କିଏ ଏଇ ମା’
ସୁଧିରାଜ ରାଉତ ବର୍ଷା ମାସ। ଇନ୍ଦ୍ରାବତୀ ଜଳଭଣ୍ଡାର ସାମର୍ଥ୍ୟଠାରୁ ଅଧିକ ଜଳରେ ପୂର୍ଣ୍ଣହୋଇ ମନେହେଉଥିଲା ସତେ ଅବା ଏକ ମାଟିଆ ସମୁଦ୍ର। କୂଳରେ ବନ୍ଧା ହୋଇଥିବା ଡଙ୍ଗାକୁ ଫିଟାଇଦେଇ ବନ୍ଧୁଙ୍କୁ କହିଲି ଭଲ ଫଟୋ ନେବାକୁ। ବନ୍ଧୁ ଫଟୋ ଉଠାଉଥାଏ କିନ୍ତୁ…
ଏଇ ଭାରତରେ
ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଜଣେ ବ୍ୟକ୍ତି ମତଦାନ କରି ଲୋକ ପ୍ରତିନିଧି ବାଛିବା ହେଉଛି ମୌଳିକ ଅଧିକାର। ଏହାକୁ ଆଦୌ ଅଣଦେଖା କରିବା ଉଚିତ ନୁହେଁ। କିନ୍ତୁ କେତେକ ନାଗରିକ ଭୋଟଦାନରୁ ବିରତ ରହିବାକୁ ପସନ୍ଦ କରିଥାଆନ୍ତି। ସେଥିପାଇଁ ଭୋଟଦାନ ହାର…
ସମ୍ପାଦକୀୟ/ଦୀପାବଳି କି ଇଦ୍ ନୁହେଁ
ରାଜସ୍ଥାନ ବାର୍ମେର ଜିଲାର ଏକ ନିର୍ବାଚନ ସଭାରେ ଏପ୍ରିଲ ୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରି ଭୋଟ ମାଗିଛନ୍ତିି। ସେ କହିଛନ୍ତି, ଦିନେ ଛାଡ଼ି ଦିନେ ପାକିସ୍ତାନ ବାରମ୍ବାର କହିଆସୁଛି ଯେ, ତା’ ପାଖରେ ପରମାଣୁ ବୋମା ରହିଛି।…
ଲୋକପ୍ରତିନିଧି କାହାନ୍ତି
ସହଦେବ ସାହୁ ବିଲାତକୁ ଗଣତନ୍ତ୍ରର ଜନନୀ କୁହାଯାଏ, କିନ୍ତୁ ତାହାର ଲିଖିତ ସମ୍ବିଧାନ ନାହିଁ, କନ୍ଭେନ୍ସନ୍ ବା ପରମ୍ପରା ସମ୍ବିଧାନର କାମ କରୁଛି: ରାଜା ବା ରାଣୀ ବଂଶାନୁକ୍ରମେ ରାଷ୍ଟ୍ରମୁଖ୍ୟ ହେଉଥିବାରୁ ବିଲାତ ରିପବ୍ଲିକ୍ ବା ସାଧାରଣତନ୍ତ୍ର ନୁହେଁ। ଆମ ସମ୍ବିଧାନ-ପ୍ରଣେତାମାନେ…
ସବୁଥିରେ ପଲିଟିକ୍ସ
ସବ୍ୟସାଚୀ ଅମିତାଭ ଗଣତନ୍ତ୍ର କ୍ଷମତା ଦେଇଛି। ନିଜେ ନିଜର ଶାସନ କରିବାର କଳା ଲୋକଙ୍କୁ ଶିଖାଇଛି। ହେଲେ ବର୍ତ୍ତମାନ ସମୟର ରାଜନୀତି ଗଣତନ୍ତ୍ରକୁ ଧୀରେ ଧୀରେ କବଳିତ କରିସାରିଲାଣି। ସବୁ କଥାରେ ରାଜନୀତି। ଚାଷୀ ମଲେ ରାଜନୀତି, ପୀଡିତା ଆତ୍ମହତ୍ୟା କଲେ…
ଏଇ ଭାରତରେ
ବିହାରର ଭାଗଲପୁର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଉପହାର ସ୍ବରୂପ ସେ ନିଜ ଅଢ଼େଇ ବର୍ଷର ପୁଅକୁ ମଧ୍ୟ…
କଲମ୍ବୋ ନିଆଁ
ଦ୍ୱୀପ ଦେଶ ଶ୍ରୀଲଙ୍କାରେ ଦୀର୍ଘ ବର୍ଷ ପରେ ୨୧ ଏପ୍ରିଲ ୨୦୧୯ରେ ଭୟଙ୍କର ଆତଙ୍କ ଦେଖାଦେଇଛି। ରାଜଧାନୀ କଲମ୍ବୋ ଓ ଆଖପାଖ ଅଞ୍ଚଳର କେତେକ ଚର୍ଚ୍ଚ ଓ ହୋଟେଲରେ ଲଗାତର ୮ଟି ବିସ୍ଫୋରଣରେ ୨୦୭ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ…
ଜୀବ ସୁରକ୍ଷା ପୃଥିବୀ ରକ୍ଷା
ଡ. ଦେବାନନ୍ଦ ବେଉରା ୨୦୧୯ର ଧରିତ୍ରୀ ଦିବସ ପାଳନ ଅବସରରେ ଦିଆଯାଇଥିବା ସଚେତନଧର୍ମୀ ଡାକରାଟା ହେଉଛି ‘ସବୁ ଜୀବଙ୍କୁ ସୁରକ୍ଷା ଦିଅ।’ ଆଠ ନିୟୁତ ଜୀବ ଜାତିର ପୃଥିବୀଟା ଆଜି ଜୀବ ବିଲୁପ୍ତି ପଥରେ ଅଗ୍ରସର। ସକଳ ଜୀବଙ୍କ ପ୍ରାଣସୂତ୍ର ପୃଥିବୀ…
କହିବା କାହାକୁ, ଶୁଣିବ କିଏ
ଛନ୍ଦା ମିଶ୍ର ଯେଉଁ କଥାକୁ ଡର ଥିଲା ତାହା ହିଁ ହେଲା। ଆଶା ଥିଲା, ସରକାର ଆଉ କିଛି କରନ୍ତୁ ବା ନ କରନ୍ତୁ, ନିର୍ବାଚନ ସମୟରେ ମଦକୁ ନିଶ୍ଚିତ ନିଷିଦ୍ଧ କରିବେ। ହେଲେ, ହେଲା ଠିକ୍ ତା’ର ଓଲଟା। ସରକାରଙ୍କ…
ଏଇ ଭାରତରେ
ଗୁଜରାଟର ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ଅନ୍ୟ ଗଁାଗୁଡ଼ିକଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ପ୍ରଚାର କରାଗଲେ ପରିବେଶରେ ଶବ୍ଦ…
ଭାଷଣ ଓ ଭୋଟ
ଆକାର ପଟେଲ କୋଡ଼ିଏ ବର୍ଷ ତଳେ ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ମୁମ୍ବାଇରେ ନିର୍ବାଚନ ଲଢ଼ୁଥିଲେ। ସମାଜବାଦୀ ପାର୍ଟି ଟିକେଟରେ ଠିଆହୋଇ ସେ ଶିବସେନା ନେତା ତଥା ବାନ୍ଦ୍ରା ଇଷ୍ଟ୍ର ବିଧାୟକ ମଧୁକର ସାର୍ପୋଟଦାରଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ୨୦୧୦ରେ…
ପ୍ରତିଶ୍ରୁତି ଓ ପ୍ରତାରଣାର ଖେଳ
ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ ପ୍ରଥମରୁ ସପ୍ତମ ଯାଏ ପ୍ରାୟ ଦୁଇମାସ ଧରି ଚାଲିଛି ବିଶ୍ୱର ବୃହତ୍ତମ ଗଣତନ୍ତ୍ରର ସବୁଠୁଁ ମହତ୍ତ୍ୱପୂର୍ଣ୍ଣ ଉତ୍ସବ। ଭାରତ ଭଳି ଏକ ବିଶାଳ ଗଣତନ୍ତ୍ରର ଭାଗ୍ୟ ଡୋରି ହାତକୁ ନେବା ପାଇଁ ଏଇ ବଳ କଷାକଷିର…
Archives


