ସମ୍ପାଦକୀୟ

ନିଯୁକ୍ତିର ମରୀଚିକା

ଉପଯୁକ୍ତ ଜୀବିକା ଓ କର୍ମନିଯୁକ୍ତି ପ୍ରତ୍ୟେକ ମନୁଷ୍ୟକୁ ବିକାଶ ଦିଗକୁ ଟାଣି ନେଇଥାଏ। ନିଯୁକ୍ତି ଦେଇଥାଏ ନୂଆ ଆଶାର ଆଲୋକ, ଯାହା ଫଳରେ ବ୍ୟକ୍ତିଟିଏ ନିଜ ପରିବାରର ଭରଣପୋଷଣ କରିବାରେ ସକ୍ଷମ ହୋଇଥାଏ। ସମାଜରେ ବଞ୍ଚତ୍ବା ପାଇଁ ହେଲେ ସମସ୍ତଙ୍କର ଆବଶ୍ୟକତା…

ବାକ୍‌ ସଂଯମ: ଏକ ସାଧନା

ଷୋଡ଼ଶ ଶତାବ୍ଦୀର ଏକ ଘଟଣାରୁ ପ୍ରବନ୍ଧଟି ଆରମ୍ଭ କରୁଛି। ଇଂରେଜ ମନୀଷୀ ଥୋମାସ୍‌ କୁପାର ଆଠବର୍ଷ କଠିନ ପରିଶ୍ରମ କରି ଏକ ଅଭିଧାନ ସଂକଳନ କରୁଥିଲେ। ଅନେକ ବର୍ଷର ଅଧ୍ୟବସାୟ ପରେ କାମଟି ସମ୍ପୂର୍ଣ୍ଣ ହେବାରୁ ସେ ଆନନ୍ଦିତ ହେଲେ। ଦିନେ…

୩୦ ବର୍ଷ ପୂର୍ବରୁ ଓ ପରେ

ବିଶ୍ୱର ପ୍ରାୟ ସମସ୍ତ ବିକଶିତ ଦେଶ ସେମାନଙ୍କ ମାନବ ଶକ୍ତିକୁ ବିଭିନ୍ନ କ୍ଷେତ୍ରରେ ସର୍ବାଧିକ ବିନିଯୋଗ କରିପାରିଛନ୍ତି। ଏହି କ୍ରମରେ ଭାରତ ପାଇଁ ଏଭଳି କରିବା ଅପରିହାର୍ଯ୍ୟ, କାରଣ ଏହା ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାର ଲକ୍ଷ୍ୟ ରଖିଛି। ଏବେ…

ଏଇ ଭାରତରେ

ପେସାରେ ସାମ୍ବାଦିକ ହେଲେ ମଧ୍ୟ ଚାଷରେ ଏକ ନମ୍ବର। ଏମିତି ଜଣେ ସାମ୍ବାଦିକ ହେଉଛନ୍ତି କେରଳର ୫୪ ବର୍ଷୀୟ ନାରାୟଣନ୍‌ କନାଲୟାମ। ତାଙ୍କ ଫାର୍ମରେ ୮୭ ପ୍ରକାରର ବିନ୍ସ ଉପତ୍ାଦନ କରୁଛନ୍ତି। ପୁରୁଣା ପ୍ରଜାତିର ଶସ୍ୟ ସଂରକ୍ଷଣ କରିବା ଲକ୍ଷ୍ୟରେ ସେ…

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌ ମନଲୋଭା ହୋଇଥିବ। ରଙ୍ଗବେରଙ୍ଗର ଫୁଲରେ ସଜେଇ ହୋଇଥିବ ସଭାମଞ୍ଚ। ସମ୍ମିଳନୀ କକ୍ଷର ପରିବେଶକୁ ଶୀତଳ…

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ ବ୍ୟକ୍ତିତ୍ୱର ଅନ୍ତ ଘଟିଛି। ଫ୍ରାନ୍ସିସଙ୍କ ପରେ ଅନ୍ୟ ନଅ ଜଣ ବ୍ୟକ୍ତିଙ୍କର ନାମ ଏବେ…

ଆପେ ବଞ୍ଚିଲେ ବାପର ନାଁ

ଗୋଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର ଔଚିତ୍ୟ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଟିକେ ଭଲ ଭାବେ ଚିନ୍ତା କରନ୍ତୁ…

ଏଇ ଭାରତରେ

ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍‌। ଏମିତି ଜଣେ ବ୍ୟକ୍ତିତ୍ୱ ହେଉଛନ୍ତି ବିହାର ରାଜ୍ୟ ମୁଜାଫରପୁରର ସଞ୍ଜୟ କୁମାର। ୨୫ ବର୍ଷ ହେଲା ସେ ଦିବ୍ୟାଙ୍ଗମାନଙ୍କୁ…

ବୁଦ୍ଧିଜୀବୀ ବନାମ ରାଜନେତା

ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି। ଡାକ୍ତର ହିସାବରେ ବିଗତ ୫୦ ବର୍ଷ ଧରି ଦେଖିଆସୁଛି ଯେ ଚିକିତ୍ସାଳୟରେ କୌଣସି ଲୋକାର୍ପଣ…

ଭାଷା ଭେଳିକି

ସାଧାରଣରେ କୁହାଯାଇଥାଏ ଆମେ ଭାରତୀୟ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସମାନ। ସମ୍ବିଧାନରେ ସବୁ ପ୍ରକାର ନିରପେକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ବାସ୍ତବରେ ଦେଖିଲେ ଏଠାରେ ତା’ର ଓଲଟା ପ୍ରତିଫଳନ ହେଉଛି। ଜାତିଗତ ବିଭେଦ, ଉଚ୍ଚ ନୀଚ ପ୍ରଭେଦ,…

ଚାଇନା ଆଗକୁ ବଢୁଛି

ଚାଇନା ଆଗାମୀ କିଛିବର୍ଷ ମଧ୍ୟରେ, ସମ୍ଭବତଃ ୨୦୩୫ ସୁଦ୍ଧା ବିଶ୍ୱର ବୃହତ୍ତମ ଅର୍ଥ ବ୍ୟବସ୍ଥା ହେବ। ଏହାର ମୋଟ ଘରୋଇ ଉତ୍ପାଦ(ଜିଡିପି) ସେତେବେଳକୁ ଆମେରିକାଠାରୁ ଅଧିକ ହୋଇଯିବ। ଏହା ଆମେରିକା ପାଇଁ ଗ୍ରହଣୀୟ ହେଉନାହିଁ, କାରଣ ବିଗତ ଶତାବ୍ଦୀରେ ଏହା ବିଶ୍ୱ…

ଏଇ ଭାରତରେ

ଦିବ୍ୟାଙ୍ଗଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ରୋଜଗାର ଦେବାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଉଦାହରଣ ସୃଷ୍ଟି କରିଛନ୍ତି। ୧୦୦ରୁ ଅଧତ୍କ ଦିବ୍ୟାଙ୍ଗ ସେମାନଙ୍କ ସମୁଦାୟ ପାଇଁ ଭିନ୍ନ ଧରଣର ପୋଷାକ ତିଆରି କରୁଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଦିଲ୍ଲୀ କଳା ଓ ବାଣିଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri