ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ
ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ ପୁଣି ସୃଷ୍ଟିର ସବୁଠାରୁ ମହାନ୍ ସୃଜନ ମଣିଷ ସମ୍ପର୍କରେ ମଣିଷର କୌତୂହଳ ପ୍ରତୁଳ। ବିବର୍ତ୍ତନରେ…
ଚାପର ପରୀକ୍ଷା
ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା ଅଭିଜ୍ଞ କୂଟନୀତିଜ୍ଞଙ୍କ ଯୋଗୁ ଅନେକ ବର୍ଷ ଧରି ଏହି ସମ୍ପର୍କ ରହିଆସିଥିଲା ା ଏବେ…
ପାଣି ଚୋରି
ପାଣିର ଅନ୍ୟ ନାମ ଜଳ। ଜଳ ବିନା ବଞ୍ଚିବା ଅସମ୍ଭବ। ପୃଥିବୀରେ ୩ ଭାଗ ଜଳ ଥିବାବେଳେ ୧ ଭାଗ ସ୍ଥଳ ରହିଛି। ତେବେ ଅନେକ ସମୟରେ ଜଳ ସଂକଟ ଦେଖାଯାଉଛି। କେତେକ ସ୍ଥାନରେ ଜଳର ଅଭାବ ଯୋଗଁୁ ଜୀବଜଗତ ବଞ୍ଚିରହିବା…
ନାଁ ବଦଳେଇବାର ଖେଳ
ସପ୍ତମ ଶ୍ରେଣୀରେ ପଢ଼ୁଥିବା ସମୟରେ ଆମ ସାର୍ ଥରେ କଳାପଟାରେ ଦୁଇଟା ସମାନ ଲମ୍ବର ଗାର ଟାଣି ପଚାରିଲେ, କୌଣସି ବି ଗାରକୁ ନ ଲିଭେଇ ଏଥିରୁ ଗୋଟିଏ ଗାରକୁ ଛୋଟ କିପରି କରିବ। ଆମ ମୁଣ୍ଡକୁ ହଠାତ୍ କିଛି ସମାଧାନ…
ଅଭିନବତ୍ୱ ଲାଭଦାୟକ
ସାରା ବିଶ୍ୱରେ ମହିଳାମାନେ ବାର୍ଷିକ ପ୍ରାୟ ୩୨ ଟ୍ରିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ ପରିଚାଳନା ଏବଂ ଆଗାମୀ ୫ ବର୍ଷ ମଧ୍ୟରେ ସେମାନେ ଇଚ୍ଛାନୁମୋଦିତ ଖର୍ଚ୍ଚର ୭୫ ପ୍ରତିଶତ ନିୟନ୍ତ୍ରଣ କରିପାରିବେ ବୋଲି ଆକଳନ କରାଯାଉଛି। ତଥାପି ପ୍ରାୟ ପ୍ରତ୍ୟେକ ଶିଳ୍ପ…
ଏଇ ଭାରତରେ
ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି ବର୍ଜ୍ୟ ରିସାଇକେଲିଂ କରିସାରିଲେଣି। ଦିଲ୍ଲୀରେ ଲୋକେ ପୋଡ଼ି ଦେଉଥିବା ବର୍ଜ୍ୟ ବାୟୁ ପ୍ରଦୂଷଣ କରୁଥିବା…
ବିଶ୍ୱ ଓ ବର୍ଷାନ୍ତର
ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା ସତ୍ତ୍ୱେ ପରିବର୍ତ୍ତର ସନ୍ଧିକ୍ଷଣ ପ୍ରାଣରେ ଭରିଦିଏ ଏକ ଉଲ୍ଲାସମୟ ଶିହରଣ। କାରଣ ଜୀବନର ପ୍ରାୟତଃ…
ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ
ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର ପ୍ରଜା ବୋଲି ଗଣିଥାଏ। ଏଭଳି ଆକ୍ରମଣ ଦେଶର ଅର୍ଥନୈତିକ ତଥା ରାଜନୈତିକ ବ୍ୟବସ୍ଥାକୁ ନିୟନ୍ତ୍ରଣକରି…
ଅବକ୍ଷୟମୁଖୀ ଜାତୀୟ ଚରିତ୍ର
ଯଦି ଆମେ ଜାତୀୟ ଚରିତ୍ର ଉପରେ ଆଲୋକପାତ କରିବା ତେବେ ଆମର ଦୃଶ୍ୟପଟରେ ସ୍ବାଧୀନତା ପୂର୍ବର ସ୍ବାଧୀନତା ସଂଗ୍ରାମୀଙ୍କ ଚରିତ୍ର, ମୌଳିକ ଆଦର୍ଶ, ତ୍ୟାଗ, ତିତିକ୍ଷା, ସ୍ବାବଲମ୍ବନଶୀଳତା ଓ ନୈତିକ ମୂଲ୍ୟବୋଧର ପ୍ରତିଷ୍ଠା ସ୍ବତସ୍ଫୂର୍ତ୍ତ ଭାବରେ ହୃଦୟରେ ଜାଗିଉଠେ। ସ୍ବାଧୀନତା ସଂଗ୍ରାମରେ…
୨୦୨୫-ସଂସ୍କାରର ବର୍ଷ
ଭାରତ ବିଶ୍ୱ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଆମ ଲୋକଙ୍କର ଅଭିନବ ଚିନ୍ତାଧାରା କାରଣରୁ ଏହା ସମ୍ଭବ ହୋଇପାରିଛି। ଆଜି ଦୁନିଆ ଭାରତକୁ ଆଶା ଓ ଭରସାପୂର୍ଣ୍ଣ ଦୃଷ୍ଟିରେ ଦେଖୁଛି। ପରବର୍ତ୍ତୀ ପିଢ଼ିର ସଂସ୍କାରକୁ ନେଇ ଭାରତର ଦ୍ରୁତ ପ୍ରଗତିକୁ ସାରା…
ରଙ୍ଗ ବଦଳୁଛି
ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର ବଡ଼ କ୍ଷତି ହେଉଥିଲେ ମଧ୍ୟ ଅନେକେ ସେଥିପ୍ରତି ଧ୍ୟାନ ଦେଇ ନ ଥାଆନ୍ତି। ଯେତେବେଳେ…
ଏଇ ଭାରତରେ
ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି ଏହି ପରିବାର ସମ୍ପୂର୍ଣ୍ଣ ମାଗଣାରେ ମହିଳାମାନଙ୍କୁ ସିଲେଇ, କମ୍ପ୍ୟୁଟର ଆଦି ଶିକ୍ଷା ଦେଉଛନ୍ତି। ଶ୍ରୀବବୁଲ…
Archives


