରୋଧରେ କରାଯାଇଥିବା ଦୁର୍ନୀତି ଅଭିଯୋଗଗୁଡ଼ିକର ପୂର୍ଣ୍ଣାଙ୍ଗ ବିବରଣୀ ଦେବାକୁ ସେ କରିଥିବା ଆର୍‌ଟିଆଇ ଆବେଦନ ଉପରେ କେନ୍ଦ୍ରୀୟ ସୂଚନା…

ବିଦ୍ୟୁତ୍‌ଚାଳିତ ଗାଡ଼ି-ଆବଶ୍ୟକତା ଓ ସମସ୍ୟା

ଇଂ. ମାୟାଧର ସ୍ବାଇଁ ପୃଥିବୀର ପ୍ରାୟ ପ୍ରତ୍ୟେକ ଦେଶରେ ବାୟୁ ପ୍ରଦୂଷଣ ହେଉଛି ଗୋଟିଏ ମୁଖ୍ୟ ସମସ୍ୟା। ବିଶେଷକରି ସହରାଞ୍ଚଳରେ ଏହା ଅତି ସାଂଘାତିକ ହେଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ ପୃଥିବୀରେ ୨୦୧୮ ମସିହାରେ ବାୟୁ ପ୍ରଦୂଷଣ ଯୋଗୁ ୮.୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri