ସମ୍ପାଦକୀୟ

ସାମାଜିକ ଜୀବନରେ ଚାପଗୋଷ୍ଠୀର ଭୂମିକା

ଅଲେଖ ଚନ୍ଦ୍ର ମିଶ୍ର ପ୍ରଖ୍ୟାତ ଗ୍ରୀକ୍‍ ଦାର୍ଶନିକ ଆରିଷ୍ଟଟଲଙ୍କ ଭାଷାରେ ମଣିଷ ଏକ ସାମାଜିକ ପ୍ରାଣୀ। ସମାଜରେ ତାର ଜନ୍ମ, ସମାଜରେ ସ୍ଥିତି ଏବଂ ସମାଜରେ ହିଁ ତାର ବିଲୟ। ତେବେ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ସମାଜର ଯେଉଁ ପ୍ରକ୍ରିୟା ମନୁଷ୍ୟର…

କେତେ ସୁରକ୍ଷିତ ବୋତଲ ପାଣି

ଡ. ଜୟକୃଷ୍ଣ ପାଣିଗ୍ରାହୀ ଜଳ ହେଉଛି ସଜୀବ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ ଏବଂ ସୁରକ୍ଷିତ ଜଳ ସେବନ ସ୍ବାସ୍ଥ୍ୟରକ୍ଷା ନିମନ୍ତେ ଅତ୍ୟନ୍ତ ଜରୁରୀ। ତେବେ ସାମ୍ପ୍ରତିକ ମୁହୂର୍ତ୍ତରେ ମାନବଜାତି ଦ୍ୱୈତ ଜଳଜନିତ ଆହ୍ବାନର ସମ୍ମୁଖୀନ ହେଉଛି। ବିସ୍ଫୋରିତ ଜନସଂଖ୍ୟାର ବର୍ଦ୍ଧିତ…

ଖୋଲା ବିଦ୍ରୋହ

ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତି ପାଇଁ ତାହାର ଏକ ନିଜସ୍ବ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛି। ଏହା ଆଉ ଏକ ପ୍ରଶାସନିକ ପ୍ରକ୍ରିୟାକୁ ସୂଚିତ କରିଛି। ପୂର୍ବରୁ ପଞ୍ଜାବ ଓ ଉତ୍ତରପ୍ରଦେଶ କେନ୍ଦ୍ରର ବିନା ଅନୁମତିରେ ସେମାନଙ୍କର ପୋଲିସ ମୁଖ୍ୟ…

ଜଳବାୟୁ ପରିବର୍ତ୍ତନ ଓ ପ୍ରବାସନ

ଜଳବାୟୁ ପରିବର୍ତ୍ତନ ପ୍ରଭାବିତ ପ୍ରବାସନ ଏକ ନୂତନ ସମସ୍ୟା। ୧୯୭୬ ମସିହାରେ ଲେଷ୍ଟର୍‌ ବ୍ରାଉନ ପ୍ରଥମେ ପରିବେଶୀୟ ‘ଶରଣାର୍ଥୀ’ ଶବ୍ଦ ବାହାର କରିଥିଲେ। ୧୯୮୫ରେ ଏସାମ ଏଲ୍‌-ହିନାଓ୍ବି ପ୍ରକାଶ କଲେ ଏହି ଶରଣାର୍ଥୀ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ସ୍ଥାୟୀ କିମ୍ବା ଅସ୍ଥାୟୀ…

ଟେକ୍‌ କମ୍ପାନୀର ଏକଚାଟିଆ କ୍ଷମତା

ବୃହତ୍‌ ଟେକ୍‌ କମ୍ପାନୀଗୁଡ଼ିକର ଆମେରିକା ରାଷ୍ଟ୍ରପତିଙ୍କ ଅଧୀନରେ ଥିବା ପ୍ରଶାସନିକ ପ୍ରକ୍ରିୟା ଏବଂ ସାଧନଗୁଡ଼ିକ ଉପରେ ବ୍ୟାପକ ହସ୍ତକ୍ଷେପ ଆମେରିକାରେ ଏକ ନୂତନ ବିପଜ୍ଜନକ କ୍ଷମତାର ଢାଞ୍ଚା ସୃଷ୍ଟି କରୁଛି। ଏହା କେବଳ ଆମେରିକାରେ ସୀମିତ ରହିନାହିଁ, ଆମେରିକାର ମିତ୍ର ଓ…

ସୁଗ୍ରୀବଙ୍କ ମାନଚିତ୍ରରେ ଭାରତ

ବାଲ୍ମୀକି ରାମାୟଣରେ ଏକ କାହାଣୀ ଅଛି ଯାହା ୩୦୦୦ ବର୍ଷ ପୂର୍ବର ହୋଇପାରେ। କିନ୍ତୁ ୨୦୦୦ ବର୍ଷ ପୂର୍ବେ ବିଭିନ୍ନ ଲେଖକ ଏଥିରେ ଅନେକ କଥା ଯୋଡ଼ି ଲେଖିଥିଲେ। ଏହି କାହାଣୀରେ କୁହାଯାଇଛି , ବାନରରାଜା ସୁଗ୍ରୀବ ବାନରସେନା ଏବଂ ରାମଙ୍କୁ…

ଅସହ୍ୟ ତାତି

ଆଧୁନିକ ଯନ୍ତ୍ରପାତି, କଳକାରଖାନା ଓ ଯାନବାହନରୁ ବାହାରୁଥିବା ଅଙ୍ଗାରକାମ୍ଳ ଓ ଧୂଅଁା ବାୟୁମଣ୍ଡଳକୁ ପ୍ରଦୂଷଣ କରିବାରେ ଲାଗିଛି। ଏହାଦ୍ୱାରା ବାୟୁମଣ୍ଡଳର ତାପମାତ୍ରା ମଧ୍ୟ ବୃଦ୍ଧି ହେବାରେ ଲାଗିଛି। ଏଥିପାଇଁ ଗ୍ରୀଷ୍ମ ଋତୁ ବ୍ୟତୀତ ଅନ୍ୟ ଋତୁମାନଙ୍କରେ ବି ଅସହ୍ୟ ଗରମ ହେଉଛି।…

କିଶୋର ନ୍ୟାୟ ବ୍ୟବସ୍ଥାରେ ଶିଶୁ ଯତ୍ନ ଅନୁଷ୍ଠାନ

କିଶୋର ନ୍ୟାୟ (ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା) ଅଧିନିୟମରେ ସାଧାରଣତଃ ଦୁଇ ପ୍ରକାରର ଶିଶୁଙ୍କ ସମ୍ବନ୍ଧରେ ପ୍ରାବଧାନତା ରହିଛି। ପ୍ରଥମତଃ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁ ଏବଂ ଦ୍ୱିତୀୟରେ ଆଇନ ସହ ଦ୍ୱନ୍ଦ୍ୱରେ ଥିବା ଶିଶୁ। ଯତ୍ନ ଏବଂ…

ହିନ୍ଦୀରେ ଇଂଲିଶ୍‌ ନାମ

ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଇଂଲିଶ୍‌-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି, ଯାହାକୁ ନେଇ ବିବାଦ ଉପୁଜିଛି। ଉଲ୍ଲେଖନୀୟ ଯେ, କେନ୍ଦ୍ର ସରକାରଙ୍କ ଅଧୀନ ଏନ୍‌ସିଇଆର୍‌ଟି ସେଣ୍ଟ୍ରାଲ…

ପିଲା ଚୋରି ଓ ପୋଲିସ

ଭୁବନେଶ୍ୱର ରାମମନ୍ଦିର ନିକଟରେ ଭିକ୍ଷା ମାଗି ଚଳୁଥିବା ଜୟନ୍ତୀ ମଲ୍ଲିକ ନାମ୍ନୀ ଦୃଷ୍ଟିବାଧିତ ମହିଳାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଚୋରି ହେବା ରାଜଧାନୀରେ ପିଲା ଚୋର ର଼୍ୟାକେଟ୍‌ର ସକ୍ରିୟତାକୁ ଦର୍ଶାଇଛି। ଏପ୍ରିଲ ୧୨ ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲା । ଜୟନ୍ତୀ…

ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri