ସମ୍ପାଦକୀୟ

ବିକାଶ ଯାତ୍ରାର ଭିନ୍ନ ଦିଗ

ବୈଭବଶାଳୀ ଭାରତ ଗଠନ ହେଉଛି ପ୍ରତ୍ୟେକ ଦେଶପ୍ରେମୀଙ୍କ ଏକ ବହୁପୋଷିତ ଅଭିଳାଷ। ତେଣୁ ବିକଶିତ ଭାରତ ଗଠନ ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ବହୁ ଦୂରଦର୍ଶୀ ଯୋଜନା ପ୍ରଣୟନ କରୁଥିବାର ଜଣାଯାଏ। ଓଡ଼ିଶା ମଧ୍ୟ ବିକଶିତ ଭାରତ ଗଠନରେ ସହଭାଗୀ ହେବାକୁ…

ସ୍ବାୟତ୍ତତା ପ୍ରାପ୍ତି

ଭାରତର ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସେସ୍‌ (ସିଏପିଏଫଏସ୍‌୍‌) ବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳର ଅଧିକାରୀମାନେ ଅନେକ ବର୍ଷ ଧରି ଗୁରୁତ୍ୱପୂର୍ଣ୍ଣ ପଦବୀ ନ ପାଇ ଅସନ୍ତୁଷ୍ଟ ରହିଛନ୍ତି। ସିଆର୍‌ପିଏଫ୍‌, ବିଏସ୍‌ଏଫ୍‌, ସିଆଇଏସ୍‌ଏଫ୍‌ ଏବଂ ଅନ୍ୟ ସବୁ ଫୋର୍ସର ଶୀର୍ଷ ପଦବୀଗୁଡ଼ିକରେ…

ଏଇ ଭାରତରେ

ରଶ୍ମି ଦୁର୍ବେଙ୍କ ପ୍ରାରମ୍ଭିକ ବିବାହିତ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ରହିଥିଲା। ତାହାକୁ ମୁକାବିଲା କରି ଏହି ମହିଳାଜଣକ ଏବେ କୃଷିରେ ସଫଳତା ପାଇବା ସହ ୨୦୦୦ କୃଷକଙ୍କୁ ମାର୍ଗଦର୍ଶନ କରୁଛନ୍ତି। ମଧ୍ୟପ୍ରଦେଶର ସେନଗୁଡା ଗାଁରେ ରହୁଛନ୍ତି ରଶ୍ମି। ୧୮ ବର୍ଷ ବୟସରେ…

ଦେବତ୍ୱର ସନ୍ଧାନ

ପୃଥିବୀରେ ଯେତେ ପ୍ରାଣୀ ଅଛନ୍ତି ସବୁଠାରୁ ଅସହାୟ, ଅସନ୍ତୁଷ୍ଟ ଓ ବିଷାଦଗ୍ରସ୍ତ ପ୍ରାଣୀ ହେଉଛି ମଣିଷ, ଯିଏ ନିଜେ ପାଇଥିବା ସମସ୍ତ ଐଶ୍ୱର୍ଯ୍ୟରେ ଖୁସି ନ ହୋଇ ଆହୁରି କିଛି ପାଇବା ପାଇଁ ଲାଳାୟିତ ହୁଏ। ସେହି ମଣିଷ ନିଜର ଆରାମପ୍ରଦ…

‘ବନ୍ଦେ ମାତରମ୍‌’: ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରଥମ ଉଦ୍‌ଘୋଷଣା

ଆମ ଦେଶର ଇତିହାସରେ ବେଳେବେଳେ ଏଭଳି କିଛି ବିଶେଷ ଅବସର ଆସିଛି, ଯେତେବେଳେ ଗୀତ ଏବଂ କଳାତ୍ମକ କାର୍ଯ୍ୟ ଭିନ୍ନ ଭିନ୍ନ ରୂପେ ଲୋକମାନଙ୍କ ଭାବନାକୁ ପ୍ରଭାବିତ କରି ଆନ୍ଦୋଳନର ସ୍ବରୂପ ପ୍ରଦାନ କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ତାହା…

ଟ୍ରମ୍ପ୍‌ଙ୍କ ଶାସନ

ଜନ୍ମଗତ ଅଧିକାର ଓ ଆଶୀର୍ବାଦକୁ ନେଇ ରାଜାମାନେ ଶାସନ କରିଥାଆନ୍ତି। ସେମାନେ ମଧ୍ୟ ଭୟ ପ୍ରଦର୍ଶନ କରି ଶାସନ କରନ୍ତି। ଚଳିତ ମାସରେ ଅନେକ ଲକ୍ଷ ଆନ୍ଦୋଳନକାରୀ ଯେତେବେଳେ ରାଜରାସ୍ତାକୁ ଆସି ‘ନୋ କିଙ୍ଗ୍‌ସ ବା କେହି ରାଜା ନୁହନ୍ତି’ ବୋଲି…

ଏଇ ଭାରତରେ

ଇଚ୍ଛାଶକ୍ତି ଆଗରେ ବୟସ ହାର୍‌ ମାନେ- ଏହା ପ୍ରମାଣ କରିଛନ୍ତି କେରଳର ମହିଳା ଚାଳକ ମଣି ଅମ୍ମା। ତାଙ୍କ ବୟସ ୭୪ ଛୁଇଁଲାଣି, ହେଲେ ସେ ନିର୍ଭୀକ ଭାବେ ଭାରିଯାନ ଚଳାଉଛନ୍ତି। ଟ୍ରକ୍‌, ବସ୍‌, କ୍ରେନ୍‌ଠାରୁ ଆରମ୍ଭକରି ବିଭିନ୍ନ ଭାରିଯାନ ଚଳାଇ…

କ୍ୱାଣ୍ଟମ୍‌ ପ୍ରଭାବ

ର୍ମାନ୍‌ ଭାଷାରେ ପ୍ରକାଶିତ ଜର୍ନାଲ ଜ୍ୟାତ୍‌ଶ୍ରିଫ୍ଟ ଫ୍ରୋର୍‌ ଫିଜିକ୍‌ରେ ବିଶ୍ୱବିଖ୍ୟାତ ପଦାର୍ଥ ବିଜ୍ଞାନୀ ୱେରନର ହାଇଜୁନ୍‌ବର୍ଗ ୧୯୨୫ ଡିସେମ୍ବର ସଂସ୍କରଣରେ ଗୋଟିଏ ଯୁଗାନ୍ତକାରୀ ଗବେଷଣାତ୍ମକ ନିବନ୍ଧ ପ୍ରକାଶ କରିଥିଲେ। ଏହି ଆଲେଖ୍ୟ କ୍ୱାଣ୍ଟମର ତତ୍ତ୍ୱକୁ କ୍ୱାଣ୍ଟମ ମେକାନିକ୍ସଙ୍କୁ ରୂପାନ୍ତରିତ କରିଥିଲା। ଦୃଶ୍ୟମାନ…

ପୁସ୍ତକର ଚାହିଦା

ଏବେ ସହଜରେ ମୋବାଇଲରେ ବହୁତ କିଛି ମିଳିଯାଉଛି। ବହି ଅଲୋ ନେଟ୍‌ରେ କେତେକେତେ ବହିର ପସରା! ଗପ ହେଉ କି ପ୍ରବନ୍ଧ କିମ୍ବା କବିତା ହେଉ କି ସମ୍ବାଦ ହାତପାହାନ୍ତାରେ। ଇଣ୍ଟରନେଟ୍‌ ଥିଲେ ଟିପ ଅଗରେ। ଫଳରେ ବହିର ପୃଷ୍ଠା ଲେଉଟେଇବାର…

ଯୁଦ୍ଧ ପ୍ରଚ୍ଛଦରେ ମନ୍ଦିର

କାମ୍ବୋଡ଼ିଆ ଓ ଥାଇଲାଣ୍ଡ ଦୁଇଟି ବୌଦ୍ଧ ଧର୍ମାବଲମ୍ବୀ ଦେଶ। ନିକଟରେ ଏହି ଦୁଇ ଦେଶର ସୀମା ପାଖରେ ଥିବା ଏକ ହିନ୍ଦୁ ମନ୍ଦିରକୁ କେନ୍ଦ୍ର କରି ଉଭୟ ଦେଶ ମଧ୍ୟରେ ଯୁଦ୍ଧ ହୋଇଥିଲା। ଏହି ମନ୍ଦିର ପ୍ରିହ ବିହିୟର ଭାବେ ଜଣାଶୁଣା।…

ମହୋତ୍ସବ ମାହାମତ୍‌ୟ

ଉତ୍ସବ ଲୋକଙ୍କ ମନରେ ନୂଆ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି କରିଥାଏ। ମହତ୍‌ ବା ମହାନ୍‌, ବୃହତ୍‌ ବା ଉତ୍କୃଷ୍ଟ ଉତ୍ସବକୁ ମହୋତ୍ସବ କୁହାଯାଏ। ଏହା କଳା- ସାହିତ୍ୟ- ସଂସ୍କୃତିର ମିଳନ ସ୍ଥଳ। ଓଡ଼ିଶାର ବିଭିନ୍ନ ସ୍ଥାନରେ ଏପରିକି ବ୍ଲକରୁ ଆରମ୍ଭ…

ଅତୀତର ସ୍ମୃତି-ଭବିଷ୍ୟତର ନକ୍ସା

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଖାଲି ସନାତନୀ ଧର୍ମ ବିଶ୍ୱାସର ଏକ ପ୍ରମୁଖ ଦିବସଟିଏ ନୁହେଁ। ମହାନ୍‌ ଓଡ଼ିଆ ସଭ୍ୟତା, ସଂସ୍କୃତି ତଥା ଆର୍ଥିକ ପ୍ରଗତିର ମୂକସାକ୍ଷୀ ଭଳି ଦିନଟିଏ। ଆଜି ଦିନ ଅତୀତର ସ୍ମୃତିକୁ ତାଜା କରୁଛି। ବଡ଼ି ଭୋରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri