ସମ୍ପାଦକୀୟ

ଏଇ ଭାରତରେ

କେତେକ ବ୍ୟକ୍ତି ବିଶ୍ୱର କଲ୍ୟାଣସାଧନ ଲାଗି ଅକ୍ଳାନ୍ତ ପରିଶ୍ରମ ଓ ଅନେକ କଷ୍ଟ ସ୍ବୀକାର କରନ୍ତି। ଏପରି ଜଣେ ବିରଳ ବ୍ୟକ୍ତିତ୍ୱ ହେଉଛନ୍ତି ପ୍ୟାରେଲାଲ୍‌। ସେ ବିଶ୍ୱକଲ୍ୟାଣ ପାଇଁ ବଦ୍ରିନାଥ ପର୍ଯ୍ୟନ୍ତ ଦଣ୍ଡବତ ଯାତ୍ରା କରୁଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ବାସିନ୍ଦା…

ସମ୍ପାଦକୀୟ/ସବୁଆଡ଼େ କ୍ଷତି

୧୯୯୧ରେ ଭାରତୀୟ ଅର୍ଥନୀତିରେ ବିରାଟ ପରିବର୍ତ୍ତନ ଆସିଥିଲା। ଉଦାରୀକରଣ ନୀତି ଅବଲମ୍ବନ କରାଯିବା ପରେ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆସିବା ସହ ଘରୋଇ କ୍ଷେତ୍ର ବ୍ୟାପକ ହୋଇଥିଲା। ଭାରତରେ ପୁଞ୍ଜିନିବେଶ ପାଇଁ ବିଦେଶୀଙ୍କୁ ଅନୁମତି ଦିଆଯାଇଥିଲା। ମୁକ୍ତ ଅର୍ଥନୀତି ଯୋଗୁ ସରକାରୀ…

ନିର୍ବାଚନ ଓ ଦେଶଭାବନା

ଡ. ଶରତଚନ୍ଦ୍ର ରଥ କିଛି ଲୋକ ଅଛନ୍ତି ଯାହାଙ୍କର କେବଳ ନୋଟ ପାଇଁ ଚିନ୍ତା। ଶୟନେ ସ୍ବପନେ ଜାଗରଣେ କେବଳ ସେଇ ନୋଟ କଥା ହିଁ ଭାବୁଥାଆନ୍ତି। ଭୋଟ ବେଳ ଆସିଗଲେ ନୋଟ ଚିନ୍ତାଟା ଟିକିଏ ଦାନା ବାନ୍ଧିଲାପରି ଲାଗେ। ସେମାନେ…

ଜୈନ ଦର୍ଶନ ଓ କର୍ମବାଦ

ଡ. ଭାଗ୍ୟଲିପି ମଲ୍ଲ ବସନ୍ତର ମହୋତ୍ସବ। ଚତୁର୍ଦ୍ଦିଗରେ ବର୍ଣ୍ଣିଳ ସମାବେଶ। ପ୍ରକୃତିର ଅଙ୍ଗେ ଅଙ୍ଗେ ନବ ଉନ୍ମାଦନାର ଶିହରଣ। ଏହିଭଳି ଏକ କମନୀୟ ସକାଳରେ ପୃଥିବୀ ପୃଷ୍ଠରେ ଅବତୀର୍ଣ୍ଣ ହେଲେ ଭଗବାନ ମହାବୀର। ବୈଶାଳୀ ରାଜକନ୍ୟା ତ୍ରିଶଳା ଏବଂ ରାଜା ସିଦ୍ଧାର୍ଥଙ୍କର…

ଏଇ ଭାରତରେ

ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଅଭ୍ୟାସ ରହିଥାଏ। କେତେକ ଲୋକଙ୍କର ନିର୍ବାଚନ ଲଢ଼ିବା ମଧ୍ୟ ଏକ ରୁଚି। ସେହିଭଳି ଜଣେ ବ୍ୟକ୍ତି ହେଉଛନ୍ତି ଡାକ୍ତର ପଦ୍ମରାଜନ୍‌। ସେ ପଞ୍ଚାୟତଠାରୁ ଆରମ୍ଭ କରି ଲୋକ ସଭା ପର୍ଯ୍ୟନ୍ତ ଇତିମଧ୍ୟରେ ୨୦୦ ଥର ନିର୍ବାଚନରେ…

ସମ୍ପାଦକୀୟ/ ସମାଧାନକାରୀ ନୁହେଁ, ସୃଷ୍ଟିକର୍ତ୍ତା

ସାଧାରଣ ନିର୍ବାଚନ ୨୦୧୯ର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଏପ୍ରିଲ ୧୮ରେ ଅନୁଷ୍ଠିତ ହେବାକୁ ଯାଉଛି। ସମଗ୍ର ଦେଶରେ ଦିନକୁ ଦିନ ପ୍ରଚାର ଅଭିଯାନ ଜୋରଦାର ହେବାରେ ଲାଗିଛି। ନିଜ ସପକ୍ଷରେ ଭୋଟ ହାତେଇବା ସକାଶେ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ…

ବଡ଼ ଲୋକଙ୍କୁ ଉତ୍ତର ନାହିଁ

ବୈକୁଣ୍ଠନାଥ ମିଶ୍ର ଘଞ୍ଚ ଜଙ୍ଗଲ ମଧ୍ୟରେ ସୁଉଚ୍ଚ ପାହାଡ଼। ପାହାଡ଼ରୁ କଳକଳ ନାଦ କରି ବହିଆସୁଛି ଚିର ଚଞ୍ଚଳ ଝରଣା। ବନ୍ୟଜନ୍ତୁଙ୍କ ତୃଷା ନିବାରଣର ଏକ ଉତ୍କୃଷ୍ଟ ଉତ୍ସ। ଏକଦା ମୃଗ ଶାବକଟିଏ ପାହାଡ଼ର ପାଦଦେଶରେ ଥିବା ଝରଣାରୁ ପରମତୃପ୍ତିରେ ଜଳ…

ଭୋଟର ମାଫିଆ

ଦ୍ୱିତୀ ଚନ୍ଦ୍ର ସାହୁ ନାଁ ତା’ର ନୃପତି। ନିର୍ବାଚନ ଘୋଷଣା ହେଲେ ତା’ର ମନ ଖାଲି ଛନଛନ। ସେ କେବେ ନେତା ହୋଇନି। ନେତା ହେବାକୁ ତା’ର ଇଚ୍ଛା ବି ନାହିଁ। କୌଣସି ନିର୍ବାଚନରେ ବି ଲଢିନି। ତଥାପି ନିର୍ବାଚନରେ ବେଶି…

ଏଇ ଭାରତରେ

ଗୁଜରାଟରେ ଏପ୍ରିଲ ୨୨ରେ ଏକ ବିବାହ ଉତ୍ସବ ଆୟୋଜନ ହେବାକୁ ଯାଉଛି। ଏଥିପାଇଁ ନିମନ୍ତ୍ରଣପତ୍ର ମଧ୍ୟ ବଣ୍ଟା ସରିଛି। ତେବେ ଏହା ସାଧାରଣ ବିବାହ ନୁହେଁ। ଏଥିରେ ଗୋଟିଏ ବେଦିରେ ୨ କନ୍ୟାଙ୍କୁ ବିବାହ କରିବେ ଜଣେ ବର ଏବଂ ବରଯାତ୍ରୀ…

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?