ସମ୍ପାଦକୀୟ

ଭକତ ନା ଭିକାରି

ଡ. କୁଳାଙ୍ଗାର ଆମମାନଙ୍କଠାରେ ଭକ୍ତି ଓ ଭିକ୍ଷାଭାବ ଖୁନ୍ଦି ହୋଇଅଛି। ଦୁଇଟିର ସମନ୍ବୟ କାଳେ ଆମ ଜୀବନରେ ସମୃଦ୍ଧି ଆଣିଥାଏ। ଭକତ ଠାକୁରଙ୍କୁ ନାନାପ୍ରକାର ମିନତି କରି ଭିକ ମାଗିବା ଆମର ପୁରାତନ ଭକ୍ତକବିମାନେ ନାନା ଢଙ୍ଗରେ ଲେଖିଛନ୍ତି। କିନ୍ତୁ ଆଜି…

ଏଇ ଭାରତରେ

କେତେଜଣ ବ୍ୟକ୍ତି ନିଜର ଉଦ୍ୟମ ଓ ଅଧ୍ୟବସାୟ ବଳରେ ନୂଆ ଉଦ୍‌ଭାବନ କରି ଅନ୍ୟମାନଙ୍କର ପ୍ରଶଂସାଭାଜନ ହେବା ସହିତ ଦେଶର ଓ ସମାଜର କଲ୍ୟାଣ ସାଧନ କରିଥାଆନ୍ତି। ବର୍ତ୍ତମାନ ଆମେ ଅନେକ ଯନ୍ତ୍ରପାତି ଉପରେ ନିର୍ଭର କରି ଅତି ସହଜରେ ଓ…

ସମ୍ପାଦକୀୟ/ ଶିଶୁଙ୍କ ଶୋ’ରେ ବୟସ୍କ

ଭାରତରେ ଘରୋଇ ଟେଲିଭିଜନ ଚ୍ୟାନେଲ ଟେଲିଭିଜନ ରେଟିଂ ପଏଣ୍ଟ (ଟିଆର୍‌ପି)କୁ ବଢ଼ାଇବା ଲକ୍ଷ୍ୟରେ ବିଭିନ୍ନ ସମୟରେ ସମାଚାର, ପ୍ରସଙ୍ଗଭିତ୍ତିକ ମତଠାରୁ ଆରମ୍ଭକରି ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ ପ୍ରସାରଣ ବେଳେ ଅତିରଞ୍ଜିତ ସ୍ତରକୁ ଚାଲିଯାଇଥାଆନ୍ତି। ସମାଚାର ପ୍ରସାରଣ ବେଳେ ସମ୍ବେଦନଶୀଳ ଖବରକୁ ଏଭଳି ବନେଇଚୁନେଇ…

ଓଡ଼ିଆ ସାହିତ୍ୟରେ ପାଠକ ସମସ୍ୟା

ଡ. ଅନ୍ତର୍ଯ୍ୟାମୀ ମିଶ୍ର ସଶ୍ରଦ୍ଧ ପାଠକ ହିଁ ସାହିତ୍ୟ ସମୃଦ୍ଧିର ଉତ୍ତମ ସହାୟକ। ପାଠକୀୟ ଶ୍ରଦ୍ଧା ସାହିତ୍ୟକୁ ଲୋକପ୍ରିୟ କରିଥାଏ। ଯେଉଁ ସାହିତ୍ୟର ପାଠକ ସଂଖ୍ୟା ଯେତେ ଅଧିକ ସେହି ସାହିତ୍ୟ ସେତିକି ଉନ୍ନତ। ଦୁଃଖର ବିଷୟ ସମ୍ପ୍ରତି ସାହିତ୍ୟ ଆଉ…

ଅନ୍ନଦାତାଙ୍କୁ ବୁଝିବା କେବେ

ମିତାଲି ମହାନ୍ତି ଘର ଘର ବୁଲି ପରିବା ବିକୁଥିବା ପରିବା ମଉସାଙ୍କ ପାଖରୁ ସେଦିନ ପରିବା କିଣୁଥିଲେ ଆମ ପଡ଼ୋଶୀ। ଶୀତଦିନ ହୋଇଥିବା ଯୋଗୁ ପରିବା ମୂଲ୍ୟ ଅନ୍ୟ ସମୟ ଅପେକ୍ଷା ଯଥେଷ୍ଟ କମ୍‌ ଥିଲା। ମୂଲ୍ୟ କମ୍‌ ଥିବା ସତ୍ତ୍ୱେ…

ଏଇ ଭାରତରେ

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା ରହିଛି ଯେଉଁଠି ନିଶାଦ୍ରବ୍ୟ ସେବନ ପାଇଁ ବାରଣ କରାଯାଇଥାଏ । ଏହି ଗଁାର…

ସମ୍ପାଦକୀୟ/ ପିମ୍ପୁଡ଼ି ଦଳିଦେଲୁ

ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ୧୬ ଜୁନ୍‌ରେ ହୋଇଥିବା ବିଶ୍ୱକପ୍‌ କ୍ରିକେଟ୍‌ର ଏକ ମ୍ୟାଚରେ ପାକିସ୍ତାନକୁ ଭାରତ ୮୯ ରନ୍‌ରେ ପରାସ୍ତ କରିଛି। ବିଶ୍ୱକପ୍‌ ଆରମ୍ଭ ହେବା ଦିନରୁ ଅଦ୍ୟାବଧି ଦୁଇ ଟିମ୍‌ ମଧ୍ୟରେ ହୋଇଥିବା ମ୍ୟାଚରେ ପାକିସ୍ତାନଠାରୁ କେବେ ହାରି ନ ଥିବାର…

କଂଗ୍ରେସ ତ୍ରୁଟି ସୁଧାରୁ

ବୈକୁଣ୍ଠନାଥ ମିଶ୍ର ସ୍ବାଧୀନତା ଆନ୍ଦୋଳନ, ସ୍ବାଧୀନତା ପ୍ରାପ୍ତି ଓ ସ୍ବାଧୀନତୋତ୍ତର ଭାରତବର୍ଷରେ ଲୋକତାନ୍ତ୍ରିକ ଶାସନ ପ୍ରତିଷ୍ଠା କରିବାରେ ଜାତୀୟ କଂଗ୍ରେସର ଅବଦାନ ସର୍ବଜନବିଦିତ। ସ୍ବାଧୀନତାର ପ୍ରାକ୍‌ପ୍ରସ୍ତୁତିସ୍ବରୂପ କଂଗ୍ରେସର ସର୍ବଭାରତୀୟ ସ୍ତରରେ ଅଧ୍ୟକ୍ଷ ନିର୍ବାଚନ ଓ ସ୍ବାଧୀନ ଭାରତର ପ୍ରଧାନମନ୍ତ୍ରୀ ମନୋନୟନ କାର୍ଯ୍ୟ…

ଛତା ନୁହେଁ ଛାତ

ସଂଗ୍ରାମ କେଶରୀ ପୃଷ୍ଟି ମାଟିରୁ ଆକାଶ, ଅନ୍ତରରୁ ଅନ୍ତରୀକ୍ଷ ପୁଣି ଦରିଆରୁ ଦିଗ୍‌ବଳୟ ପର୍ଯ୍ୟନ୍ତ ବ୍ୟାପ୍ତ ଶବ୍ଦଟିଏ ବାପା। ନା କଳିହୁଏ ନା ମାପିହୁଏ ତାଙ୍କ ବ୍ୟକ୍ତିତ୍ୱକୁ। ସନ୍ତାନ ଓ ପରିବାର ପାଇଁ ସମର୍ପିତ ଜୀବନଟିଏ। ସବୁ ଝଡ଼ଝଞ୍ଜା ମଧ୍ୟରେ ଦୁନିଆର…

ଏଇ ଭାରତରେ

ଗଛ ବଞ୍ଚତ୍ଲେ ପରିବେଶ ପ୍ରଦୂଷଣମୁକ୍ତ ରହିବା ସହ ମଣିଷ ମଧ୍ୟ ସୁସ୍ଥ ରହିପାରିବ। ପରିବେଶ ପାଇଁ ଉଦ୍ଭିଦ ଅତ୍ୟନ୍ତ ଉପଯୋଗୀ। ଆସାମରେ ଥିବା ୨୦୭ ବର୍ଷର ପୁରାତନ ଏକ ବରଗଛର ସୁରକ୍ଷା ପାଇଁ ପ୍ରତିବର୍ଷ ଜନ୍ମଦିନ ପାଳନ କରୁଛନ୍ତି ଗ୍ରାମବାସୀ। ସେମାନେ…

ଡାକ୍ତରଙ୍କୁ ମାରନାହିଁ

ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଷଷ୍ଠ ଦିନରେ ପହଞ୍ଚିବା ପରେ ସେଠାରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଏପରିକି ଏହାକୁ ସମର୍ଥନ କରି ଭାରତୀୟ ଡାକ୍ତରୀ ସଂଘ (ଆଇଏମ୍‌ଏ) ୧୭ ଜୁନ୍‌ରେ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦେବା ଏବେ ଚିନ୍ତାର ବିଷୟ ହୋଇପଡ଼ିଲାଣି।…

କୋଚିଂ ସେଣ୍ଟର ଉପରେ ସରକାରଙ୍କ ଲଗାମ ରହୁ

ସୁଧୀର କୁମାର ନାୟକ ଗୁଜରାଟ ସୁରଟ ଜିଲା ଅନ୍ତର୍ଗତ ସଦର ଥାନା ଅଞ୍ଚଳରେ ଚାଲୁଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ଯେଉଁ ଅଗ୍ନିକାଣ୍ଡ ଘଟିଯାଇଛି ତାହା ଅତ୍ୟନ୍ତ ହୃଦୟବିଦାରକ। ସୁରଟର ତକ୍ଷଶୀଳା କମ୍ପ୍ଲେକ୍ସର ଚତୁର୍ଥ ମହଲାରେ ଚାଲୁଥିବା ଏହି ଘରୋଇ କୋଚିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?