ସମ୍ପାଦକୀୟ

କ୍ଷମାର ମହତ୍ତ୍ୱ

ହରିଶ୍ଚନ୍ଦ୍ର ଅରିଶଲ୍ୟ ଶୁଭ ଶୁକ୍ରବାର ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ସର୍ବଶ୍ରେଷ୍ଠ ବଳିଦାନ, କ୍ଷମା ଓ ତ୍ୟାଗର ଜୀବନକୁ ମନେପକାଇଦିଏ। ୨୦୦୦ରୁ ଅଧିକ ବର୍ଷ ତଳେ ମିଥ୍ୟା ଓ କପୋଳକଳ୍ପିତ ଷଡ଼ଯନ୍ତ୍ରର ଶିକାର ହୋଇ ପ୍ରଭୁ ଯିଶୁ କ୍ରୂଶବିଦ୍ଧ ହୋଇ ମୃତ୍ୟୁବରଣ କରିଥିଲେ। ଶାରୀରିକ…

ଏଇ ଭାରତରେ

ବର୍ତ୍ତମାନ ନିର୍ବାଚନ ଋତୁ ଜାରି ରହିଛି। ଭାରତ ଭଳି ଏକ ବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ରରେ ଭୋଟଦେଇ ନିଜ ମନ ପସନ୍ଦର ପ୍ରତିନିଧି ବାଛିବା ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ତ୍ତବ୍ୟ। କିନ୍ତୁ ଅନେକ ସ୍ଥଳରେ ଦେଖାଯାଉଛି କେତେକ ବ୍ୟକ୍ତି ବିଭିନ୍ନ ଆଳ ଦେଖାଇ ଭୋଟଦାନରୁ…

କୀଟପତଙ୍ଗରୁ ଔଷଧ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପ୍ରକୃତିରେ କୌଣସି କ୍ଷତିକାରକ କୀଟପତଙ୍ଗ (ପେଷ୍ଟ) ବା ଅବାଞ୍ଛିତ ଘାସ (ଓ୍ବିଡ୍‌) ନାହିଁ। କିନ୍ତୁ ମଣିଷ ନିଜ ପାଇଁ ଖାଦ୍ୟ ଉତ୍ପାଦନ କଲାବେଳେ କିମ୍ବା ପ୍ରାଣୀଙ୍କ ନିବାସସ୍ଥାନ ଧ୍ୱଂସ କରି ଗୃହନିର୍ମାଣ କଲାବେଳେ କିଛି ପ୍ରାଣୀ…

ନିର୍ବାଚନର ଦୁଃଖ

ଡ. ସୁବାସ ଚନ୍ଦ୍ର ପାତ୍ର କେଉଁ ଦେଶ ପାଇଁ ନଦୀ, ପାହାଡ଼, ପର୍ବତ, ମରୁଭୂମି ହୁଏ ତ ଦୁଃଖ ହୋଇପାରେ କିନ୍ତୁ ଭାରତ ଭଳି ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ନିର୍ବାଚନ ଏକ ଦୁଃଖ, ଏକ ଲାଞ୍ଛନା। ସବୁଠୁ ବେଶୀ ଦୁଃଖ ଭୋଗନ୍ତି…

ପାପପୁଣ୍ୟର ଦ୍ୱନ୍ଦ୍ୱ

ରମେଶ ଚନ୍ଦ୍ର ସାମଲ କଥାରେ ଅଛି-ଲାଉ ଲଗେଇଲେ ଚଣା ଫଳେନା କିମ୍ବା ଚଣା ଲଗେଇଲେ ଲାଉ ଫଳେନା। କର୍ମ ନେଇ ଫଳ। ଆଜି କରିଥିବା କର୍ମର ଫଳ ଆଜି, କାଲି, ଏହି ଜନ୍ମରେ କିମ୍ବା ପରଜନ୍ମରେ, ନ ହେଲେ କେତେ ଜନ୍ମ…

ଏଇ ଭାରତରେ

କେତେକ ବ୍ୟକ୍ତି ବିଶ୍ୱର କଲ୍ୟାଣସାଧନ ଲାଗି ଅକ୍ଳାନ୍ତ ପରିଶ୍ରମ ଓ ଅନେକ କଷ୍ଟ ସ୍ବୀକାର କରନ୍ତି। ଏପରି ଜଣେ ବିରଳ ବ୍ୟକ୍ତିତ୍ୱ ହେଉଛନ୍ତି ପ୍ୟାରେଲାଲ୍‌। ସେ ବିଶ୍ୱକଲ୍ୟାଣ ପାଇଁ ବଦ୍ରିନାଥ ପର୍ଯ୍ୟନ୍ତ ଦଣ୍ଡବତ ଯାତ୍ରା କରୁଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ବାସିନ୍ଦା…

ସମ୍ପାଦକୀୟ/ସବୁଆଡ଼େ କ୍ଷତି

୧୯୯୧ରେ ଭାରତୀୟ ଅର୍ଥନୀତିରେ ବିରାଟ ପରିବର୍ତ୍ତନ ଆସିଥିଲା। ଉଦାରୀକରଣ ନୀତି ଅବଲମ୍ବନ କରାଯିବା ପରେ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆସିବା ସହ ଘରୋଇ କ୍ଷେତ୍ର ବ୍ୟାପକ ହୋଇଥିଲା। ଭାରତରେ ପୁଞ୍ଜିନିବେଶ ପାଇଁ ବିଦେଶୀଙ୍କୁ ଅନୁମତି ଦିଆଯାଇଥିଲା। ମୁକ୍ତ ଅର୍ଥନୀତି ଯୋଗୁ ସରକାରୀ…

ନିର୍ବାଚନ ଓ ଦେଶଭାବନା

ଡ. ଶରତଚନ୍ଦ୍ର ରଥ କିଛି ଲୋକ ଅଛନ୍ତି ଯାହାଙ୍କର କେବଳ ନୋଟ ପାଇଁ ଚିନ୍ତା। ଶୟନେ ସ୍ବପନେ ଜାଗରଣେ କେବଳ ସେଇ ନୋଟ କଥା ହିଁ ଭାବୁଥାଆନ୍ତି। ଭୋଟ ବେଳ ଆସିଗଲେ ନୋଟ ଚିନ୍ତାଟା ଟିକିଏ ଦାନା ବାନ୍ଧିଲାପରି ଲାଗେ। ସେମାନେ…

ଜୈନ ଦର୍ଶନ ଓ କର୍ମବାଦ

ଡ. ଭାଗ୍ୟଲିପି ମଲ୍ଲ ବସନ୍ତର ମହୋତ୍ସବ। ଚତୁର୍ଦ୍ଦିଗରେ ବର୍ଣ୍ଣିଳ ସମାବେଶ। ପ୍ରକୃତିର ଅଙ୍ଗେ ଅଙ୍ଗେ ନବ ଉନ୍ମାଦନାର ଶିହରଣ। ଏହିଭଳି ଏକ କମନୀୟ ସକାଳରେ ପୃଥିବୀ ପୃଷ୍ଠରେ ଅବତୀର୍ଣ୍ଣ ହେଲେ ଭଗବାନ ମହାବୀର। ବୈଶାଳୀ ରାଜକନ୍ୟା ତ୍ରିଶଳା ଏବଂ ରାଜା ସିଦ୍ଧାର୍ଥଙ୍କର…

ଏଇ ଭାରତରେ

ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଅଭ୍ୟାସ ରହିଥାଏ। କେତେକ ଲୋକଙ୍କର ନିର୍ବାଚନ ଲଢ଼ିବା ମଧ୍ୟ ଏକ ରୁଚି। ସେହିଭଳି ଜଣେ ବ୍ୟକ୍ତି ହେଉଛନ୍ତି ଡାକ୍ତର ପଦ୍ମରାଜନ୍‌। ସେ ପଞ୍ଚାୟତଠାରୁ ଆରମ୍ଭ କରି ଲୋକ ସଭା ପର୍ଯ୍ୟନ୍ତ ଇତିମଧ୍ୟରେ ୨୦୦ ଥର ନିର୍ବାଚନରେ…

ସମ୍ପାଦକୀୟ/ ସମାଧାନକାରୀ ନୁହେଁ, ସୃଷ୍ଟିକର୍ତ୍ତା

ସାଧାରଣ ନିର୍ବାଚନ ୨୦୧୯ର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଏପ୍ରିଲ ୧୮ରେ ଅନୁଷ୍ଠିତ ହେବାକୁ ଯାଉଛି। ସମଗ୍ର ଦେଶରେ ଦିନକୁ ଦିନ ପ୍ରଚାର ଅଭିଯାନ ଜୋରଦାର ହେବାରେ ଲାଗିଛି। ନିଜ ସପକ୍ଷରେ ଭୋଟ ହାତେଇବା ସକାଶେ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ…

ବଡ଼ ଲୋକଙ୍କୁ ଉତ୍ତର ନାହିଁ

ବୈକୁଣ୍ଠନାଥ ମିଶ୍ର ଘଞ୍ଚ ଜଙ୍ଗଲ ମଧ୍ୟରେ ସୁଉଚ୍ଚ ପାହାଡ଼। ପାହାଡ଼ରୁ କଳକଳ ନାଦ କରି ବହିଆସୁଛି ଚିର ଚଞ୍ଚଳ ଝରଣା। ବନ୍ୟଜନ୍ତୁଙ୍କ ତୃଷା ନିବାରଣର ଏକ ଉତ୍କୃଷ୍ଟ ଉତ୍ସ। ଏକଦା ମୃଗ ଶାବକଟିଏ ପାହାଡ଼ର ପାଦଦେଶରେ ଥିବା ଝରଣାରୁ ପରମତୃପ୍ତିରେ ଜଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri