ସମ୍ପାଦକୀୟ

ମହାସାଗରରେ ନିବେଶ

ନିବେଶକମାନେ ନିବେଶ କରିବାକୁ ନିଷ୍ପତ୍ତି ନେବାବେଳେ ସେଥିରେ ଥିବା ସୁଯୋଗ, ବିପଦ ଏବଂ ଆଶା କରାଯାଉଥିବା ଲାଭ ସମ୍ପର୍କରେ କିଛି ମୌଳିକ ପ୍ରଶ୍ନ ଉତ୍ଥାପନ କରିଥାଆନ୍ତି। ମହାସାଗରେ ନିବେଶ କ୍ଷେତ୍ରରେ ଶେଷ ପ୍ରଶ୍ନର ଉତ୍ତର ଅତ୍ୟନ୍ତ ଉତ୍ସାହପ୍ରଦ। ଏକ ସହନୀୟ ତଥା…

ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ। ସେ ଉତ୍ତରପ୍ରଦେଶ ପ୍ରତାପଗଡ଼ ଭଦାଉନ୍‌ ଗାଁରେ ୭ ଏକର ଫାର୍ମରେ ଜୈବିକ ଚାଷ କରୁଛନ୍ତି।…

ବୈଦିକ ସଂସ୍କୃତିର ସୌରଭ

ବେଦ, ମାନବ ଜାତି ପାଇଁ ଈଶ୍ୱରଙ୍କ ଅମୂଲ୍ୟ ସଂପଦ। ଏହା ପରମାତ୍ମାଙ୍କ ଅମୃତ ବାଣୀ। ଆର୍ଯ୍ୟ ସାହିତ୍ୟର ଅକ୍ଷୟ ଭଣ୍ଡାର। ଏଥିରେ ଥିବା ଈଶ୍ୱର ପ୍ରଦତ୍ତ ଦିବ୍ୟଜ୍ଞାନ ପୃଥିବୀର ଅନ୍ୟ ଗ୍ରନ୍ଥରେ ଦେଖିବାକୁ ମିଳେନାହିଁ। ବେଦର ଶିକ୍ଷା, ବେଦର ଆଦର୍ଶ ଅତୀବ…

ଆତଙ୍କବାଦ: ଉତ୍ସ ଓ ଉତ୍ପାଟନ

କେବଳ ମାତ୍ର ତୁମ ନିଜ ବିଶ୍ୱାସକୁ ହିଁ ଜ୍ଞାନ ବୋଲି କହି ଅନ୍ୟମାନଙ୍କ ବିଶ୍ୱାସକୁ ପ୍ରମାଦ, ଅଜ୍ଞାନ ଅଥବା ମିଥ୍ୟା ବୋଲି ଅଭିହିତ କରିବା ନିହାତି ମୂର୍ଖାମି – ଯୁଗଋଷି ଶ୍ରୀ ଅରବିନ୍ଦ। ଏହି ମର୍ମରେ ଇତିହାସରେ ସଂଘଟିତ ଅନେକ ସୈତାନୀ…

ସସୀମରୁ ଅସୀମ

ଛତିଶଗଡ଼ ବିଳାସପୁର ନିକଟରେ ଅଛି ଛୋଟ ସହର ମହ୍ଲାର ଏବଂ ଏଠାରେ ଚାରି ବାହୁ ଥିବା ଜଣେ ସୈନିକଙ୍କ ମୂର୍ତ୍ତି ଦେଖିବାକୁ ମିଳେ। ସେ ହାତରେ ଶଙ୍ଖ, ଚକ୍ର ଓ ଗଦା ଧରିଛନ୍ତି। ଏହାଙ୍କୁ ବିଷ୍ଣୁଙ୍କ ପୁରାତନ ବିଗ୍ରହ ବୋଲି କୁହାଯାଉଛି।…

ତରକାରି ଆଇନକୁ ଅଣଦେଖା

ବର୍ତ୍ତମାନ ବିବାହ ଓ ଭୋଜିଭାତ ଋତୁ ଚାଲିଛି। ଏହି ସମୟରେ ନଅ ତିଅଣ ଛଅ ଭଜାଠାରୁ ଆହୁରି ଲମ୍ବି ଗଲାଣି ଖାଇବା ମେନୁର ତାଲିକା। ଏମିତିରେ ବି ଲୋକମାନଙ୍କ ଖାଦ୍ୟ ରୁଚି ସବୁ ପରିବର୍ତ୍ତନ ହୋଇଗଲାଣି। କହିବାକୁଗଲେ ଦାମୀ, ସୁସ୍ବାଦୁ ଓ…

ସନାତନୀ ହିନ୍ଦୁ ଓ ଗାନ୍ଧିଜୀ

ଖ୍ରୀପୂ. ଷଷ୍ଠ ଶତକରେ ଡେରିଅସ ଶିଳାଲେଖରେ (୫୫୦-୪୮୬) ‘ହିନ୍ଦୁ’ ଶବ୍ଦର ଉଲ୍ଲେଖ ଥିଲେ ହେଁ ସେଥିରେ ଏହା ଭୌଗୋଳିକ ଶବ୍ଦ ଭାବରେ ବ୍ୟବହୃତ ହୋଇଛି। ରାଜା ରାମମୋହନ ରାୟ ପ୍ରଥମେ ହିନ୍ଦୁଧର୍ମ (Hinduism) ଶବ୍ଦ ୧୮୧୬ ମସିହାରେ ବ୍ୟବହାର କଲେ। ତା’ପରେ…

ଆଗରୁ ଯେମିତି, ଏବେ ସେମିତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ଅତ୍ୟଧିକ ଟାରିଫ୍‌ ଲଗାଇବା, ଏଚ୍‌୧ ଭିଜା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ଅନ୍ୟାନ୍ୟ କେତେକ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ପୋଷଣ କରିଥିବାରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ଲାଗିରହିଛି। ସେଥିପାଇଁ ଚାଇନା…

ଏଇ ଭାରତରେ

ଅରୁଣାଚଳ ପ୍ରଦେଶ ପାକ୍କେ ବ୍ୟାଘ୍ର ସଂରକ୍ଷଣ ଜଙ୍ଗଲର ଅନ୍ୟ ଏକ ଆକର୍ଷଣ ହେଉଛି ବିଭିନ୍ନ ରଙ୍ଗ ତଥା ପ୍ରଜାତିର ହର୍ନବିଲ। ଏହି ଜାତୀୟ ପକ୍ଷୀର ମାଂସ ଓ ଥଣ୍ଟ ପାଇଁ ସ୍ଥାନୀୟ ଅଞ୍ଚଳର ଆଦିବାସୀ ଏମାନଙ୍କୁ ଶିକାର କରିଥାନ୍ତି। ବ୍ୟାପକ ଶିକାର…

ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟି ରହସ୍ୟ

ଯୁକ୍ତରାଷ୍ଟ୍ର ଆମେରିକା ବ୍ରୁକଲିନଠାରେ ଜନ୍ମିତ କାର୍ଲ ସାଗନ (୧୯୩୪-୯୬) ଜଣେ ଜ୍ୟୋତିର୍ବିଜ୍ଞାନୀ, ବିଶ୍ୱତତ୍ତ୍ୱବିତ୍‌, ନଭୋବିଦ୍ୟାବିଶାରଦ ତଥା ଜ୍ୟୋତିର୍ଜୀବତତ୍ତ୍ୱବିତ୍‌। ଷାଠିଏଟି ଦେଶର ୫୦୦ ନିୟୁତ ଦର୍ଶକ ଦେଖିଥିବା ‘କସ୍ମୋସ’ ଟେଲିଭିଜନ ଧାରାବାହିକର ସେ ପ୍ରଣେତା। ତାଙ୍କର ଉକ୍ତି ପ୍ରଣିଧାନଯୋଗ୍ୟ। ଆମେ କିଏ? ଏହି…

ଆରାବଳିକୁ ମାରିଦେବେ

ଆରାବଳି ଭାରତର ଉତ୍ତର-ପଶ୍ଚିମାଞ୍ଚଳ ଭାଗରେ ଅବସ୍ଥିତ ସବୁଠାରୁ ପୁରୁଣା ପର୍ବତମାଳା। ପ୍ରାୟ ୨୦୦ କୋଟି ବର୍ଷ ପୂର୍ବରୁ ଏହା ସୃଷ୍ଟି ହୋଇଥିଲା। ତୁଳନାତ୍ମକ ଭାବେ ଦେଖିଲେ ହିମାଳୟ ପର୍ବତମାଳା ୪୦ରୁ ୫୦ ନିୟୁତ ବର୍ଷ ପୂର୍ବେ ଗଠିତ ହୋଇଥିଲା। ଆରାବଳି ଦକ୍ଷିଣ-ପଶ୍ଚିମ…

ଏଇ ଭାରତରେ

ଗର୍ଭଧାରଣ ସମୟରେ ପୁଷ୍ଟିକର ଖାଦ୍ୟ ଅଭାବରୁ ଭାରତର ବିଭିନ୍ନ ଅଞ୍ଚଳରେ ନବଜାତକଙ୍କ ଓଜନ କମ୍‌ ରହୁଥିବା ଦେଖାଯାଉଛି। ବିଶେଷକରି ଏହି ସମସ୍ୟା ଆଦିବାସୀ ଅଞ୍ଚଳରେ ଅଧିକ। ତେବେ ଏହାର ସମାଧାନ ପାଇଁ ଛତିଶଗଡ଼ କୋରେଆ ଜିଲାର ଜିଲାପାଳ ଚନ୍ଦନ ରଞ୍ଜନ ତ୍ରିପାଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?