ସମ୍ପାଦକୀୟ

ଏଇ ଭାରତରେ

ଅଙ୍ଗଦାନ ମହାପୁଣ୍ୟ। ଜଣଙ୍କ ମୃତ୍ୟୁ ପରେ ତା’ର ବିଭିନ୍ନ ଅଙ୍ଗ ଦାନ କରାଯାଇପାରିବ। ତେଣୁ କୌଣସି ବ୍ୟକ୍ତି ମୃତ୍ୟୁ ପୂର୍ବରୁ ଅଙ୍ଗଦାନ ପାଇଁ ଶପଥ ନେଇଥିଲେ ଏହା ସମ୍ଭବ ହୋଇପାରିବ। ଜଣଙ୍କର କିଡ୍‌ନୀ, ଚକ୍ଷୁ, ହୃତ୍‌ପିଣ୍ଡ ଭଳି ବିଭିନ୍ନ ଅଙ୍ଗ ଏକାଧିକ…

ଇଡିରେ ବି ଗୋଷ୍ଠୀ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବି କ’ଣ ସିବିଆଇ ବାଟରେ ଯାଉଛି? ନିକଟରେ ଜଣେ ବରିଷ୍ଠ ତଦନ୍ତ ଅଧିକାରୀଙ୍କୁ ନେଇ ଦେଖାଦେଇଥିବା ବିବାଦରୁ ଜଣାପଡ଼ୁଛି ଯେ, ସଂସ୍ଥାରେ ଗୋଷ୍ଠୀ ବିବାଦ ଆରମ୍ଭ ହୋଇଯାଇଛି। ଯୁଗ୍ମ ନିର୍ଦ୍ଦେଶକ ସତ୍ୟବ୍ରତ…

ଭବ ଭୟ ଓ ଜୀବନ

ଡ. ରମେଶ ଚନ୍ଦ୍ର ପରିଡ଼ା ଜନ୍ମର ଠିକ୍‌ ପରକ୍ଷଣଠାରୁ ଆମ ଜୀବନସ୍ରୋତ ନିଃଶବ୍ଦରେ ବହି ଚାଲିଥାଏ ମୃତ୍ୟୁର କରାଳ ଲହରିକୁ ଭେଟିବା ପାଇଁ। ଏହି ଅବସରରେ ଆମ ବୟସ ବଢ଼ିଚାଲେ ଏବଂ ଶୈଶବ, ଯୁବାବସ୍ଥା ଓ ପୌଢ଼ତ୍ୱ ଦେଇ ଆମେ ବାର୍ଦ୍ଧକ୍ୟରେ…

ଭାଇ ଦୁଃଖରେ ଭାଇ

ତୁଳସୀଦାସ ମିଶ୍ର ଠିକଣା ସମୟରେ ସ୍ବିଡେନର ଟେଲିକମ୍‌ ଉପକରଣ ନିର୍ମାତା ଏରିକ୍‌ସନଙ୍କୁ ୪୬୨ କୋଟି ବାକିଆ ଟଙ୍କା ପରିଶୋଧ କରି ଅଗ୍ରଜ ମୁକେଶ ଅମ୍ବାନୀ ଋଣଗ୍ରସ୍ତ ଅନୁଜ ଅନିଲ ଅମ୍ବାନୀଙ୍କୁ ଆସନ୍ନ ଜେଲଦଣ୍ଡରୁ ତ୍ରାହି ଦେଇଛନ୍ତି। ସଫଳ ବ୍ୟବସାୟ ଏବଂ ଅମାପ…

ଏଇ ଭାରତରେ

ଚିଠି ଲେଖି ଭଗବାନଙ୍କ ନିକଟରେ ଗୁହାରି କରୁଛନ୍ତି ଯୁବତୀ। ମଧ୍ୟପ୍ରଦେଶର ମଣ୍ଡସୌରରେ ଥିବା ପଶୁପତିନାଥ ମହାଦେବଙ୍କ ଦାନବାକ୍ସରୁ ମିଳିଛି ଏମିତି କିଛି ପତ୍ର ଯାହାକୁ ପଢିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ଏଠାରେ ଦାନବାକ୍ସ ଖୋଲିବା ବେଳକୁ ସାଦାକାଗଜରେ ଲେଖାଥିବା କିଛି ପତ୍ର…

ଆଜିର ଅର୍ଥନୀତି/ଅଳସୁଆ ବଢୁଛନ୍ତି

ପ୍ରତ୍ୟେକ ରାଜନୈତିକ ଦଳ ଯେକୌଣସି ଉପାୟରେ ନିର୍ବାଚନ ଜିତିବାକୁ ଚାହୁଁଛନ୍ତି। ନିର୍ବାଚନ ବର୍ଷରେ ଏସବୁ ଦେଖିବାକୁ ମିଳିଥାଏ। ପ୍ରମୁଖ ରାଜନୈତିକ ଦଳ, ବିଶେଷତଃ କ୍ଷମତାସୀନ ଦଳ ବିଭିନ୍ନ ଲୋକପ୍ରିୟ ଯୋଜନା ଘୋଷଣା କରି ନିର୍ବାଚନ ବୈତରଣୀ ପାର ହେବାକୁ ଚେଷ୍ଟା କରନ୍ତି।…

ଭାରତୀୟ ଗଣତନ୍ତ୍ରରେ ନିର୍ବାଚନ

ନାରାୟଣ ପଣ୍ଡା ବିଶ୍ୱର ବୃହତ୍ତମ ଗଣତାନ୍ତ୍ରିକ ଦେଶ ଭାରତରେ ସପ୍ତଦଶ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଦେଶର ସମ୍ବିଧାନ ଅନୁସାରେ ପ୍ରତି ୫ବର୍ଷରେ ଉକ୍ତ ନିର୍ବାଚନ ହେବା କଥା। କିନ୍ତୁ ଗତ ୬୮ବର୍ଷର ନିର୍ବାଚନକୁ ହିସାବକୁ ନେଲେ ହାରାହାରି ପ୍ରାୟ ୪ବର୍ଷରେ…

କ୍ଷମାର ମହତ୍ତ୍ୱ

ହରିଶ୍ଚନ୍ଦ୍ର ଅରିଶଲ୍ୟ ଶୁଭ ଶୁକ୍ରବାର ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ସର୍ବଶ୍ରେଷ୍ଠ ବଳିଦାନ, କ୍ଷମା ଓ ତ୍ୟାଗର ଜୀବନକୁ ମନେପକାଇଦିଏ। ୨୦୦୦ରୁ ଅଧିକ ବର୍ଷ ତଳେ ମିଥ୍ୟା ଓ କପୋଳକଳ୍ପିତ ଷଡ଼ଯନ୍ତ୍ରର ଶିକାର ହୋଇ ପ୍ରଭୁ ଯିଶୁ କ୍ରୂଶବିଦ୍ଧ ହୋଇ ମୃତ୍ୟୁବରଣ କରିଥିଲେ। ଶାରୀରିକ…

ଏଇ ଭାରତରେ

ବର୍ତ୍ତମାନ ନିର୍ବାଚନ ଋତୁ ଜାରି ରହିଛି। ଭାରତ ଭଳି ଏକ ବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ରରେ ଭୋଟଦେଇ ନିଜ ମନ ପସନ୍ଦର ପ୍ରତିନିଧି ବାଛିବା ପ୍ରତ୍ୟେକ ବ୍ୟକ୍ତିଙ୍କର କର୍ତ୍ତବ୍ୟ। କିନ୍ତୁ ଅନେକ ସ୍ଥଳରେ ଦେଖାଯାଉଛି କେତେକ ବ୍ୟକ୍ତି ବିଭିନ୍ନ ଆଳ ଦେଖାଇ ଭୋଟଦାନରୁ…

କୀଟପତଙ୍ଗରୁ ଔଷଧ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପ୍ରକୃତିରେ କୌଣସି କ୍ଷତିକାରକ କୀଟପତଙ୍ଗ (ପେଷ୍ଟ) ବା ଅବାଞ୍ଛିତ ଘାସ (ଓ୍ବିଡ୍‌) ନାହିଁ। କିନ୍ତୁ ମଣିଷ ନିଜ ପାଇଁ ଖାଦ୍ୟ ଉତ୍ପାଦନ କଲାବେଳେ କିମ୍ବା ପ୍ରାଣୀଙ୍କ ନିବାସସ୍ଥାନ ଧ୍ୱଂସ କରି ଗୃହନିର୍ମାଣ କଲାବେଳେ କିଛି ପ୍ରାଣୀ…

ନିର୍ବାଚନର ଦୁଃଖ

ଡ. ସୁବାସ ଚନ୍ଦ୍ର ପାତ୍ର କେଉଁ ଦେଶ ପାଇଁ ନଦୀ, ପାହାଡ଼, ପର୍ବତ, ମରୁଭୂମି ହୁଏ ତ ଦୁଃଖ ହୋଇପାରେ କିନ୍ତୁ ଭାରତ ଭଳି ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ନିର୍ବାଚନ ଏକ ଦୁଃଖ, ଏକ ଲାଞ୍ଛନା। ସବୁଠୁ ବେଶୀ ଦୁଃଖ ଭୋଗନ୍ତି…

ପାପପୁଣ୍ୟର ଦ୍ୱନ୍ଦ୍ୱ

ରମେଶ ଚନ୍ଦ୍ର ସାମଲ କଥାରେ ଅଛି-ଲାଉ ଲଗେଇଲେ ଚଣା ଫଳେନା କିମ୍ବା ଚଣା ଲଗେଇଲେ ଲାଉ ଫଳେନା। କର୍ମ ନେଇ ଫଳ। ଆଜି କରିଥିବା କର୍ମର ଫଳ ଆଜି, କାଲି, ଏହି ଜନ୍ମରେ କିମ୍ବା ପରଜନ୍ମରେ, ନ ହେଲେ କେତେ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?