ଆମ ଦୃଷ୍ଟିକୋଣ ଆମ ଜୀବନ
ଆଖି ରୂପବାନକୁ ଦେଖିଲାବେଳେ ମନ ରୂପହୀନକୁ ଦେଖିଥାଏ। ବୁଦ୍ଧି ଅରୂପ ବିଷୟରେ ବିଚାର କରିଥାଏ। ଦୃଷ୍ଟିକୋଣ ହେଉଛି ”ଏକ ସୁଶିକ୍ଷିତ ପ୍ରବୃତ୍ତି, ଯାହା ଏକ ନିର୍ଦ୍ଦିଷ୍ଟ ମାର୍ଗରେ; ମଣିଷ, ଘଟଣା, ପ୍ରସଙ୍ଗ, ପଦାର୍ଥ, ସଂଗଠନ, ନୀତି ଆଦିକୁ ଦେଖେ ଓ ମତ,…
ଏଟିଏମ୍ ଯିବ
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଅଟୋମେଟେଡ୍ ଟେଲର ମେଶିନ (ଏଟିଏମ୍)ରୁ ଅର୍ଥ ଉଠାଣ ଉପରେ ଆସନ୍ତା ମେ’ ପହିଲାରୁ ଫି’ ବୃଦ୍ଧି ହେବା ନେଇ ଘୋଷଣା କରିଛି। ଏଣିକି ଗ୍ରାହକମାନେ ଖାତା ଥିବା ନିଜ ବ୍ୟାଙ୍କରୁ ମାସକୁ ମାଗଣାରେ ୫ ଥର…
ଏଇ ଭାରତରେ
ଉତ୍ତରପ୍ରଦେଶ ଲକ୍ଷ୍ନୌର ଚାରୁ ଖାରେ ନାମକ ଜଣେ ବ୍ୟକ୍ତି ପ୍ରାଣୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଦେଇଛନ୍ତି। ଚାକିରିରୁ ସମୟ ବାହାର କରି ଅସହାୟ ପ୍ରାଣୀଙ୍କ ସୁରକ୍ଷାରେ ସେ ଲାଗିଛନ୍ତି। ମୁଖ୍ୟତଃ ମା’ଠାରୁ ଅଲଗା ହୋଇଯାଇଥିବା ମାଙ୍କଡ଼ ଛୁଆଙ୍କ ଯତ୍ନ ନେଉଛନ୍ତି। ସେ…
ବିଶ୍ୱାସର କଣ୍ଠରୋଧ
କୌଣସି ବ୍ୟକ୍ତି, ବସ୍ତୁ, ବିଷୟ ଓ ବ୍ୟବସ୍ଥା ପ୍ରତି ଆମର ଆସ୍ଥା ଓ ଭରସାକୁ ବିଶ୍ୱାସ କୁହାଯାଏ। ଏସବୁର ସତ୍ୟତାକୁ ସନ୍ଦେହ କରିବା ହେଉଛି ଅବିଶ୍ୱାସ। ଅନ୍ଧବିଶ୍ୱାସ ହେଉଛି, ଯେତେବେଳେ ପ୍ରଚଳିତ ବ୍ୟବସ୍ଥା ପଛରେ କିଛି ସତ୍ୟତା ନ ଥାଏ କିନ୍ତୁ…
ଆର ପଟେ ଚାଇନା
ନେପାଳରେ ମାର୍ଚ୍ଚ ୨୮ରେ ଦେଖାଇଥିବା ରାଜତନ୍ତ୍ର ସପକ୍ଷବାଦୀ ବିକ୍ଷୋଭରେ ଏବେ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିବା ସହ ୧୧୦ ଜଣ ଗିରଫ ହୋଇଛନ୍ତି। ନେପାଳରେ ରାଜତନ୍ତ୍ରଠାରୁ ଆରମ୍ଭକରି ଗଣତାନ୍ତ୍ରିକ ସରକାର ପର୍ଯ୍ୟନ୍ତ ଏକ ସୁଦୀର୍ଘ ଇତିହାସ ରହିଛି। ନେପାଳ ରାଜତନ୍ତ୍ରରେ…
ବୈବାହିକ ସମ୍ପର୍କରେ ତିକ୍ତତା
ବାହାଘରର କିଛି ମାସ ପରେ ଆମେ ଶୁଣୁଛୁ ସ୍ବାମୀ-ସ୍ତ୍ରୀ ଭିତରେ ଝଗଡା ହେଉଛି ଓ ସେମାନେ ଡିଭୋର୍ସ ଫାଇଲ କରିଛନ୍ତି। ଏଭଳି ପରିସ୍ଥିତି ଉଭୟ ଲଭ ମ୍ୟାରେଜ ଓ ଆରେଞ୍ଜ ମ୍ୟାରେଜରେ ଦେଖାଦେଉଛି। ଆଗରୁ ଆରେଞ୍ଜ ମ୍ୟାରେଜରେ ସ୍ବାମୀ-ସ୍ତ୍ରୀ ଭିତରେ ପଡୁ…
ଧର୍ମୀୟ ସ୍ବାଧୀନତା ଓ ଭାରତ
ପ୍ରତିବର୍ଷ ୟୁନାଇଟେଡ୍ ଷ୍ଟେଟ୍ସ କମିଶନ ଅନ୍ ଇଣ୍ଟରନ୍ୟାଶନାଲ ରିଲିଜିଅସ ଫ୍ରିଡମ୍ (ୟୁଏସ୍ସିଆଇଆର୍ଏଫ୍) ବିଶ୍ୱରେ ଧର୍ମୀୟ ସ୍ବାଧୀନତା ଉଲ୍ଲଂଘନରେ ଜଡ଼ିତ କିମ୍ବା ଏହାକୁ ଅନୁମତି ଦେଉଥିବା ଦେଶଗୁଡ଼ିକର ତାଲିକା ପ୍ରସ୍ତୁତ କରିଥାଏ। ସେହି ସବୁ ରାଷ୍ଟ୍ରକୁ ‘କଣ୍ଟ୍ରିଜ ଅଫ୍ ପର୍ଟିକୁଲାର କନସର୍ନ’(ସିପିସି) ବା…
ବାର୍ଦ୍ଧକ୍ୟର ଅନୁଚିନ୍ତା
ମଣିଷର ବୟସ ବଢିଲେ ପରମାୟୁ କମି କମି ଚାଲେ। ଏଣୁ ବୟସକୁ ସମ୍ମାନ ଦେଇ ସର୍ବାଗ୍ରେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ବିଧେୟ। ଶରୀର ସୁସ୍ଥ ଥିଲେ ମନ ସୁଖୀ ରହେ। ନିଜର ବିଚାର ଶକ୍ତି ବଢ଼େ। ଚିଡାପଣ କମେ।…
ପତଙ୍ଗ ଭାରତ
ଦେଶ ବା ରାଜ୍ୟ ଚଳେଇବା ଛୋଟିଆ କଥା ନୁହେଁ। ସରକାରୀ କଳକୁ ଚଳେଇବା ମଧ୍ୟ କୋଉ ଯୁଦ୍ଧଠାରୁ କମ୍ ନୁହେଁ। ପ୍ରତ୍ୟହ ନୂଆ ନୂଆ ଚ୍ୟାଲେଞ୍ଜ, ସମସ୍ୟା। ତାକୁ ସମାଧାନ କରିବାକୁ ଲୋଡ଼ା ଅର୍ଥବଳ ଓ ମାନବ ସମ୍ବଳ, ନୂଆ ବିଚାରଧାରା…
ଏମ୍ଏଲ୍ଏଙ୍କୁ ଅଣଦେଖା
ଭାରତୀୟ ଜନତା ପାର୍ଟି (ଭାଜପା) ଉଭୟ କେନ୍ଦ୍ର ଓ ଦିଲ୍ଲୀରେ କ୍ଷମତାରେ ଥିବାରୁ ଅମଲାତାନ୍ତ୍ରିକ ପ୍ରକ୍ରିୟା ସରଳରେ ଏବଂ ପ୍ରଭାବୀ ଭାବେ କାର୍ଯ୍ୟ କରିବ ବୋଲି ମନେକରାଯାଉଥ୍ତ୍ଲା। କିନ୍ତୁ ଏବେ ଏଭଳି ହେଉନାହିଁ। ନିକଟରେ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା…
ଏଇ ଭାରତରେ
ପ୍ରତିବର୍ଷ ଗ୍ରୀଷ୍ଣଋତୁରେ ବେଙ୍ଗାଲୁରୁ ସହରରେ ଜଳ ସଙ୍କଟ ଦେଖାଯାଏ। ଆପାର୍ଟମେଣ୍ଟରେ ରହୁଥିବା ଲୋକେ ଟ୍ୟାଙ୍କର ଉପରେ ନିର୍ଭର କରିଥାନ୍ତି। କିନ୍ତୁ ଗଣେଶ ସନଭାଗଙ୍କ ଚେଷ୍ଟା ଯୋଗୁ ଏବେ ୩୦୦ ଆପାର୍ଟମେଣ୍ଟ ପୂର୍ବ ଭଳି ଟ୍ୟାଙ୍କର ଉପରେ ନିର୍ଭର କରୁନାହାନ୍ତି। କାରଣ ସେମାନେ…
ଫେରିଲେ ସୁନୀତା
ଦୀର୍ଘ ୯ ମାସରୁ ଊର୍ଦ୍ଧ୍ୱ ସମୟ ପ୍ରତୀକ୍ଷାର ଅନ୍ତ ଘଟାଇ ମାର୍ଚ୍ଚ ୧୮, ୨୦୨୫ ତାରିଖ ଅପରାହ୍ନ ୫ଟା ୫୭ ମିନିଟ୍ ସମୟରେ ମେକ୍ସିକୋ ଉପସାଗରସ୍ଥିତ ଫ୍ଲୋରିଡା ଉପକୂଳବର୍ତ୍ତୀ ଟାଲ୍ଲାହାସିଠାରେ ସ୍ପେସ୍ଏକ୍ସର ଡ୍ରାଗନ ଫ୍ରିଡମ୍ କ୍ୟାପ୍ସୁଲ୍ (କ୍ରିଉ-୯) ସାହାଯ୍ୟରେ ଅନ୍ତର୍ଜାତୀୟ ମହାକାଶ…
Archives


