ସମ୍ପାଦକୀୟ

ଏଇ ଭାରତରେ

ଓଳେଇବା କାର୍ଯ୍ୟରେ ଝାଡୁ ବ୍ୟବହାର କରାଯାଏ। ଏହା ପରିଷ୍କାର ଓ ପରିଚ୍ଛନ୍ନତାର ଏକ ପ୍ରତୀକ। କେନ୍ଦ୍ର ସରକାର ୨୦୧୪ରେ ସ୍ବଚ୍ଛ ଭାରତ ମିଶନ ଆରମ୍ଭ କରିଥିଲେ। ଏହାର ଲକ୍ଷ୍ୟ ହେଉଛି ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖିବା। ଏହାଦ୍ୱାରା ପରିବେଶ ଜୀବାଣୁମୁକ୍ତ ହେବା…

ଆଜିର ଅର୍ଥନୀତି/ଆସନ୍ନ ତୈଳ ସଂକଟ

ଇରାନୀୟ ତୈଳ ଉପରେ କଟକଣା ଲଗାଇବା ପୂର୍ବରୁ ଆମେରିକା ଯେଉଁ ଛଅମାସର ଛାଡ଼ ଦେଇଥିଲା, ତାହା ଏବେ ଉଠାଇନେବାକୁ ନିଷ୍ପତ୍ତି ନେଇଛି। ଏହାଦ୍ୱାରା ଆଠଟି ଦେଶ- ଚାଇନା, ଭାରତ, ଜାପାନ, ଦକ୍ଷିଣ କୋରିଆ, ତାଇଓ୍ବାନ, ତୁର୍କୀ, ଇଟାଲୀ ଓ ଗ୍ରୀସକୁ ସିଧାସଳଖ…

କଳ୍‌କୀ ଭୂମିକାରେ ଭାରତୀୟ ଭୋଟର

ମାୟାଧର ନାୟକ ଏବେ ସାରା ଭାରତରେ ଦଳମାନେ ପ୍ରାର୍ଥୀମାନଙ୍କୁ ନିର୍ବାଚନ ମଇଦାନରେ ଓହ୍ଲାଇଦେଲେଣି। ଗଲା ଏପ୍ରିଲ ୧୧ରେ ପ୍ରଥମ ଦଫା କଳିଯୁଦ୍ଧ ଆରମ୍ଭ ହୋଇଯାଇଛି। ଏଇମିତି ଦଫାକୁ ଦଫା ମେ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଶେଷରେ ମେ ୨୩ରେ ଫଳାଫଳ…

ଧାକୁଲି ଆଈର ଅଚଳ ଟଙ୍କା

ମନ-ମାନଚିତ୍ର/ ଡ. ନରହରି ବେହେରା ଆମ ପାଇଁ ଧାକୁଲି ଆଈ ପରି ଭଲ ମଣିଷ ଆଉ ଦୁନିଆରେ ନାହାନ୍ତି। ଭାରି ସ୍ନେହୀ। ପ୍ରତିଦିନ ସକାଳେ ତା’ ଦୁଆରେ ପହଞ୍ଚତ୍ଗଲେ, ଆଈ ଆମକୁ ନିଶ୍ଚୟ କିଛି ଦିଏ। ଆଈର ପିଲାଝିଲା କେହି ନାହାନ୍ତି।…

ଏଇ ଭାରତରେ

ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ଏଠାରେ ବିଭିନ୍ନ ଜାତି ଓ ଧର୍ମର ଲୋକେ ବାସ କରନ୍ତି। ପ୍ରତ୍ୟେକ ଧର୍ମର ରୀତିନୀତି, ଚାଲିଚଳନ ଓ ସଂସ୍କୃତି ଭିନ୍ନ ଭିନ୍ନ। କୌଣସି ପ୍ରସଙ୍ଗକୁ ନେଇ ବେଳେବେଳେ ବିଭିନ୍ନ ଧର୍ମ ଓ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା…

ମାଛିଙ୍କ ଶୂକଦ୍ୱାରା ଘାଆ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଦିନକୁ ଦିନ ଅଧିକରୁ ଅଧିକ ଲୋକ ଆଣ୍ଟିବାୟୋଟିକ୍ସ-ପ୍ରତିରୋଧୀ ହୋଇଉଠୁଛନ୍ତି। ଅର୍ଥାତ୍‌ ସେମାନଙ୍କ ଦେହରେ ଆଣ୍ଟିବାୟୋଟିକ୍ସ କାମ କରୁନାହିଁ। ସାମାନ୍ୟ ଘାଆ ଭଲ ନ ହୋଇ ଧୀରେ ଧୀରେ ପୁରୁଣା ଓ ବଡ଼ ହୋଇ ସେମାନଙ୍କର ବଞ୍ଚିବା…

