ସମ୍ପାଦକୀୟ

ଏଇ ଭାରତରେ

ମା’ଓ ପୁଅ ସମ୍ପର୍କ ଅତି ନିବିଡ଼। ପୁଅ ପାଇଁ ମା’ ଜୀବନକୁ ବାଜି ଲଗାଇପାରେ। ମା’ର ସ୍ନେହଳ ଡାକରେ ରହିଛି ଚମତ୍କାରିତା। ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ। ଏହାର ସଦ୍ୟତମ ଉଦାହରଣ ତେଲେଙ୍ଗାନା ସୂର୍ଯ୍ୟାପେଟ୍‌ ଜିଲାରେ…

ସମ୍ପାଦକୀୟ/ ସଡ଼କ ଯମ

ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟଠାରୁ ସଡ଼କ ଦୁର୍ଘଟଣାଜନିତ ଲୋକଙ୍କ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗରୁ ମିଳିଥିବା ତଥ୍ୟରୁ ଜଣାପଡ଼ିଛି। ଗତ ୩ ବର୍ଷରେ ରାଜ୍ୟରେ ହୋଇଥିବା ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ୬,୨୨୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ବଜେଟରେ କୃଷି ଓ କୃଷକଙ୍କୁ ଅବହେଳା

ଭାଲଚନ୍ଦ୍ର ଷଡ଼ଙ୍ଗୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପିତ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟଟି ସରକାରଙ୍କ ପୂର୍ବ ବର୍ଷଗୁଡ଼ିକର ବଜେଟର ଧାରାବାହିକତାକୁ ଅବ୍ୟାହତ ରଖିବା ସହ ଦେଶର ସାଧାରଣ ଜନତା ବିଶେଷକରି କୃଷକମାନଙ୍କୁ ଏକଦମ୍‌ ନିରାଶ କରିଛି। ଲକ୍ଷ୍ୟଠାରୁ…

ନୀଳ ବିପ୍ଳବର ଶୁଭାରମ୍ଭ

ଡ. ବିନ୍ଦୁ ଆର୍‌. ପିଲାଇ, ଡ. ବିଭୁଦତ୍ତ ମିଶ୍ର ୨୦୦୧ ମସିହାରୁ ଭାରତ ସରକାର ୧୦ ଜୁଲାଇକୁ ଜାତୀୟ ମତ୍ସ୍ୟପାଳକ ଦିବସ ଭାବେ ପାଳନ କରିଆସୁଛନ୍ତି। ଏହି ଦିନଟି ମତ୍ସ୍ୟ ବିଜ୍ଞାନ କ୍ଷେତ୍ରରେ ‘ନୀଳ ବିପ୍ଳବ’ର ଶୁଭାରମ୍ଭ ଭାବେ ପରିଗଣିତ। ଓଡ଼ିଶାର…

ଏଇ ଭାରତରେ

ବିବାହ ପାଇଁ କନ୍ୟା ରଖିଲେ ସର୍ତ୍ତ। ଏ କଥା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ୍ୟ। ମଧ୍ୟପ୍ରଦେଶର ଗ୍ବାଲିୟର ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି। ଶହେ ଚାରାରୋପଣ କରିବା ପରେ ବରଯାତ୍ରୀ ନେଇ ବିବାହ ଲାଗି ଆସିବାକୁ ସେ ବରଘରକୁ ପରାମର୍ଶ…

ସମ୍ପାଦକୀୟ/ନୀତି ନୁହେଁ, ବୁଝାମଣା

କର୍ନାଟକରେ କଂଗ୍ରେସ-ଜେଡି(ଏସ୍‌) ମେଣ୍ଟ ସରକାର ରାଜନୈତିକ ସଙ୍କଟ ଦେଇ ଗତି କରୁଛି। ୮ ଜୁଲାଇରେ ୨୧ କଂଗ୍ରେସ ମନ୍ତ୍ରୀ, ଜେଡି(ଏସ୍‌)ର ୯ ମନ୍ତ୍ରୀ ଏବଂ ସ୍ବାଧୀନରୁ ୨ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ନିକଟରେ କଂଗ୍ରେସ ଓ ଜେଡି(ଏସ୍‌)ର ୧୪ ବିଧାୟକ ଇସ୍ତଫା…

ଶୀତତାପ ନିୟନ୍ତ୍ରଣ ଓ ପରିବେଶ ତାତି

ସହଦେବ ସାହୁ ଜୁନ୍‌ ୨୩ରେ ଖବର ବାହାରିଲା ଯେ ଏସି ମେଶିନ ତିଆରି କରୁଥିବା କମ୍ପାନୀଗୁଡ଼ିକୁ ସରକାର କହିଛନ୍ତ,ି ମେଶିନରେ ୨୪ ଡିଗ୍ରୀ ସେଲ୍‌ସିୟସ୍‌ ଡିଫଲ୍ଟ ରଖିବାକୁ, ଅର୍ଥାତ୍‌ ମଣିଷ ନ ଚାହିଁଲେ ଆପେ ଆପେ ସେତିକି ଡିଗ୍ରୀରେ ଚାଲିବ। ସରକାରଙ୍କ…

ଜାଣିବା କଥାରୁ କିଛି

ଡ. ଶରତ ଚନ୍ଦ୍ର ରଥ ଜ୍ଞାନର ଦିଗ୍‌ବଳୟ ଅତ୍ୟନ୍ତ ପ୍ରଶସ୍ତ। ଯେତେ ଜାଣିଲେ ବି ଜାଣିବା ସରେ ନାହିଁ। ତେଣୁ ତ କୁହାଯାଇଛି ସତ୍ୟଂ ଜ୍ଞାନମନନ୍ତମ୍‌। ଜାଣିବାର ଇଚ୍ଛା ହେଉଛି ଜିଜ୍ଞାସା। ଯାହାର ଜିଜ୍ଞାସା ଯେତେ ଅଧିକ ତା’ର ଜୀବନ ଜିଇବା…

ଏଇ ଭାରତରେ

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ବି ସତ୍ୟ। କଳା, ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ତାଙ୍କ ପୁସ୍ତକଗୁଡ଼ିକ ରଚିତ ହୋଇଛି। ଉତ୍ତରପ୍ରଦେଶର ମୃଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି…

ସୁନ୍ଦର ବଜେଟ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୧୯-୨୦ ଆର୍ଥିକବର୍ଷ ଲାଗି ଉପସ୍ଥାପନ କରିଥିବା ବଜେଟକୁ ନେଇ ଦୁଇ ଦିନ ହେବ ଢେର ଆଲୋଚନା ହେଲାଣି। ଇନ୍ଦିରା ଗାନ୍ଧୀଙ୍କ ପରେ ପୂର୍ଣ୍ଣକାଳୀନ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ହୋଇଥିବା ସୀତାରାମନ୍‌ ବ୍ରିଫ୍‌କେସ୍‌ ବଦଳରେ ‘ବହିଖାତା’ ଧରି ସଂସଦ…

ଏଇ ଭାରତରେ

ନିଶାଦ୍ରବ୍ୟ ସେବନ ଖରାପ ଅଭ୍ୟାସ। ଏହି ବଦଭ୍ୟାସଠାରୁ ଦୂରେଇ ରହିଛନ୍ତି ଗୋଟିଏ ଗଁ।ର ବାସିନ୍ଦା। ହରିୟାଣାର ଶେଷ ମୁଣ୍ଡରେ ରାଜସ୍ଥାନକୁ ଲାଗିଥିବା ଗାଁ ହେଉଛି ଟିକଲା। ଏହି ଗାଁରେ କେହି କେବେ କୌଣସି ନିଶାଦ୍ରବ୍ୟ ସେବନ କରନ୍ତି ନାହିଁ। ଗାଁର ଲୋକସଂଖ୍ୟା…

ଉତ୍କଳର ରାଜବଂଶ ଓ ବାଇଶି ପାହାଚ

ବୈକୁଣ୍ଠନାଥ ମିଶ୍ର ଭୌମକର ବଂଶର ଶାସକମାନେ କଳିଙ୍ଗକୁ ଶାସନ କରୁଥିବା ସମୟରେ ସୋମବଂଶୀମାନେ କୋଶଳର ଶାସନକର୍ତ୍ତା ଥିଲେ। ନବମ ଶତାବ୍ଦୀର ଶେଷଭାଗରେ ଭୌମକର ଶାସନର ପତନ ଘଟିଲା ଓ ପ୍ରବଳ ପରାକ୍ରମୀ ସୋମବଂଶୀମାନେ ଓଡ଼ିଶା ଶାସନର ଭାଗ୍ୟବିଧାତା ସାଜିଲେ। ଏହି ବଂଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?