ପେଟ୍ରୋଲ ଟାଙ୍କିର ମନିବ୍ୟାଗ
ମନିବ୍ୟାଗ ହେଉଛି ଅର୍ଥ ରଖିବାର ମୁଣା। ମନି ବ୍ୟାଗ୍ର ରଙ୍ଗ, ଦିଗ, ସାଙ୍କେତିକ ଚିହ୍ନ, ସ୍ବଚ୍ଛତା ଆଦିକୁ ବାସ୍ତୁବିଦ୍ୟାରେ ବର୍ଣ୍ଣନା କରାଯାଇଛି। ବିଶେଷ କରି ବ୍ୟବସ୍ଥିତ ଓ ସଫା, ସୁନ୍ଦର ମନିବ୍ୟାଗ ହେଉଛି ସମ୍ମାନ, ଧନଧାନ୍ୟ ଓ ସକାରାମତ୍କ ଶକ୍ତିର ନିଦର୍ଶନ।…
ଶିଶୁ ବାଟିକାରେ ଶିଶୁ ହସିବେ
ଦଳ ମତ ନିର୍ବିଶେଷରେ ସଭିଏ ଏ କଥା କୁହନ୍ତି- ଶିଶୁ ହସିଲେ ଦୁନିଆ ହସେ। କିନ୍ତୁ ସତରେ କ’ଣ ସମସ୍ତ ଶିଶୁ ଏଠାରେ ହସନ୍ତି ନା ସେମାନଙ୍କର ହସ ଦେଖିବା ପାଇଁ କାର୍ଯ୍ୟକ୍ରମ ନିଆଯାଏ? ହଁ, ଏହା ତ ନିଶ୍ଚୟ ଶିଶୁ…
ବିଚିତ୍ର ନିଯୁକ୍ତି
ପୂର୍ବତନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍)ର ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଦେଖିବାକୁ ଗଲେ ଜଣେ ତଦନ୍ତକାରୀ ଏବେ ଆଥିର୍କ ନୀତି ଉପରେ ପରାମର୍ଶ ଦେଉଛନ୍ତି। ଆମେ ଅର୍ଥନୀତିଜ୍ଞମାନଙ୍କୁ ଛାଡ଼ି…
ଏଇ ଭାରତରେ
ଆମ୍ବ ଉତ୍ପାଦନର ସମୟ ଆସିଲେ କେରଳର କାନ୍ନାପୁରମ ଗାଁ ଚର୍ଚ୍ଚାକୁ ଆସେ। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। ଗ୍ରାମବାସୀଙ୍କ ଉଦ୍ୟମରେ ଏହି ସଫଳତା ମିଳିଛି। ଏହିି ଗାଁରେ ୨୦୦ ବର୍ଷର ଏକ ଭେଲାଥାନ କିସମ ଆମ୍ବ ଗଛ ଥିଲା,…
ଦିବ୍ୟାଙ୍ଗ ପିଲାଙ୍କ ପାଇଁ ଶିକ୍ଷକ ଅଭାବ
ଭାରତୀୟ ଶିକ୍ଷା ବ୍ୟବସ୍ଥା ବିଶ୍ୱରେ ସଂଖ୍ୟା ଓ ବିବିଧତା ଦୃଷ୍ଟିରୁ ଅଗ୍ରଣୀ। କିନ୍ତୁ ଏହାର ଅନ୍ତରାଳରେ ରହିଛି ବିଶେଷ ଶିକ୍ଷକଙ୍କ ଅଭାବ, ଯାହା ସରକାରୀ ଓ ଘରୋଇ ବିଦ୍ୟାଳୟ ଉଭୟରେ ଦେଖାଯାଉଛି। ଏହା ବିଶେଷ ଆବଶ୍ୟକତା ଥିବା ପିଲାଙ୍କ (ସିଡବ୍ଲ୍ୟୁଏସ୍ଏନ୍) ଶିକ୍ଷା…
ବିଶ୍ୱ ବାଣିଜ୍ୟ ଯୁଦ୍ଧର ପ୍ରଭାବ
ବର୍ତ୍ତମାନ ବିଶ୍ୱ ଅର୍ଥନୀତି ଗଭୀର ଅସ୍ଥିରତା ଓ ଅନିଶ୍ଚିତତାର ଏକ ଜଟିଳ ପରିବେଶ ମଧ୍ୟରେ ଗତି କରୁଛି। ବିଶ୍ୱବ୍ୟାପୀ ଚାଲିିଥିବା ବାଣିଜ୍ୟଯୁଦ୍ଧ, ବିଶେଷତଃ ଆମେରିକା ଓ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଦ୍ୱନ୍ଦ୍ୱ, ବ୍ରେକ୍ସିଟ୍ସରେ ୟୁରୋପରେ ସୃଷ୍ଟି ହୋଇଥିବା ଅର୍ଥନୈତିକ ଅସ୍ଥିରତା…
ଇସ୍ରାଏଲ ଯୁଦ୍ଧ ଅନ୍ତରାଳେ
ଇସ୍ରାଏଲର ରାଜଧାନୀ ତେଲ୍ ଆଭିଭର ରାସ୍ତାରେ କଫି ଓ ବ୍ରେଡ୍ ରୋଲ୍ର ଆନନ୍ଦ ନେଉଥିବା ନାଗରିକମାନେ ସେମାନଙ୍କଠାରୁ ୬୯ କି.ମି. ଦୂରରେ ଥିବା ଗାଜାର ଲୋକଙ୍କ ଉପରେ ହେଉଥିବା ବୋମାମାଡ଼ ଓ ଗୁଳିଗୋଳା ବର୍ଷଣ ସମ୍ପର୍କରେ ଚିନ୍ତା କରିବା କଷ୍ଟକର। ପୃଥିବୀରେ…
ସାତ ଶତାବ୍ଦୀର କଥା
ଇସ୍ଲାମ ଧର୍ମ ସପ୍ତମ ଶତାବ୍ଦୀରେ ଆରବରେ ସୃଷ୍ଟି ହୋଇଥିଲା। ଏହା ପଶ୍ଚିମକୁ ଭୂମଧ୍ୟସାଗରୀୟ ଦେଶ ସମୂହ ଏବଂ ପୂର୍ବକୁ ପର୍ସିଆ ବା ପାରସ୍ୟ(ଏବକାର ଇରାନ୍)କୁ ବିସ୍ତାର ହୋଇଥିଲା। ଅଷ୍ଟମ ଶତାବ୍ଦୀ ସୁଦ୍ଧା ଏହା ପୁନର୍ବାର ବିସ୍ତାରିତ ହୋଇ ସ୍ପେନ୍ରୁ ଆରମ୍ଭ କରି…
ଶିଖାନ୍ତୁ ଫୋନ ଶିଷ୍ଟାଚାର
ଜଗତ୍ସିଂହପୁର ଜୟବଡ଼ ଗ୍ରାମର ୨୨ ବର୍ଷୀୟ ଛାତ୍ର ସୂର୍ଯ୍ୟକାନ୍ତ ମୋବାଇଲ ଫୋନ୍ରେ ଅନ୍ଲାଇନ ଗେମ ଖେଳୁଥିଲା। ଏଥିପ୍ରତି ଆସକ୍ତ ଯୋଗୁ ସେ ନିଜର ସବୁ ଦାୟିତ୍ୱ ଭୁଲି ଚାଲିଲା। ଘର ଲୋକ ଅତିଷ୍ଠ ହୋଇ ଏହା ନ ଖେଳିବାକୁ ବାରଣ କଲେ।…
କିଛି ଗୋପନୀୟ ରହିବ ନାହିଁ
ଆଦିମ ଅବସ୍ଥାରେ ଆମେ ଲଙ୍ଗଳା ଥିଲୁ, ମଣିଷମାନେ ଅନ୍ୟ ପ୍ରାଣୀ ଭଳି ଜୀବନଯାପନ କରୁଥିଲେ, ଲଜ୍ଜା ଧାରଣା ନ ଥିଲା। ଏବେ ଏକବିଂଶ ଶତାବ୍ଦୀର ତୃତୀୟ ଦଶକରେ ବହୁବିଧ ବସ୍ତ୍ରରେ ସଜ୍ଜିତ ହୋଇଥିଲେ ବି ଟେକ୍ନୋକ୍ରାଟ୍ମାନେ ଆମକୁ ନଗ୍ନ ଦେଖିପାରିବେ। ଆମ…
ଭୂତଳ ଜଳ ଚିନ୍ତା
କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଗ୍ରାଉଣ୍ଡ ଓ୍ବାଟର କ୍ୱାଲିଟି ଇନ୍ ଶାଲୋ ଆକ୍ୱିଫାୟର୍ସ ଅଫ୍ ଇଣ୍ଡିଆ ସର୍ଭେ ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ଯେ, ଓଡ଼ିଶାର ପୁରୀ ସହରରେ କ୍ରମାଗତ ଭାବେ ଭୂତଳ ଜଳ ସ୍ତର ହ୍ରାସ ପାଇବାରେ ଲାଗିଛି।…
ଅଜ୍ଞାନତା ଦୁଃଖର କାରଣ
ଶିକ୍ଷା ମଣିଷକୁ ପଶୁତ୍ୱରୁ ମାନବତ୍ୱକୁ ଉନ୍ନୀତ କରେ। ଆମେରିକାର ଦାର୍ଶନିକ ଜନ୍ ଡୁୱେ କହିଲେ, ”ଶିକ୍ଷା ଜୀବନର ପ୍ରସ୍ତୁତି ନୁହେଁ, ଶିକ୍ଷା ହେଉଛି ଜୀବନ।“ ଶିକ୍ଷାର ଯେତିକି ବିକାଶ ଘଟିଛି ସେହି ଅନୁପାତରେ ହିଁ ମାନବତ୍ୱର କ୍ରମବିକାଶ ଘଟିଛି ଏବଂ ଘଟୁଥିବ…
Archives


