ସମ୍ପାଦକୀୟ

ଭାଇ ଭାଇ ସମ୍ପର୍କ

ଅଭିମନ୍ୟୁ ଧଳ ଯୁଦ୍ଧ ଭୂମିରେ ରାବଣ ଶେଷନିଃଶ୍ୱାସ ନେବା ପୂର୍ବରୁ ଶ୍ରୀରାମଚନ୍ଦ୍ରଙ୍କୁ ପାଖକୁ ଡାକି କହିଲେ ”ମୁଁ ତୁମଠାରୁ ସବୁକଥାରେ ଶ୍ରେଷ୍ଠ। ଜାତିରେ ଶ୍ରେଷ୍ଠ, ବୟସରେ ତୁମଠାରୁ ବଡ଼, କୁଟୁମ୍ବରେ ତୁମଠାରୁ ବହୁତ ବଡ଼। ତୁମଠାରୁ ଜ୍ଞାନୀ, ମାନୀ, ମହାପରାକ୍ରମୀ, ବଳଶାଳୀ,…

ଏଇ ଭାରତରେ

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ଜଣେ ସାଧୁ। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି। ଏପରି ଏକ ଘଟଣା ଘଟିଛି ରାଜସ୍ଥାନରେ। ଏହି ରାଜ୍ୟର ଦୌସା ଜିଲା ମୁଖ୍ୟାଳୟଠାରୁ ମାତ୍ର ୩…

ଅଣ୍ଡା ଓ ହୃଦ୍‌ରୋଗ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଆମ ରକ୍ତରେ ଥିବା କୋଲେଷ୍ଟରୋଲ ହେଉଛି ଏକ ପ୍ରକାର ଚର୍ବି ପରି ଉପାଦାନ। ଏହା ଆମ ଶରୀର ଦ୍ୱାରା ଉତ୍ପନ୍ନ ହୁଏ (ଯକୃତ ଦ୍ୱାରା ୭୫%)। ଅବଶିଷ୍ଟ ଆସେ ଆମ ଖାଦ୍ୟରୁ। କୋଲେଷ୍ଟରୋଲ ଆମ ଶରୀରର…

ପାଖେଇ ଆସୁଛି ପ୍ରଳୟ

ଅଭୟ ସୂତାର ଏବେ ବିଶ୍ୱ ପରିବେଶରେ ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପରିବେଶ ପ୍ରଦୂଷଣ ଯୋଗୁ ପୃଥିବୀ ପୃଷ୍ଠରୁ ଅନେକ ଜାତିର ପ୍ରାଣୀ ଓ ଉଦ୍ଭିଦ ଲୋପ ପାଇଗଲେଣି। ଯେଉଁମାନେ ରହିଛନ୍ତି, ସେମାନେ ପ୍ରଚଣ୍ଡ ଉତ୍ତାପ, ଖାଦ୍ୟ ଓ ପାଣି ଅଭାବରେ…

ସିସିଫସ୍‌ ନୁହେଁ, କୃଷ୍ଣଚୂଡ଼ା

ସୁଧିରାଜ ରାଉତ ଆଜି ରବିବାର ଅଫିସ ଛୁଟି, କାମର ବୋଝ ନାହିଁ, ଅଫିସରଙ୍କ ନାଲିଆଖି ନାହିଁ, ନିଜ ଇଚ୍ଛାରେ ଆଜି ମୁଁ ରଜା…। ଏମିତି ଭାବି ଭାବି ବିଛଣାରୁ ଉଠି ନ ଥାଏ ମା’ ଆଉ ସ୍ତ୍ରୀର କଥା ଫିଙ୍ଗାଫିଙ୍ଗି ଆରମ୍ଭ…

ଏଇ ଭାରତରେ

ଭାରତ ଏକ କୃଷିପ୍ରଧାନ ଦେଶ। ଦେଶର ଅଧିକାଂଶ ଅଞ୍ଚଳର ଚାଷଜମି ମୌସୁମୀବାୟୁ ଜନିତ ବର୍ଷାଜଳ ଉପରେ ନିର୍ଭର କରେ। ଏହାଦ୍ୱାରା ଭଲ ଫସଲ ହେବ ବୋଲି ଆଶା କରାଯାଏ। ତେବେ ବର୍ଷା ଆଗମନ ପାଇଁ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ…

ସମ୍ପାଦକୀୟ/ଅବିଶ୍ୱସନୀୟ ମନେହେଉଛି

ଭାରତର ସଂସଦୀୟ ଗଣତନ୍ତ୍ରର ଶାସନ ପଦ୍ଧତି ଦେଖିଲେ ଆଇନ ପ୍ରଣେତାମାନେ ବିଭିନ୍ନ ପ୍ରକାର ନୀତି, ଯୋଜନା ଓ କାର୍ଯ୍ୟକ୍ରମ ପ୍ରଣୟନ କରିଥାଆନ୍ତି। ଯୋଜନାର ସ୍ବରୂପ ଦେଖି ଅମଲାତନ୍ତ୍ରୀ ବା ବିଶେଷଜ୍ଞମାନେ ତାହାକୁ କାର୍ଯ୍ୟକାରୀ କରିଥାଆନ୍ତି। ଯେହେତୁ ଲୋକଙ୍କ ସହ ସରକାରୀ ଅଧିକାରୀମାନେ…

କାହିଁ ସେଦିନର ଲୁହ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ଓଡ଼ିଶାରେ ଫନୀର ତାଣ୍ଡବ ପରେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଖାଇବାକୁ ପାଉନାହାନ୍ତି। ଜୀବିକା ହରାଇଛନ୍ତି। ଅବଶ୍ୟ ସରକାର ଯଥାସାଧ୍ୟ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏନଡିଆର୍‌ଏଫ୍‌, ଓଡ୍ରାଫ୍‌, ଅଗ୍ନିଶମ ବିଭାଗ, ପୋଲିସ ବାହିନୀ ଇତ୍ୟାଦି…

ନିର୍ଯାତିତ ଶୈଶବ ଓ ସାର୍ବଜନୀନ ଶିକ୍ଷା

ସବ୍ୟସାଚୀ ଅମିତାଭ ଆମ ସମାଜରେ ଶିଶୁର ବିକାଶରେ ଶିଶୁଶ୍ରମିକ ପ୍ରଥା ଏକ ବଡ଼ ବାଧକ। ଶିଶୁ ଶ୍ରମିକ ନିଷେଧ ଆଇନ ଅନୁଯାୟୀ ୧୪ ବର୍ଷରୁ କମ୍‌ ସମସ୍ତ ପିଲା ଶିଶୁ ଭାବେ ପରିଗଣିତ। ଯଦି ଏହି ବୟସର କୌଣସି ପିଲା ନିଜର…

ଏଇ ଭାରତରେ

ଆସାମର ଦିସ୍‌ପୁରରେ ଥିବା ଅକ୍ଷର ଫୋରମ୍‌ ସ୍କୁଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ ପାଖାପାଖି ୧୧୦ ପିଲା ପଢୁଥିବା ବେଳେ ଏମାନେ ସ୍କୁଲ ଫି ବାବଦରେ ପ୍ଲାଷ୍ଟିକ୍‌ର ବର୍ଜ୍ୟବସ୍ତୁ ଦାଖଲ କରିଥାଆନ୍ତି। ପ୍ରତି ସପ୍ତାହରେ ପିଲାଙ୍କୁ ବର୍ଜ୍ୟ ପ୍ଲାଷ୍ଟିକ୍‌ଗୁଡିକୁ…

ସମ୍ପାଦକୀୟ/କଠୁଆ: ଦଣ୍ଡ ନୁହେଁ, କ୍ଷମା

ବହୁଚର୍ଚ୍ଚିତ କଠୁଆ ବଳାତ୍କାର ଓ ହତ୍ୟା ମାମଲାର ରାୟ ୧୦ ଜୁନ୍‌ ୨୦୧୯ରେ ପ୍ରକାଶ ପାଇଛି। ୭ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ଆଜୀବନ ଜେଲଦଣ୍ଡ ଦିଆଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ…

ମନ୍ତ୍ରୀ ନା ସଚିବ, କିଏ ଚଳାଉଛି ସରକାର

ସହଦେବ ସାହୁ ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ସେମାନଙ୍କ କାର୍ଯ୍ୟ ସମ୍ପାଦନ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ଦେବେ ଶୁଣି ପାଠକମାନେ ଭାବୁଥିବେ ଆମ ମୁଖ୍ୟମନ୍ତ୍ରୀ କ’ଣ ମନ୍ତ୍ରୀମାନଙ୍କୁ ପାଠ ପଢେଇବେ ନା କ’ଣ? ପାଠକମାନେ ବୋଧହୁଏ ଜାଣି ନ ଥିବେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?