ଏଇ ଭାରତରେ
ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ଏଠାରେ ବିଭିନ୍ନ ଜାତି ଓ ଧର୍ମର ଲୋକେ ବାସ କରନ୍ତି। ପ୍ରତ୍ୟେକ ଧର୍ମର ରୀତିନୀତି, ଚାଲିଚଳନ ଓ ସଂସ୍କୃତି ଭିନ୍ନ ଭିନ୍ନ। କୌଣସି ପ୍ରସଙ୍ଗକୁ ନେଇ ବେଳେବେଳେ ବିଭିନ୍ନ ଧର୍ମ ଓ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା…
ମାଛିଙ୍କ ଶୂକଦ୍ୱାରା ଘାଆ ଚିକିତ୍ସା
ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଦିନକୁ ଦିନ ଅଧିକରୁ ଅଧିକ ଲୋକ ଆଣ୍ଟିବାୟୋଟିକ୍ସ-ପ୍ରତିରୋଧୀ ହୋଇଉଠୁଛନ୍ତି। ଅର୍ଥାତ୍ ସେମାନଙ୍କ ଦେହରେ ଆଣ୍ଟିବାୟୋଟିକ୍ସ କାମ କରୁନାହିଁ। ସାମାନ୍ୟ ଘାଆ ଭଲ ନ ହୋଇ ଧୀରେ ଧୀରେ ପୁରୁଣା ଓ ବଡ଼ ହୋଇ ସେମାନଙ୍କର ବଞ୍ଚିବା…
ବ୍ୟକ୍ତିକୈନ୍ଦ୍ରିକ ନିର୍ବାଚନ
ବିଚିତ୍ର ବିଶ୍ୱାଳ ନିର୍ବାଚନ ଆମ ଗଣତନ୍ତ୍ରର ମହାପର୍ବ। ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ନିରପେକ୍ଷ କରିବା ପାଇଁ ଆମ ଦେଶର ନିର୍ବାଚନ କମିଶନଙ୍କ ତରଫରୁ ଗତ ଦଶବର୍ଷ ମଧ୍ୟରେ ନିର୍ବାଚନ ପରିଚାଳନାରେ ଅନେକ ସଂସ୍କାର ଅଣାଯାଇଛି। ବାଲଟ ପେପର ବଦଳରେ ଭୋଟିଂ…
ସଙ୍କଟରେ ପଞ୍ଚଭୂତ
ଅଭିମନ୍ୟୁ ଧଳ ଯାହା କେବେ ମରେ ନାହିଁ, ସେ ଅମୃତ। ଅର୍ଥାତ୍ ଅମୃତ କୌଣସି ପରିସ୍ଥିତିରେ ଜୀବନୀଶକ୍ତି ହରାଏ ନାହିଁ। ମାଟି, ପାଣି, ପବନ, ଉତ୍ତାପ, ଖାଦ୍ୟ ଆଦି ଅମୃତ। ଏହାଙ୍କ ଦ୍ୱାରା ଭୂପୃଷ୍ଠରେ ଜୀବଜନ୍ତୁ, ବୃକ୍ଷଲତା, କୀଟପତଙ୍ଗ ଆଦି ବଞ୍ଚିପାରନ୍ତି।…
ଏଇ ଭାରତରେ
କେତେକ ବ୍ୟକ୍ତି ନିଜର ସ୍ବାସ୍ଥ୍ୟକୁ ଜଳାଞ୍ଜଳି ଦେଇ ଅର୍ଥ ରୋଜଗାର କରିଥାଆନ୍ତି। ଏଭଳି ଏକ ଘଟଣା ମହାରାଷ୍ଟ୍ରର ବିଡ୍ ଜିଲାରେ ଦେଖିବାକୁ ମିଳୁଛି। ଅଧିକ ଅର୍ଥ ଉପାର୍ଜନ ଆଶାରେ ଗରିବ ମହିଳା ନିଜ ଇଚ୍ଛାରେ ଅପରେଶନ୍ ଦ୍ୱାରା ଗର୍ଭାଶୟ ବାହାର କରୁଛନ୍ତି।…
ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା
ଭାରତୀୟ ନ୍ୟାୟପାଳିକାର ସର୍ବୋଚ୍ଚ ଆସନ ଉପରେ ପୁନର୍ବାର କଳାବାଦଲ ଘୋଟିଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି(ସିଜେଆଇ) ରଞ୍ଜନ ଗୋଗୋଇଙ୍କ ସମେତ ବରିଷ୍ଠ ବିଚାରପତି ଜଷ୍ଟିସ୍ ଚେଲାମେଶ୍ୱର, ମଦନ ବି ଲକୁର ଏବଂ କୁରିୟନ ଯୋଶେଫ୍ ତତ୍କାଳୀନ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ…
ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା
ତତ୍ତ୍ୱ ଓ ତର୍କ/ ବିମଳ ପ୍ରସାଦ ପାଣ୍ଡିଆ ଲୋକଙ୍କଠାରୁ ତଥ୍ୟ ଲୁଚାଇବାରେ ସରକାରୀ ବିଭାଗଗୁଡ଼ିକ ମଧ୍ୟରେ କେନ୍ଦ୍ର ସରକାରଙ୍କ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ବୋଧହୁଏ ସବୁଠୁ ଆଗରେ। ପୂର୍ବ ସରକାର ସମୟରେ ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା…
କିଏ ଏଇ ମା’
ସୁଧିରାଜ ରାଉତ ବର୍ଷା ମାସ। ଇନ୍ଦ୍ରାବତୀ ଜଳଭଣ୍ଡାର ସାମର୍ଥ୍ୟଠାରୁ ଅଧିକ ଜଳରେ ପୂର୍ଣ୍ଣହୋଇ ମନେହେଉଥିଲା ସତେ ଅବା ଏକ ମାଟିଆ ସମୁଦ୍ର। କୂଳରେ ବନ୍ଧା ହୋଇଥିବା ଡଙ୍ଗାକୁ ଫିଟାଇଦେଇ ବନ୍ଧୁଙ୍କୁ କହିଲି ଭଲ ଫଟୋ ନେବାକୁ। ବନ୍ଧୁ ଫଟୋ ଉଠାଉଥାଏ କିନ୍ତୁ…
ଏଇ ଭାରତରେ
ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଜଣେ ବ୍ୟକ୍ତି ମତଦାନ କରି ଲୋକ ପ୍ରତିନିଧି ବାଛିବା ହେଉଛି ମୌଳିକ ଅଧିକାର। ଏହାକୁ ଆଦୌ ଅଣଦେଖା କରିବା ଉଚିତ ନୁହେଁ। କିନ୍ତୁ କେତେକ ନାଗରିକ ଭୋଟଦାନରୁ ବିରତ ରହିବାକୁ ପସନ୍ଦ କରିଥାଆନ୍ତି। ସେଥିପାଇଁ ଭୋଟଦାନ ହାର…
ସମ୍ପାଦକୀୟ/ଦୀପାବଳି କି ଇଦ୍ ନୁହେଁ
ରାଜସ୍ଥାନ ବାର୍ମେର ଜିଲାର ଏକ ନିର୍ବାଚନ ସଭାରେ ଏପ୍ରିଲ ୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରି ଭୋଟ ମାଗିଛନ୍ତିି। ସେ କହିଛନ୍ତି, ଦିନେ ଛାଡ଼ି ଦିନେ ପାକିସ୍ତାନ ବାରମ୍ବାର କହିଆସୁଛି ଯେ, ତା’ ପାଖରେ ପରମାଣୁ ବୋମା ରହିଛି।…
ଲୋକପ୍ରତିନିଧି କାହାନ୍ତି
ସହଦେବ ସାହୁ ବିଲାତକୁ ଗଣତନ୍ତ୍ରର ଜନନୀ କୁହାଯାଏ, କିନ୍ତୁ ତାହାର ଲିଖିତ ସମ୍ବିଧାନ ନାହିଁ, କନ୍ଭେନ୍ସନ୍ ବା ପରମ୍ପରା ସମ୍ବିଧାନର କାମ କରୁଛି: ରାଜା ବା ରାଣୀ ବଂଶାନୁକ୍ରମେ ରାଷ୍ଟ୍ରମୁଖ୍ୟ ହେଉଥିବାରୁ ବିଲାତ ରିପବ୍ଲିକ୍ ବା ସାଧାରଣତନ୍ତ୍ର ନୁହେଁ। ଆମ ସମ୍ବିଧାନ-ପ୍ରଣେତାମାନେ…
ସବୁଥିରେ ପଲିଟିକ୍ସ
ସବ୍ୟସାଚୀ ଅମିତାଭ ଗଣତନ୍ତ୍ର କ୍ଷମତା ଦେଇଛି। ନିଜେ ନିଜର ଶାସନ କରିବାର କଳା ଲୋକଙ୍କୁ ଶିଖାଇଛି। ହେଲେ ବର୍ତ୍ତମାନ ସମୟର ରାଜନୀତି ଗଣତନ୍ତ୍ରକୁ ଧୀରେ ଧୀରେ କବଳିତ କରିସାରିଲାଣି। ସବୁ କଥାରେ ରାଜନୀତି। ଚାଷୀ ମଲେ ରାଜନୀତି, ପୀଡିତା ଆତ୍ମହତ୍ୟା କଲେ…
Archives