ବ୍ୟକ୍ତିକୈନ୍ଦ୍ରିକ ନିର୍ବାଚନ

ବିଚିତ୍ର ବିଶ୍ୱାଳ ନିର୍ବାଚନ ଆମ ଗଣତନ୍ତ୍ରର ମହାପର୍ବ। ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ନିରପେକ୍ଷ କରିବା ପାଇଁ ଆମ ଦେଶର ନିର୍ବାଚନ କମିଶନଙ୍କ ତରଫରୁ ଗତ ଦଶବର୍ଷ ମଧ୍ୟରେ ନିର୍ବାଚନ ପରିଚାଳନାରେ ଅନେକ ସଂସ୍କାର ଅଣାଯାଇଛି। ବାଲଟ ପେପର ବଦଳରେ ଭୋଟିଂ…

ସଙ୍କଟରେ ପଞ୍ଚଭୂତ

ଅଭିମନ୍ୟୁ ଧଳ ଯାହା କେବେ ମରେ ନାହିଁ, ସେ ଅମୃତ। ଅର୍ଥାତ୍‌ ଅମୃତ କୌଣସି ପରିସ୍ଥିତିରେ ଜୀବନୀଶକ୍ତି ହରାଏ ନାହିଁ। ମାଟି, ପାଣି, ପବନ, ଉତ୍ତାପ, ଖାଦ୍ୟ ଆଦି ଅମୃତ। ଏହାଙ୍କ ଦ୍ୱାରା ଭୂପୃଷ୍ଠରେ ଜୀବଜନ୍ତୁ, ବୃକ୍ଷଲତା, କୀଟପତଙ୍ଗ ଆଦି ବଞ୍ଚିପାରନ୍ତି।…

ଏଇ ଭାରତରେ

କେତେକ ବ୍ୟକ୍ତି ନିଜର ସ୍ବାସ୍ଥ୍ୟକୁ ଜଳାଞ୍ଜଳି ଦେଇ ଅର୍ଥ ରୋଜଗାର କରିଥାଆନ୍ତି। ଏଭଳି ଏକ ଘଟଣା ମହାରାଷ୍ଟ୍ରର ବିଡ୍‌ ଜିଲାରେ ଦେଖିବାକୁ ମିଳୁଛି। ଅଧିକ ଅର୍ଥ ଉପାର୍ଜନ ଆଶାରେ ଗରିବ ମହିଳା ନିଜ ଇଚ୍ଛାରେ ଅପରେଶନ୍‌ ଦ୍ୱାରା ଗର୍ଭାଶୟ ବାହାର କରୁଛନ୍ତି।…

ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା

ଭାରତୀୟ ନ୍ୟାୟପାଳିକାର ସର୍ବୋଚ୍ଚ ଆସନ ଉପରେ ପୁନର୍ବାର କଳାବାଦଲ ଘୋଟିଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି(ସିଜେଆଇ) ରଞ୍ଜନ ଗୋଗୋଇଙ୍କ ସମେତ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଚେଲାମେଶ୍ୱର, ମଦନ ବି ଲକୁର ଏବଂ କୁରିୟନ ଯୋଶେଫ୍‌ ତତ୍‌କାଳୀନ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ…

ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା

ତତ୍ତ୍ୱ ଓ ତର୍କ/ ବିମଳ ପ୍ରସାଦ ପାଣ୍ଡିଆ ଲୋକଙ୍କଠାରୁ ତଥ୍ୟ ଲୁଚାଇବାରେ ସରକାରୀ ବିଭାଗଗୁଡ଼ିକ ମଧ୍ୟରେ କେନ୍ଦ୍ର ସରକାରଙ୍କ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ବୋଧହୁଏ ସବୁଠୁ ଆଗରେ। ପୂର୍ବ ସରକାର ସମୟରେ ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା…

କିଏ ଏଇ ମା’

ସୁଧିରାଜ ରାଉତ ବର୍ଷା ମାସ। ଇନ୍ଦ୍ରାବତୀ ଜଳଭଣ୍ଡାର ସାମର୍ଥ୍ୟଠାରୁ ଅଧିକ ଜଳରେ ପୂର୍ଣ୍ଣହୋଇ ମନେହେଉଥିଲା ସତେ ଅବା ଏକ ମାଟିଆ ସମୁଦ୍ର। କୂଳରେ ବନ୍ଧା ହୋଇଥିବା ଡଙ୍ଗାକୁ ଫିଟାଇଦେଇ ବନ୍ଧୁଙ୍କୁ କହିଲି ଭଲ ଫଟୋ ନେବାକୁ। ବନ୍ଧୁ ଫଟୋ ଉଠାଉଥାଏ କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?