ସମ୍ପାଦକୀୟ

ସାମ୍ପ୍ରତିକ ଶିକ୍ଷା ଓ ଶିକ୍ଷାୟତନ ସମସ୍ୟା

ଅଧୁନା ସମାଜରେ ଶିକ୍ଷା ଏକ ପ୍ରସଙ୍ଗଭିତ୍ତିକ ପ୍ରବନ୍ଧ ସଦୃଶ ସବୁଠି ଚର୍ଚ୍ଚାର ବିଷୟବସ୍ତୁ; ହୁଏତ ସେ ପୁରାତନ ଶିକ୍ଷାର ବିଷୟବସ୍ତୁର ଶୀର୍ଷକ ମଳିନ ପଡିଯାଇ ନୂତନତା ଭରିଯାଇଛି। ଯେଉଁଠି ଶିକ୍ଷାର୍ଥୀର ଭାବ ଶୈକ୍ଷିକ ବାତାବରଣ ମଧ୍ୟରେ ବଦଳିଯାଇଛି। ଶିକ୍ଷା ଏବଂ...

ଟ୍ରମ୍ପ୍‌, ଚାଇନା ଓ କରୋନା

କୋଭିଡ୍‌-୧୯ ବା କରୋନା ମହାମାରୀରେ ବିଶ୍ୱର ପାଖାପାଖି ୭୧ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଥିଲା, ଯାହାଦ୍ୱାରା ୨୦୧୯ରୁ ୨୦୨୧ ମଧ୍ୟରେ ବୈଶ୍ୱିକ ସମ୍ଭାବିତ ଆୟୁଷ ୧.୬ ବର୍ଷ ହ୍ରାସ ପାଇଥିଲା। ମହାମାରୀ ଅନେକ ଦେଶରେ ଅର୍ଥ ବ୍ୟବସ୍ଥା, ଜୀବନ ଜୀବିକାକୁ...

ଧର୍ମରେ ନୃତ୍ୟ

ନୃତ୍ୟ ହେଉଛି ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ। ନୃତ୍ୟ ଏକ ପ୍ରଦର୍ଶନର ବିଷୟ ହୋଇଥିବାରୁ ଏହା ସ୍ଥାନ କାଳପାତ୍ରରେ ପରିବର୍ତ୍ତନ ହୁଏ। ତେଣୁ ସଙ୍ଗୀତ ପରି ଏହା ଏକ ଅବର୍ଣ୍ଣନୀୟ ଐତିହ୍ୟ। ହିନ୍ଦୁ ମନ୍ଦିର କଳାରେ ଦେବତାମାନେ ଯଥା ଶିବ...

ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନୀରେ ଥିବା ଇଣ୍ଟିଗ୍ରେଟେଡ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ...

ବନରୁ ଜୀବନ

ପରିବର୍ତ୍ତନର ବିରାଟ କଳାବାଦଲ ଆଜି ସାରା ବିଶ୍ୱର ଭାଗ୍ୟାକାଶକୁ ଆଚ୍ଛାଦିତ କରିଛି। କ୍ରମାଗତ ବୃଦ୍ଧି ପାଉଥିବା ତାପମାତ୍ରା, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦେଖିବାକୁ ମିଳିଛି। ପରିବେଶ ପ୍ରଦୂଷଣ ଓ ତାପମାତ୍ରାର ଅସ୍ବାଭାବିକ ବୃଦ୍ଧି କାରଣରୁ ଭୂପୃଷ୍ଠରୁ ତଥା ଜଳଭାଗରୁ ଅନେକ...

ଟ୍ରମ୍ପଙ୍କ ହିସାବ

ଜାନୁଆରୀ ୨୦ରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେବେ । ଏହି ସମାରୋହକୁ ସେ କେତୋଟି ହାତଗଣତି ଦେଶର ମୁଖ୍ୟତଃ ଦକ୍ଷିଣପନ୍ଥୀ ନେତାମାନଙ୍କୁ ନିମନ୍ତ୍ରଣ କରିଛନ୍ତି, ଯେଉଁମାନଙ୍କର ବିଚାରଧାରା ଟ୍ରମ୍ପଙ୍କ ସହ ସମାନ। ଆମେରିକା ୧୭୭୬ରେ...

ସମୟର ସ୍ବରୂପ

କେବେ ଭାବିଛନ୍ତି, ଯଦି ସମୟକୁ ରୋକି ହୁଅନ୍ତା ଆଉ ପୁଣି ବିଗତ ସମୟକୁ ଫେରେଇ ଆଣି ହୁଅନ୍ତା, ଏ ସାରା ସଂସାରଟା କେତେ ବିଚିତ୍ର ଲାଗନ୍ତା ସତେ। ଜନ୍ମ ମରଣ ସବୁ ଖେଳଘର ପରି ଲାଗନ୍ତା । କିଏ ବାପା...

ଏଇ ଭାରତରେ

୧୪ ବର୍ଷ ବୟସରେ ବାହା ହୋଇଥିଲେ ତାଙ୍କଠାରୁ ତିନିଗୁଣ ଅଧିକ ବୟସର ବ୍ୟକ୍ତିଙ୍କୁ। ସେ ମା’ ହେଲେ ୧୫ ବର୍ଷରେ। ବାଲ୍ୟ ବିବାହର ଯନ୍ତ୍ରଣାକୁ ଅତି ନିକଟରୁ ଦେଖିଥିବା ଏହି ମହିଳା ଜଣକ ହେଉଛନ୍ତି ବିହାରର ରୋଶନି ପରଓ୍ବିନ। ସେ...

ଭୂତଳ ଜଳ ଜହର

ଦେଶର ଭୂତଳ ଜଳ ଓ ଏହାର ଗୁଣ ନେଇ କେନ୍ଦ୍ରୀୟ ଭୂତଳ ଜଳ ବୋର୍ଡ(ସିଜିଡବ୍ଲ୍ୟୁବି)ର ବାର୍ଷିକ ମୂଲ୍ୟାୟନ ରିପୋର୍ଟରେ ଯେଉଁ ତଥ୍ୟ ପ୍ରକାଶ ପାଇଛି, ତାହା ଚିନ୍ତାଜନକ। କହିବା ଯଥାର୍ଥ ଯେ, ଭୂତଳ ଜଳରେ ନାଇଟ୍ରେଟ(ଏନ୍‌ଏ୩) ରହିଥିବା କୁହାଯାଇଛି, ଯାହାକି...

ସାଂସ୍କୃତିକ ସମର ଓ ସେନାପତି ଫକୀରମୋହନ

ସାଂସ୍କୃତିକ ଜାଗରଣର ଅଗ୍ରଦୂତ ଫକୀରମୋହନ ସେନାପତି। ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର। କେନ୍ଦ୍ରାପଡ଼ାର କୁଶିନ୍ଦା ଗ୍ରାମରୁ ଆସି ବାଲେଶ୍ବର ଜିଲାର ମଲ୍ଲିକାଶପୁରରେ ସ୍ଥାୟୀ ଭାବରେ ରହୁଥିଲେ ପାଇକ ସର୍ଦ୍ଦାର ହନୁ ମଲ୍ଲ, ଯିଏ ନିଜର ବୀରତ୍ୱ ପାଇଁ ମରହଟ୍ଟା ଅମଳରେ...

କାନି ବା ହାତ ଧରନି

ସ୍ବାମୀ ଓ ସ୍ତ୍ରୀ ପରସ୍ପର ସହମତିରେ ବିବାହ ବିଚ୍ଛେଦ ପାଇଁ ଦାୟର କରିଥିବା ମାମଲା ବିଚାରାଧୀନ ଥିବା ସମୟରେ ଦମ୍ପତିଙ୍କ ମଧ୍ୟରୁ ଜଣେ ଯେକୌଣସି ସମୟରେ ଏକପାଖିଆ ଭାବେ ସମ୍ମତ ପ୍ରତ୍ୟାହାର କରିପାରିବେ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି।...

ଏଇ ଭାରତରେ

ଛୋଟ ଛୋଟ କଥାକୁ ନେଇ ବେଳେବେଳେ ଘରୋଇ କଳି ଏଭଳି ସ୍ତରକୁ ଚାଲିଆସେ ଯେ ସମ୍ପର୍କ ଭାଙ୍ଗିବା ଯାଏ କଥା ପହଞ୍ଚିଯାଏ। କ୍ରୋଧ ଉପରେ ନିୟନ୍ତ୍ରଣ ନ ରହିଲେ ପରିସ୍ଥିତି ଏଭଳି ଅଣାୟତ୍ତ ହୋଇଯାଏ। ଠିକ୍‌ ଏମିତି ଏକ ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri